ଖୋର୍ଦ୍ଧା

ଫୁଲ ତୋଳିବାକୁ ଯାଇ ଫେରିଲେନି ମହିଳା

ନିରାକାରପୁର,୨୧ା୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଭୂଷଣ୍ଡପୁର ଫରେଷ୍ଟର ଅଧୀନରେ ଥିବା ଗୋଳବାଇ ପଞ୍ଚାୟତ କାୟା ଗ୍ରାମରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭରତ ବେହେରାଙ୍କ ସ୍ତ୍ରୀ ରଙ୍ଗ ବେହେରା (୫୦)। ରଙ୍ଗ ଫୁଲ ତୋଳିବାକୁ ଯାଇଥିବା…

ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି: ୪ ଗୁରୁତର

ଖୋର୍ଦ୍ଧା ଅଫିସ, ୧୯।୮: ରୋଷେଇ ଘରେ ଗ୍ୟାସ ଟାଙ୍କି ଫାଟି ୪ ଗୁରୁତର ହୋଇଥିବା ବେଳେ ୩ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡାରେ । ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର…

ବିଭିନ୍ନ ସ୍ଥାନରେ ଉଡ଼ିଲା ତ୍ରିରଙ୍ଗା

ଜଟଣୀ,୧୫।୮(ଡି.ଏନ୍‌.ଏ): ପୂର୍ବତଟ ରେଳପଥ ଖୋର୍ଦ୍ଧାରୋଡ୍‌ ରେଳମଣ୍ଡଳ(ଜଟଣୀ) ପକ୍ଷରୁ ରବିବାର ପୂର୍ବାହ୍ନରେ କୋଭିଡ୍‌ କଟକଣା ମଧ୍ୟରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ମଣ୍ଡଳ କାର୍ମିକ ଅଧିକାରୀ ରଞ୍ଜନ କୁମାର ମହାନ୍ତିଙ୍କ ସଂଯୋଜନାରେ ପତାକା ଉତ୍ତୋଳନ ଉତ୍ସବରେ ଖୋର୍ଦ୍ଧାରୋଡ୍‌ ରେଳମଣ୍ଡଳ ପ୍ରବନ୍ଧକ ରିଙ୍କେଶ…

ଜିଲାସ୍ତରୀୟ ସ୍ବାଧୀନତା ଦିବସ: ଖୋର୍ଦ୍ଧାରେ ତ୍ରିରଙ୍ଗା ଉଡ଼ାଇଲେ ଜିଲାପାଳ

ଖୋର୍ଦ୍ଧା ଅଫିସ,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୫ତମ ଜିଲାସ୍ତରୀୟ ସ୍ବାଧୀନତା ସମାରୋହ ବିଜେବି ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସନତ ମହାନ୍ତି ପତାକା ଉତ୍ତୋଳନ ସହ ଅଭିବାଦନ ଗ୍ରହଣ କରି କହିଲେ, କଳା, ସାହିତ୍ୟ, ସଂସ୍କୃତି, ଭାସ୍କର୍ଯ୍ୟ କ୍ଷେତ୍ରରେ…

ସ୍ବାଧୀନତା ଦିବସରେ ଅଘଟଣ: ଜାତୀୟ ପତାକା ଉତ୍ତୋଳନ ବେଳେ ଗ୍ରାମରକ୍ଷୀଙ୍କ ଜୀବନ ଗଲା

ଖୋର୍ଦ୍ଧା ଅଫିସ,୧୫ା୮: ସମଗ୍ର ରାଜ୍ୟରେ ୭୫ତମ ସ୍ବାଧୀନତା ଦିବସ ପାଳନ କରାଯାଉଥିବା ବେଳେ ଖୋର୍ଦ୍ଧାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଙ୍କିଆ ଥାନା ସିକୋ ଫାଣ୍ଡିରେ ଜାତୀୟ ପତାକା ଉତ୍ତୋଳନ ବେଳେ ସଂସ୍ପର୍ଶରେ ଆସି ଜଣେ ଗ୍ରାମରକ୍ଷୀଙ୍କ ଜୀବନ ଯାଇଥିବା ବେଳେ…

ମହିଳା ବନପାଳଙ୍କୁ ନିର୍ଯାତନା

ଖୋର୍ଦ୍ଧା ଅଫିସ,୧୪ା୮: ଖୋର୍ଦ୍ଧା ଜିଲା ଚିଲିକା ବନ୍ୟପ୍ରାଣୀ ବନଖଣ୍ଡର ନୂଆପଡ଼ା ରେଞ୍ଜ୍‌ରେ କାର୍ଯ୍ୟରତ ଜଣେ ମହିଳା ବନପାଳଙ୍କୁ ଉପରିସ୍ଥ ଅଧିକାରୀ ନିର୍ଯାତନା ଦେଉଛନ୍ତି। ଏନେଇ ସେ ଚିଲିକା ଡିଏଫ୍‌ଓ ଦାୟିତ୍ୱରେ ଥିବା ଏସିଏଫ ଓ ନୂଆପଡ଼ା ରେଞ୍ଜରଙ୍କ ବିରୋଧରେ ଭୁବନେଶ୍ୱର ଆଞ୍ଚଳିକ…

ନନ୍ଦନକାନନରେ ହାତୀ ବାସନ୍ତୀ ଅସୁସ୍ଥ

ବାରଙ୍ଗ,୧୨ା୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ହାତୀ ସଫାରିରେ ରହୁଥିବା ମାଈ ହାତୀ ବାସନ୍ତୀ ବୁଧବାର ଅସୁସ୍ଥ ହୋଇପଡ଼ିଛି। ସେ କିିଛିଦିନ ହେବ ଠିକ ଭାବେ ଖିଆପିଆ କରୁନାହିଁ। ବୟସାଧିକ କାରଣରୁ ସେ ବାରମ୍ବାର ବଦହଜମିର ଶିକାର ହେଉଛି। ବୁଧବାର ବଦହଜମିର ଶିକାର…

ରାସ୍ତାକଡ଼ରୁ ଗଛ କାଟି ଦେଲେ

ଖୋର୍ଦ୍ଧା ଅଫିସ,୯।୮: ପରିବେଶ ସନ୍ତୁଳନ ଲାଗି ଚାରାରୋପଣ ନିମନ୍ତେ ସଚେତନତା ସୃଷ୍ଟି କରାଯାଉଛି। ଏପରି କି ରାସ୍ତା ପାର୍ଶ୍ୱରେ ବନୀକରଣକୁ ଗୁରୁତ୍ୱ ଦିଆଯାଉଛି। ପ୍ରତିବର୍ଷ ବନ ମହୋତ୍ସବ ପାଳନ ସହ ଲୋକଙ୍କୁ ମାଗଣା ଚାରା ବଣ୍ଟନ କରାଯାଉଛି। ଅନ୍ୟପକ୍ଷରେ ରାସ୍ତା ପାର୍ଶ୍ୱରୁ…

‘ଷ୍ଟାର ମିସ୍‌ କନ୍‌ଫିଡେଣ୍ଟ’ ହେଲେ ଆୟତୀ

ଭୁବନେଶ୍ୱର, ୯।୮(ବ୍ୟୁରୋ): ଜାତୀୟସ୍ତରୀୟ ପ୍ରତିଯୋଗିତା ‘ଷ୍ଟାର୍‌ ମିଷ୍ଟର ଆଣ୍ଡ୍‌ ମିସ୍‌ ଟିନ୍‌ ଇଣ୍ଡିଆ’ରେ ପ୍ରତିଭା ପ୍ରଦର୍ଶନ କରି ଟାଇଟଲ୍‌ ହାସଲ କରିଛନ୍ତି ଭୁବନେଶ୍ୱରର ଝିଅ ଆୟତୀ ପଟ୍ଟନାୟକ। ନୂଆଦିଲ୍ଲୀର ଷ୍ଟାର୍‌ ଏଣ୍ଟରଟେନ୍‌ମେଣ୍ଟ ପ୍ରଡକ୍ସନ ପକ୍ଷରୁ ନିକଟରେ ରାଜସ୍ଥାନର ଜୟପୁର ସହରରେ ଆୟୋଜିତ…

ବିଏମ୍‌ସି ବ୍ୟତୀତ ଆଜିଠୁ ଖୋର୍ଦ୍ଧା ଜିଲାର ଖୋଲିଲା ସମସ୍ତ ଧାର୍ମିକ ଅନୁଷ୍ଠାନ

ଖୋର୍ଦ୍ଧା ଅଫିସ,୮ା୮: ଦୀର୍ଘ ୩ମାସ ପରେ ସୋମବାରଠାରୁ ଖୋର୍ଦ୍ଧା ଜିଲାର ସମସ୍ତ ଧାର୍ମିକ ଅନୁଷ୍ଠାନ ଖୋଲିିଛି। କରୋନା ମହାମାରୀ ଯୋଗୁ ଭକ୍ତଙ୍କ ମନ୍ଦିର ପ୍ରବେଶ ଉପରେ କଟକଣା ରହିଥିଲା। ଏବେ କଟକଣା କୋହଳ ହେବା ପରେ ଧାର୍ମିକ ଅନୁଷ୍ଠାନଗୁଡ଼ିକୁ ଖୋଲିବା ପାଇଁ…

ଖୋର୍ଦ୍ଧା ଝିଅ ସମୀକ୍ଷାଙ୍କୁ ଆମନ୍ତ୍ରଣ

ଖୋର୍ଦ୍ଧା ଅଫିସ, ୯ା୮: ଅନ୍ତର୍ଜାତୀୟ ଚିତ୍ରକଳା ପ୍ରତିଯୋଗିତାରେ ଖୋର୍ଦ୍ଧାର ଝିଅ ସୁଶ୍ରୀ ସମୀକ୍ଷା ପଣ୍ଡା ଭାଗ ନେବେ। ସମୀକ୍ଷାଙ୍କୁ ଆମନ୍ତ୍ରଣ କରିଛନ୍ତି ଇଂଲଣ୍ଡ କ୍ରିକେଟ ଦଳର ଅଧିନାୟକ ଜୋ ରୁଟ୍‌। ଏହି ପ୍ରତିଯୋଗିତାରେ ବିଶ୍ୱର ୧୦ ଦେଶରୁ ୩ଶହ ପ୍ରତିଯୋଗୀ ଅଂଶଗ୍ରହଣ…

ଭୁବନେଶ୍ୱରରେ ବଜ୍ରକାପ୍ତା ଚାଲାଣ ର଼୍ୟାକେଟ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୭।୮(ଡି.ଏନ୍‌.ଏ.) : ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ଦିନକୁ ଦିନ ବଢିଚାଲିଛି। ବନକର୍ମଚାରୀ ଓ ଶିକାରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ବନ୍ୟପ୍ରାଣୀମାନେ ବଡ଼ ବିପଦର ସମ୍ମୁଖୀନ ହେଉଛନ୍ତି। ଏହି ର଼୍ୟାକେଟର ଚେର ଓଡ଼ିଶାର ବିଦେଶକୁ ଲମ୍ବିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?