ପ୍ରଶାସନର ନୀରବତାକୁ ନେଇ ପ୍ରଶ୍ନବାଚୀ
ଖୋର୍ଦ୍ଧା ଅଫିସ,୨୪ା୩: ଖୋର୍ଦ୍ଧା ଜିଲାରେ ଚଳିତ ଖରିଫ ଧାନକିଣାରେ ବ୍ୟାପକ ଅନିୟମିତତା ହୋଇଛି। ଶତାଧିକ ପଞ୍ଜୀକୃତ ଚାଷୀ ଧାନ ବିକ୍ରି କରି ନ ପାରି ଅଭାବୀ ବିକ୍ରିର ସମ୍ମୁଖୀନ ହେଉଛନ୍ତି। ନକଲିି ଚାଷୀଙ୍କଠାରୁ ଶତାଧିକ କୁଇଣ୍ଟାଲ ଧାନ କିଣାଯାଇଛି। ଧାନକିଣା ଦୁର୍ନୀତିରେ…
ବରୁଣେଇ ସଂରକ୍ଷିତ ଜଙ୍ଗଲରେ ଅଗ୍ନିକାଣ୍ଡ
ଖୋର୍ଦ୍ଧା ଅଫିସ, ୨୩।୩: ଖୋର୍ଦ୍ଧା ଜିଲା ବରୁଣେଇ ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ଜଟଣୀ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ବିଭିନ୍ନ ସ୍ଥାନରେ ନିଆ ଲାଗିଯିବାରୁ ତାକୁ ଆୟତ କରିବାକୁ ଅଗ୍ନିଶମ…
ଦୁର୍ଦ୍ଦିନରେ ୫୦୦ ବୁଣାକାର ପରିବାର
ଖୋର୍ଦ୍ଧା ଅଫିସ,୨୧ା୩: କରୋନା ମହାମାରୀ ଯୋଗୁ ଏକ ବର୍ଷ ହେବ ଖୋର୍ଦ୍ଧା ଜିଲା ବେଗୁନିଆ ଏବଂ ବୋଲଗଡ଼ ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ବୁଣାକାରଙ୍କ ପରିବାର ହାତ ବାନ୍ଧି ବସିଛନ୍ତି। କଞ୍ଚାମାଲ ଅଭାବ, ପ୍ରସ୍ତୁତ ସାମଗ୍ରୀ ବିକ୍ରି ନ ଥିବାରୁ ବୁଣାକାରଙ୍କ ସମସ୍ୟାକୁ…
ଜକଲା ଜଙ୍ଗଲରେ ନିଆଁ
ବୋଲଗଡ଼,୨୦।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ସାନପଦର ଜକଲା କାଜୁ ଜଙ୍ଗଲରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୫ ଏକର ପରିମିତ ଅଞ୍ଚଳରେ ଥିବା ବହୁ ଗଛଲତା ପୋଡ଼ିଯାଇଛି। ଖବରପାଇ ବୋଲଗଡ଼ ଅଗ୍ନିଶମ କେନ୍ଦ୍ରର କର୍ମଚାରୀମାନେ ପହଞ୍ଚି ସ୍ଥାନୀୟ ଲୋକଙ୍କ…
ଧାନ କିଣା ଦୁର୍ନୀତିର ତଦନ୍ତ ଦାବି
ଖୋର୍ଦ୍ଧା ଅଫିସ,୨୦।୩: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅସରଳା ସେବା ସମବାୟ ସମିତି(ପ୍ୟାକ୍ସ)ରେ ନକଲି ଚାଷୀଙ୍କ ଠାରୁ ଧାନ କିଣାଯାଇଥିବା ଅଭିଯୋଗ ଆସିଛି। ଶୁକ୍ରବାର ଏନେଇ ଏହି ସମିତିର ପଞ୍ଜୀକୃତ ଶତାଧିକ ଚାଷୀ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ବଳକା…
କାରରୁ ନରକଙ୍କାଳ ମିଳିବା ଘଟଣା : ସାମ୍ନାକୁ ଆସିଲା ସ୍କେଚ୍
ଭୁବନେଶ୍ୱର,୧୯।୩(ବ୍ୟୁରୋ): ଖୋର୍ଦ୍ଧା ଜିଲା ଯାଁଳା ଫାଣ୍ଡିରେ ଜବତ କାରରୁ ମାସେ ତଳେ ଏକ ନରକଙ୍କାଳ ମିଳିଥିଲା। ଏହି ଘଟଣାରେ ମହିଳାଙ୍କ ମୁହଁର ସ୍କେଚ ଆସିଛି। ବେଙ୍ଗାଲୁରୁର ଏକ ବେସରକାରୀ ସଂସ୍ଥାର ଲ୍ୟାବକୁ ଏହି ଦାୟିତ୍ୱ ଦିଆଯାଇଥିଲା। ନରକଙ୍କାଳ ନମୁନାରୁ ସ୍କଲ ମ୍ୟାପିଂ…
ଚାଷରେ ଲାଗୁନିି ମନ୍ଦାକିନୀ ବ୍ୟାରେଜ୍
ନିରାକାରପୁର,୧୯।୩ (ଡି.ଏନ୍.ଏ.): ଚାଷୀଙ୍କ ଉନ୍ନତି ପାଇଁ ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତ ଗଡ଼ଠାରେ ମନ୍ଦାକିନୀ ନଦୀରେ ୧୯୮୧ ଡିସେମ୍ବର ୨୧ରେ ଏକ ବ୍ୟାରେଜ୍ ନିର୍ମାଣ କରାଯାଇଥିଲା। ଫଳରେ ଜିଲାର ଟାଙ୍ଗୀ ଓ ଖୋର୍ଦ୍ଧା ବ୍ଲକ ଏବଂ ପୁରୀ ଜିଲା କଣାସ ବ୍ଲକର…
ଓଡ଼ିଆରେ ଲେଖାଯିବ ନାମଫଳକ
ଖୋର୍ଦ୍ଧା ଅଫିସ,୧୮ା୩:ଏପ୍ରିଲ ୧ରେ ଖୋର୍ଦ୍ଧା ସଦର ମହକୁମାରେ ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ କରାଯିବ। ଏ ନେଇ ବୁଧବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଏପ୍ରିଲ ୧ତାରିଖ…
ବରୁଣେଇ ପୁରୁଣା ଡିଆରଡିଏ କୋଠା ଜବରଦଖଲ ମୁକ୍ତ ଦାବିରେ ଧାରଣା
ଖୋର୍ଦ୍ଧା ଅଫିସ,୧୫।୩: ରାଜ୍ୟ ସରକାର ୧୯୯୮ ମସିହାରେ ପ୍ରାୟ ୫୦ ଲକ୍ଷ ବ୍ୟୟ ଅଟକଳରେ ବରୁଣେଇ ପାହାଡ଼ ପାଦଦେଶରେ ୧.୮୩୨ ଏକର ଜାଗା ଉପରେ ଏକ ଡିଆରଡିଏ କୋଠା ନିର୍ମାଣ କରିଥିଲେ। ପରବର୍ତ୍ତୀ ସମୟରେ ନୂତନ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରକୁ ଏହା…
ଜଳିଗଲା ଘାଗୁଡ଼ିିବନ୍ଧ ଜଙ୍ଗଲ
ଖୋର୍ଦ୍ଧା ଅଫିସ,୧୫ା୩:ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅଧୀନ ହରିପୁର ପଞ୍ଚାୟତର ପୋଡ଼ପଡ଼ା ଗ୍ରାମ ନିକଟ ଘାଗୁଡ଼ିିବନ୍ଧ ସଂରକ୍ଷିତ ଜଙ୍ଗଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ଏକ ଏକର ପରିମିତ ଅଞ୍ଚଳରେ ଥିବା ବହୁ ଗଛଲତା ପୋଡ଼ିଯାଇଛି। ନିମିଷକରେ ନିଆଁ କ୍ଷୀପ୍ର ଗତିରେ…
ଶିମିଳିପାଳ ପରେ ବରୁଣେଇରେ ନିଆଁ
ଖୋର୍ଦ୍ଧା ଅଫିସ,୧୫ା୩: ଶିମିଳିପାଳ ପରେ ନିଆଁ ଆଁରେ ଖୋର୍ଦ୍ଧା ଜିଲାର ବରୁଣେଇ ଜଙ୍ଗଲ। ରବିବାର ଗଡ଼ଖୋର୍ଦ୍ଧା ନିକଟ ବରୁଣେଇ ଜଙ୍ଗଲରେ ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୫ ହେକ୍ଟର ପରିମିତ ଅଞ୍ଚଳରେ ନିଆଁ ଲାଗିିଛି। ତେବେ କୌଣସି ଗଛ ନଷ୍ଟ ହୋଇନାହିଁ, କେବଳ…
ଖୋର୍ଦ୍ଧା ବରୁଣେଇ ଜଙ୍ଗଲରେ ନିଆଁ
ଖୋର୍ଦ୍ଧା ଅଫିସ,୧୪।୩: ଖୋର୍ଦ୍ଧା ବରୁଣେଇ ଜଙ୍ଗଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ନିଆଁ ୫ ଫୁଟ ଉପରେ ଜଳୁଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ପ୍ରବଳ ଖରା ଧାସ, ଏବଂ ପାଣିର ଅଭାବ…
Archives


