ଖୋର୍ଦ୍ଧା

ଧାନକିଣା ଅନିୟମିତତାର ତଦନ୍ତ ଦାବି

ଖୋର୍ଦ୍ଧା ଅଫିସ,୧୨।୨: ଚଳିତ ବର୍ଷ ଖୋର୍ଦ୍ଧା ଜିଲାରେ ଖରିଫ ଧାନ କିଣାରେ ବ୍ୟାପକ ଦୁର୍ନୀତି ହେଉଥିବା ଅଭିଯୋଗ ଉଠିଛି। ଦୁର୍ନୀତି ପଛରେ ପ୍ରାଥମିକ ସେବା ସମବାୟ ସମିତି(ପ୍ୟାକ୍ସ) ସମ୍ପାଦକଙ୍କ ହାତ ରହିଛି। ସମିତି ସମ୍ପାଦକ ଏବଂ ମିଲର୍ସଙ୍କ ମଧୁଚନ୍ଦ୍ରିକାରେ ଧାନକିଣା ଚାଲିଛି।…

ଚାକିରିରୁ ନିଲମ୍ବିତ ହେଲେ ଏସ୍‌ଏସ୍‌ଓ

ଖୋର୍ଦ୍ଧା ଅଫିସ,୧୦ା୨: ଭୁବନେଶ୍ୱର ଏୟାରପୋର୍ଟ ଥାନା ପଳାସପଲ୍ଲୀ ଅଞ୍ଚଳରେ ଥିବା ନିଖିଳ ଉକତ୍ଳ ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣା ପଦାକୁ ଆସିବା ପରେ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ…

ସୁନା ଦୋକାନ ଉପରେ ଚଢ଼ାଉ: ଖବରଦାତାଙ୍କ ମୋବାଇଲରୁ କାଟିଦେଲେ ଫଟୋ

ନିରାକାରପୁର,୯।୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଏକ ସୁନା ଦୋକାନ ଉପରେ ମଙ୍ଗଳବାର ଦିନ ଚଢ଼ାଉ ହୋଇଥିଲା। ଦୁଇଟି ଗାଡିରେ ଆସିଥିବା ବିଭାଗୀୟ କର୍ମଚାରୀମାନେ ସକାଳ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏହି ଚଢ଼ାଉ କରିଥିଲେ । ଚଢ଼ାଉ ସମୟରେ…

ଧାର୍ଯ୍ୟ ସମୟରେ କୋର୍ସ ସରିବା ନେଇ ଆଶଙ୍କା

ଖୋର୍ଦ୍ଧା ଅଫିସ,୮।୨: କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ ସହ ସୋମବାରଠାରୁ ଶ୍ରେଣୀଗୃହରେ ନବମ ଓ ଏକାଦଶ ଶ୍ରେଣୀର ପାଠପଢା ଆରମ୍ଭ ହେବ। କରୋନା ମହାମାରୀ ପାଇଁ ମାର୍ଚ୍ଚ ୨୨ରୁ ସ୍କୁଲ ବନ୍ଦ ଥିବାରୁ ଅନଲାଇନରେ ପାଠପଢା ଚାଲିଥିଲା। ଏବେ ସ୍କୁଲ ଖୋଲିବା ପରେ…

ମିଜୋରାମରୁ ଆସିଲେ ୧୮ ନୂଆ ଅତିଥି

ବାରଙ୍ଗ,୮।୨(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ରବିବାର ମିଜୋରାମର ଆଇଜଲ ଚିଡିଆଖାନାରୁ ୫ ପ୍ରଜାତିର ୧୮ ନୂଆ ପଶୁପକ୍ଷୀ ପହଞ୍ଚତ୍ଛନ୍ତି। କରୋନା କଟକଣା ଯୋଗୁ ଜୀବଜନ୍ତୁ ଆଣିବା ପ୍ରକିୟା ବନ୍ଦ ଥିବାବେଳେ ଚଳିତବର୍ଷର ଏହା ପ୍ରଥମ ଅଦଳବଦଳ ପ୍ରକିୟାର ଶୁଭାରମ୍ଭ ହୋଇଛି। ଏହି…

ଖୋର୍ଦ୍ଧା ଲଜ୍‌ରୁ ବ୍ରହ୍ମପୁର ଛାତ୍ରଙ୍କ ମୃତଦେହ ଜବତ

ଖୋର୍ଦ୍ଧା ଅଫିସ,୫।୨: ଭୁବନେଶ୍ୱରସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ମନରୁ ନ ଲିଭୁଣୁ ଗୁରୁବାର ଖୋର୍ଦ୍ଧାର ଏକ ଲଜରୁ ଟାଉନ ପୋଲିସ ବ୍ରହ୍ମପୁରର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରଙ୍କ ମୃତଦେହ ଜବତ…

୫୪ ଦିନ ପରେ ଗାଁକୁ ଫେରିଲା ମୃତଦେହ

ବାଣପୁର, ୨।୨(ଡି.ଏନ୍‌.ଏ): ପରିବାର ପ୍ରତିପୋଷଣ ପାଇଁ ଅଧିକ ରୋଜଗାର ଆଶାରେ ସୁଦୂର ସାଉଦି ଆରବକୁ ଯାଇଥିବା ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ବାଁଳେଇ ଗ୍ରାମର ଜଣେ ଓଡ଼ିଆ ଶ୍ରମିକଙ୍କର ସେଠାରେ ମୃତ୍ୟୁ ହୋଇଯାଇଛି। ମୃତ୍ୟୁର ୫୪ ଦିନ ପରେ ସୋମବାର ତାଙ୍କ…

୬ ଘଣ୍ଟା ପରେ ଚିଲିକା ମଝିରୁ ଉଦ୍ଧାର ହେଲେ ୧୭ ପର୍ଯ୍ୟଟକ

ବାଲୁଗାଁ,୧ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ଅଧୀନ ସୋରଣ ପେଣ୍ଠରୁ ରବିବାର ଚିଲିକା ପରିଭ୍ରମଣରେ ଯାଇଥିବା ୧୭ଜଣ ପର୍ଯ୍ୟଟକ, ୨ଜଣ ନାଉରିଆ ଫେରିବାବେଳେ ମଝି ଚିଲିକାରେ ଫସିଯାଇଛନ୍ତି। ଖବରପାଇ ବାଲୁଗାଁ ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ପ୍ରାୟ ୬ଘଣ୍ଟା ପରେ ଯାତ୍ରୀମାନଙ୍କୁ ଉଦ୍ଧାର…

ନିଶାଦ୍ରବ୍ୟ କାରବାରରେ ଲାଗୁନି ଅଙ୍କୁଶ

ବେଗୁନିଆ,୧ା୨(ଡି.ଏନ୍‌.ଏ.): ବେଗୁନିଆ ସଦର ମହକୁମା ଓ ଏହି ଥାନା ଅଞ୍ଚଳରେ ଥିବା ଗ୍ରାମାଞ୍ଚଳରେ ଏବେ ନିଶାଦ୍ରବ୍ୟ କାରବାର ବଢ଼ିଚାଲିଛି। ମଦ, ଗଞ୍ଜେଇ, ମାଦକ ଦ୍ରବ୍ୟ ସବୁ ଚୋରାରେ କାରବାର ହେଉଥିବାବେଳେ ପୋଲିସ ଓ ଅବକାରୀ ବିଭାଗ ନୀରବଦ୍ରଷ୍ଟା ସାଜିଥିବାରୁ ଅଞ୍ଚଳର ଯୁବକମାନେ…

ଜବତ ଜେସିବି ଛଡ଼ାଇନେଲେ ପଥର ମାଫିଆ

ବାଣପୁର,୧ା୨(ଡି.ଏନ୍‌.ଏ): ଟାଙ୍ଗୀ ରେଞ୍ଜ ଅଧୀନ ଚକଡ଼ାପଥର ଡିପିଏଫ ଅଞ୍ଚଳରେ ପଥର ଖନନକୁ ନେଇ ରବିବାର ପଥର ମାଫିଆ ଓ ବନ ବିଭାଗର କର୍ମଚାରୀମାନେ ମୁହାଁମୁହିଁ ହୋଇଛନ୍ତି। ପଥର ମାଫିଆମାନେ ଏକ ଜବତ ଜେସିବିକୁ ବଳପୂର୍ବକ ଛଡ଼ାଇ ନେଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ,…

ନନ୍ଦନକାନନରେ ପର୍ଯ୍ୟଟକ କମିଲେ

ବାରଙ୍ଗ,୧ା୨(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ କେବଳ ରବିବାରରେ ପର୍ଯ୍ୟଟକମାନଙ୍କ ସଂଖ୍ୟା ବଢୁଥିବାର ଲକ୍ଷ୍ୟ କରାଯାଉଥିବାବେଳେ ଏହି ରବିବାର ପର୍ଯ୍ୟଟକ ସଂଖ୍ୟା କମିଯାଇଛି। ଗତ ୨୪ତାରିଖ ରବିବାରଠାରୁ ମାସ ଶେଷ ୩୧ତାରିଖ ରବିବାରରେ ନନ୍ଦନକାନନରେ ପର୍ଯ୍ୟଟକ ମାନଙ୍କ ସଂଖ୍ୟା ତୁଳନାତ୍ମକ ଭାବେ କମିଥିବାବେଳେ…

ମାଟିରେ ମିଶିଲା ୧୪୦ରୁ ଊର୍ଦ୍ଧ୍ୱ ଦୋକାନ

ଖୋର୍ଦ୍ଧା ଅଫିସ,୨୯।୧: ଖୋର୍ଦ୍ଧା ଜିଲା ଜଟଣୀ ଫ୍ଲାଏ ଓଭରବ୍ରିଜ ନିର୍ମାଣ ଲାଗି ଅଧିକ ଜମିର ଆବଶ୍ୟକତା ରହିଛି। ଏଥିଲାଗି ସୀତାରାମ ଛକର ୧୪୦ରୁ ଊର୍ଦ୍ଧ୍ୱ ଦୋକାନୀଙ୍କୁ ଉଚ୍ଛେଦ କରାଯାଇଛି। ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ଦୋକାନୀମାନେ ନିଜ ହାତରେ ନିଜ ଦୋକାନକୁ ଭାଙ୍ଗିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri