ବ୍ୟବସାୟୀଙ୍କୁ ମାଡ଼ମାରି ନେଇଗଲେ ୬.୭୨ଲକ୍ଷ
ବେଗୁନିଆ,୨୮।୧(ଡି.ଏନ୍.ଏ.): ବେଗୁନିଆ ଥାନା ଅଧୀନ ପିଚୁକୁଳି-ସାନପଦର ଗ୍ରାମ ମଧ୍ୟରେ ଥିବା କେନାଲ ନିକଟରେ ମଙ୍ଗଳବାର ରାତିରେ କେତେଜଣ ଦୁର୍ବୃତ୍ତ ଦୁଇ ଗୋରୁ ବ୍ୟବସାୟୀଙ୍କୁ ମାଡ଼ମାରି ୬,୭୨,୦୦୦ଟଙ୍କା ଲୁଟି ନେଇଛନ୍ତି। ବ୍ୟବସାୟୀ ଲିୟାକତ ଖାନ ଓ ମୁସ୍ତାଫା ଖାନଙ୍କ ଅଭିଯୋଗକ୍ରମେ ପୋଲିସ ଏକ…
ମହିଳାଙ୍କୁ ପ୍ରତାରଣା: ଜେଲ ଗଲେ ଏସ୍ଆଇ
ଖୋର୍ଦ୍ଧା ଅଫିସ,୨୭ା୧: ଖାକିରେ ଲାଗିଲା କଳଙ୍କ। ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳରେ ରହୁଥିବା ଜଣେ ମହିଳାଙ୍କୁ ପ୍ରେମ କରି ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଜଣେ ଏସ୍ଆଇଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଭୂଷଣ୍ଡପୁର ଅଞ୍ଚଳର ଟାଙ୍ଗୀ ଥାନାରେ…
ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ
ଖୋର୍ଦ୍ଧା ଅଫିସ,୨୬।୧: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ୭୨ ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିିଆରେପାଳିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ…
ରାସ୍ତାରେ ଦନ୍ତା, ଗାଡ଼ି ଛାଡ଼ି ଦୌଡ଼ିଲେ ଲୋକେ
ଖୋର୍ଦ୍ଧା ଅଫିସ,୨୪।୧: ହାତୀ ପୁଣି ସହରମୁହାଁ ହୋଇଛନ୍ତି। ଶନିବାର ଭୋର ୬ଟାରେ ଭୁବନେଶ୍ୱର-ଚେନ୍ନାଇ ୧୬ନଂ. ଜାତୀୟ ରାଜପଥ ଦଳେଇପୁଟ ଛକରେ ୨ ଦନ୍ତାହାତୀଙ୍କୁ ଦେଖିବାକୁ ମିଳିଥିଲା। ଘନକୁହୁଡ଼ି ଯୋଗୁ ଲୋକେ ହଠାତ୍ ହାତୀକୁ ଦେଖି ପାରି ନ ଥିଲେ। ରାଜପଥରେ ହାତୀଙ୍କୁ…
ଗାଁ ଶ୍ମଶାନ ଉପରେ ପଥର ମାଫିଆଙ୍କ ଆଖି
ଖୋର୍ଦ୍ଧା ଅଫିସ,୨୨।୧: ଖୋର୍ଦ୍ଧା ଜିଲାରେ ସରକାରୀ ଜମି, ଗ୍ରାମ୍ୟ ଜଙ୍ଗଲ ଏବଂ କାଜୁ ଜଙ୍ଗଲରୁ ପଥର ମାଫିଆମାନେ ମାଙ୍କଡ଼ା ପଥର ଓ ମୋରମ ଚାଲାଣ କରୁଥିବାବେଳେ ଏବେ ସେମାନଙ୍କ ଲୋଲୁପ ଦୃଷ୍ଟି ଗାଁ ଶ୍ମଶାନ ଜମି ଉପରେ ପଡ଼ିଛି। ଗତ କିଛିଦିନ…
ବରୁଣେଇ ପୀଠ ରକ୍ଷଣାବେକ୍ଷଣ ପ୍ରତି ଦୃଷ୍ଟି ନାହିଁ: ପର୍ଯ୍ୟଟକଙ୍କୁ ବିମୁଖ କରୁଛି ଆବର୍ଜନା
ଖୋର୍ଦ୍ଧା ଅଫିସ,୨୨।୧: କରୋନା କଟକଣା ଯୋଗୁ ଦୀର୍ଘ ୯ ମାସ ବନ୍ଦ ରହିବା ପରେ ଖୋର୍ଦ୍ଧା ଜିଲାର ପର୍ଯ୍ୟଟନ ସ୍ଥଳୀଗୁଡ଼ିକ ଖୋଲିଛି। ଜିଲାର ପ୍ରମୁଖ ପର୍ଯ୍ୟଟନ ସ୍ଥଳ ବରୁଣେଇ ପୀଠରେ ଧିରେ ଧିରେ ପର୍ଯ୍ୟଟକଙ୍କ ଭିଡ଼ ଜମିବାରେ ଲାଗିଛି। ଏହାର ପ୍ରାକୃତିକ…
ସଂଗ୍ରାମୀଙ୍କ ଗାଁ ଚମ୍ପାଇଲୋ ଅବହେଳିତ
ଖୋର୍ଦ୍ଧା ଅଫିସ,୨୦ା୧: ‘ରକ୍ତ ଦିଅ, ମୁଁ ତୁମକୁ ସ୍ବାଧୀନତା ଦେବି’। ସ୍ବାଧୀନତା ସଂଗ୍ରାମ ସମୟରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଏହି ଡାକରା ଭାରତୀୟଙ୍କ ମଧ୍ୟରେ ଶିହରଣ ସୃଷ୍ଟି କରିଥିଲା। ଏହି ଡାକରାରେ ଉଦ୍ବୁଦ୍ଧ ହୋଇ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ…
ଧାନକିଣାରେ ବ୍ୟାପକ ଅନିୟମିତତା: ଚାଷୀଙ୍କ ଧାନ କିଣୁଛନ୍ତି ମିଲର୍ସ ୧୮।୧
ଖୋର୍ଦ୍ଧା ଅଫିସ,୧୮।୧: ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାପକ ଅନିୟମିତତା ହେଉଥିବା ଦେଖିବାକୁ ମିଳିଛି। ଧାର୍ଯ୍ୟ ଦିନ ପରିବର୍ତ୍ତେ ଛୁଟିଦିନରେ ଧାନ ଉଠାଯାଉଛି। ମଣ୍ଡିକୁ ଧାନ ଆସିବା ପରିବର୍ତ୍ତେ ମିଲର୍ସମାନେ ସିଧାସଳଖ ଚାଷୀଙ୍କ ଠାରୁ ଧାନ କିଣୁଛନ୍ତି। ସମବାୟ ସମିତି ଏବଂ ମିଲର୍ସଙ୍କ…
୧୮ ବର୍ଷରେ ଏଡ୍ସ ନେଲାଣିି ୨୧୫ ଜୀବନ
ଖୋର୍ଦ୍ଧା ଅଫିସ,୧୩ା୧: ଖୋର୍ଦ୍ଧା ଜିଲା ଏଡ୍ସ ନିୟନ୍ତ୍ରଣ କମିଟି ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଜିଲାର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍ସି)ରେ ଏଡ୍ସ ପରୀକ୍ଷା ବ୍ୟବସ୍ଥା ରହିଛି। ଚିହ୍ନଟ ରୋଗୀଙ୍କ…
ଫଟୋଗ୍ରାଫର୍ସ ଆସୋସିଏଶନ ବାର୍ଷିକ ଅଧିବେଶନ
ଖୋର୍ଦ୍ଧା ଅଫିସ,୧୩ା୧: ଖୋର୍ଦ୍ଧା ଫଟୋଗ୍ରାଫର୍ସ ଆସୋସିଏଶନ(କେପିଏ)ର ବାର୍ଷିକ ଅଧିବେଶନ ଓ ବନ୍ଧୁମିଳନ ସ୍ଥାନୀୟ ପୂର୍ତ୍ତ ଡାକ ବଙ୍ଗଳାଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ସାଧାରଣ ସଭାରେ ସଂଘର ଆଗାମୀ କାର୍ଯ୍ୟକ୍ରମ, ସଂଘ ସହ ଜଡ଼ିତ ଥିବା ସମସ୍ତ ଫଟୋଗ୍ରାଫର୍ସଙ୍କ ଉନ୍ନତି ଉପରେ ଆଲୋଚନା…
କୋଭିଡ୍ ଟିକାକୁ ସ୍ବାସ୍ଥ୍ୟକର୍ମୀଙ୍କ ନା’
ଖୋର୍ଦ୍ଧା ଅଫିସ,୧୩ା୧: ରାଜ୍ୟରେ ଆସନ୍ତା ୧୬ ତାରିଖରୁ କୋଭିଡ୍ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ସ୍ବତନ୍ତ୍ର ବିମାନ ଯୋଗେ ଟିକା ଭୁବନେଶ୍ୱରରେ ପହଞ୍ଚିିଛି। ମଙ୍ଗଳବାର ମଧ୍ୟରାତ୍ରିରୁ ଟିକା ସମସ୍ତ ଜିଲାରେ ପହଞ୍ଚିବା ଲାଗି ଯୋଜନା ରହିଛି। ଖୋର୍ଦ୍ଧା ଜିଲାରେ ଟିକାକରଣ ଲାଗି…
ପାଠପଢ଼ା ସ୍ଥିତି ପରଖିଲେ ଗଣଶିକ୍ଷାମନ୍ତ୍ରୀ : ବିଜେବିରେ ଯୁକ୍ତ ୨ ଖୋଲିବାକୁ ପ୍ରସ୍ତାବ
ଖୋର୍ଦ୍ଧା ଅଫିସ/ଯାଁଳା/ବେଗୁନିଆ,୧୧ା୧(ଡି.ଏନ୍.ଏ.): ରାଜ୍ୟ ସରକାର ଦୀର୍ଘ ୯ମାସ ପରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ କୋଭିଡ୍ କଟକଣାରେ ସ୍କୁଲ ଖୋଲିଛନ୍ତି। ପାଠପଢ଼ା କିପରି ଚାଲିଛି, ଏନେଇ ସୋମବାର ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଖୋର୍ଦ୍ଧାର ବିଭିନ୍ନ ବିଦ୍ୟାଳୟର ସ୍ଥିତି…
Archives


