ଖୋର୍ଦ୍ଧା

ପାଣିପାଗ ବିଶେଷଜ୍ଞ ଡ.ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ପ୍ରାଣନାଥ ସମ୍ମାନ

ଖୋର୍ଦ୍ଧା,୨୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୬ତମ ସାମ୍ବତ୍ସରିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷା ଡ.ବିନୋଦିନୀ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପ୍ରାକ୍ତନ ରାଜ୍ୟମୁଖ୍ୟ ପ୍ରଶାସକ ଗୋକୁଳ ଚନ୍ଦ୍ର ପତି ମୁଖ୍ୟ ଅତିଥି ଭାବେ ଯୋଗ...

ପାଠପଢ଼ି ଭଲ ମଣିଷ ହେବାକୁ ପରାମର୍ଶ

ନିରାକାରପୁର,୨୭ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ପଞ୍ଚାୟତରେ ଥିବା କ୍ଷେତ୍ରବାସୀ ସରକାରୀ ହାଇସ୍କୁଲର ୭୭ତମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ପ୍ରଧାନ ଶିକ୍ଷୟିତ୍ରୀ ସ୍ନିଗ୍ଧାରାଣୀ ଛୋଟରାୟଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଅତିଥିଭାବେ ଆଲୁମ୍‌ନି ଆସୋସିଏଶନର ସଭାପତି ରବୀନ୍ଦ୍ର କୁମାର...

ନିରାକାରପୁରରେ ୭୬ତମ ସାଧାରଣତନ୍ତ୍ର ଦିବସ

ନିରାକାରପୁର,୨୬ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ତଥା ଏହାର ଆଖ ପାଖ ଅଞ୍ଚଳରେ ୭୬ତମ ଜିଲାସ୍ତରୀୟ ଗଣତନ୍ତ୍ର ଦିବସ ରବିବାର ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସ୍ଥାନୀୟ ଅଞ୍ଚଳରେ ଥିବା ବିଭିନ୍ନ ବିଭିନ୍ନ ସରକାରୀ ଓ ବେସରକାରୀ...

ଖୋର୍ଦ୍ଧାରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା,୨୬ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୬ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ଖେଳପଡ଼ିଆରେ ଆୟୋଜିତ ହୋଇଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସମ୍ମିଳିତ ପରେଡ୍‌ରେ ଅଭିଭାଦନ...

ପୋଖରୀରେ ବୁଡ଼ିଗଲେ ଯୁବକ

ନିରାକାରପୁର,୨୪ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ପୋଖରୀରେ ବୁଡ଼ିଯିବାରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ବ୍ରହ୍ମପଡ଼ାପାଟଣା ଗ୍ରାମର ରମାକାନ୍ତ ପଲେଇ(୨୮)। ସୂଚନା ମୁତାବକ, ସବୁଦିନ ଭଳି ରମାକାନ୍ତ ସ୍ଥାନୀୟ ଗୋଡ଼ି ପୋଖରୀକୁ...

ମଦ୍ୟପାନ କରି ଗାଡ଼ି ଚଳାଇଲେ…

ନିରାକାରପୁର,୨୪।୧:(ମାନସ ଚନ୍ଦ୍ର ପଟ୍ଟନାୟକ ),ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ଖବରଦାତା ସଙ୍ଘ, ଆଞ୍ଚଳିକ ପରିବହନ ବିଭାଗ ଭୁବନେଶ୍ୱର, ନିରାକାରପୁର କଲେଜର ଏନଏନଏସର ମିଳିତ ଆନୁକୂଲ୍ୟରେ ନିରାକାରପୁର କଲେଜଠାରେ ଏକ ସଡ଼କ ସୁରକ୍ଷା ସପ୍ତାହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ନିରାକାରପୁର କଲେଜ...

ଚଳନ୍ତା ଟ୍ରେନରୁ ଖସି ପଡ଼ିଲେ ଯୁବକ: ଚାଲିଗଲା ଜୀବନ

ବାଲୁଗାଁ ,୨୪।୧: ଓଡ଼ିଶାର କନ୍ଧମାଳ ଜିଲାରେ ଶୁକ୍ରବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଯୁବକଙ୍କ ଚଳନ୍ତା ଟ୍ରେନରୁ ଖସି ପଡ଼ି ମୃତ୍ୟୁ ଘଟିଛି। ଏହି ଘଟଣାଟି ବାଲୁଗାଁ ରେଳ ଷ୍ଟେଶନରେ ଘଟିଛି। ମୃତକ ଜଣକ ଓଡ଼ିଶାର ଖୋର୍ଦ୍ଧା...

ଉଦ୍‌ଘାଟିତ ହେଲା ଓରମୀ ମଣ୍ଡି, ପ୍ରଥମ ଦିନରେ ୧୫ ଚାଷୀଙ୍କ ଉଠିଲା ଧାନ

ନିରାକାରପୁର, ୨୦।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଓରବରସିଂହ ପଞ୍ଚାୟତ ଅଧିନସ୍ଥ ଓରମୀ ସେବା ସମବାୟ ସମିତିରେ ସୋମବାର ଚାଷୀ କମିଟି ସଭାପତି ନରେନ୍ଦ୍ର କୁମାର ମଙ୍ଗରାଜଙ୍କ ଅଧ୍ୟକ୍ଷତାରେ ଧାନ ମଣ୍ଡି ଉଦ୍‌ଘାଟିତ ହୋଇଛି। ଉଦଘାଟନର ଆଜି ପ୍ରଥମ ଦିନରେ ୧୫ଜଣ ଚାଷୀଙ୍କ...

ଶୌଚହେବାକୁ ଯାଇଥିଲେ ଦିବାଙ୍ଗପୁଅ ଦଳିଦେଲା ହାତୀ, ମା’ ବଞ୍ଚାଇବାକୁ ଆସି

ଖୋର୍ଦ୍ଧା,୨୦।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବନାଞ୍ଚଳ ନନ୍ଦପୁର ପଞ୍ଚାୟତ ମହତପଡ଼ାରେ ଦନ୍ତା ଆକ୍ରମଣରେ ମା’ ଗୁରୁତର ଆହତ ହୋଇଥିବା ବେଳେ ଦିବ୍ୟାଙ୍ଗ ପୁଅଙ୍କ ମୃତ୍ୟୁ ଘଟିଛି। ଗୁରୁତର ମା’ ହେଲେ ସୁଲୋଚନା ମାର୍ଥା। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର...

ଚିଲିକାରେ ଆରମ୍ଭ ହେଲା ଡଲଫିନ୍‌ ଗଣନା

ଖୋର୍ଦ୍ଧା,୨୦ା୧(ଖୋର୍ଦ୍ଧା ପାଣିଗ୍ରାହୀ): ଚିଲିକା ଡିଭିଜନ ବନ୍ୟପ୍ରାଣୀ ବିଭାଗ (ବାଲୁଗାଁ) ପକ୍ଷରୁ ସମଗ୍ର ଚିଲିକାରେ ଡଲ୍‌ଫିନ୍‌ ଗଣନା ଆରମ୍ଭ ହୋଇଛି। ଚିଲିକାରେ ଦେଖା ଯାଉଥିବା ଇରାଓ୍ବ।ଡି ( Irrawaddy ) ଡଲ୍‌ଫିନ୍‌ ଏବଂ ଚିଲିକା-ସମୁଦ୍ର ମୁହାଣରେ ଦେଖା ଦେଉଥିବା ବଟଲ-ନୋଚ ଡଲଫିନ୍‌ର...

ଚକା ଫାଟି ଓଭର ବ୍ରିଜ ତଳକୁ ଖସିଲା କାର: ଜଣେ ମୃତ, ୩ ଗୁରୁତର

ନିରାକାରପୁର,୧୯।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଚକା ଫାଟିଯିବାରୁ କାରଟି ଭାରସାମ୍ୟ ହରାଇ ଓଭରବ୍ରିଜ ତଳକୁ ଖସି ପଡିଛି। ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ କଟକ ଜଲା ବାଙ୍କୀ ଥାନା...

ଚିଲିକାରେ କମିଲା ବିଦେଶୀ ପକ୍ଷୀ ସଂଖ୍ୟା

ଖୋର୍ଦ୍ଧା,୧୮ା୧: ଚଳିତବର୍ଷ ଚିଲିକାରେ କମିଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା। ଚଳିତ ବର୍ଷ ୧୧ ଲକ୍ଷ ୨୭ ହଜାର ୨୨୮ ପକ୍ଷୀଙ୍କ ସଂଖ୍ୟା ରହିଛି। ତେବେ ଗତବର୍ଷ ତୁଳନାରେ ୧୦ ହଜାର ୫୩୧ କମ୍‌ ବିଦେଶୀ ପକ୍ଷୀ ରହିଥିବା ଗଣନାରୁ ଜଣାପଡ଼ିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri