ଖୋର୍ଦ୍ଧା

ପଢୁଥିବା ବେଳେ ଘରେ ପଶି ଛାତ୍ରଙ୍କ ଗଳା କାଟି ଛୁ ମାରିଲେ ଯୁବକ

ଖୋର୍ଦ୍ଧା,୧ା୧୧(ପ୍ରଭାତ ପାଣିଗ୍ରାହୀ): ରାଜଧାନୀ ଭୁବନେଶ୍ୱର ଉପକଣ୍ଠ ଜଟଣୀ ଥାନା ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ପରୀକ୍ଷା ଥିବାରୁ ଜଣେ ଛାତ୍ର ଘରେ ବସି ପାଠ ପଢୁଥିବା ସମୟରେ କେହି ଜଣେ ଯୁବକ ତାଙ୍କ ଘର ଭିତରେ...

ଗାଁର ସବୁ ଲୋକଙ୍କ ପାଇଁ ବିକାଶର ଗ୍ୟାରେଣ୍ଟି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୧୦: ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ,...

ନବରାତ୍ରର ନବମ ଦିନ: ସିଦ୍ଧିଦାତ୍ରୀ ବେଶରେ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର:୨୩।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତରେ ଥିବା ମା’ ବନଦୁର୍ଗାଙ୍କ ପୀଠରେ ଶାରଦୀୟ ନବରାତ୍ରର ନବମ ଦିବସରେ ମା’ ସିଦ୍ଧିଦାତ୍ରୀ ବେଶରେ ଦର୍ଶନ ଦେଇଛନ୍ତି। ସକାଳୁ ମା’ଙ୍କର ମଙ୍ଗଳ ଆଳତି, କଳଶ ପୂଜା, ସୂର୍ଯ୍ୟ ପୂଜା ପଞ୍ଚ...

ହିନ୍ଦୁ ଓ ମୁସଲମାନ ଏକାଠି ପାଳନ୍ତି

ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକର ମାଣିକଗୋଡ଼ା ଗ୍ରାମ। ଏଠାରେ ନିଆରା ଢଙ୍ଗରେ ପାଳିତ ହୁଏ ଦଶହରା। ହିନ୍ଦୁ ଓ ମୁସଲମାନ ମିଳିତ ଭାବେ ଏଠି ପାଳନ କରି ଆସୁଛନ୍ତି ଦଶହରା ପର୍ବ। ସମନ୍ବୟର ବାର୍ତ୍ତା: ବିଜୟାଦଶମୀ ଉତ୍ସବରେ ବ୍ରାହ୍ମଣ ପୂଜା...

ବାଇକ୍‌କୁ ପଛପଟୁ ଧକ୍କା ଦେଲା ହାଇଓ୍ବା: ଚାଲିଗଲା ଯୁବକଙ୍କ ଜୀବନ

ନିରାକାରପୁର,୨୨।୧୦(ମାନାସ ଚନ୍ଦ୍ର ପଟ୍ଟନାୟକ): ବାଇକ୍‌ରେ ଯାଉଥିବା ବେଳେ ଏକ ହାଇଓ୍ବା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୋଡିପଡ଼ା ପଞ୍ଚାୟତ ମୋଟା ଗ୍ରାମର ପଙ୍କଜ ପ୍ରଧାନ(୨୧)। ଏନେଇ ମୃତକଙ୍କ ଦାଦା...

ବଡ଼ପୋଖରୀଆରେ ହାତୀ ଉପଦ୍ରବ

ନିରାକାରପୁର,୨୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବନଖଣ୍ଡ ଅଧିନସ୍ଥ ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଧାନ ଅମଳ ସମୟ ଯେତିକି ପାଖେଇ ଆସୁଛି ହାତୀ ଉପଦ୍ରବ ସେତିକି ମାତ୍ରାରେ ବଢ଼ିବାରେ ଲାଗିଛି। ଏହି ହାତୀପଲ ଦିନବେଳେ ପାଖରେ ଥିବା...

ଚା ଦୋକାନରେ ଗ୍ୟାସ୍‌ ଟାଙ୍କି ବିସ୍ଫୋରଣ

ନିରାକାରପୁର,୧୯।୧୦(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ହରିପୁର ରେଳବାଇ ଲେଭଲ୍‌ କ୍ରସିଂଠାରେ ଗୁରୁବାର ଏକ ଅଘଟଣ ଘଟିଛି। ଗ୍ୟାସ୍‌ ଟାଙ୍କି ଫାଟି ବିସ୍ଫୋରଣରେ ଜଣେ ଦୋକାନୀ ଗୁରୁତର ହୋଇଛନ୍ତି। ସେ ହେଲେ ହରିପୁର ଗ୍ରାମର...

ଓଜେଇ ରିପୋର୍ଟ ପରେ ବି ନିଆଯାଉନି କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୧୬ା୧୦(ପ୍ରଭାତ ପାଣିଗ୍ରାହୀ): ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜ(ଜିଏଏମ୍‌)ରେ ବିନା ଏନ୍‌ଇଇଟି, ଓଜେଇ ଆଲଟ୍‌ମେଣ୍ଟ ନମ୍ବର ଏପରି କି ପୂର୍ବରୁ କୌଣସି କଲେଜରେ ନାମ ଲେଖାଇ ନ ଥିବା ପିଲାଙ୍କୁ ଡାକ୍ତରୀ ପାଠ୍ୟକ୍ରମ ପାଇଁ ନାମ ଲେଖାଇବାକୁ ସୁଯୋଗ ଦିଆଯାଉଛି। ଏହାର...

୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବାଣ, ୨୫ କେଜି ବାରୁଦ ଜବତ

ଖୋର୍ଦ୍ଧା/ବେଗୁନିଆ,୧୫ା୧୦(ପ୍ରଭାତ ପାଣିଗ୍ରାହୀ/ହର ପ୍ରସନ୍ନ ପଣ୍ଡା)ଆଗକୁ ଆସୁଛି ଦଶହରା ଓ ଆଲୋକର ପର୍ବ ଦୀପାବଳି। ଏଥିପାଇଁ ବିଭିନ୍ନ ସ୍ଥାନରେ ଏବେଠୁ ବାଣ ବିକ୍ରି ଚାଲିଲାଣି। ତେବେ ବେଆଇନ ଭାବେ ବାଣ ପ୍ରସ୍ତୁତ ହେଉଥିବା ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଧୀନ କଣ୍ଟାବାଡ଼...

ମହାଗୌରୀ ବେଶରେ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୧୩।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତସ୍ଥିତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ଷୋଡ଼ଶ ଦିନାତ୍ମକ ଦୁର୍ଗା ପୂଜାର ଶୁକ୍ରବାର ଅଷ୍ଟମ ଦିନରେ ମା’ ମହାଗୌରୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି। ସକାଳୁ ମା’ଙ୍କ...

ବିକାଶ ଅପେକ୍ଷାରେ ମହାପ୍ରଭୁଙ୍କ ଲୀଳାକ୍ଷେତ୍ର ଗଡ଼ଖୋର୍ଦ୍ଧା

ଖୋର୍ଦ୍ଧା,୧୩ା୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା-ଭୁବନେଶ୍ୱର ୧୬ ନମ୍ବର ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଛକଠାରୁ ୨ଶହ ମିଟର ଦୂରରେ ରହିଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲୀଳାକ୍ଷେତ୍ର। ଗଡ଼ଖୋର୍ଦ୍ଧାଠାରେ ମହାପ୍ରଭୁ ୩ଥର ପଦାର୍ପଣ କରିଛନ୍ତି। ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିବା ଏହି ମନ୍ଦିରକୁ ପରବର୍ତ୍ତୀ ସମୟରେ ରାଜ୍ୟ...

ଗ୍ୟାରେଜ୍‌ ଉପରେ ଚଢ଼ିଗଲା ଟ୍ରକ୍‌

ନିରାକାରପୁର,୧୨।୧୦(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ମା’ ଉଗ୍ରତାରାଙ୍କ ଫାଟକ ନିକଟରେ ଗୁରୁବାର ଏକ ଟ୍ରକ୍‌ ଧକ୍କାରେ ୩ ବାଇକ୍‌ ଭାଙ୍ଗି ଚୁରମାର୍‌ ହୋଇଯାଇଛି। ହେଲେ ଦୁର୍ଘଟଣାରେ ଉଠାଦୋକାନୀ ଅଳ୍ପକେ ମୃତ୍ୟୁ ମୁଖରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri