ପିକ୍ନିକ୍ ସ୍ପଟ୍: ‘ଢୁ ଢୁଆ’ ଜଳପ୍ରପାତ
ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ଭରପୂର ଖୋର୍ଦ୍ଧା ଜିଲା। ପାହାଡ଼, ଜଙ୍ଗଲ, ନଦୀ, ଝରଣା, ଆଦିବାସୀ ସଂସ୍କୃତି ଏବଂ ବିଭିନ୍ନ ମନ୍ଦିର ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି। ଏଠାରେ ରହିଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀ ତଥା ପିକ୍ନିକ ସ୍ପଟଗୁଡ଼ିକ ଜିଲା, ରାଜ୍ୟ, ଦେଶ ସମେତ…
ତମାଣ୍ଡୋ ଗୁଳିକାଣ୍ଡ ଘଟଣା: ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ଆଣିଲା ପୋଲିସ
ଭୁବନେଶ୍ୱର,୮।୧(ବ୍ୟୁରୋ): ତମାଣ୍ଡୋ ଗୁଳିକାଣ୍ଡ ଘଟଣାରେ କମିଶନରେଟ୍ ପୋଲିସ ଅଭିଯୁକ୍ତ ଆକାଶ ଷଡ଼ଙ୍ଗୀ, ବଳିଆ ଓରଫ ବଳରାମ ରାଉତରାୟ ଓ ମୃତ୍ୟୁଞ୍ଜୟ ସେଠୀଙ୍କୁ ଗୁରୁବାର ୪ ଦିନିଆ ରିମାଣ୍ଡରେ ଆଣିଛି। ଏମାନଙ୍କୁ ତଡିପାର କରାଯାଇଥିଲେ ମଧ୍ୟ ସେମାନେ ରାଜଧାନୀରେ ରହି ଦୁଇଟି ଗୁଳିକାଣ୍ଡ…
ଆଖିବୁଜିଲା ବାଘୁଣୀ ଆନିନୀ
ବାରଙ୍ଗ,୬।୧(ଡି.ଏନ୍.ଏ.): ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ନନ୍ଦନକାନନର ବାଘୁଣୀ ଆନିନୀ ମଙ୍ଗଳବାର ଆଖିବୁଜିଛି। ପ୍ରାଣୀଉଦ୍ୟାନର ବାଘ ସଫାରିରେ ରହି ଆନିନୀ ପର୍ଯ୍ୟଟକଙ୍କ ଆର୍କଷଣର କେନ୍ଦ୍ରବିନ୍ଦୁ ସାଜିଥିଲା। ହେଲେ ନନ୍ଦନକାନନ ଡାକ୍ତରୀ ଟିମ୍ ଶତ ପ୍ରଚେଷ୍ଟା ସତ୍ତ୍ୱେ ବାଘୁଣୀ ଆନିନୀକୁ…
୭୫୫୬ ସ୍ବାସ୍ଥ୍ୟକର୍ମୀ ନେବେ କୋଭିଡ୍ ଟିକା
ଖୋର୍ଦ୍ଧା ଅଫିସ,୬ା୧: କୋଭିଡ୍-୧୯ ଟିକାକରଣ ପାଇଁ ଟାସ୍କଫୋର୍ସ କମିଟିର ତୃତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମଳିନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ବିଶ୍ୱରଞ୍ଜନ ପତି କହିଲେ ଯେ, ଟିକାଦାନ…
ଗାଡି ପାର୍କିଂ କରି ରାସ୍ତା ପାର ହେଉଥିବା ବେଳେ କାଠ ଫାଳିଆରେ ମାଡ଼: ଚାଲିଗଲା ଯୁବକଙ୍କ ଜୀବନ
ଖୋର୍ଦ୍ଧା ଅଫିସ,୫।୧ : ଗାଡି ପାର୍କିଂ କରି ରାସ୍ତା ପାର ହେଉଥିବା ବେଳେ ପଛପଟୁ କାଠଫାଳିଆ ମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲା ଟାଉନ ଥାନା ଅଧୀନ ପଲ୍ଲା ନୂଆସାହି ଛକରେ ମଙ୍ଗଳବାର ଭୋରୁ ଏଭଳି ଘଟଣା ଘଟିଛି।…
ଚିଲିକାରେ ପକ୍ଷୀ ଗଣନା ଆରମ୍ଭ
ଖୋର୍ଦ୍ଧା ଅଫିସ,୫।୧ : ଶୀତ ଋତୁ ଆସିଲେ ନିଳାମ୍ବୁ ଚିଲିକାରେ ବିଦେଶାଗତ ପକ୍ଷୀଙ୍କ ସମାଗମ ହୋଇଥାଏ। ସମଗ୍ର ଚିଲିକା, ଉପକୂଳବର୍ତ୍ତୀ ଅଞ୍ଚଳ, ପକ୍ଷୀଙ୍କ ଅଭୟାରଣ୍ୟ ନଳବଣରେ ପ୍ରଜାତି ଓ ସଂଖ୍ୟା ନିର୍ଦ୍ଧାରଣ ଲାଗି ମଙ୍ଗଳବାର ସକାଳୁ ଗଣନା ଆରମ୍ଭହୋଇଛି। ଏହା ମଧ୍ୟାହ୍ନ…
ପ୍ରଶାସନ ନ ଶୁଣିବାରୁ ଆତ୍ମାହୁତି ଉଦ୍ୟମ
ଖୋର୍ଦ୍ଧା ଅଫିସ, ୫।୧: ରାଜ୍ୟରେ ଦିନକୁ ଦିନ ଅନ୍ଲାଇନ ଠକେଇ ଘଟଣା ବଢ଼ିବାରେ ଲାଗିଛି। ଦୈନିକ ଅନେକ ବ୍ୟକ୍ତି ଅନ୍ଲାଇନ ଠକେଇର ଶିକାର ହେଉଛନ୍ତି। ଖୋର୍ଦ୍ଧା ଜିଲାରେ ଏଭଳି ଏକ ଠକେଇ ଘଟଣା ସାମ୍ନାକୁ ଆସିଛି। ସାଇବର ଠକଙ୍କ ଲୋଭରେ ଫସି…
ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ: ଲକ୍ଷାଧିକ ଟଙ୍କାର ଠକେଇର ଶିକାର ହୋଇଛନ୍ତି ଅଭିଯୋଗକାରୀ
ଖୋର୍ଦ୍ଧା ଅଫିସ, ୪।୧: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାରୀ ସକାଳେ ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କହିଛନ୍ତି। ପୋଲିସର ଉପସ୍ଥିତରେ ଯୁବକ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି । ସେ ହେଲେ ଖୋର୍ଦ୍ଧା ବୋଲଗଡ…
ଖୁଣ୍ଟୁଣୀ ବନାଞ୍ଚଳରେ ପକ୍ଷୀଗଣନା: ୧୨ ପ୍ରଜାତିର ୩୦୨୧ ପକ୍ଷୀ ଚିହ୍ନଟ
ଖୁଣ୍ଟୁଣୀ,୪।୧(ଡି.ଏନ.ଏ.): ଖୁଣ୍ଟୁଣୀ ବନାଞ୍ଚଳରେ ରବିବାର ପକ୍ଷୀ ଗଣନା କରାଯାଇଥିଲା। ଏଥିରେ ମୋଟ୍ ୧୨ ପ୍ରଜାତିର ୩୦୨୧ ପକ୍ଷୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୮୮ ପକ୍ଷୀ ଇଣ୍ଡିଆନ ସ୍କିମର ବା ପାଣିଚିରି ବୋଲି ବନାଞ୍ଚଳ ଅଧିକାରୀ ମାଗୁଣି ଚରଣ ବେହେରା କହିଛନ୍ତି। ଏହି…
ଗାଁ ଜମି ନ ଫେରାଇଲେ ଆନ୍ଦୋଳନ: ସୁର
ଖୋର୍ଦ୍ଧା ଅଫିସ,୪।୧: ଗାଁ ସଂସ୍କୃତି ଓ ପରମ୍ପରା ସମାଜକୁ ଉଜ୍ଜୀବିତ କରିଥାଏ। ତେବେ ଗାଁ ଜମି, ଖେଳପଡ଼ିିଆ, ଶ୍ମଶାନ ଜମି, ମେଲଣ ପଡ଼ିିଆ ଉପରେ ରାଜ୍ୟ ସରକାରଙ୍କ ଦୃଷ୍ଟି ପଡ଼ିିଛି। ସରକାର କମ୍ ମୂଲ୍ୟରେ ଏସବୁକୁ ଇଡ୍କୋ ହାତକୁ ଟେକି ଦେଇଛନ୍ତି।…
ଆଜିଠୁ ଖୋଲିବ ମନ୍ଦିର, ଧାର୍ମିକ ଅନୁଷ୍ଠାନ
ଖୋର୍ଦ୍ଧା ଅଫିସ,୩।୧: ଖୋର୍ଦ୍ଧା ଜିଲାରେ ବିଏମ୍ସିକୁ ବାଦଦେଇ ଗ୍ରାମାଞ୍ଚଳରେ ଥିବା ସମସ୍ତ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନ ରବିବାର ଖୋଲିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଷ୍ଟାଣ୍ଡାର୍ଡ ଅଫ୍ ପ୍ରୋସିଜୁଅର(ଏସ୍ଓପି) ଜାରି କରାଯାଇଥିବା ଜିଲାପାଳ ସନତ ମହାନ୍ତି ଶନିବାର ସୂଚନା ଦେଇଛନ୍ତି।…
ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ: ଅବସର ନେଲେ ୭ ଦିନର ଅଧ୍ୟକ୍ଷା
ଖୋର୍ଦ୍ଧା ଅଫିସ,୨ା୧: ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟରେ ୭ଦିନ ଲାଗି ଅଧ୍ୟକ୍ଷା ଭାବେ ଯୋଗଦେଇଥିବା ଡ.ବିଶ୍ୱମୋହିନୀ ମଙ୍ଗରାଜ ଡିସେମ୍ବର ୩୧ରେ ଅବସର ଗ୍ରହଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଉଚ୍ଚ ଶିକ୍ଷା ବିଭାଗ ମଙ୍ଗରାଜଙ୍କୁ ସପ୍ତାହ ବ୍ୟାପୀ କଲେଜ ଅଧ୍ୟକ୍ଷା ଭାବେ ନିଯୁକ୍ତି ପ୍ରଦାନ…
Archives


