ବିନା ଭକ୍ତରେ ସ୍ନାନ କଲେ ମହାପ୍ରଭୁ
ଖୋର୍ଦ୍ଧା ଅଫିସ,୨୪ା୬: ଖୋର୍ଦ୍ଧା ଜାଗୁଳାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମ ଦେବଙ୍କ ପବିତ୍ର ଦେବସ୍ନାନ ଯାତ୍ରା ବିନା ଭକ୍ତରେ ବିଧି ଅନୁଯାୟୀ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୧୦୮ ଗରା ସୁବାସିତ ଜଳରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ପରେ ଗଜ ବେଶରେ ଦର୍ଶନ ଦେଇଛନ୍ତି। ଗୁରୁବାର…
କରୋନା ଛଡ଼ାଇନେଲା ଜୀବିକା
ଖୋର୍ଦ୍ଧା ଅଫିସ,୨୦ା୬: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏଥିସହ ସପ୍ତାହାନ୍ତ ଶଟ୍ଡାଉନ ରହିଛି। ପୂର୍ବରୁ ଲକ୍ଡାଉନ ସମୟରେ କେବଳ ୪ଘଣ୍ଟା ଦୋକାନ ଖୋଲିବାକୁ ଅନୁମତି ରହିଥିଲା। ଏବେ ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସମୟ…
ଜୀବନ ସହ ସଂଘର୍ଷ କରୁଛନ୍ତି ଯଦୁମଣି
ବାଣପୁର,୧୩ା୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଆୟତପୁର ପଞ୍ଚାୟତର ପାତ୍ରପୁର ଗ୍ରାମର ଯଦୁମଣି ନାୟକ(୪୫)। ସ୍ତ୍ରୀ ସୁକୁମାରୀ, ଗୋଟିଏ ଝିଅ ଓ ପୁଅ ଏବଂ ବିଧବା ମା’ଙ୍କୁ ନେଇ ତାଙ୍କ ପରିବାର। ବାହାର ରାଜ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରି ପରିବାର…
୪ବର୍ଷର ପ୍ରତିଭା ସାଇସାଗର
ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ ପୁଅ ସାଇସାଗର। ବୟସ ୪ବର୍ଷ। ଗଁା ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଠ ପଢୁଥିବା ସାଇ ସାଗରଙ୍କ…
ଚୋରା ମଦ ବେପାରୀଙ୍କୁ ସୁହାଉଛି ଲକ୍ଡାଉନ
ବୋଲଗଡ଼/ନିରାକାରପୁର/ବାଣପୁର,୯ା୬(ଡି.ଏନ୍.ଏ.):କରୋନା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏହି ସମୟରେ ବୋଲଗଡ଼ ଅଞ୍ଚଳରେ ଚୋରା ମଦ ବେପାରୀମାନେ ସକ୍ରିୟ ହୋଇ ଉଠିଛନ୍ତି। ବୋଲଗଡ଼ ପୋଲିସ ମଙ୍ଗଳବାର ବୋଲଗଡ଼ ଗ୍ରାମ ତୃତୀୟାପଡା ସାହିରେ ଚଢ଼ାଉ କରି ୨୨ ପେଟି ମଦ ଜବତ କରିବା…
୫୫ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ
ବାଲୁଗାଁ,୬।୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଅଧୀନ ହାଟବରଡ଼ି ମୌଜାର ନିମୁନା ଠାରୁ ହାଟବରଡ଼ି ମଧ୍ୟରେ ଚିଲିକାରେ ବେଆଇନ ଭାବେ ଗଢ଼ି ଉଠିଥିବା ୫୫ ଏକର ପରିବ୍ୟାପ୍ତ ୧୦ଟି ବେଆଇନ୍ ଚିଙ୍ଗୁଡ଼ି ଘେରିକୁ ଶନିବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଉପଜିଲାପାଳ ଅଶୋକ କୁମାର…
ବଜ୍ରପାତରେ ଚାଲିଗଲା ଛାତ୍ରଙ୍କ ଜୀବନ
ନିରାକାରପୁର,୨ା୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଛାତ୍ରଙ୍କ ଜୀବନ ଯାଇଛି। ସେ ହେଲେ କୃପାସିନ୍ଧୁ ତାଡ଼ (୧୫)। ସେ ବାଡ଼ିପଟକୁ ଯାଇଥିବା ବେଳେ ହଠାତ୍ ବଜ୍ରପାତ ହୋଇଥିଲା। ଫଳରେ ଘଟଣାସ୍ଥଳରେ…
ପଥର ମାଫିଆଙ୍କୁ ସୁହାଉଛି ଲକ୍ଡାଉନ୍
ଖୋର୍ଦ୍ଧା ଅଫିସ,୨ା୬: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ଲକ୍ଡାଉନ ଓ ଶଟ୍ଡାଉନ ଜାରି ରହିଛି। ଏହି ସମୟରେ ପଥର ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି। ଦୈନନ୍ଦିନ ଖୋର୍ଦ୍ଧା, ଟାଙ୍ଗୀ ଓ ବେଗୁନିଆ ତହସିଲ ଅଞ୍ଚଳରୁ ବିଳମ୍ବିତ ରାତିରେ ବେଆଇନ ଭାବେ…
ଚିଲିକାରେ ୧୦୬ ପ୍ରଜାତିର ୪୮,୭୨୮ ପକ୍ଷୀ
ବାଲୁଗଁା,୨ା୬(ଡି.ଏନ୍.ଏ.):ପ୍ରଚଣ୍ଡ ରୌଦ୍ରତାପ ସତ୍ତ୍ୱେ ନୀଳାମ୍ବୁ ଚିଲିକାରେ ଏବେ ୧୦୬ ପ୍ରଜାତିର ୪୮ହଜାର ୭୨୮ଟି ପକ୍ଷୀ ଅବସ୍ଥାନ କରିଛନ୍ତି। ବାଲୁଗଁା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କରାଯାଇଥିବା ଗ୍ରୀଷ୍ମକାଳୀନ ପକ୍ଷୀଗଣନା ରିପୋର୍ଟରୁ ଜଣାପଡ଼ିଛି। ଗତବର୍ଷ ଅପେକ୍ଷା ଚଳିତ ବର୍ଷ ପକ୍ଷୀ ସଂଖ୍ୟା ବୃଦ୍ଧି ପାଇଛି।…
ପଲିଥିନ୍ ତଳେ ବିତୁଛି ଜୀବନ
ନିରାକାରପୁର,୨୮ା୫(ଡି.ଏନ୍.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗରିବଙ୍କ ସହାୟତା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ଗ୍ରାମାଞ୍ଚଳରେ ରହୁଥିବା କେତେକ ଲୋକଙ୍କ ପାଇଁ ସରକାରଙ୍କ ଏହି ଯୋଜନା ସାତସପନ ହୋଇ ରହିଛି। ଏହାର ଉଦାହରଣ ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଲେଣ୍ଡୋ ପଞ୍ଚାୟତ…
କ୍ୱାର୍ଟର୍ସ ପାଇଁ ଧାଉଁଛନ୍ତି ଷ୍ଟାଫ ନର୍ସ
ଖୋର୍ଦ୍ଧା ଅଫିସ,୨୮ା୫: ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଷ୍ଟାଫ ନର୍ସ କ୍ୱାର୍ଟର୍ସ ପାଇପାରୁନାହାନ୍ତି। ଏଥିଲାଗି ସେମାନଙ୍କୁ ସିଡିଏମ୍ଓ କାର୍ଯ୍ୟାଳୟ ଏବଂ ଜିଲାପାଳଙ୍କ କାର୍ଯ୍ୟାଳୟକୁ ବାରମ୍ବାର ଧାଇଁବାକୁ ପଡୁଛି। ଷ୍ଟାଫ ନର୍ସ ଭଗବତୀ ସିଂଙ୍କ କ୍ଷେତ୍ରରେ ଏଭଳି ଦେଖିବାକୁ ମିଳିଛି। ସେ…
ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ
ଜଟଣୀ,୨୭।୫(ଡି.ଏନ୍.ଏ.): ବାତ୍ୟା ୟାସ୍ ପରେ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ (ଜଟଣୀ) ପକ୍ଷରୁ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରାଯାଇଛି। ବାତ୍ୟା ଯୋଗୁ କ୍ଷୟକ୍ଷତିକୁ ରୋକିବା ନିମନ୍ତେ ଟ୍ରେନ୍ ଚଳାଚଳ, ବିଭିନ୍ନ ବନ୍ଦରଗୁଡ଼ିକରେ ମାଲ ପରିବହନ ପାଇଁ ମାଲ୍ଗାଡି ଚଳାଚଳ ବନ୍ଦ କରିବା ସହ…

