ଜଟଣୀ ତହସିଲରେ ଚାଲିଛି ଦଲାଲଙ୍କ ରାଜ୍: ହାତଗୁଞ୍ଜା ନ ଦେଲେ ଘୁଞ୍ଚୁନି ଫାଇଲ
ଖୋର୍ଦ୍ଧା ଅଫିସ,୨।୧: ସରକାରୀ କାର୍ଯ୍ୟାଳୟରେ ପିସି କାରବାର ରୋକିବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। ତେବେ ସରକାରୀ କାର୍ଯ୍ୟାଳୟରେ ହାତ ଗୁଞ୍ଜା ନ ଦେଲେ ଫାଇଲ ଗୋଟିଏ ଟେବୁଲରୁ ଅନ୍ୟ ଏକ ଟେବୁଲକୁ ଘୁଞ୍ଚୁନି। ବିଶେଷତଃ ତହସିଲ ଏବଂ ସବ ରେଜିଷ୍ଟ୍ରାର ଅଫିସରେ…
ବରୁଣେଇ ପୀଠରେ ମିଳୁନି ମୌଳିକ ସୁବିଧା: ପାଣି ଟ୍ୟାପ୍ ଅଚଳ, ମନ୍ଦିର ପାହାଚ ଫାଟି ଆଁ
ଖୋର୍ଦ୍ଧା ଅଫିସ, ୨ା୧: ଖୋର୍ଦ୍ଧା ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହେଉଛି ବରୁଣେଇ ପୀଠ। ଶୀତଋତୁ ଆସିଗଲେ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ଜମେ। ପର୍ଯ୍ୟଟକମାନେ ମା’ ବରୁଣେଇ ଓ କରୁଣେଇଙ୍କ ଦର୍ଶନ ସହ ପାହାଡ଼ ଉପରେ ବୁଲି ପ୍ରାକୃତିକ ପରିବେଶ ଉପଭୋଗ…
୧,୨୮,୨୫୦ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା
ଖୋର୍ଦ୍ଧା ଅଫିସ,୩୧।୧୨:ପୋଲିଓ ପ୍ରତିଷେଧକ ଟିକାକରଣ ଲାଗି ଜିଲା ଟାସ୍କ ର୍ଫୋସ କମିଟି ବୈଠକ ବୁଧବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଜିଲାରେ ଜାନୁୟାରୀ ୧୭,୧୮ ଓ ୧୯ରେ…
ନ୍ୟାୟ ଦାବିରେ ଏସ୍ପିଙ୍କ ଦ୍ୱାରସ୍ଥ ଦମ୍ପତି
ଖୋର୍ଦ୍ଧା ଅଫିସ,୨୯।୧୨: ଖୋର୍ଦ୍ଧା ଜିଲାରେ ସରକାରୀ ଓ ମହାପ୍ରଭୁଙ୍କ ଜମି, କାଜୁ ଜଙ୍ଗଲ ଉପରେ ପଥର ଖଣି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ଏପରିକି ସ୍ଥିତିବାନ ପ୍ଲଟ ମଧ୍ୟ ବାଦ୍ ପଡ଼ିନି। ପ୍ରତିବାଦ କଲେ ମିଳୁଛି ହତ୍ୟା ଧମକ। ଏଥିସହ ପୋଲିସ…
୧୬ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା
ଖୋର୍ଦ୍ଧା ଅଫିସ,୨୮।୧୨: ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା ପାଲଟିଛି। ରାଜପଥର ଖୋର୍ଦ୍ଧା ଓ ଭୁବନେଶ୍ୱର ମଧ୍ୟରେ ଗତ ମେ ମାସରୁ ଡିସେମ୍ବର ୨୭ ସୁଦ୍ଧା ଅର୍ଥାତ୍ ୮ ମାସରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୈନିକ ଛୋଟ…
କାଠଚୋରଙ୍କ ଆଡ୍ଡାସ୍ଥଳୀ ବରବରା ଜଙ୍ଗଲ: ନୀରବଦ୍ରଷ୍ଟା ସାଜିଛି ବନ ବିଭାଗ
ବାଲୁଗାଁ,୨୭ା୧୨ (ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ବନବିଭାଗ ଅନ୍ତର୍ଗତ ବରବରା ଜଙ୍ଗଲ ଏବେ କାଠଚୋରଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ବନ ବିଭାଗ କର୍ମଚାରୀଙ୍କ ଅବହେଳା ଯୋଗୁ କାଠ ମାଫିଆମାନେ ଅବାଧରେ ଗଛ କାଟି ଚାଲାଣ କରୁଛନ୍ତି। ବନ ବିଭାଗ ପକ୍ଷରୁ ଆବଶ୍ୟକ ସୁରକ୍ଷା…
ନବୀନ ଜମିଦାର, ଆମେ ଗୁମାସ୍ତା
ଖୋର୍ଦ୍ଧା ଅଫିସ,୨୭ା୧୨: ନବୀନବାବୁ ଦୟା, ମମତାର ସାଗର। ତାଙ୍କ ମଧ୍ୟରେ ଏକ ନିର୍ମଳ ହୃଦୟ ରହିଛି। ସାଧାରଣ ଜନତାଙ୍କ ପ୍ରତି ତାଙ୍କ ମନରେ ଅଶେଷ କରୁଣା ରହିଛି। କୌଣସି ସ୍ଥାନକୁ ଗଲାବେଳେ ଗରିବ ଲୋକଙ୍କୁ ଦେଖିଲେ ହାତ ହଲାଇ ତାଙ୍କୁ ଶୁଭେଚ୍ଛା…
କାଳିଜାଈ ମନ୍ଦିର ବନ୍ଦ, ପର୍ଯ୍ୟଟକ ନିରାଶ
ବାଲୁଗାଁ/କୃଷ୍ଣପ୍ରସାଦ, ୨୬ା୧୨(ଡି.ଏନ୍.ଏ.): ବାୟୁମଣ୍ଡଳରୁ ଉଷ୍ମତା ହ୍ରାସ ପାଇବା ପରେ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଥାଏ। ଫଳରେ ଚିଲିକା ଚଳଚଞ୍ଚଳ ହୋଇପଡ଼ିଥାଏ। ଡିସେମ୍ବରରୁ ହଜାର ହଜାର ପର୍ଯ୍ୟଟକ ଏଠାକୁ ଆଗମନ କରିଥାନ୍ତି। ପର୍ଯ୍ୟଟକମାନେ ମା’ କାଳିଜାଈଙ୍କ ଦର୍ଶନ କରିବା…
ଦକ୍ଷେଶ୍ୱର ମନ୍ଦିରରୁ ଚୋରି
ଖୋର୍ଦ୍ଧା ଅଫିସ୍/ ବାଣପୁର, ୨୩ା୧୨ (ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଣପୁରର ଐତିହାସିକ ଶୈବପୀଠ ଶ୍ରୀଦକ୍ଷେଶ୍ୱର ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୨୨ଟି ଅଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଛି। ଏନେଇ ମଙ୍ଗଳବାର ପାଳିଆସେବକ ଶଙ୍କର ନାୟକ ବାଣପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…
ଅନିଶ୍ଚିତତାରେ ଚଉଷଠି ଯୋଗିନୀ ମହୋତ୍ସବ
ବାଳକାଟୀ,୨୧।୧୨(ଡି.ଏନ୍.ଏ): ରାଜ୍ୟରେ କରୋନା କଟକଣା କୋହଳ ହେବା ସହ ସଭା, ସମିତି, ଉତ୍ସବ କୋଭିଡ୍ ଗାଇଡ୍ଲାଇନ ଅନୁଯାୟୀ କରିବାକୁ ସରକାର କହିଛନ୍ତି। ତେବେ ରାଜଧାନୀ ଉପକଣ୍ଠ ବାଳକାଟୀର ପ୍ରସିଦ୍ଧ ଚଉଷଠି ଯୋଗିନୀ ମହୋତ୍ସବ ପାଇଁ ଅଳ୍ପଦିନ ବାକି ଥିବାବେଳେ ପ୍ରଶାସନ ପକ୍ଷରୁ…
ନନ୍ଦନକାନନରେ ୮ ନୂଆ ଅତିଥି
ବାରଙ୍ଗ,୨୧।୧୨(ଡି.ଏନ.ଏ.): ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ରବିବାର ରାତି ୯ଟାରେ ନୂଆ ଅତିଥି ଆସିଛନ୍ତି। ଚଳିତବର୍ଷ ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟାରେ ଇନ୍ଦୋରର କମଳା ନେହୁରୁ ପ୍ରାଣୀ ସଂଗ୍ରାହଳୟରୁ ୨ଟି ମାଈ ଏସିଆନ୍ ସିଂହୀ, ୨ଟି ଅଣ୍ଡିରା ଓ ୧ଟି ମାଈକୁ ମିଶାଇ ୩ଟି ଘଡ଼ିଆଳ…
ବାହାରିଲାନି ନିଷ୍କର୍ଷ, ସମୟ ନେଲା ପ୍ରଶାସନ
ଖୋର୍ଦ୍ଧା ଅଫିସ,୧୮।୧୨: ଖୋର୍ଦ୍ଧା ବ୍ଲକ ନରଣଗଡ଼ ପଞ୍ଚାୟତରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବିଜେ, ପୁରୀ ମାର୍ଫତ ଶ୍ରୀମନ୍ଦିର ପରିଚାଳନା କମିଟି ଆଡ୍ମିନିଷ୍ଟ୍ରେଟର, ପୁରୀ ନାମରେ ଶତାଧିକ ଏକର ଜମି ଅଛି। ବଂଶାନୁକ୍ରମରେ ଏହି ଜମି ଗ୍ରାମବାସୀଙ୍କ ଭୋଗ ଦଖଲରେ ରହିଛି। ଜମି ସ୍ବତ୍ତ୍ୱାଧିକାର…
Archives


