ଜଗନ୍ନାଥପୁର କାଜୁ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ
ନିରାକାରପୁର,୧୮।୧୨(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଳବିଭାଜିକା ପକ୍ଷରୁ ଟାଙ୍ଗୀ ବ୍ଲକ କମାଗୁରୁ ପଞ୍ଚାୟତ ଜଗନ୍ନାଥପୁରସ୍ଥିତ ଅଟଳା ମୌଜାରେ ରହିଥିବା ୨୫ଏକର ପରିମିତ ଜମିରେ ୨୦୦୦ ହଜାର କାଜୁ ଚାରାରୋପଣ କରାଯିବାକୁ ପ୍ରକଳ୍ପ ଅନୁମୋଦନ କରାଯାଇଥିଲା। ତେବେ ୩ ବର୍ଷ ମଧ୍ୟରେ ମୋଟ୍ ୪…
ଖୋର୍ଦ୍ଧାରୁ ବାଂଲାଦେଶକୁ ଗୋଚାଲାଣ
ଖୋର୍ଦ୍ଧା ଅଫିସ,୧୬ା୧୨: ଖୋର୍ଦ୍ଧା ଜିଲାରେ ବେଧଡ଼କ ଭାବେ ଗୋଚାଲାଣ ଚାଲିଛି। ଖୋର୍ଦ୍ଧା, ସଦର, ଜଙ୍କିଆ, ବେଗୁନିଆ, ବୋଲଗଡ଼ ଓ ଟାଙ୍ଗୀ ଅଞ୍ଚଳରୁ ଦୈନିକ ୧୬ ଓ ୫୭ନଂ. ଜାତୀୟ ରାଜପଥ ଦେଇ ବାହାର ରାଜ୍ୟ ଏବଂ ବାଂଲାଦେଶକୁ ଗୋରୁ ଚାଲାଣ କରାଯାଉଛି।…
କରୋନା ଛଡ଼ାଇ ନେଇଛି ଜୀବିକା
ଖୋର୍ଦ୍ଧା ଅଫିସ,୧୬ା୧୨: ରାଜ୍ୟରେ କୋଭିଡ୍-୧୯ ସ୍ଥିତି ସୁଧୁରିଥିବା ବେଳେ ଏବେ ବି ଦିନ ମଜୁରିଆ, ମିସ୍ତ୍ରି କାମ ନ ପାଇ ଘରେ ବସି ରହିଛନ୍ତି। କରୋନା ଛଡ଼ାଇ ନେଇଛି ସେମାନଙ୍କ ଜୀବିକା। ଫଳରେ ଅଭାବ ଅନାଟନ ମଧ୍ୟରେ ଏମାନେ ନାହିଁ ନ…
ଅଳିଆ ହଟୁନି, ଡ୍ରେନ୍ ପୋତି ହେଲାଣି
ଖୋର୍ଦ୍ଧା ଅଫିସ,୧୫।୧୨: ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଖୋର୍ଦ୍ଧା ସହରକୁ ଶୀର୍ଷତା ସ୍ଥାନରେ ରଖିବା ଲାଗି ପୌର ପରିଷଦ ପକ୍ଷରୁ ‘ସ୍ବଚ୍ଛ ଭାରତ ସୁସ୍ଥ ଭାରତ’ ଅଭିଯାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ସହରରେ ୨୨ଟି ଓ୍ବାର୍ଡ ରହିଛି। ତନ୍ମଧ୍ୟରୁ ୨୦ ଓ୍ବାର୍ଡର ଅଳିଆ…
ବଢୁଛି ମାଟିପାତ୍ର ଚା’ର ଚାହିଦା
ଖୋର୍ଦ୍ଧା ଅଫିସ,୧୫।୧୨: ଶୀତୁଆ ସକାଳେ ଚାହା ଟିକିଏ ମିଳିଗଲେ ମନ ଖୁସି ହୁଏ। ତେଣୁ ରାତି ପାହିଲେ ଲୋକେ ଚା’ ଦୋକାନରେ ଭିଡ଼ ଜମାନ୍ତି। ଖୋର୍ଦ୍ଧା ସହରରେ ଏବେ ମାଟିପାତ୍ର ଚା’ର ଚାହିଦା ବୃଦ୍ଧି ପାଇଛି। ପୁରୁଣା ମେଡିକାଲ ଛକ ପେଟ୍ରୋଲ…
ଗାଁ ଦାଣ୍ଡରେ ଖେଳ…‘ନା ବାବା ନା’
ନୟାଗଡ ଅଫିସ,୧୫।୧୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ଯଦୁପୁରରେ ୫ ବର୍ଷର ଶିଶୁକନ୍ୟା ପରୀକୁ ଅପହରଣ ଓ ହତ୍ୟା ପରେ ଆଉ ଜଣେ ଶିଶୁକନ୍ୟା ରଣପୁର ଥାନା ବଧିପାଟଣାର ସ୍ବାତୀ(୩) ନିଖୋଜ ହୋଇଯାଇଛନ୍ତି। ଏହା ପୋଲିସ ପାଇଁ ଚାଲେଞ୍ଜ ସୃଷ୍ଟି କରିଥିବାବେଳେ…
ନିରାକାରପୁରରେ ହାତୀ ଉପଦ୍ରବ, ଫସଲ ଗଛ ନଷ୍ଟ
ନିରାକାରପୁର,୧୩ା୧୨(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧୀନସ୍ଥ ନିରାକାରପୁର ଚିତ୍ରକୂଟ ପାଦଦେଶରେ ଥିବା ପୂର୍ବତନ ସରପଞ୍ଚ ବିପିନ ଜୟସିଂହଙ୍କ ବଗିଚାରେ ଗତ ଶନିବାର ରାତିରେ ହାତୀପଲ ଉପଦ୍ରବ କରିଛନ୍ତି। ଖାଦ୍ୟ ଅନ୍ବେଷଣରେ ହାତୀପଲ ଆସି ବଗିଚାରେ ଥିବା ବିଭିନ୍ନ ଗଛକୁ ଖାଇ,…
ଉପଭୋକ୍ତାଙ୍କୁ ଲୁଟୁଛନ୍ତି ବିଦ୍ୟୁତ୍ କର୍ମଚାରୀ
ଖୋର୍ଦ୍ଧା ଅଫିସ,୧୩ା୧୨: ଖୋର୍ଦ୍ଧା ବିଦ୍ୟୁତ୍ ସବ୍ଡିଭିଜନ ଅଧୀନରେ କାର୍ଯ୍ୟରତ ଜଣେ କର୍ମଚାରୀ ଉପଭୋକ୍ତାଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ୍ କରିଥିବା ଅଭିଯୋଗ ଆସିଛି। ଉକ୍ତ କର୍ମଚାରୀ ଜଣଙ୍କ ଗରିବ, ଦିନ ମଜୁରିଆଙ୍କଠାରୁ ମିଟର ବସାଇବା ଲାଗି ଟଙ୍କା ଆଦାୟ କରିବା ସହ…
ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ସତ୍ତ୍ୱେ ମିଳୁନି ସହାୟତା
ଖୋର୍ଦ୍ଧା ଅଫିସ,୧୩ା୧୨: ଗରିବ ଲୋକଙ୍କ ଚିକିତ୍ସା ସୁବିଧା ନିମନ୍ତେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (ସିଏମ୍ଆର୍ଏଫ୍) ବ୍ୟବସ୍ଥା କରିଛନ୍ତି। ତେବେ ଏହି ଯୋଜନା ଖୋର୍ଦ୍ଧା ଜିଲାରେ ଫେଲ୍ ମାରିଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ସତ୍ତ୍ୱେ ସ୍ଥାନୀୟ ପ୍ରଶାସନର ଅବହେଳା ଯୋଗୁ ଜଣେ…
ନିର୍ବନ୍ଧ ପୂର୍ବରୁ ଯୁବକଙ୍କୁ ହତ୍ୟା: ବରଯାତ୍ରୀ ଯାଇ ନିଖୋଜ ଥିଲେ
ଖୋର୍ଦ୍ଧା ଅଫିସ/ନିରାକାରପୁର,୧୨।୧୦(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ଡ଼ିଆ ଗ୍ରାମର ବିକାଶ ସାହୁ(୨୯)ଙ୍କୁ ହତ୍ୟା କରାଯାଇଛି। ତାଙ୍କ ମୃତଦେହକୁ ଜଙ୍କିଆ ଥାନା ରମାବିଲି ଗ୍ରାମର ଏକ ପରିତ୍ୟକ୍ତ କୂଅରୁ ଶୁକ୍ରବାର ପୋଲିସ ଜବତ କରିଛି। ଶନିବାର ବିକାଶଙ୍କ ନିର୍ବନ୍ଧ ହେବାକୁ…
୩୫ବର୍ଷ ଧରି ପାଣି ବୋହୁଛନ୍ତି କୃଷ୍ଣଚନ୍ଦ୍ର
ଖୋର୍ଦ୍ଧା ଅଫିସ,୧୧।୧୨: ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଗୁଡୁମ ଗ୍ରାମର କୃଷ୍ଣଚନ୍ଦ୍ର ସାହୁ। ବୟସ ପାଖାପାଖି ୬୫ ଛୁଇଁଲାଣି। ହେଲେ ସେ ଥକି ପଡ଼ିନାହାନ୍ତି। ଏହି ବୟସରେ ବି ସେ ଦିନକୁ ୮କି.ମି. ସାଇକେଲରେ ଯାତ୍ରା କରି ୨୦୦ରୁ ୩୦୦ଲିଟର ପାଣି ବୋହି…
ବଇଦଙ୍କ ଗାଁ ଭୋଇସାହି
ନିରାକାରପୁର,୧୧।୧୨(ଡି.ଏନ୍.ଏ.): ବିଜ୍ଞାନ ଯୁଗରେ ବି ଲୋକେ ବୈଦ୍ୟଙ୍କ ଉପରେ ନିର୍ଭର କରିବା ସହ ଆୟୁର୍ବେଦ ପଦ୍ଧତିର ଚିକିତ୍ସାକୁ ଭରସା କରୁଛନ୍ତି। ତେଣୁ କେତେଜଣ ବୈଦ୍ୟ ପରିବାର ନିଜର କୌଳିକ ବୃତ୍ତିକୁ ଜାବୋଡି ଧରିଛନ୍ତି। ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଡିଆ ପଞ୍ଚାୟତର…
Archives


