ବଢୁଛି ଅସନ୍ତୋଷ, ନିର୍ମାଣ ଦାବି ତେଜିଲା
ଖୋର୍ଦ୍ଧା ଅଫିସ,୯ା୧୨: ଖୋର୍ଦ୍ଧାର ବରୁଣେଇ ପାହାଡ଼ ପାଦଦେଶରେ ପାଇକ ସ୍ମାରକୀ ନିର୍ମାଣ ଶିଳାନ୍ୟାସକୁ ମଙ୍ଗଳବାର ବର୍ଷେ ବିତିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ସରକାରଙ୍କ ପକ୍ଷରୁ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ଲାଗି କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ। ପାଇକ ସ୍ମାରକୀ…
ଅଖାବସ୍ତାରୁ ମା’ ଝିଅଙ୍କ ମୃତଦେହ ଜବତ
ନିରାକାରପୁର,୬ା୧୨(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଭୁଷଣ୍ଡପୁର ଫାଣ୍ଡି ଅଧୀନ ଅଭିମାନପୁର ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ଘରର ବାରିପଟରେ ଥିବା ଏକ ଅଖାବସ୍ତାରୁ ଜଣେ ମହିଳା ଓ ତାଙ୍କ ୧୦ମାସର ଝିଅର ମୃତଦେହକୁ ପୋଲିସ…
ସ୍ବଚ୍ଛ ସର୍ବେକ୍ଷଣ ନାଁରେ ଅର୍ଥଶ୍ରାଦ୍ଧ
ଖୋର୍ଦ୍ଧା ଅଫିସ,୬ା୧୨: ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଖୋର୍ଦ୍ଧା ସହରକୁ ଶୀର୍ଷତା ସ୍ଥାନରେ ରଖିବା ଲାଗି ପୌର ପରିଷଦ ପକ୍ଷରୁ ‘ସ୍ବଚ୍ଛ ଭାରତ ସୁସ୍ଥ ଭାରତ’ ଅଭିଯାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ସହରରେ ୨୨ଟି ଓ୍ବାର୍ଡ ରହିଥିବା ବେଳେ ତନ୍ମଧ୍ୟରୁ ୨୦ଟି ଓ୍ବାର୍ଡ…
ଚିଲିକାରେ ୪, ୮୭୦୦୦ ବିଦେଶୀ ପକ୍ଷୀ
ବାଲୁଗଁା,୫ା୧୨(ଡି.ଏନ୍.ଏ.)-ନିଳାମ୍ବୁ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ବୃଦ୍ଧି ପାଇବାରେ ଲାଗିଛି। ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ କଳରବରେ ସମଗ୍ର ଚିଲିକା ଏବେ ଚଳଚଞ୍ଚଳ ହୋଇ ଉଠିଛି ା ଡିସେମ୍ବର ୧ ସୁଦ୍ଧା ସମଗ୍ର ଚିଲିକାରେ ୪, ୮୭୦୦୦ ରଙ୍ଗବେରଙ୍ଗ ବିଭିନ୍ନ ପ୍ରଜାତିର ପକ୍ଷୀଙ୍କ…
ରାଜରାସ୍ତାରେ ହାତୀ, ଲୋକେ ଆତଙ୍କିତ
ନିରାକାରପୁର,୫ା୧୨(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି। ମାତ୍ର ଏହାକୁ ରୋକିବାରେ ବନ ବିଭାଗ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଏହି ହାତୀମାନେ କେତେବେଳେ ଗାଁଗଣ୍ଡାରେ ପ୍ରବେଶ କରୁଛନ୍ତି ତ ଆଉ କେତେବେଳେ ରାଜରାସ୍ତାରେ ଛିଡ଼ା…
ଅବହେଳିତ ଅବସ୍ଥାରେ ଦଧିବାମନ
ଖୋର୍ଦ୍ଧା ଅଫିସ,୫।୧୨: ଖୋର୍ଦ୍ଧା ସନ୍ନିକଟ ମୁସଲମାନ ଅଧ୍ୟୁଷିତ କେରଙ୍ଗ ପଞ୍ଚାୟତର ଦିବ୍ୟସିଂହଦେବପୁର ଗ୍ରାମରେ ରହିଛି ଦଧିବାମନ ମନ୍ଦିର। ତତ୍କାଳୀନ ଖୋର୍ଦ୍ଧା ରାଜା ଦିବ୍ୟସିଂହ ଦେବଙ୍କ ନାମରେ ସ୍ଥାପିତ ଏହି ଗ୍ରାମରେ ପ୍ରାୟ ୪ଶହ ବର୍ଷ ହେଲା ପ୍ରଭୁ ଦଧିବାମନ ପୂଜା ପାଇଆସୁଛନ୍ତି।…
ବୋଇତ ବନ୍ଦାଣ ଉପରେ କଟକଣା: ସଂସ୍କୃତି, ପରମ୍ପରା ପ୍ରତି କୁଠାରାଘାତ
ଖୋର୍ଦ୍ଧା ଅଫିସ,୩୦ା୧୧:ପବିତ୍ର କାର୍ତ୍ତିକ ମାସକୁ ଧର୍ମ ମାସ ବୋଲି କୁହାଯାଏ। ଓଡ଼ିଆ ପରମ୍ପରା ଅନୁଯାୟୀ ପଞ୍ଚକ ଶେଷଦିନ କାର୍ତ୍ତିକ ପୂର୍ଣ୍ଣମୀରେ ସମୁଦ୍ର ଓ ପୁଷ୍କରିଣୀରେ ଡଙ୍ଗା ଭସାଯିବା ସହ ବୋଇତ ବନ୍ଦାଣ କରାଯାଇଥାଏ। ତେବେ ଚଳିତ ବର୍ଷ କରୋନା ମହାମାରୀକୁ ଦୃଷ୍ଟିରେ…
ସ୍ବାମୀ ମୃତ୍ୟୁର ୨୪ ଘଣ୍ଟାରେ ସ୍ତ୍ରୀଙ୍କ ଆତ୍ମହତ୍ୟା
ଖୋର୍ଦ୍ଧା ଅଫିସ,୨୯ା୧୧: ଖୋର୍ଦ୍ଧା ଗୁରୁଜଙ୍ଗ ଦଓ୍ବୋନ ସାହିର ସୌମ୍ୟରଞ୍ଜନ ସାହୁଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ତରତୁଆ ନିକଟ କାଜୁ ଜଙ୍ଗଲରୁ ମିଳିଥିଲା। ଏହାର ୨୪ଘଣ୍ଟା ନ ପୁରୁଣୁ ଶନିବାର ମୁକୁନ୍ଦପ୍ରସାଦସ୍ଥିତ ସମ୍ପର୍କୀୟଙ୍କ ଘରୁ ପୋଲିସ ତାଙ୍କ ସ୍ତ୍ରୀ ରଶ୍ମିତାଙ୍କ ଝୁଲନ୍ତା ମୃତଦେହ…
‘ଖୋର୍ଦ୍ଧାକୁ ଐତିହ୍ୟ ସହର ଘୋଷଣା କରାଯାଉ’
ଖୋର୍ଦ୍ଧା ଅଫିସ,୨୪।୧୧: ପାଇକ ସଂଗ୍ରାମ ଓଡ଼ିଆ ଜାତିର ଅସ୍ମିତା। ଇତିହାସକୁ ଭୁଲିଲେ ଐତିହ୍ୟ ନଷ୍ଟ ହୋଇଯିବ। ବ୍ରିଟିଶ୍ ସରକାରଙ୍କ ବିରୋଧରେ ୧୮୦୪ ରେ ଜୟୀ ରାଜଗୁରୁଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଯୁଦ୍ଧ, ୧୮୧୭ରେ ଗଣଯୁଦ୍ଧରେ ପରିଣତ ହୋଇଥିଲା। ସରକାର ବର୍ତ୍ତମାନ ପର୍ଯ୍ୟନ୍ତ…
ବିଭିନ୍ନ ଯୋଜନାରେ ଦୁର୍ନୀତି ଅଭିଯୋଗ
ଖୋର୍ଦ୍ଧା ଅଫିସ,୧୬।୧୧: ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଛଣଗିିରି ପଞ୍ଚାୟତରେ ବିଭିନ୍ନ ଯୋଜନାରେ ଦୁର୍ନୀତି ଅଭିଯୋଗ ହୋଇଛି। ଏ ନେଇ ଜିଲାପାଳ, ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ବିଡିଓଙ୍କ ନିକଟରେ କିଛିଦିନ ତଳେ ଗ୍ରାମବାସୀ ଲିଖିତ ଅଭିଯୋଗ କରିଛନ୍ତି। ଅନିୟମିତତାରେ ସରପଞ୍ଚ ଓ…
ପେଟରୁ ୫୭ କେଜି ଟ୍ୟୁମର ବାହାରିବା ଘଟଣା: ସୁସ୍ଥ ହୋଇ ଫେରିଗଲେ ଫୁଲମତି
ଖୋର୍ଦ୍ଧା ଅଫିସ,୧୩ା୧୧: ଦୀର୍ଘ ୧୦ ବର୍ଷ ପେଟରେ ୫୭ କେଜି ଟ୍ୟୁମର ଧରି ଯନ୍ତ୍ରଣାରେ ଛଟପଟ ହେଉଥିଲେ ନବରଙ୍ଗପୁର ଜିଲା ପାଣ୍ଡ୍ରିପାଖନା କଚରପଡ଼ା ଗ୍ରାମର ଫୁଲମତି ଗଣ୍ଡ। ଖୋର୍ଦ୍ଧା ଜିଲା କୁହୁଡ଼ିସ୍ଥିତ ସାଇସେବା ସଦନ ମେଡିକାଲରେ ସଫଳ ଅପରେଶନ ପରେ ଏହି…
ସଂକ୍ଷିପ୍ତ ଫଟୋ ଭୋଟର ତାଲିକା ସଂଶୋଧନ: ଜାଲ୍ ଭୋଟରଙ୍କ ଉପରେ କଡ଼ା ନଜର
ପୁରୀ ଅଫିସ/ଖୋର୍ଦ୍ଧା ଅଫିସ,୧୩ା୧୧: ଭାରତୀୟ ନିିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଫଟୋ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ପୁରୀ ଜିଲାରେ ଆରମ୍ଭ ହୋଇଛି। ଆସନ୍ତା ଜାନୁୟାରୀ ପହିଲା ସୁଦ୍ଧା ୧୮ବର୍ଷ ପୂରଣ ହେଉଥିବା ନାଗରିକମାନେ ଭୋଟର ଭାବେ ନାମ…
Archives


