ଖୋର୍ଦ୍ଧା

ଦକ୍ଷେଶ୍ୱର ମନ୍ଦିରରୁ ଚୋରି

ଖୋର୍ଦ୍ଧା ଅଫିସ୍‌/ ବାଣପୁର, ୨୩ା୧୨ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଣପୁରର ଐତିହାସିକ ଶୈବପୀଠ ଶ୍ରୀଦକ୍ଷେଶ୍ୱର ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୨୨ଟି ଅଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଛି। ଏନେଇ ମଙ୍ଗଳବାର ପାଳିଆସେବକ ଶଙ୍କର ନାୟକ ବାଣପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…

ଅନିଶ୍ଚିତତାରେ ଚଉଷଠି ଯୋଗିନୀ ମହୋତ୍ସବ

ବାଳକାଟୀ,୨୧।୧୨(ଡି.ଏନ୍‌.ଏ): ରାଜ୍ୟରେ କରୋନା କଟକଣା କୋହଳ ହେବା ସହ ସଭା, ସମିତି, ଉତ୍ସବ କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ କରିବାକୁ ସରକାର କହିଛନ୍ତି। ତେବେ ରାଜଧାନୀ ଉପକଣ୍ଠ ବାଳକାଟୀର ପ୍ରସିଦ୍ଧ ଚଉଷଠି ଯୋଗିନୀ ମହୋତ୍ସବ ପାଇଁ ଅଳ୍ପଦିନ ବାକି ଥିବାବେଳେ ପ୍ରଶାସନ ପକ୍ଷରୁ…

ନନ୍ଦନକାନନରେ ୮ ନୂଆ ଅତିଥି

ବାରଙ୍ଗ,୨୧।୧୨(ଡି.ଏନ.ଏ.): ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ରବିବାର ରାତି ୯ଟାରେ ନୂଆ ଅତିଥି ଆସିଛନ୍ତି। ଚଳିତବର୍ଷ ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟାରେ ଇନ୍ଦୋରର କମଳା ନେହୁରୁ ପ୍ରାଣୀ ସଂଗ୍ରାହଳୟରୁ ୨ଟି ମାଈ ଏସିଆନ୍‌ ସିଂହୀ, ୨ଟି ଅଣ୍ଡିରା ଓ ୧ଟି ମାଈକୁ ମିଶାଇ ୩ଟି ଘଡ଼ିଆଳ…

ବାହାରିଲାନି ନିଷ୍କର୍ଷ, ସମୟ ନେଲା ପ୍ରଶାସନ

ଖୋର୍ଦ୍ଧା ଅଫିସ,୧୮।୧୨: ଖୋର୍ଦ୍ଧା ବ୍ଲକ ନରଣଗଡ଼ ପଞ୍ଚାୟତରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବିଜେ, ପୁରୀ ମାର୍ଫତ ଶ୍ରୀମନ୍ଦିର ପରିଚାଳନା କମିଟି ଆଡ୍‌ମିନିଷ୍ଟ୍ରେଟର, ପୁରୀ ନାମରେ ଶତାଧିକ ଏକର ଜମି ଅଛି। ବଂଶାନୁକ୍ରମରେ ଏହି ଜମି ଗ୍ରାମବାସୀଙ୍କ ଭୋଗ ଦଖଲରେ ରହିଛି। ଜମି ସ୍ବତ୍ତ୍ୱାଧିକାର…

ଜଗନ୍ନାଥପୁର କାଜୁ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ

ନିରାକାରପୁର,୧୮।୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଳବିଭାଜିକା ପକ୍ଷରୁ ଟାଙ୍ଗୀ ବ୍ଲକ କମାଗୁରୁ ପଞ୍ଚାୟତ ଜଗନ୍ନାଥପୁରସ୍ଥିତ ଅଟଳା ମୌଜାରେ ରହିଥିବା ୨୫ଏକର ପରିମିତ ଜମିରେ ୨୦୦୦ ହଜାର କାଜୁ ଚାରାରୋପଣ କରାଯିବାକୁ ପ୍ରକଳ୍ପ ଅନୁମୋଦନ କରାଯାଇଥିଲା। ତେବେ ୩ ବର୍ଷ ମଧ୍ୟରେ ମୋଟ୍‌ ୪…

ଖୋର୍ଦ୍ଧାରୁ ବାଂଲାଦେଶକୁ ଗୋଚାଲାଣ

ଖୋର୍ଦ୍ଧା ଅଫିସ,୧୬ା୧୨: ଖୋର୍ଦ୍ଧା ଜିଲାରେ ବେଧଡ଼କ ଭାବେ ଗୋଚାଲାଣ ଚାଲିଛି। ଖୋର୍ଦ୍ଧା, ସଦର, ଜଙ୍କିଆ, ବେଗୁନିଆ, ବୋଲଗଡ଼ ଓ ଟାଙ୍ଗୀ ଅଞ୍ଚଳରୁ ଦୈନିକ ୧୬ ଓ ୫୭ନଂ. ଜାତୀୟ ରାଜପଥ ଦେଇ ବାହାର ରାଜ୍ୟ ଏବଂ ବାଂଲାଦେଶକୁ ଗୋରୁ ଚାଲାଣ କରାଯାଉଛି।…

କରୋନା ଛଡ଼ାଇ ନେଇଛି ଜୀବିକା

ଖୋର୍ଦ୍ଧା ଅଫିସ,୧୬ା୧୨: ରାଜ୍ୟରେ କୋଭିଡ୍‌-୧୯ ସ୍ଥିତି ସୁଧୁରିଥିବା ବେଳେ ଏବେ ବି ଦିନ ମଜୁରିଆ, ମିସ୍ତ୍ରି କାମ ନ ପାଇ ଘରେ ବସି ରହିଛନ୍ତି। କରୋନା ଛଡ଼ାଇ ନେଇଛି ସେମାନଙ୍କ ଜୀବିକା। ଫଳରେ ଅଭାବ ଅନାଟନ ମଧ୍ୟରେ ଏମାନେ ନାହିଁ ନ…

ଅଳିଆ ହଟୁନି, ଡ୍ରେନ୍‌ ପୋତି ହେଲାଣି

ଖୋର୍ଦ୍ଧା ଅଫିସ,୧୫।୧୨: ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଖୋର୍ଦ୍ଧା ସହରକୁ ଶୀର୍ଷତା ସ୍ଥାନରେ ରଖିବା ଲାଗି ପୌର ପରିଷଦ ପକ୍ଷରୁ ‘ସ୍ବଚ୍ଛ ଭାରତ ସୁସ୍ଥ ଭାରତ’ ଅଭିଯାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ସହରରେ ୨୨ଟି ଓ୍ବାର୍ଡ ରହିଛି। ତନ୍ମଧ୍ୟରୁ ୨୦ ଓ୍ବାର୍ଡର ଅଳିଆ…

ବଢୁଛି ମାଟିପାତ୍ର ଚା’ର ଚାହିଦା

ଖୋର୍ଦ୍ଧା ଅଫିସ,୧୫।୧୨: ଶୀତୁଆ ସକାଳେ ଚାହା ଟିକିଏ ମିଳିଗଲେ ମନ ଖୁସି ହୁଏ। ତେଣୁ ରାତି ପାହିଲେ ଲୋକେ ଚା’ ଦୋକାନରେ ଭିଡ଼ ଜମାନ୍ତି। ଖୋର୍ଦ୍ଧା ସହରରେ ଏବେ ମାଟିପାତ୍ର ଚା’ର ଚାହିଦା ବୃଦ୍ଧି ପାଇଛି। ପୁରୁଣା ମେଡିକାଲ ଛକ ପେଟ୍ରୋଲ…

ଗାଁ ଦାଣ୍ଡରେ ଖେଳ…‘ନା ବାବା ନା’

ନୟାଗଡ ଅଫିସ,୧୫।୧୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ଯଦୁପୁରରେ ୫ ବର୍ଷର ଶିଶୁକନ୍ୟା ପରୀକୁ ଅପହରଣ ଓ ହତ୍ୟା ପରେ ଆଉ ଜଣେ ଶିଶୁକନ୍ୟା ରଣପୁର ଥାନା ବଧିପାଟଣାର ସ୍ବାତୀ(୩) ନିଖୋଜ ହୋଇଯାଇଛନ୍ତି। ଏହା ପୋଲିସ ପାଇଁ ଚାଲେଞ୍ଜ ସୃଷ୍ଟି କରିଥିବାବେଳେ…

ନିରାକାରପୁରରେ ହାତୀ ଉପଦ୍ରବ, ଫସଲ ଗଛ ନଷ୍ଟ

ନିରାକାରପୁର,୧୩ା୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଅଧୀନସ୍ଥ ନିରାକାରପୁର ଚିତ୍ରକୂଟ ପାଦଦେଶରେ ଥିବା ପୂର୍ବତନ ସରପଞ୍ଚ ବିପିନ ଜୟସିଂହଙ୍କ ବଗିଚାରେ ଗତ ଶନିବାର ରାତିରେ ହାତୀପଲ ଉପଦ୍ରବ କରିଛନ୍ତି। ଖାଦ୍ୟ ଅନ୍ବେଷଣରେ ହାତୀପଲ ଆସି ବଗିଚାରେ ଥିବା ବିଭିନ୍ନ ଗଛକୁ ଖାଇ,…

ଉପଭୋକ୍ତାଙ୍କୁ ଲୁଟୁଛନ୍ତି ବିଦ୍ୟୁତ୍‌ କର୍ମଚାରୀ

ଖୋର୍ଦ୍ଧା ଅଫିସ,୧୩ା୧୨: ଖୋର୍ଦ୍ଧା ବିଦ୍ୟୁତ୍‌ ସବ୍‌ଡିଭିଜନ ଅଧୀନରେ କାର୍ଯ୍ୟରତ ଜଣେ କର୍ମଚାରୀ ଉପଭୋକ୍ତାଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌ କରିଥିବା ଅଭିଯୋଗ ଆସିଛି। ଉକ୍ତ କର୍ମଚାରୀ ଜଣଙ୍କ ଗରିବ, ଦିନ ମଜୁରିଆଙ୍କଠାରୁ ମିଟର ବସାଇବା ଲାଗି ଟଙ୍କା ଆଦାୟ କରିବା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri