ଖୋର୍ଦ୍ଧା

ରୋଗୀଙ୍କୁ ଷ୍ଟ୍ରେଚରରେ ବୋହିଲେ ୨କି.ମି.

ଖୋର୍ଦ୍ଧା ଅଫିସ,୭ା୧୦:ସହାୟତା କରିବା ପାଇଁ ଅର୍ଥର ଆବଶ୍ୟକତା ନ ଥାଏ। ଆବଶ୍ୟକ ଥାଏ ଉଦାର ହୃଦୟ ଓ ମନ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ କଳାଙ୍ଗ ପଞ୍ଚାୟତର ନାଉପଦା ଗ୍ରାମରେ। ଗ୍ରାମର ବାସନ୍ତୀ ବରାଡ଼(୩୫)ଙ୍କ ପାଇଁ…

ବନ୍ଧୁକ ଦେଖାଇ ନେଇଗଲେ ୬.୬୮ ଲକ୍ଷ

ଜଟଣୀ,୫ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ମ୍ୟୁନିସିପାଲିଟି ଅଫିସ ରାସ୍ତାରେ ସୋମବାର ୩ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଅର୍ଥ ଲଗାଣକାରୀ ସଂସ୍ଥାର ଜଣେ କର୍ମଚାରୀଙ୍କଠାରୁ ୬ଲକ୍ଷ ୬୮ହଜାର ୨୭ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଜଟଣୀ ପୋଲିସ ୨ ଜଣଙ୍କୁ…

ଦୁଇ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ

ଖୋର୍ଦ୍ଧା ଅଫିସ,୩।୧୦: ଦୁଇ ବର୍ଷ ପରେ ଜଣେ ନାବାଳକ ତାଙ୍କ ମା’ଙ୍କ କୋଳକୁ ଫେରିଛନ୍ତି। ହଜିଯାଇଥିବା ପୁଅକୁ ଫେରିପାଇ ପରିବାରଲୋକଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ସୂଚନା ଅନୁଯାୟୀ, ୨୦୧୮ ମେ’ ମାସରେ ବାଣପୁର ବଜାରରୁ ସ୍ଥାନୀୟ ପୋଲିସ ଜଣେ ୮ବର୍ଷର…

୨ରେ ଖୋଲିବ ଚନ୍ଦକା-ଡମପଡ଼ା ଅଭୟାରଣ୍ୟ

ବାରଙ୍ଗ,୩୦ା୯(ଡି.ଏନ୍‌.ଏ.):ଚନ୍ଦକା-ଡମପଡ଼ା ଅଭୟାରଣ୍ୟ ଅକ୍ଟୋବର୨ ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀରେ ଖୋଲିବ ବୋଲି ଡିଏଫ୍‌ଓ କେଦାର ସ୍ବାଇଁ କହିଛନ୍ତି। କୋଭିଡ୍‌ କଟକଣାରେ ଖୋଲିବାକୁ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଥିବାବେଳେ କୋଭିଡ୍‌ ନିୟମ ମାନି ପର୍ଯ୍ୟଟକ ପ୍ରବେଶ କରିବେ। ଏଥିନିମନ୍ତେ ସାମାଜିକ ଦ୍ୱରତ୍ୱ ସହ ମାସ୍କ ପିନ୍ଧିବାକୁ…

ଗୁରୁତର ସିଂହୀ ସୁପ୍ରିୟାର ମୃତ୍ୟୁ

ବାରଙ୍ଗ,୩୦ା୯(ଡି.ଏନ୍‌.ଏ.):ପ୍ରାଣୀ ଉଦ୍ୟାନ ନନ୍ଦନକାନନର ସିଂହ ସଫାରିରେ ଗୁରୁତର ହୋଇ ଚିକିତ୍ସା ହେଉଥିବା ସିଂହୀ ସୁପ୍ରିୟାର ମଙ୍ଗଳବାର ମୃତ୍ୟୁ ଘଟିଛି। ୨୬ବର୍ଷୀୟ ଏହି ସିଂହୀଟି ଗତ କିଛିଦିନ ହେବ ଅସୁସ୍ଥ ଥିଲା। ଏପରି କି ସେ ଧୀରେ ଧୀରେ ରୁଗ୍‌ଣ ହୋଇପଡ଼ିବା ସହ…

ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୨୯ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୯।୯: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୬ ଜଣ ଲୋକାଲ୍‌ କେସ୍‌…

ପର୍ଯ୍ୟଟକଙ୍କୁ ହାତିଆ ପାହାଡ଼ ମନା

ଖୋର୍ଦ୍ଧା ଅଫିସ,୨୯।୯: ଖୋର୍ଦ୍ଧା ୧୬ନଂ. ଜାତୀୟ ରାଜପଥ ନିଜଗଡ଼ ତାପଙ୍ଗରେ ରହିଛି ହାତିଆ ପାହାଡ଼। ଏଠାରେ ସୃଷ୍ଟି ହୋଇଥିବା କୃତ୍ରିମ ହ୍ରଦ, ନୀଳ ଜଳରାଶିର ମନୋରମ ପ୍ରାକୃତିକ ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ପରେ ପର୍ଯ୍ୟଟକଙ୍କ ଭିଡ଼ ଜମୁଥିଲା। ଯୁବପିଢିଙ୍କ ଲାଗି…

ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷଣା

ଖୋର୍ଦ୍ଧା ଅଫିସ,୨୮ା୯: ଖୋର୍ଦ୍ଧା ଜିଲା ତାପଙ୍ଗର ହାତିଆ ମୁଣ୍ଡିଆକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଛି ଜିଲା ପ୍ରଶାସନ। ଏହାର ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ପ୍ରତ୍ୟେକ ଦିନ ପର୍ଯ୍ୟଟକଙ୍କ ଗହଳି ଲାଗୁଥିବା ବେଳେ ଏଠାରେ କିନ୍ତୁ ପାଦେ ପାଦେ ବିପଦ ରହିଛି। ସ୍ଥାନୀୟ ଅଞ୍ଚଳ…

ସୋସିଆଲ ମିଡିଆରେ ଭିଡିଓ ଭାଇରାଲ: ପ୍ରଥମେ ନେଗେଟିଭ, ପରେ ପଜିଟିଭ

ବାରଙ୍ଗ,୨୩।୯(ଡି.ଏନ୍‌.ଏ.): ଭୁବନେଶ୍ୱର ବ୍ଲକ ଦାଢ଼ା ପଞ୍ଚାୟତ ଅଧୀନ ବଡ଼ବାଲିପଡ଼ା ଗ୍ରାମର ଗୋଟିଏ ପରିବାର କରୋନା ଆକ୍ରାନ୍ତ ହେବା ପରେ ପ୍ରଶାସନର ସହଯୋଗ ମିଳୁ ନ ଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ପରିବାରର କିଶୋର ରାଉତ କରିଥିବା ଏକ ଭିଡିଓ…

ରାଜଧାନୀ ଭୁବନେଶ୍ୱରରୁ ଆଉ ୩୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୨।୯: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଏବଂ ୨୪୪ ଜଣ ଲୋକାଲ୍‌ କେସ୍‌ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌…

ବନ୍ଧ କରି ଜମିକୁ ପାଣି ନେଲେ ଚାଷୀ

ଖୋର୍ଦ୍ଧା ଅଫିସ,୨୨।୯: ଚଳିତ ବନ୍ୟାରେ ଖୋର୍ଦ୍ଧା ଜିଲାରେ ବ୍ୟାପକ କ୍ଷତି ହୋଇଛି। ବୋଲଗଡ଼ ବ୍ଲକ ଅସରଳା ପଞ୍ଚାୟତର ଅସରଦଳ ଗ୍ରାମ ନିକଟ ମାଳିବନ୍ଧଠାରେ ଜମିକୁ ଜଳସେଚନ ଲାଗି ହୋଇଥିବା ଏକ ଚେକ ଡ୍ୟାମ ବନ୍ୟାଜଳରେ ଧୋଇଯାଇଛି। ଏହାର ମରାମତି ପାଇଁ ପ୍ରଶାସନ…

ଆଜି ରାଜ୍ୟରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୪୦୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୮୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୩୪, ପୁରୀରୁ ୨୭୪, ବାଲେଶ୍ୱରରୁ ୧୯୪, କେନ୍ଦ୍ରାପଡାରୁ ୧୩୯, ସୋନପୁରରୁ ୧୩୬, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୧୨୦, ଅନୁଗୋଳରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri