ଭାଇରାଲ ହେଉଛି ସୁକାନ୍ତ, ପବିତ୍ରଙ୍କ କଣ୍ଠର ଯାଦୁ
ଖୋର୍ଦ୍ଧା ଅଫିସ,୧୯। ୯: ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅଧୀନ କାଇମାଟଆ ଗ୍ରାମର ସୁକାନ୍ତ ଓ ପବିତ୍ର ଭୋଇଙ୍କଠାରେ ରହିଛି ଅନନ୍ୟ ପ୍ରତିଭା। ସୁକାନ୍ତ ଗୀତ ଗାଉଥିବା ବେଳେ ପବିତ୍ର ପାଟି ଓ ହାତ ମାଧ୍ୟମରେ ବାଦ୍ୟର ଭ୍ରମ ସୃଷ୍ଟି କରୁଛନ୍ତି।…
ହାତିଆ ପାହାଡ଼ରେ ପର୍ଯ୍ୟଟକ ଅସୁରକ୍ଷିତ
ଖୋର୍ଦ୍ଧା ଅଫିସ,୧୮ା୯: ଖୋର୍ଦ୍ଧା ୧୬ନଂ. ଜାତୀୟ ରାଜପଥ ନିଜଗଡ଼ ତାପଙ୍ଗରେ ରହିଛି ହାତିଆ ପାହାଡ଼। ଏଠାରେ ସୃଷ୍ଟି ହୋଇଥିବା କୃତ୍ରିମ ହ୍ରଦ, ନୀଳ ଜଳରାଶିର ମନୋରମ ପ୍ରାକୃତିକ ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ପରେ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଛି। ଏହି…
ମୂର୍ତ୍ତି କାରିଗର ପାଲଟିଲେ ଛତୁଚାଷୀ
ଖୋର୍ଦ୍ଧା ଅଫିସ,୧୫।୯: କରୋନା ମହାମାରୀ ଲୋକଙ୍କ ଜୀବନ ନେବା ସହ ଜୀବିକା ବଦଳାଇ ଦେଇଛି। ପରିବାର ପ୍ରତିପୋଷଣ ପାଇଁ ଶେଷରେ ଛତୁ ଚାଷ କରିବାକୁ ବାଧ୍ୟ ହୋଇଛନ୍ତି ଖୋର୍ଦ୍ଧା ଉପକଣ୍ଠ ଗୁରୁଜଙ୍ଗ ମାଳି ସାହିର ମୂର୍ତ୍ତି କାରିଗର ଆଶିଷ ରଣା। ସୂଚନା…
ସୁନା ବ୍ୟବସାୟୀଙ୍କଠାରୁ ଲୁଟ୍ ମାମଲା: ୩ ଗିରଫ
ଖୋର୍ଦ୍ଧା ଅଫିସ,୧୧।୯: ଖୋର୍ଦ୍ଧା ପାନବରଜର ସୁନା ବ୍ୟବସାୟୀଙ୍କଠାରୁ ଲୁଟ୍ ମାମଲାରେ ଆଦର୍ଶ ଥାନା ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗଞ୍ଜାମ ଜିଲା ଭଞ୍ଜନଗର ମାର୍ଥାସାହିର ଡି.ରାଇଡୁ ଓ ତାଙ୍କ ଭାଇ ଡି.କିରଣ ଏବଂ ନାହାତୋଟାର ଏମ.ଚିରଞ୍ଜିବୀ। ଏମାନଙ୍କଠାରୁ ୪ଶହ…
ଜମିରେ ପଚୁଛି ଧାନ, ଚିନ୍ତାରେ ଚାଷୀ
ଖୋର୍ଦ୍ଧା ଅଫିସ,୯ା୯: ରାଜୁଆ ଓ ଦୟା ନଦୀରେ ବନ୍ୟା ଯୋଗୁ ଖୋର୍ଦ୍ଧା ଜିଲାର ଭୁବନେଶ୍ୱର, ବାଲିଅନ୍ତା, ବାଲିପାଟଣା, ଜଟଣୀ, ଖୋର୍ଦ୍ଧା ଏବଂ ବେଗୁନିଆ ବ୍ଲକ ଅଞ୍ଚଳରେ ହଜାର ହଜାର ଏକର ଚାଷଜମି ଜଳମଗ୍ନ ହେବା ସହ ୪୦ଗ୍ରାମ ପାଣିଘେରରେ ରହିଥିଲା। ଏହି…
ଚାକିରି ଦେବା ନାଁରେ ଦେଢ଼ଲକ୍ଷ ଠକେଇ
ଭୁବନେଶ୍ୱର,୭।୯(ବ୍ୟୁରୋ): ଏମ୍ସରେ ଚାକିରି ପାଇଁ ଘର ବନ୍ଧା ପକାଇ ଦେଢ଼ ଲକ୍ଷ ଟଙ୍କା ଋଣ କରିଥିଲେ ଖୋର୍ଦ୍ଧା ଜିଲା ଜଙ୍କିଆ ଅଚ୍ୟୁତପୁର ଗ୍ରାମର କାର୍ତ୍ତିକ କୁମାର ସାହୁ। ହେଲେ ଟଙ୍କା ନେବା ପରେ ଠକ ଜଣକ ଚାକିରି ନ ଦେଇ ଲୋକ…
ନନ୍ଦନକାନନ: ୪ ହରିଣ ମୃତ
ବାରଙ୍ଗ,୭ା୯(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଗତ ୨ଦିନରେ ୪ ହରିଣଙ୍କ ମୃତ୍ୟୁ ହୋଇଛି। ୬୮ନଂ. ଏନକ୍ଲୋଜରରେ ଥିବା ୨ ଚିତ୍ରା ହରିଣଙ୍କର ରବିବାର ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଜଣାପଡି ନ ଥିବାବେଳେ ସେମାନଙ୍କ ମଧ୍ୟରେ ଗୋଟିଏ ମାଈ ଓ ଗୋଟିଏ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୪୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୫।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୫୧, ମୟୂରଭଞ୍ଜରୁ ୨୧୩, ଭଦ୍ରକରୁ ୧୬୪, ଢେଙ୍କାନାଳରୁ ୧୬୧, ରାୟଗଡାରୁ ୧୫୪, ଗଞ୍ଜାମରୁ ୧୪୮, ଯାଜପୁରରୁ ୧୪୪,…
ହରିଣ ମାଂସ ଖାଇବା ପଡ଼ିଲା ମହଙ୍ଗା: ୩ ଶିକାରୀ, ୧୦ ଗ୍ରାହକ ଗିରଫ
ବାରଙ୍ଗ,୪।୯(ଡି.ଏନ୍.ଏ.): ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଅଭୟାରଣ୍ୟ ଫିରିଙ୍ଗନାଳି ଅଞ୍ଚଳରୁ ଗୁରୁବାର ୩ ଶିକାରୀଙ୍କୁ ଗିରଫ କରାଯାଇଛି। ଚନ୍ଦକା ଡ଼ମପଡ଼ା ବନ ବିଭାଗ, ଚନ୍ଦକା ପୋଲିସ ଗୁରୁବାର ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ସେମାନଙ୍କୁ ଗିରଫ କରିଛି। ପରେ ସେମାନଙ୍କଠାରୁ ହରିଣ ମାଂସ,…
ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ବଢୁଛି
ଖୋର୍ଦ୍ଧା ଅଫିସ, ୩ା୯:ରାଜୁଆ ଓ ଦୟା ଆଣିଛି ଦୁଃଖ। ଏହି ଦୁଇ ନଦୀରେ ଘାଇ ସୃଷ୍ଟି ହୋଇ ବନ୍ୟାଜଳ ଖୋର୍ଦ୍ଧା ଜିଲାର ଖୋର୍ଦ୍ଧା, ଜଟଣୀ, ବାଲିଅନ୍ତା, ବାଲିପାଟଣା ଓ ବେଗୁନିଆ ବ୍ଲକରେ ପ୍ରବେଶ କରି ବ୍ୟାପକ କ୍ଷତି ଘଟାଇଛି। ଖୋର୍ଦ୍ଧା ବ୍ଲକର…
ଅକ୍ଟୋବରରେ ଖୋଲିପାରେ ନନ୍ଦନକାନନ
ବାରଙ୍ଗ,୧।୯(ଡି.ଏନ୍.ଏ.): କରୋନା ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ୫ମାସରୁ ଊର୍ଦ୍ଧ୍ୱ ହେବ ବନ୍ଦ ରହିଛି। ତେବେ ଅକ୍ଟୋବର ପ୍ରଥମ ସପ୍ତାହରେ ନନ୍ଦନକାନନ ଖୋଲିବା ପାଇଁ ଆଲୋଚନା ଆରମ୍ଭ ହୋଇଛି। ନନ୍ଦନକାନନ ପକ୍ଷରୁ ଏଥିପାଇଁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିବା ଜଣାପଡ଼ିଛି। ନନ୍ଦନକାନନ ଖୋଲିଲେ…
ବିଚ୍ଛିନ୍ନ ହେଲା ଜଟଣୀ-ପୁରୀ ରାସ୍ତା
ଖୋର୍ଦ୍ଧା ଅଫିସ/ ଜଟଣୀ(ଡି.ଏନ.ଏ)୩୧ା୮: ମହାନଦୀ ବନ୍ୟାଜଳ ଦୟା ନଦୀରେ ପ୍ରବେଶ କରିବା ପରେ ସ୍ଥିତି ସଙ୍ଗିନ ହୋଇଛି। ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକର ରାଜୁଆ ଓ ଦୟା ନଦୀକୁ ସଂଯୋଗ କରୁଥିବା ତିରୁମଲ ରାସ୍ତାରେ ମାଟିବନ୍ଧ ଭାଙ୍ଗି ଶହେ ଫୁଟର ଘାଇ…
Archives


