ଖୋର୍ଦ୍ଧା

ଗାଁ ଶ୍ମଶାନ ଉପରେ ପଥର ମାଫିଆଙ୍କ ଆଖି

ଖୋର୍ଦ୍ଧା ଅଫିସ,୨୨।୧: ଖୋର୍ଦ୍ଧା ଜିଲାରେ ସରକାରୀ ଜମି, ଗ୍ରାମ୍ୟ ଜଙ୍ଗଲ ଏବଂ କାଜୁ ଜଙ୍ଗଲରୁ ପଥର ମାଫିଆମାନେ ମାଙ୍କଡ଼ା ପଥର ଓ ମୋରମ ଚାଲାଣ କରୁଥିବାବେଳେ ଏବେ ସେମାନଙ୍କ ଲୋଲୁପ ଦୃଷ୍ଟି ଗାଁ ଶ୍ମଶାନ ଜମି ଉପରେ ପଡ଼ିଛି। ଗତ କିଛିଦିନ…

ବରୁଣେଇ ପୀଠ ରକ୍ଷଣାବେକ୍ଷଣ ପ୍ରତି ଦୃଷ୍ଟି ନାହିଁ: ପର୍ଯ୍ୟଟକଙ୍କୁ ବିମୁଖ କରୁଛି ଆବର୍ଜନା

ଖୋର୍ଦ୍ଧା ଅଫିସ,୨୨।୧: କରୋନା କଟକଣା ଯୋଗୁ ଦୀର୍ଘ ୯ ମାସ ବନ୍ଦ ରହିବା ପରେ ଖୋର୍ଦ୍ଧା ଜିଲାର ପର୍ଯ୍ୟଟନ ସ୍ଥଳୀଗୁଡ଼ିକ ଖୋଲିଛି। ଜିଲାର ପ୍ରମୁଖ ପର୍ଯ୍ୟଟନ ସ୍ଥଳ ବରୁଣେଇ ପୀଠରେ ଧିରେ ଧିରେ ପର୍ଯ୍ୟଟକଙ୍କ ଭିଡ଼ ଜମିବାରେ ଲାଗିଛି। ଏହାର ପ୍ରାକୃତିକ…

ସଂଗ୍ରାମୀଙ୍କ ଗାଁ ଚମ୍ପାଇଲୋ ଅବହେଳିତ

ଖୋର୍ଦ୍ଧା ଅଫିସ,୨୦ା୧: ‘ରକ୍ତ ଦିଅ, ମୁଁ ତୁମକୁ ସ୍ବାଧୀନତା ଦେବି’। ସ୍ବାଧୀନତା ସଂଗ୍ରାମ ସମୟରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଏହି ଡାକରା ଭାରତୀୟଙ୍କ ମଧ୍ୟରେ ଶିହରଣ ସୃଷ୍ଟି କରିଥିଲା। ଏହି ଡାକରାରେ ଉଦ୍‌ବୁଦ୍ଧ ହୋଇ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ…

ଧାନକିଣାରେ ବ୍ୟାପକ ଅନିୟମିତତା: ଚାଷୀଙ୍କ ଧାନ କିଣୁଛନ୍ତି ମିଲର୍ସ ୧୮।୧

ଖୋର୍ଦ୍ଧା ଅଫିସ,୧୮।୧: ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାପକ ଅନିୟମିତତା ହେଉଥିବା ଦେଖିବାକୁ ମିଳିଛି। ଧାର୍ଯ୍ୟ ଦିନ ପରିବର୍ତ୍ତେ ଛୁଟିଦିନରେ ଧାନ ଉଠାଯାଉଛି। ମଣ୍ଡିକୁ ଧାନ ଆସିବା ପରିବର୍ତ୍ତେ ମିଲର୍ସମାନେ ସିଧାସଳଖ ଚାଷୀଙ୍କ ଠାରୁ ଧାନ କିଣୁଛନ୍ତି। ସମବାୟ ସମିତି ଏବଂ ମିଲର୍ସଙ୍କ…

୧୮ ବର୍ଷରେ ଏଡ୍‌ସ ନେଲାଣିି ୨୧୫ ଜୀବନ

ଖୋର୍ଦ୍ଧା ଅଫିସ,୧୩ା୧: ଖୋର୍ଦ୍ଧା ଜିଲା ଏଡ୍‌ସ ନିୟନ୍ତ୍ରଣ କମିଟି ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଜିଲାର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍‌ସି)ରେ ଏଡ୍‌ସ ପରୀକ୍ଷା ବ୍ୟବସ୍ଥା ରହିଛି। ଚିହ୍ନଟ ରୋଗୀଙ୍କ…

ଫଟୋଗ୍ରାଫର୍ସ ଆସୋସିଏଶନ ବାର୍ଷିକ ଅଧିବେଶନ

ଖୋର୍ଦ୍ଧା ଅଫିସ,୧୩ା୧: ଖୋର୍ଦ୍ଧା ଫଟୋଗ୍ରାଫର୍ସ ଆସୋସିଏଶନ(କେପିଏ)ର ବାର୍ଷିକ ଅଧିବେଶନ ଓ ବନ୍ଧୁମିଳନ ସ୍ଥାନୀୟ ପୂର୍ତ୍ତ ଡାକ ବଙ୍ଗଳାଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ସାଧାରଣ ସଭାରେ ସଂଘର ଆଗାମୀ କାର୍ଯ୍ୟକ୍ରମ, ସଂଘ ସହ ଜଡ଼ିତ ଥିବା ସମସ୍ତ ଫଟୋଗ୍ରାଫର୍ସଙ୍କ ଉନ୍ନତି ଉପରେ ଆଲୋଚନା…

କୋଭିଡ୍‌ ଟିକାକୁ ସ୍ବାସ୍ଥ୍ୟକର୍ମୀଙ୍କ ନା’

ଖୋର୍ଦ୍ଧା ଅଫିସ,୧୩ା୧: ରାଜ୍ୟରେ ଆସନ୍ତା ୧୬ ତାରିଖରୁ କୋଭିଡ୍‌ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ସ୍ବତନ୍ତ୍ର ବିମାନ ଯୋଗେ ଟିକା ଭୁବନେଶ୍ୱରରେ ପହଞ୍ଚିିଛି। ମଙ୍ଗଳବାର ମଧ୍ୟରାତ୍ରିରୁ ଟିକା ସମସ୍ତ ଜିଲାରେ ପହଞ୍ଚିବା ଲାଗି ଯୋଜନା ରହିଛି। ଖୋର୍ଦ୍ଧା ଜିଲାରେ ଟିକାକରଣ ଲାଗି…

ପାଠପଢ଼ା ସ୍ଥିତି ପରଖିଲେ ଗଣଶିକ୍ଷାମନ୍ତ୍ରୀ : ବିଜେବିରେ ଯୁକ୍ତ ୨ ଖୋଲିବାକୁ ପ୍ରସ୍ତାବ

ଖୋର୍ଦ୍ଧା ଅଫିସ/ଯାଁଳା/ବେଗୁନିଆ,୧୧ା୧(ଡି.ଏନ୍‌.ଏ.): ରାଜ୍ୟ ସରକାର ଦୀର୍ଘ ୯ମାସ ପରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ କୋଭିଡ୍‌ କଟକଣାରେ ସ୍କୁଲ ଖୋଲିଛନ୍ତି। ପାଠପଢ଼ା କିପରି ଚାଲିଛି, ଏନେଇ ସୋମବାର ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଖୋର୍ଦ୍ଧାର ବିଭିନ୍ନ ବିଦ୍ୟାଳୟର ସ୍ଥିତି…

ପିକ୍‌ନିକ୍‌ ସ୍ପଟ୍‌: ‘ଢୁ ଢୁଆ’ ଜଳପ୍ରପାତ

ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ଭରପୂର ଖୋର୍ଦ୍ଧା ଜିଲା। ପାହାଡ଼, ଜଙ୍ଗଲ, ନଦୀ, ଝରଣା, ଆଦିବାସୀ ସଂସ୍କୃତି ଏବଂ ବିଭିନ୍ନ ମନ୍ଦିର ଜିଲାକୁ ସ୍ବତନ୍ତ୍ର ପରିଚୟ ଦେଇଛି। ଏଠାରେ ରହିଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀ ତଥା ପିକ୍‌ନିକ ସ୍ପଟଗୁଡ଼ିକ ଜିଲା, ରାଜ୍ୟ, ଦେଶ ସମେତ…

ତମାଣ୍ଡୋ ଗୁଳିକାଣ୍ଡ ଘଟଣା: ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ଆଣିଲା ପୋଲିସ

ଭୁବନେଶ୍ୱର,୮।୧(ବ୍ୟୁରୋ): ତମାଣ୍ଡୋ ଗୁଳିକାଣ୍ଡ ଘଟଣାରେ କମିଶନରେଟ୍‌ ପୋଲିସ ଅଭିଯୁକ୍ତ ଆକାଶ ଷଡ଼ଙ୍ଗୀ, ବଳିଆ ଓରଫ ବଳରାମ ରାଉତରାୟ ଓ ମୃତ୍ୟୁଞ୍ଜୟ ସେଠୀଙ୍କୁ ଗୁରୁବାର ୪ ଦିନିଆ ରିମାଣ୍ଡରେ ଆଣିଛି। ଏମାନଙ୍କୁ ତଡିପାର କରାଯାଇଥିଲେ ମଧ୍ୟ ସେମାନେ ରାଜଧାନୀରେ ରହି ଦୁଇଟି ଗୁଳିକାଣ୍ଡ…

ଆଖିବୁଜିଲା ବାଘୁଣୀ ଆନିନୀ

ବାରଙ୍ଗ,୬।୧(ଡି.ଏନ୍‌.ଏ.): ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ନନ୍ଦନକାନନର ବାଘୁଣୀ ଆନିନୀ ମଙ୍ଗଳବାର ଆଖିବୁଜିଛି। ପ୍ରାଣୀଉଦ୍ୟାନର ବାଘ ସଫାରିରେ ରହି ଆନିନୀ ପର୍ଯ୍ୟଟକଙ୍କ ଆର୍କଷଣର କେନ୍ଦ୍ରବିନ୍ଦୁ ସାଜିଥିଲା। ହେଲେ ନନ୍ଦନକାନନ ଡାକ୍ତରୀ ଟିମ୍‌ ଶତ ପ୍ରଚେଷ୍ଟା ସତ୍ତ୍ୱେ ବାଘୁଣୀ ଆନିନୀକୁ…

୭୫୫୬ ସ୍ବାସ୍ଥ୍ୟକର୍ମୀ ନେବେ କୋଭିଡ୍‌ ଟିକା

ଖୋର୍ଦ୍ଧା ଅଫିସ,୬ା୧: କୋଭିଡ୍‌-୧୯ ଟିକାକରଣ ପାଇଁ ଟାସ୍କଫୋର୍ସ କମିଟିର ତୃତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମଳିନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ବିଶ୍ୱରଞ୍ଜନ ପତି କହିଲେ ଯେ, ଟିକାଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?