ବିସ୍ଫୋରଣ ପରେ ଚେତିଲା ପୋଲିସ
ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅନ୍ତର୍ଗତ କଣ୍ଟାବାଡ଼ ଗ୍ରାମରେ ବାଣ ବିସ୍ଫୋରଣ ଘଟଣା ପରେ ପୋଲିସର ଚେତା ପଶିଛି। ସୋମବାର ବାଘମାରି ଥାନା ପୋଲିସ ଲେଖନପୁର ଗ୍ରାମରେ ଚଢ଼ାଉ କରି ବାଣ ସାମଗ୍ରୀ ଓ ବାରୁଦ ଜବତ କରିବା…
ଖୋର୍ଦ୍ଧା ଜିଲାର ଏହି ଗାଁକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା, ଜାଣନ୍ତୁ କାହିଁକି
ଖୋର୍ଦ୍ଧା ଅଫିସ,୧୭।୮: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ବଡ଼ବେରଣା ଗ୍ରାମରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଉପଜିଲାପାଳ ଅଶୋକ ବେହୁରିଆ ସୋମବାର ସକାଳ ୭ଟାରୁ ୨୦ ତାରିଖ ସକାଳ ୭ଟା ପର୍ଯ୍ୟନ୍ତ ବଡ଼ବେରଣା ଗ୍ରାମକୁ ୭୨ଘଣ୍ଟା କଣ୍ଟେନମେଣ୍ଟ…
ବାଣ ବିସ୍ଫୋରଣରେ ଭୁଶୁଡ଼ି ପଡିଲା ଘର
ବେଗୁନିଆ,୧୬ା୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା କଣ୍ଟାବାଡ଼ ଗ୍ରାମରେ ଶନିବାର ରାତିରେ ବାଣ ବିସ୍ଫୋରଣ ଘଟି କାଶୀନାଥ ମହାପାତ୍ରଙ୍କ ଘର ସହ ପଡୋଶୀଙ୍କ ୪ ବଖରା କ୍ଷତିଗ୍ରସ୍ତ ହୋଇଛି। ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡ଼ିଛି। ପୋଲିସ ଓ…
ଗଞ୍ଜାମକୁ ବଳିଯିବ ଖୋର୍ଦ୍ଧା ସ୍ଥିତି: ଆଜି ଚିହ୍ନଟ ହେଲେ ସର୍ବାଧିକ ୪୮୮ ଆକ୍ରାନ୍ତ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ଗୋଟିଏ ପଟେ ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ଦେଖାଯାଉଥିବା ବେଳେ ଚିନ୍ତା ବଢ଼ାଇଲାଣି ଖୋର୍ଦ୍ଧା। ରବିବାର ରାଜ୍ୟରେ ୨୯୨୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେଥିରୁ ସର୍ବାଧିକ ୪୮୮ଜଣ ଖୋର୍ଦ୍ଧାର ରହିଛନ୍ତି। ହେଲେ ଗଞ୍ଜାମରୁ ୩୧୮ କରୋନା…
ନନ୍ଦନକାନନ ପାଳିଲା ବିଶ୍ୱ ହସ୍ତୀ ଦିବସ
ବାରଙ୍ଗ,୧୩।୮(ଡି.ଏନ୍.ଏ.): ନନ୍ଦନକାନନରେ ବୁଧବାର ବିଶ୍ୱ ହସ୍ତୀ ଦିବସ ନିରାଡ଼ମ୍ବରରେ ପାଳିତ ହୋଇଯାଇଛି। ମହାମାରୀ କରୋନା ପାଇଁ ସବୁ କିଛି ଫିକା ପଡ଼ିଯାଇଥିଲା। ଏଥର ହାତୀମାନଙ୍କୁ ସାଜସଜ୍ଜା କରାଯାଇ ନ ଥିଲା। କେବଳ ସେମାନଙ୍କୁ ସୁସ୍ବାଦ ଖାଦ୍ୟ ଖାଇବାକୁ ଦିଆଯାଇଥିଲା। ଏହାକୁ ହାତୀଶାଳରେ…
ଦଳେଇପୁଟରେ ବୋମା ମାଡ଼
ଖୋର୍ଦ୍ଧା ଅଫିସ, ୧୩।୮: ଖୋର୍ଦ୍ଧା ସଦର ଥାନା ଅଧୀନ ଦଳେଇପୁଟ ଗ୍ରାମର ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଏଥିରେ ୨ଜଣ ଆହତ ହୋଇଛନ୍ତି। ଖବର ପାଇ ପୋଲିସ ପହଞ୍ଚି ଅଫୁଟା ବୋମା ଓ ହୃଦାନନ୍ଦଙ୍କ ଘରର କ୍ଷତିଗ୍ରସ୍ତ ଝରକାର…
ବାଲୁଗାଁ ଡିଏଫ୍ଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଖୋର୍ଦ୍ଧା ଅଫିସ, ୧୧।୮: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ବାଲୁଗାଁ ଚିଲିକା ବନ୍ୟପ୍ରାଣୀ ଡିଭିଜନର ବାଲୁଗଁା ଡିଏଫ୍ଓ ଆଲୋକ ରଞ୍ଜନ ହୋତାଙ୍କ କାର୍ଯ୍ୟାଳୟ ସମେତ ଭୁବନେଶ୍ୱରସ୍ଥ ବାସଭବନ, ଜଗତ୍ସିଂହପୁର ଚାଷୀଖଣ୍ଡସ୍ଥିତ ଘର ଏବଂ…
ପରିବା ବିକୁଛନ୍ତି ପାଲାଗାୟକ
ଖୋର୍ଦ୍ଧା ଅଫିସ,୧୧।୮: କରୋନା ମହାମାରୀ ଲୋକଙ୍କ ଜୀବନ ନେବା ସହ ଜୀବିକା ବଦଳାଇ ଦେଇଛି। ପରିବାର ପ୍ରତିପୋଷଣ ପାଇଁ ଶେଷରେ ପରିବା ବିକିବାକୁ ବାଧ୍ୟ ହୋଇଛନ୍ତି ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅନ୍ତର୍ଗତ ଗଁପୁର ଗ୍ରାମର ପ୍ରସିଦ୍ଧ ପାଲା ଗାୟକ ଗଗନ…
ଖୋର୍ଦ୍ଧା ଏସ୍ପିଙ୍କୁ କରୋନା
ଖୋର୍ଦ୍ଧା ଅଫିସ,୬।୮: ଖୋର୍ଦ୍ଧା ଜିଲାର ଆଗଧାଡିର କରୋନା ଯୋଦ୍ଧା ଭାବେ ପରିଚିତ ଜିଲା ଆରକ୍ଷୀ ଅଧିକ୍ଷକ ଅଜୟ ପ୍ରତାପ ସ୍ବାଇଁ ଗୁରୁବାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାପିଡ୍ ଆଣ୍ଟିଜେନ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ଏସ୍ପି ସ୍ପଷ୍ଟ କରିଛନ୍ତି। ପୂର୍ବରୁ…
ଆଶାକର୍ମୀଙ୍କ ପରିବାର କରୋନାରେ ଆକ୍ରାନ୍ତ
ବାରଙ୍ଗ,୩ା୮(ଡି.ଏନ୍.ଏ.): ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ କଲ୍ୟାଣପୁର ପଞ୍ଚାୟତର ଢାଓ୍ବା ଗ୍ରାମର ୨ନଂ ଓାର୍ଡର ଜଣେ ଆଶାକର୍ମୀଙ୍କ ପରିବାରକୁ କରୋନା ସଂକ୍ରମିତ ହୋଇଛନ୍ତି। ସୋମବାର ସେମାନଙ୍କୁ ମେଣ୍ଢାଶାଳ ସ୍ବାସ୍ଥ୍ୟବିଭାଗ ତରଫରୁ କୋଭିଡ ହସ୍ପିଟାଲ ପଠାଯାଇଥିବା ସରପଞ୍ଚ ପ୍ରଭାସିନୀ ସାସମଲ ସୂଚନା ଦେଇଛନ୍ତି। ଏହି…
ବଦଳିଲେ ଖୋର୍ଦ୍ଧା ଜିଲାପାଳ
ଭୁବନେଶ୍ୱର,୩ା୮(ବ୍ୟୁରୋ): ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତଙ୍କର ସୋମବାର ବଦଳି ହୋଇଛି। ତାଙ୍କ ବଦଳି ପରେ ସନତ କୁମାର ମହାନ୍ତି ନୂତନ ଜିଲାପାଳ ହୋଇଛନ୍ତି। ଏଥିସହିତ ଗଞ୍ଜାମ କୋଭିଡ୍ ମ୍ୟାନେଜମେଣ୍ଟର ଓଏସ୍ଡି ଭାବେ ଆଇଏଏସ୍ କୀର୍ତ୍ତି ଭାସାନଙ୍କ ବଦଳି ହୋଇଛି। ସେହିପରି…
ବାଟ ହୁଡ଼ିପାରେ ଖରିଫ ଚାଷ
ଖୋର୍ଦ୍ଧା ଅଫିସ, ୩।୮ଖୋର୍ଦ୍ଧା ଜିଲାରେ ପ୍ରାୟ ଦୁଇମାସ ହେଲା ବର୍ଷା ନାହିଁ। ଚାଷଜମି ଫାଟି ଆଁ କଲାଣି। ଏଥର ଖରିଫ ଚାଷ ବାଟ ହୁଡ଼ିପାରେ ବୋଲି ଆଶଙ୍କା ସୃଷ୍ଟି ହେଲାଣି। ତେଣୁ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ,…
Archives


