ଖୋର୍ଦ୍ଧା

ଉପଭୋକ୍ତାଙ୍କୁ ଲୁଟୁଛନ୍ତି ବିଦ୍ୟୁତ୍‌ କର୍ମଚାରୀ

ଖୋର୍ଦ୍ଧା ଅଫିସ,୧୩ା୧୨: ଖୋର୍ଦ୍ଧା ବିଦ୍ୟୁତ୍‌ ସବ୍‌ଡିଭିଜନ ଅଧୀନରେ କାର୍ଯ୍ୟରତ ଜଣେ କର୍ମଚାରୀ ଉପଭୋକ୍ତାଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌ କରିଥିବା ଅଭିଯୋଗ ଆସିଛି। ଉକ୍ତ କର୍ମଚାରୀ ଜଣଙ୍କ ଗରିବ, ଦିନ ମଜୁରିଆଙ୍କଠାରୁ ମିଟର ବସାଇବା ଲାଗି ଟଙ୍କା ଆଦାୟ କରିବା ସହ…

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ସତ୍ତ୍ୱେ ମିଳୁନି ସହାୟତା

ଖୋର୍ଦ୍ଧା ଅଫିସ,୧୩ା୧୨: ଗରିବ ଲୋକଙ୍କ ଚିକିତ୍ସା ସୁବିଧା ନିମନ୍ତେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (ସିଏମ୍‌ଆର୍‌ଏଫ୍‌) ବ୍ୟବସ୍ଥା କରିଛନ୍ତି। ତେବେ ଏହି ଯୋଜନା ଖୋର୍ଦ୍ଧା ଜିଲାରେ ଫେଲ୍‌ ମାରିଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ସତ୍ତ୍ୱେ ସ୍ଥାନୀୟ ପ୍ରଶାସନର ଅବହେଳା ଯୋଗୁ ଜଣେ…

ନିର୍ବନ୍ଧ ପୂର୍ବରୁ ଯୁବକଙ୍କୁ ହତ୍ୟା: ବରଯାତ୍ରୀ ଯାଇ ନିଖୋଜ ଥିଲେ

ଖୋର୍ଦ୍ଧା ଅଫିସ/ନିରାକାରପୁର,୧୨।୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ଡ଼ିଆ ଗ୍ରାମର ବିକାଶ ସାହୁ(୨୯)ଙ୍କୁ ହତ୍ୟା କରାଯାଇଛି। ତାଙ୍କ ମୃତଦେହକୁ ଜଙ୍କିଆ ଥାନା ରମାବିଲି ଗ୍ରାମର ଏକ ପରିତ୍ୟକ୍ତ କୂଅରୁ ଶୁକ୍ରବାର ପୋଲିସ ଜବତ କରିଛି। ଶନିବାର ବିକାଶଙ୍କ ନିର୍ବନ୍ଧ ହେବାକୁ…

୩୫ବର୍ଷ ଧରି ପାଣି ବୋହୁଛନ୍ତି କୃଷ୍ଣଚନ୍ଦ୍ର

ଖୋର୍ଦ୍ଧା ଅଫିସ,୧୧।୧୨: ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଗୁଡୁମ ଗ୍ରାମର କୃଷ୍ଣଚନ୍ଦ୍ର ସାହୁ। ବୟସ ପାଖାପାଖି ୬୫ ଛୁଇଁଲାଣି। ହେଲେ ସେ ଥକି ପଡ଼ିନାହାନ୍ତି। ଏହି ବୟସରେ ବି ସେ ଦିନକୁ ୮କି.ମି. ସାଇକେଲରେ ଯାତ୍ରା କରି ୨୦୦ରୁ ୩୦୦ଲିଟର ପାଣି ବୋହି…

ବଇଦଙ୍କ ଗାଁ ଭୋଇସାହି

ନିରାକାରପୁର,୧୧।୧୨(ଡି.ଏନ୍‌.ଏ.): ବିଜ୍ଞାନ ଯୁଗରେ ବି ଲୋକେ ବୈଦ୍ୟଙ୍କ ଉପରେ ନିର୍ଭର କରିବା ସହ ଆୟୁର୍ବେଦ ପଦ୍ଧତିର ଚିକିତ୍ସାକୁ ଭରସା କରୁଛନ୍ତି। ତେଣୁ କେତେଜଣ ବୈଦ୍ୟ ପରିବାର ନିଜର କୌଳିକ ବୃତ୍ତିକୁ ଜାବୋଡି ଧରିଛନ୍ତି। ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଡିଆ ପଞ୍ଚାୟତର…

ବଢୁଛି ଅସନ୍ତୋଷ, ନିର୍ମାଣ ଦାବି ତେଜିଲା

ଖୋର୍ଦ୍ଧା ଅଫିସ,୯ା୧୨: ଖୋର୍ଦ୍ଧାର ବରୁଣେଇ ପାହାଡ଼ ପାଦଦେଶରେ ପାଇକ ସ୍ମାରକୀ ନିର୍ମାଣ ଶିଳାନ୍ୟାସକୁ ମଙ୍ଗଳବାର ବର୍ଷେ ବିତିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ସରକାରଙ୍କ ପକ୍ଷରୁ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ଲାଗି କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ। ପାଇକ ସ୍ମାରକୀ…

ଅଖାବସ୍ତାରୁ ମା’ ଝିଅଙ୍କ ମୃତଦେହ ଜବତ

ନିରାକାରପୁର,୬ା୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଭୁଷଣ୍ଡପୁର ଫାଣ୍ଡି ଅଧୀନ ଅଭିମାନପୁର ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ଘରର ବାରିପଟରେ ଥିବା ଏକ ଅଖାବସ୍ତାରୁ ଜଣେ ମହିଳା ଓ ତାଙ୍କ ୧୦ମାସର ଝିଅର ମୃତଦେହକୁ ପୋଲିସ…

ସ୍ବଚ୍ଛ ସର୍ବେକ୍ଷଣ ନାଁରେ ଅର୍ଥଶ୍ରାଦ୍ଧ

ଖୋର୍ଦ୍ଧା ଅଫିସ,୬ା୧୨: ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଖୋର୍ଦ୍ଧା ସହରକୁ ଶୀର୍ଷତା ସ୍ଥାନରେ ରଖିବା ଲାଗି ପୌର ପରିଷଦ ପକ୍ଷରୁ ‘ସ୍ବଚ୍ଛ ଭାରତ ସୁସ୍ଥ ଭାରତ’ ଅଭିଯାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ସହରରେ ୨୨ଟି ଓ୍ବାର୍ଡ ରହିଥିବା ବେଳେ ତନ୍ମଧ୍ୟରୁ ୨୦ଟି ଓ୍ବାର୍ଡ…

ଚିଲିକାରେ ୪, ୮୭୦୦୦ ବିଦେଶୀ ପକ୍ଷୀ

ବାଲୁଗଁା,୫ା୧୨(ଡି.ଏନ୍‌.ଏ.)-ନିଳାମ୍ବୁ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ବୃଦ୍ଧି ପାଇବାରେ ଲାଗିଛି। ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ କଳରବରେ ସମଗ୍ର ଚିଲିକା ଏବେ ଚଳଚଞ୍ଚଳ ହୋଇ ଉଠିଛି ା ଡିସେମ୍ବର ୧ ସୁଦ୍ଧା ସମଗ୍ର ଚିଲିକାରେ ୪, ୮୭୦୦୦ ରଙ୍ଗବେରଙ୍ଗ ବିଭିନ୍ନ ପ୍ରଜାତିର ପକ୍ଷୀଙ୍କ…

ରାଜରାସ୍ତାରେ ହାତୀ, ଲୋକେ ଆତଙ୍କିତ

ନିରାକାରପୁର,୫ା୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି। ମାତ୍ର ଏହାକୁ ରୋକିବାରେ ବନ ବିଭାଗ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଏହି ହାତୀମାନେ କେତେବେଳେ ଗାଁଗଣ୍ଡାରେ ପ୍ରବେଶ କରୁଛନ୍ତି ତ ଆଉ କେତେବେଳେ ରାଜରାସ୍ତାରେ ଛିଡ଼ା…

ଅବହେଳିତ ଅବସ୍ଥାରେ ଦଧିବାମନ

ଖୋର୍ଦ୍ଧା ଅଫିସ,୫।୧୨: ଖୋର୍ଦ୍ଧା ସନ୍ନିକଟ ମୁସଲମାନ ଅଧ୍ୟୁଷିତ କେରଙ୍ଗ ପଞ୍ଚାୟତର ଦିବ୍ୟସିଂହଦେବପୁର ଗ୍ରାମରେ ରହିଛି ଦଧିବାମନ ମନ୍ଦିର। ତତ୍କାଳୀନ ଖୋର୍ଦ୍ଧା ରାଜା ଦିବ୍ୟସିଂହ ଦେବଙ୍କ ନାମରେ ସ୍ଥାପିତ ଏହି ଗ୍ରାମରେ ପ୍ରାୟ ୪ଶହ ବର୍ଷ ହେଲା ପ୍ରଭୁ ଦଧିବାମନ ପୂଜା ପାଇଆସୁଛନ୍ତି।…

ବୋଇତ ବନ୍ଦାଣ ଉପରେ କଟକଣା: ସଂସ୍କୃତି, ପରମ୍ପରା ପ୍ରତି କୁଠାରାଘାତ

ଖୋର୍ଦ୍ଧା ଅଫିସ,୩୦ା୧୧:ପବିତ୍ର କାର୍ତ୍ତିକ ମାସକୁ ଧର୍ମ ମାସ ବୋଲି କୁହାଯାଏ। ଓଡ଼ିଆ ପରମ୍ପରା ଅନୁଯାୟୀ ପଞ୍ଚକ ଶେଷଦିନ କାର୍ତ୍ତିକ ପୂର୍ଣ୍ଣମୀରେ ସମୁଦ୍ର ଓ ପୁଷ୍କରିଣୀରେ ଡଙ୍ଗା ଭସାଯିବା ସହ ବୋଇତ ବନ୍ଦାଣ କରାଯାଇଥାଏ। ତେବେ ଚଳିତ ବର୍ଷ କରୋନା ମହାମାରୀକୁ ଦୃଷ୍ଟିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?