୧୦୫ଗ୍ରାମ ଧଳାଜହର ଜବତ: ଜଣେ ଗିରଫ
ଖୋର୍ଦ୍ଧା,୨୫।୩(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଅବକାରୀ ବିଭାଗ ଆଦର୍ଶ ଥାନା ଅନ୍ତର୍ଗତ ଗୁରୁଜଙ୍ଗ ଟାଙ୍ଗିରେ ଚଢାଉ କରି ୧୦୫ଗ୍ରାମ ବ୍ରାଉନସୁଗାର ଜବତ ସହ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ରାଜକିଶୋର ସୁନ୍ଦରାୟ। ଜବତ ଧଳାଜହର ପରିମାଣ ୧୦ଲକ୍ଷ ଟଙ୍କାରୁ ଊଦ୍ଧର୍ବ…
ସରକାରୀ ବାବୁଙ୍କ ଅମାପ ସମ୍ପତ୍ତି
ଭୁବନେଶ୍ୱର,୨୫।୩: ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ ଟିମ୍ ତାଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ କରିଛନ୍ତି। ଚଢାଉ ବେଳେ ଅଧିକାରୀଙ୍କୁ ଘରୁ ବିଡ଼ାବିଡ଼ା…
ନନ୍ଦନକାନନ ଗେଟ ଆଗରେ ଅସ୍ଥାୟୀ କର୍ମଚାରୀମାନଙ୍କ ଧାରଣା
ବାରଙ୍ଗ,୨୫।୩(ଲିଙ୍ଗରାଜ ରାଉତ): ମଙ୍ଗଳବାର ସକାଳୁ ନନ୍ଦନକାନନରେ କାର୍ଯ୍ୟ କରୁଥିବା ଅସ୍ଥାୟୀ କର୍ମଚାରୀ(ଆଉଟ ସୋର୍ସିଂ)ମାନେ ଗେଟ ସାମ୍ନାରେ ଧାରଣାରେ ବସିଛନ୍ତି। ସଂଘର ସଭାପତି ଜୟନ୍ତ କୁମାର ରାଉତରାୟଙ୍କ ନେତୃତ୍ୱରେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଅସ୍ଥାୟୀ କର୍ମଚାରୀମାନେ ଧାରଣାରେ ବସିଛନ୍ତି । ୮ଘଣ୍ଟା ବାଦଲରେ…
ଭିଜିଲାନ୍ସ ଜାଲରେ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ
ଖୋର୍ଦ୍ଧା,୨୫।୩: ଭିଜିଲାନ୍ସ ଜାଲରେ ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ ଟିମ୍ ମଙ୍ଗଳବାର ଭୋରରୁ ତାଙ୍କ ବାସଭବନ ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ ହୋଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣିଙ୍କ କାର୍ଯ୍ୟାଳୟ…
ଓଡ଼ିଶାରେ ରାଷ୍ଟ୍ରପତି: ବିମାନବନ୍ଦରରେ ଭବ୍ୟ ସ୍ବାଗତ
ଭୁବନେଶ୍ୱର,୨୪।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ସୋମବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ରାଷ୍ଟ୍ରପତି ହେଲିକପ୍ଟର ଯୋଗେ ନୟାଗଡ଼ ଅଭିମୁଖେ ବାହାରିଛନ୍ତି। ସେଠାରେ ରାଷ୍ଟ୍ରପତି…
ଜାତୀୟ ରାଜପଥରେ ଓଲଟିଲା ବସ୍: ୮ ଆହତ
ଖୋର୍ଦ୍ଧା ,୨୨।୩: ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଘରୋଇ ବସ୍ ଓଭରଟେକ୍ କରିବାକୁ ଯାଇ ରାସ୍ତା କଡ଼ରେ ଓଲଟି ପଡିଛି। ଫଳରେ ୮ଜଣ ଯାତ୍ରୀ ଆହତ…
ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି: କଟାକ୍ଷ କଲେ ମନ୍ତ୍ରୀ
ଭୁବନେଶ୍ୱର,୨୧।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନଙ୍କ ନେତୃତ୍ୱରେ ଶନିବାର ଚେନ୍ନାଇରେ ହେବାକୁ ଥିବା ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୈଠକରେ ଯୋଗ ଦେଉ ନ ଥିବା ବେଳେ ତାଙ୍କ ସହମତିରେ ବିଜେଡି ବରିଷ୍ଠ ନେତା ଅମର…
କାଲିଠାରୁ କଳା ବ୍ୟାଜ୍ ପରିଧାନ ସହ ୨୭ରୁ କାର୍ଯ୍ୟ ବନ୍ଦ ଡାକରା ଦେଲେ ଆୟୁଷ ଡାକ୍ତର
ନିରାକାରପୁର, ୧୯।୩ (ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତମାସ ଗତ ୧୦ତାରିଖରୁ ସ୍ୱାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ସେମାନଙ୍କ ନ୍ୟାର୍ଯ୍ୟଦାବି ନିମନ୍ତେ ବିଧାନସଭା ସମ୍ମୁଖରେ ଧାରଣାରେ ବସିଛନ୍ତି । ଅନୁରୂପଭାବେ ଜିଲାର ପିଏଚସି ଓ ସିଏଚସିରେ କାର୍ଯ୍ୟରତ ଆୟୁଷ…
ବିନା ଟିକେଟ୍ରେ ଯାତ୍ରା କରୁଥିଲେ ୫୯ ଜଣ, ଧରା ପଡ଼ିବା ପରେ ୧୭୨୨୫ ଟଙ୍କା ହେଲା ଆଦାୟ
ନିରାକାରପୁର,୧୯ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ବିନା ଟିକେଟ୍ରେ ଟ୍ରେନରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ସଚେତନ କରିବା ସହ ଷ୍ଟେଶନରେ ବାଣିଜ୍ୟ ଅଭିବୃଦ୍ଧି ନିମନ୍ତେ ବୁଧବାର ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଷ୍ଟେଶନରେ ଟିକେଟ ଯାଞ୍ଚ ଆରମ୍ଭ ହୋଇଥିଲା। ଖୋର୍ଦ୍ଧା ରେଳ…
ଖୋର୍ଦ୍ଧାରେ ଖୋଲିବ ଫରେନସିକ୍ ସାଇନ୍ସ ୟୁନିଭର୍ସିଟି
ଖୋର୍ଦ୍ଧା,୧୯ା୩: ଓଡ଼ିଶାକୁ କେନ୍ଦ୍ର ସରକାର ଆଉ ଏକ ବଡ଼ ଭେଟି ଦେଇଛନ୍ତି। ଖୋର୍ଦ୍ଧାରେ ନ୍ୟାଶନାଲ ଫରେନସିକ୍ ସାଇନ୍ସ ୟୁନିଭର୍ସିଟି ଖୋଲିବ ବୋଲି କେନ୍ଦ୍ର ସରକାର ସ୍ତରରେ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପ୍ରଧାନମନ୍ତ୍ରୀ,…
ଖଣି ଖାଦାନ ଉପରେ ବଡ ଧରଣର ଚଢାଉ: ଖଣିରେ ବ୍ୟବହୃତ ଗାଡି ଜବତ
ଖୋର୍ଦ୍ଧା,୧୯।୩(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧାରେ ଖଣି ଖାଦାନ ଉପରେ ବଡ ଧରଣର ଚଢାଉ ହୋଇଛି। ଖୋର୍ଦ୍ଧା ଜିଲା ମିଳିତ ଟ୍ରାକ୍ସ ଫୋର୍ସ ଆଦର୍ଶ ଥାନା ଅନ୍ତର୍ଗତ ଶରଧାପୁରରେ ଚଢ଼ାଉ ହୋଇ ୩୦ରୁ ଊଦ୍ଧର୍ବ ଖଣିରେ ବ୍ୟବହୃତ ଗାଡି ଜବତ ହୋଇଛି। ଏଥିରେ…
ବସ୍ କାର ମୁଁହାମୁହିଁ ଧକ୍କା, ଭୟଙ୍କର ଦୂର୍ଘଟଣାରେ ଦୁଇ ମୃତ
ଖୋର୍ଦ୍ଧା,୧୯।୩(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ବଲାଙ୍ଗୀର 57ନଂ ଜାତୀୟ ରାଜପଥର ପିଚୁକୁଳି ଆଦର୍ଶ ବିଦ୍ୟାଳୟ ନିକଟରେ ପୁଣି ଅଘଟଣ । ଯାତ୍ରୀବାହି ବସ ସହ କାର ମୁଁହାମୁହିଁ ଧକ୍କା ହେବା ଫଳରେ କାରରେ ଥିବା ଦୁଇଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି।…
Archives


