ଖୋର୍ଦ୍ଧା

ଜଣ୍ଡିସ୍‌ ଆକ୍ରାନ୍ତ ଘଟଣା: ଜବାହର ନବୋଦୟ ବିଦ୍ୟାଳୟରେ ପହଞ୍ଚିଲା ବିଶେଷଜ୍ଞ ଟିମ୍‌

ଖୋର୍ଦ୍ଧା,୫ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାସ୍ଥିତ ପିଏମ୍‌ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍‌ ଆକ୍ରାନ୍ତ ଘଟଣାରେ ସ୍କୁଲରେ ପହଞ୍ଚିଛନ୍ତି ଭୁବନେଶ୍ୱର ସ୍ବାସ୍ଥ୍ୟ ବିଶେଷଜ୍ଞ ଓ ଓ୍ବାଟ୍‌କୋ ଟିମ୍‌। ୧୨ଟି ସ୍ଥାନରୁ ଜଳ ନମୁନା ସଂଗ୍ରହ କରିଛନ୍ତି। ସମସ୍ତ ନମୁନାକୁ ପରୀକ୍ଷା କରିବାକୁ ଲାବୋରେଟୋରୀକୁ ପଠାଯାଇଛି।…

ଗୁରୁଜଙ୍ଗ ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆତଙ୍କ, ୨୫ରୁ ଉର୍ଦ୍ଧ୍ବ ଛାତ୍ର….

ଖୋର୍ଦ୍ଧା,୪।୧୨(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ଗୁରୁଜଙ୍ଗ ସ୍ଥିତ ଜବାହର ନବୋଦୟ ବିଦ୍ଯାଳୟରେ ଅଭାବନୀୟ ଘଟଣା । ୨୫ରୁ ଉର୍ଦ୍ଧ୍ବ ଛାତ୍ର ଜଣ୍ଡିସ (ହେପାଟାଇଟିସ-ଏ) ଆକ୍ରାନ୍ତ ହୋଇଛନ୍ତି । ରବିବାର ସେମାନଙ୍କୁ ଜିଲା ମୁଖ୍ଯ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଇ…

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ ପରିଡା । ସୂଚନା ଅନୁଯାୟୀ ତିନି ଦିନ ଧରି ବେଗୁନିଆ ଅଞ୍ଚଳର ଆଖପାଖ ଜଙ୍ଗଲରେ…

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି କାର୍‌ ଅଟକିଯାଇଛି। ଜଣେ ଯୁବକ ମଧ୍ୟ ଭସାପୋଲରୁ ଖସିପଡିଛନ୍ତି।…

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ ପ୍ରତାପ ଦିଗଲ ଓ ତାଙ୍କ ସହଯୋଗୀ। ଉଭୟଙ୍କ ଘର କନ୍ଧମାଳ ଅଞ୍ଚଳରେ। ପ୍ରତାପ ପୂର୍ବରୁ…

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଚଢ଼ାଉ କରାଯାଇଛି। ଚଢାଉରେ ଜିତେନ୍ଦ୍ର ପଣ୍ଡାଙ୍କ ଘରୁ ୭୫ ଲକ୍ଷ ଜବତ…

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୫ଟି ସ୍ଥାନରେ ଚଢାଉ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ବେଆଇନ ସମ୍ପତ୍ତି ରଖିବା ଅଭିଯୋଗରେ ଭିଜିଲାନ୍ସ ରେଡ କରିଥିବା ନେଇ ସୂଚନା ରହିଛି । ଖବର…

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି କହିଛନ୍ତି ଓଡ଼ିଶାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ। ଗତ ୨୦୨୪…

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା, ଅର୍ଥକାରୀ ଓ ତୈଳଜାତ ଫସଲ ମଧ୍ୟ ବହୁଳ ପରିମାଣରେ ଚାଷ କରାଯାଇଛି। ତେବେ ବେଗୁନିଆ…

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଖବରପାଇ ଅଗ୍ନିଶମ ବିଭାଗ ପହଞ୍ଚି ବାଘମୁଣ୍ଡା କୂଳରୁ ମତଦେହ…

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ୍‌ ରଞ୍ଜୁଲତା ଲେଙ୍କା ଦୁଇଜଣ ଅଭିଯୁକ୍ତଙ୍କୁ…

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି। ୧୪୯ ଛାତ୍ରୀଛାତ୍ର, ୭ ଶିକ୍ଷାନୁଷ୍ଠାନ ବିରୋଧରେ ମାମଲା ହୋଇଛି। ମିଥ୍ୟା ଆୟ ଓ ଜାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?