ଖୋର୍ଦ୍ଧା

୧୬ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା

ଖୋର୍ଦ୍ଧା ଅଫିସ,୨୮।୧୨: ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା ପାଲଟିଛି। ରାଜପଥର ଖୋର୍ଦ୍ଧା ଓ ଭୁବନେଶ୍ୱର ମଧ୍ୟରେ ଗତ ମେ ମାସରୁ ଡିସେମ୍ବର ୨୭ ସୁଦ୍ଧା ଅର୍ଥାତ୍‌ ୮ ମାସରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୈନିକ ଛୋଟ…

କାଠଚୋରଙ୍କ ଆଡ୍ଡାସ୍ଥଳୀ ବରବରା ଜଙ୍ଗଲ: ନୀରବଦ୍ରଷ୍ଟା ସାଜିଛି ବନ ବିଭାଗ

ବାଲୁଗାଁ,୨୭ା୧୨ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁ ବନବିଭାଗ ଅନ୍ତର୍ଗତ ବରବରା ଜଙ୍ଗଲ ଏବେ କାଠଚୋରଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ବନ ବିଭାଗ କର୍ମଚାରୀଙ୍କ ଅବହେଳା ଯୋଗୁ କାଠ ମାଫିଆମାନେ ଅବାଧରେ ଗଛ କାଟି ଚାଲାଣ କରୁଛନ୍ତି। ବନ ବିଭାଗ ପକ୍ଷରୁ ଆବଶ୍ୟକ ସୁରକ୍ଷା…

ନବୀନ ଜମିଦାର, ଆମେ ଗୁମାସ୍ତା

ଖୋର୍ଦ୍ଧା ଅଫିସ,୨୭ା୧୨: ନବୀନବାବୁ ଦୟା, ମମତାର ସାଗର। ତାଙ୍କ ମଧ୍ୟରେ ଏକ ନିର୍ମଳ ହୃଦୟ ରହିଛି। ସାଧାରଣ ଜନତାଙ୍କ ପ୍ରତି ତାଙ୍କ ମନରେ ଅଶେଷ କରୁଣା ରହିଛି। କୌଣସି ସ୍ଥାନକୁ ଗଲାବେଳେ ଗରିବ ଲୋକଙ୍କୁ ଦେଖିଲେ ହାତ ହଲାଇ ତାଙ୍କୁ ଶୁଭେଚ୍ଛା…

କାଳିଜାଈ ମନ୍ଦିର ବନ୍ଦ, ପର୍ଯ୍ୟଟକ ନିରାଶ

ବାଲୁଗାଁ/କୃଷ୍ଣପ୍ରସାଦ, ୨୬ା୧୨(ଡି.ଏନ୍‌.ଏ.): ବାୟୁମଣ୍ଡଳରୁ ଉଷ୍ମତା ହ୍ରାସ ପାଇବା ପରେ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଥାଏ। ଫଳରେ ଚିଲିକା ଚଳଚଞ୍ଚଳ ହୋଇପଡ଼ିଥାଏ। ଡିସେମ୍ବରରୁ ହଜାର ହଜାର ପର୍ଯ୍ୟଟକ ଏଠାକୁ ଆଗମନ କରିଥାନ୍ତି। ପର୍ଯ୍ୟଟକମାନେ ମା’ କାଳିଜାଈଙ୍କ ଦର୍ଶନ କରିବା…

ଦକ୍ଷେଶ୍ୱର ମନ୍ଦିରରୁ ଚୋରି

ଖୋର୍ଦ୍ଧା ଅଫିସ୍‌/ ବାଣପୁର, ୨୩ା୧୨ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଣପୁରର ଐତିହାସିକ ଶୈବପୀଠ ଶ୍ରୀଦକ୍ଷେଶ୍ୱର ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୨୨ଟି ଅଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଛି। ଏନେଇ ମଙ୍ଗଳବାର ପାଳିଆସେବକ ଶଙ୍କର ନାୟକ ବାଣପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…

ଅନିଶ୍ଚିତତାରେ ଚଉଷଠି ଯୋଗିନୀ ମହୋତ୍ସବ

ବାଳକାଟୀ,୨୧।୧୨(ଡି.ଏନ୍‌.ଏ): ରାଜ୍ୟରେ କରୋନା କଟକଣା କୋହଳ ହେବା ସହ ସଭା, ସମିତି, ଉତ୍ସବ କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ କରିବାକୁ ସରକାର କହିଛନ୍ତି। ତେବେ ରାଜଧାନୀ ଉପକଣ୍ଠ ବାଳକାଟୀର ପ୍ରସିଦ୍ଧ ଚଉଷଠି ଯୋଗିନୀ ମହୋତ୍ସବ ପାଇଁ ଅଳ୍ପଦିନ ବାକି ଥିବାବେଳେ ପ୍ରଶାସନ ପକ୍ଷରୁ…

ନନ୍ଦନକାନନରେ ୮ ନୂଆ ଅତିଥି

ବାରଙ୍ଗ,୨୧।୧୨(ଡି.ଏନ.ଏ.): ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ରବିବାର ରାତି ୯ଟାରେ ନୂଆ ଅତିଥି ଆସିଛନ୍ତି। ଚଳିତବର୍ଷ ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟାରେ ଇନ୍ଦୋରର କମଳା ନେହୁରୁ ପ୍ରାଣୀ ସଂଗ୍ରାହଳୟରୁ ୨ଟି ମାଈ ଏସିଆନ୍‌ ସିଂହୀ, ୨ଟି ଅଣ୍ଡିରା ଓ ୧ଟି ମାଈକୁ ମିଶାଇ ୩ଟି ଘଡ଼ିଆଳ…

ବାହାରିଲାନି ନିଷ୍କର୍ଷ, ସମୟ ନେଲା ପ୍ରଶାସନ

ଖୋର୍ଦ୍ଧା ଅଫିସ,୧୮।୧୨: ଖୋର୍ଦ୍ଧା ବ୍ଲକ ନରଣଗଡ଼ ପଞ୍ଚାୟତରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବିଜେ, ପୁରୀ ମାର୍ଫତ ଶ୍ରୀମନ୍ଦିର ପରିଚାଳନା କମିଟି ଆଡ୍‌ମିନିଷ୍ଟ୍ରେଟର, ପୁରୀ ନାମରେ ଶତାଧିକ ଏକର ଜମି ଅଛି। ବଂଶାନୁକ୍ରମରେ ଏହି ଜମି ଗ୍ରାମବାସୀଙ୍କ ଭୋଗ ଦଖଲରେ ରହିଛି। ଜମି ସ୍ବତ୍ତ୍ୱାଧିକାର…

ଜଗନ୍ନାଥପୁର କାଜୁ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ

ନିରାକାରପୁର,୧୮।୧୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଳବିଭାଜିକା ପକ୍ଷରୁ ଟାଙ୍ଗୀ ବ୍ଲକ କମାଗୁରୁ ପଞ୍ଚାୟତ ଜଗନ୍ନାଥପୁରସ୍ଥିତ ଅଟଳା ମୌଜାରେ ରହିଥିବା ୨୫ଏକର ପରିମିତ ଜମିରେ ୨୦୦୦ ହଜାର କାଜୁ ଚାରାରୋପଣ କରାଯିବାକୁ ପ୍ରକଳ୍ପ ଅନୁମୋଦନ କରାଯାଇଥିଲା। ତେବେ ୩ ବର୍ଷ ମଧ୍ୟରେ ମୋଟ୍‌ ୪…

ଖୋର୍ଦ୍ଧାରୁ ବାଂଲାଦେଶକୁ ଗୋଚାଲାଣ

ଖୋର୍ଦ୍ଧା ଅଫିସ,୧୬ା୧୨: ଖୋର୍ଦ୍ଧା ଜିଲାରେ ବେଧଡ଼କ ଭାବେ ଗୋଚାଲାଣ ଚାଲିଛି। ଖୋର୍ଦ୍ଧା, ସଦର, ଜଙ୍କିଆ, ବେଗୁନିଆ, ବୋଲଗଡ଼ ଓ ଟାଙ୍ଗୀ ଅଞ୍ଚଳରୁ ଦୈନିକ ୧୬ ଓ ୫୭ନଂ. ଜାତୀୟ ରାଜପଥ ଦେଇ ବାହାର ରାଜ୍ୟ ଏବଂ ବାଂଲାଦେଶକୁ ଗୋରୁ ଚାଲାଣ କରାଯାଉଛି।…

କରୋନା ଛଡ଼ାଇ ନେଇଛି ଜୀବିକା

ଖୋର୍ଦ୍ଧା ଅଫିସ,୧୬ା୧୨: ରାଜ୍ୟରେ କୋଭିଡ୍‌-୧୯ ସ୍ଥିତି ସୁଧୁରିଥିବା ବେଳେ ଏବେ ବି ଦିନ ମଜୁରିଆ, ମିସ୍ତ୍ରି କାମ ନ ପାଇ ଘରେ ବସି ରହିଛନ୍ତି। କରୋନା ଛଡ଼ାଇ ନେଇଛି ସେମାନଙ୍କ ଜୀବିକା। ଫଳରେ ଅଭାବ ଅନାଟନ ମଧ୍ୟରେ ଏମାନେ ନାହିଁ ନ…

ଅଳିଆ ହଟୁନି, ଡ୍ରେନ୍‌ ପୋତି ହେଲାଣି

ଖୋର୍ଦ୍ଧା ଅଫିସ,୧୫।୧୨: ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଖୋର୍ଦ୍ଧା ସହରକୁ ଶୀର୍ଷତା ସ୍ଥାନରେ ରଖିବା ଲାଗି ପୌର ପରିଷଦ ପକ୍ଷରୁ ‘ସ୍ବଚ୍ଛ ଭାରତ ସୁସ୍ଥ ଭାରତ’ ଅଭିଯାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ସହରରେ ୨୨ଟି ଓ୍ବାର୍ଡ ରହିଛି। ତନ୍ମଧ୍ୟରୁ ୨୦ ଓ୍ବାର୍ଡର ଅଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?