ଖୋର୍ଦ୍ଧାରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ୫୨ ଆକ୍ରାନ୍ତ
ଖୋର୍ଦ୍ଧା ଅଫିସ,୧୯।୭ : ଖୋର୍ଦ୍ଧା ଜିଲାରେ ବିଏମ୍ସିକୁ ବାଦ୍ ଦେଇ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରବିବାର ଜିଲାରେ ୪୩ ଏବଂ ଖୋର୍ଦ୍ଧା ପୌରାଞ୍ଚଳରେ ୯କୁ ମିଶାଇ ମୋଟ ୫୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିରୁ ଟାଙ୍ଗି…
ଭିକ୍ଷା ମାଗି ଲକ୍ଷେ ଦାନ
ଖୋର୍ଦ୍ଧା ଅଫିସ,୧୯। ୭: ଖୋର୍ଦ୍ଧା ଜିଲା ବାଘମାରିସ୍ଥିତ ହଟକେଶ୍ୱର ମହାଦେବଙ୍କ ପ୍ରାଙ୍ଗଣରେ ରୁହନ୍ତି ଗଞ୍ଜାମ ଜିଲାର ରଘୁ ରାଉତ। ବୟସ ୭୦ ଟପିଲାଣି। ଦୃଷ୍ଟିବାଧିତ ହୋଇଥିଲେ ମଧ୍ୟ ସେ ଆଶା ହରାଇ ନାହାନ୍ତି। ଜୀବନ ଯୁଦ୍ଧରେ ଯୋଦ୍ଧାଟିଏ ସାଜି ଜାରି ରଖିଛନ୍ତି…
ଗଞ୍ଜାମ ପରେ ଖୋର୍ଦ୍ଧା ସ୍ଥିତି ସଙ୍ଗିନ
ଭୁବନେଶ୍ୱର, ୧୯। ୭(ବ୍ୟୁରୋ): ରାଜ୍ୟର ୫ କରୋନା ହଟ୍ସ୍ପଟ୍ ଜିଲା ମଧ୍ୟରେ ରହିଛି ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ ଓ ଯାଜପୁର। ତେବେ ଗଞ୍ଜାମ ଜିଲାରେ ମହାମାରୀ ଭୟଙ୍କର ରୂପ ନେଇଥିବାବେଳେ ପ୍ରତିଦିନ ଏଠାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ଏକାଧିକ…
ବାଲୁଗାଁ ମାଛ ମାର୍କେଟ ୭ଦିନ ଶଟ୍ଡାଉନ: ୨ ମାଛ ଗୋଦାମ, ୩ ବରଫ କଳ ସିଲ୍
ଖୋର୍ଦ୍ଧା ଅଫିସ/ବାଲୁଗାଁ ,୧୮ା୭(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁର ଜଣେ ମତ୍ସ୍ୟ ବ୍ୟବସାୟୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଶନିବାର ଜିଲାପାଳ ଶୀତାଂଶୁ କୁମାର ରାଉତ ବାଲୁଗାଁ ମାଛ ମାର୍କେଟକୁ ୭ଦିନ ଲାଗି ଶଟ୍ଡାଉନ ଘୋଷଣା କରିଛନ୍ତି। ଶନିବାର ଠାରୁ ଆସନ୍ତା…
ଖୋର୍ଦ୍ଧାରେ ଘରୋଇ ନର୍ସିଂହୋମ ମାନୁ ନାହାନ୍ତି କୋଭିଡ ଗାଇଡଲାଇନ୍: ଚାଲିଛି ଚଢ଼ାଉ
ଖୋର୍ଦ୍ଧା ଅଫିସ,୧୪।୭ : ଖୋର୍ଦ୍ଧା ଜିଲାରେ ବଡ଼ିଚାଲିଛି କରୋନା ଆକ୍ରାନ୍ତ ସଂଖ୍ୟା। ଘରୋଇ ନର୍ସିଂହୋମଗୁଡ଼ିକ କୋଭିଡ ଗାଇଡ ଲାଇନକୁ ପାଳନ କରୁ ନ ଥିବା ଅଭିଯୋଗ ହୋଇ ଆସୁଥିଲା। ଏ ନେଇ ମଙ୍ଗଳବାର ଜିଲା ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଖୋର୍ଦ୍ଧା…
ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର କରୋନା ଯୋଦ୍ଧାଙ୍କୁ କରୋନା: ରୋଗୀଙ୍କ ଉପରେ କଟକଣା
ଖୋର୍ଦ୍ଧା ଅଫିସ,୧୪।୭: ଖୋର୍ଦ୍ଧା ଜିଲାରେ କାୟା ବିସ୍ତାର କରିବାରେ ଲାଗିଛି କରୋନା। ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର ଜଣେ କରୋନା ଯୋଦ୍ଧା, ଡାକ୍ତର କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଡାକ୍ତରଙ୍କଠାରେ କରୋନା…
ଖୋର୍ଦ୍ଧାରେ ଖୋଲିବ କୋଭିଡ୍ କେୟାର ସେଣ୍ଟର: ଉପଲବ୍ଧ ହେବ ୮ଶହ ବେଡ୍
ଖୋର୍ଦ୍ଧା ଅଫିସ,୧୩।୭: ଖୋର୍ଦ୍ଧା ଜିଲାରେ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ କରୋନା ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଲାଗି ଜିଲାରେ କୋଭିଡ୍ କେୟାର ସେଣ୍ଟର ଖୋଲିବ। ଏନେଇ ସୋମବାର ଖୋର୍ଦ୍ଧା ଜିଲା ପ୍ରଶାସନ ଏବଂ ଭୁବନେଶ୍ବରସ୍ଥିତ ଆଇଏଏସ୍ ଓ ସମ…
କୋଭିଡ୍ ନିୟମ ଉଲ୍ଲଂଘନ: ମଦ ଡିପୋରେ ଚଢ଼ାଉ କଲା ଜିଲା ପ୍ରଶାସନ
ଖୋର୍ଦ୍ଧା ଅଫିସ,୧୩ା୭: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ସୋମବାର ମଦ ଡିପୋରେ ଚଢ଼ାଉ କରାଯାଇଛି । ଉପଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଆସିଷ୍ଟାଣ୍ଟ କଲେକ୍ଟର ବିଜୟ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ଡିପୋରେ ଚଢ଼ାଉ କରିଥିଲେ। କୋଭିଡ୍ ଗାଇଡ୍ ଲାଇନ ପାଳନ ଲାଗି…
୨ ବିଏସ୍ଏଫ୍ ଯବାନଙ୍କୁ କରୋନା: ସାନିଟାଇଜ୍ ହେଲା ଜଟଣୀ କ୍ୟାମ୍ପସ
ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ରୋଡ ଜଟଣୀ ସ୍ଥିତ ବିଏସଏଫ କ୍ୟାମ୍ପରେ ୨ ଜଣ ଯବାନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରବିବାର ବିଏସ୍ଏଫ୍ କ୍ୟାମ୍ପ ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜ୍ କରାଯାଇଛି। କ୍ୟାମ୍ପରେ ମୋଟ ୨୪୫ ଜଣ ଯବାନ ରହୁଛନ୍ତି । ତେବେ…
ଗୃହିଣୀ ସାଜିଲେ ଅଟୋଚାଳକ
ଖୋର୍ଦ୍ଧା ଅଫିସ,୧୨।୭: କରୋନା ଯୋଗୁ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିଛି। ଏଭଳି ସ୍ଥିତିରେ ଲୋକେ କାମଧନ୍ଦା ନ ପାଇ ଘରେ ବସି ରହିଛନ୍ତି। ଘରେ ବସିବା ଅପେକ୍ଷା ଅଟୋ ଚଳାଇ ଜଣେ ମହିଳା ଗତ ୪ମାସ ହେବ ତାଙ୍କ ପରିବାର…
କରୋନାକୁ ହରାଇ ପୁଣିଥରେ କାର୍ଯ୍ୟରେ ଯୋଗଦେଲେ ଏହି ଯୋଦ୍ଧା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଖୋର୍ଦ୍ଧା ଅଫିସ,୯।୭ : କର୍ତ୍ତବ୍ୟ ଆଗରେ ସବୁ କିଛି ହାର ମାନିଛି। ଏହାର ଏକ ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲା ବାଣପୁରର ଜଣେ ଯୋଦ୍ଧାଙ୍କ କ୍ଷେତ୍ରରେ। କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହେବା ପରେ ପୁଣି ଥରେ କାର୍ଯ୍ୟରେ…
ଇଞ୍ଜିନିୟରିଂ କଲେଜରେ ଚାକିରି ଦେବାକୁ କହି ମହିଳାଙ୍କୁ ବଳାତ୍କାର
ବାରଙ୍ଗ,୯ା୭(ଡି.ଏନ.ଏ)-ଚାକିରି ଦେବାକୁ କହି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ମେଣ୍ଡାଶାଳ ଫାଣ୍ଡିରେ ଗୁରୁବାର ଅଭିଯୋଗ ହୋଇଛି। ଏ ନେଇ ପୋଲିସ ଚନ୍ଦକା ଥାନାରେ ନଂ.୧୨୦/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏହି ଫାଣ୍ଡି ଅଧୀନରେ ଜଣେ ମହିଳା…
Archives


