ଖୋର୍ଦ୍ଧା

ଚିଲିକାରେ ବିଦେଶୀ ପକ୍ଷୀଙ୍କ ଆଗମନ

ବାଲୁଗାଁ,୩।୧୧(ଡି.ଏନ୍‌.ଏ.): ବାୟୁମଣ୍ଡଳରୁ ଉଷ୍ମତା ହ୍ରାସ ପାଇଥିବା ବେଳେ ଚିଲିକାକୁ ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ସୂଚନା ଅନୁଯାୟୀ, ସୋମବାର ସୁଦ୍ଧା ଚିଲିକାକୁ ୧୫ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ ଆସିଛନ୍ତି। ତନ୍ମଧ୍ୟରୁ ପକ୍ଷୀ ଅଭୟାରଣ୍ୟ ନଳବଣ ଅଞ୍ଚଳରେ…

ପ୍ରାଚୀପ୍ରଜ୍ଞା ପିଏନ୍‌ କଲେଜ ଟପ୍ପର

ଖୋର୍ଦ୍ଧା ଅଫିସ,୩୧ା୧୦: ଖୋର୍ଦ୍ଧା ପ୍ରାଣନାଥ (ପିଏନ୍‌) ସ୍ବୟଂଶାସିତ ମହାବିଦ୍ୟାଳୟର ଦ୍ୱାଦଶତମ ସ୍ନାତକ(+୩) ୨୦୧୭-୨୦୨୦ ଶିକ୍ଷାବର୍ଷର ବାର୍ଷିକ ଫଳ ଶନିବାର ପ୍ରକାଶ ପାଇଛି। ଏଥିରେ ମୋଟ୍‌ ପାସ୍‌ ହାର ୯୦.୪ ପ୍ରତିଶତ ରହିଛି। ବାଣିଜ୍ୟରେ ଆଦିତ୍ୟନାଥ ପୃଷ୍ଟି, କଳାରେ ଶିକ୍ଷା ବିଭାଗ ଛାତ୍ରୀ…

ସାରୁଅ ଜମି ମାମଲା: କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ

ଖୋର୍ଦ୍ଧା ଅଫିସ,୩୦ା୧୦: ଓଟିଭି କର୍ତ୍ତୃପକ୍ଷଙ୍କ ବିରୋଧରେ ହୋଇଥିବା ଜମି ହଡ଼ପ ମାମଲାରେ ଗୁରୁବାର ୩ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ଖୋର୍ଦ୍ଧା ଜିଲା ସାରୁଅ ମଲ୍ଲିକ ସାହିରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅପରାହ୍ନ ୧ଟାରେ ଏହି ଟିମ୍‌ ପ୍ରଥମେ ଅଭିଯୋଗକାରୀଙ୍କ ଅଭିଯୋଗ ଶୁଣିବା…

ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଲା ଜୈବିକ ଖତ

ଖୋର୍ଦ୍ଧା ଅଫିସ,୩୦।୧୦: ଖୋର୍ଦ୍ଧା ପୌରପାଳିକା ଅଞ୍ଚଳରୁ ବାହାରୁଥିବା ଦୈନିକ ବର୍ଜ୍ୟବସ୍ତୁରୁ ଜୈବିକ ଖତ ପ୍ରସ୍ତୁତ ଲାଗି ଏକ ମାଇକ୍ରୋ କମ୍ପୋଷ୍ଟ କେନ୍ଦ୍ର ଏବଂ ପୃଥିକୀକରଣ କେନ୍ଦ୍ରକୁ ଗତ ଅଗଷ୍ଟ ୩୧ରେ ମୁଖ୍ୟମନ୍ତ୍ରୀ ଭିଡିଓ କନଫେରନ୍ସ ମାଧ୍ୟମରେ ଉଦ୍‌ଘାଟନ କରିଥିଲେ। ଗୃହ ଓ…

ବାଲ୍ୟବିବାହ ରୋକିଲା ପୋଲିସ

ଖୋର୍ଦ୍ଧା ଅଫିସ,୨୯। ୧୦: ଖୋର୍ଦ୍ଧା ସହର ଉପକଣ୍ଠ ଲୋକେଶ୍ୱର ମନ୍ଦିରରେ ପୋଲିସ ଏବଂ ଚାଇଲ୍ଡ ଲାଇନ ମିଳିତ ଭାବେ ଏକ ବାଲ୍ୟବିବାହକୁ ବୁଧବାର ବନ୍ଦ କରିଛନ୍ତି। ଉଦ୍ଧାର ନାବାଳିକାଙ୍କ ବୟସ ୧୬ ବର୍ଷ ହେବ ବୋଲି ପରିବାର ଲୋକେ ଦାବି କରିଥିବା…

ଦଶହରା ଭଳି ଫିକା ପଡ଼ିବ ଲକ୍ଷ୍ମୀପୂଜା

ଖୋର୍ଦ୍ଧା ଅଫିସ,୨୯। ୧୦: ମେଲାଣି ନେଇଛନ୍ତି ମା’ ଜଗଜ୍‌ଜନନୀ। ଆଉ ଦୁଇଦିନ ପରେ ଧରାପୃଷ୍ଠକୁ ଅବତରଣ କରିବେ ମା’ ଧନଲକ୍ଷ୍ମୀ। କରୋନା କଟକଣା ଯୋଗୁ ପୂଜା ମାହୋଲ ଫିକା ପଡ଼ିଥିବା ବେଳେ ଏବେ ଗଜଲକ୍ଷ୍ମୀ ପୂଜା ମଧ୍ୟ ଫିକା ପଡ଼ିବ। ଓଡ଼ିଶାରେ…

ଭୋଜି କରିବାକୁ ଯାଇ ନଦୀରେ ବୁଡ଼ିଗଲେ ଛାତ୍ର

ନିରାକାରପୁର,୨୮ା୧୦(ଡି.ଏନ୍‌.ଏ.): ବୁଧବାର ଅପରାହ୍ନରେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ରାମେଶ୍ୱର ଗାଁ ନିକଟରେ ଥିବା ମନ୍ଦାକିନୀ ନଦୀରେ ବୁଡ଼ି ଜଣେ ଯୁକ୍ତ ଦୁଇ ବିଜ୍ଞାନ ପଢ଼ୁଥିବା ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ନିରାକାରପୁର ପଞ୍ଚାୟତ ରଥ କଲୋନୀର ଆଶୁତୋଷ…

ପାନୀୟ ଜଳ କମ୍ପାନୀରେ ପୋଲିସ ଚଢ଼ାଉ

ବାରଙ୍ଗ,୨୩ା୧୦(ଡି.ଏନ୍‌.ଏ.): ଚନ୍ଦକା ଥାନା ଅଧୀନସ୍ଥ ଗ୍ରାମଡ଼ିହଠାରେ ଥିବା ଏକ ପାନୀୟଜଳ କମ୍ପାନୀ ଉପରେ ଗୁରୁବାର ପୋଲିସ ଚଢ଼ାଉ କରିଛି। ଏହି କମ୍ପାନୀ ଏକ ନାମୀ ଘରୋଇ ବ୍ରାଣ୍ଡ ପାନୀୟ ଜଳ କମ୍ପାନୀର ଲୋଗୋ ବ୍ୟବହାର କରି ପାଣି ପ୍ୟାକେଟ ବିକ୍ରି କରୁଥିବା…

ରାଜଧାନୀରୁ ଚିହ୍ନଟ ହେଲେ ଆଉ ୨୨୯ ଆକ୍ରାନ୍ତ

ଭୁବନେଶ୍ୱର, ୨୦।୧୦: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୨୨୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୭ ଜଣ ଏବଂ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୧୮୨ ଜଣ ରହିଛନ୍ତି ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)…

ନୂଆ ବସ୍‌ଷ୍ଟାଣ୍ଡ-ଚଣ୍ଡିଚୁଆ ରାସ୍ତା ମରଣଯନ୍ତା

ଖୋର୍ଦ୍ଧା ଅଫିସ,୧୯ା୧୦: ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡଠାରୁ ଚଣ୍ଡିଚୁଆ ପର୍ଯ୍ୟନ୍ତ ରାସ୍ତା ମରଣଯନ୍ତା ପାଲଟିଛି। ୩ବର୍ଷରେ ୩ଜଣ ଠିକାଦାର ପରିବର୍ତ୍ତନ ହୋଇଥିଲେ ମଧ୍ୟ ରାସ୍ତା କାର୍ଯ୍ୟ ସରୁନାହିଁ। ରାସ୍ତାରେ ବଡ଼ ବଡ଼ ଖାଲ ସୃଷ୍ଟି ହେବା ସହ ଦୁର୍ଘଟଣା ଘଟିୁଛି। ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ…

ଘରେ ଶୋଇଥିବା ବେଳେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ଜଟଣୀ,୧୮ା୧୦(ଡି.ଏନ.ଏ): ଜଟଣୀ ଥାନା ଅଧୀନ ତରାବୋଇ ଗ୍ରାମ ନୂଆସାହିର ବଙ୍କିନା ତାଡ଼ ଦୁଇ ପିଲାଙ୍କୁ ଧରି ଶୋଇଥିବା ବେଳେ ରବିବାର ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ବାହାରୁ କବାଟ ଦେଇ ନିଆଁ ଲଗାଇଥିଲେ। ଏଥିରେ କବାଟର କିଛି ଅଁଶ ପୋଡ଼ିଯାଇଛି। ନିଆଁ…

ଜଟଣୀ ମୁଣ୍ଡିଆସାହିରେ ବୋମାମାଡ଼: ପୋଲିସ ତଦନ୍ତ ଜାରି

ଜଟଣୀ,୧୮ା୧୦(ଡି.ଏନ୍‌.ଏ.): ଜଟଣୀ ଥାନା ଅଧୀନ ବାଲିଛକ ମୁଣ୍ଡିଆସାହିର ରବି ପ୍ରଧାନଙ୍କ ଘର ଉପରକୁ ରବିବାର ବୋମାମାଡ଼ ହୋଇଛି। ଏଥିରେ ଉକ୍ତ ସାହିର ନରେଶ ଦାସ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?