ଏଣିକି ରାସ୍ତାରେ ବାଇକ୍ ପାର୍କିଂ କଲେ ଦେବେ ଜରିମାନା
ଖୋର୍ଦ୍ଧା ଅଫିସ,୯।୭: ଖୋର୍ଦ୍ଧା ସହରରେ ଟ୍ରାଫିକ୍ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି । ରାସ୍ତାରେ ପାର୍କିଂ ଯୋଗୁ ଯାତାୟାତରେ ଅସୁବିଧା ହେଉଛି। ଏ ନେଇ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଏଣିକି ରାସ୍ତାରେ ବାଇକ୍ ପାର୍କିଂ କଲେ ଜରିମାନା ଆଦାୟ…
ଗଞ୍ଜାମବାସୀଙ୍କୁ ଖୋର୍ଦ୍ଧା ମନା
ଖୋର୍ଦ୍ଧା ଅଫିସ,୮।୭: ଗଞ୍ଜାମବାସୀଙ୍କୁ ଖୋର୍ଦ୍ଧା ଜିଲା ମନା। ଏ ନେଇ ଜିଲାର ଦୁଇ ପ୍ରବେଶ ପଥ ନାଭାଲ ଛକ ଏବଂ ବାଣପୁର ନିକଟ କୁମାରପଲୀ ଛକରେ ଚବିଶ ଘଣ୍ଟିଆ ନାକା ବନ୍ଦି କରାଯାଇଛି । ୨ଜଣ ମାଜିଷ୍ଟ୍ରେଟର ଏବଂ ୪ଜଣ ଅଫିସରଙ୍କ…
ଖୋର୍ଦ୍ଧା ଲାଲା ପ୍ରଧାନ ଗୁଳିକାଣ୍ଡ ମାମଲା: ପୋଲିସ କବ୍ଜାରେ ମୁଖ୍ୟ ଅଭିଯୁକ୍ତ ମିକି
ଖୋର୍ଦ୍ଧା ଅଫିସ,୮।୭: ବହୁ ଚର୍ଚ୍ଚିତ ଜୁନ ୧୪ ତାରିଖ ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ଦଧିମାଛଗାଡିଆରେ ଲାଲା ପ୍ରଧାନଙ୍କୁ ଗୁଳି କରି ହତ୍ୟା ମାମଲାରେ ଖୋର୍ଦ୍ଧା ପୋଲିସ ମୁଖ୍ୟ ଅଭିଯୁକ୍ତ ମନୋରଞ୍ଜନ ସାହୁ(ମିକି)ଙ୍କୁ ଗିରଫ କରିଛନ୍ତି। ତାଙ୍କ ଘର ଟାଉନ ଥାନା…
୩୧ଯାଏ ଖୋର୍ଦ୍ଧା ସହରର ପ୍ରମୁଖ ରାସ୍ତା, ଛକ ସିଲ
ଖୋର୍ଦ୍ଧା ଅଫିସ,୬ା୭ : ରାଜ୍ୟରେ କରୋନା ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଉଦ୍ବେଗଜନକ ରହିଛି। ଅନ୍ୟପଟେ କେତେଜଣ ଅମାନିଆ ବିନା ମାସ୍କରେ ବୁଲୁଥିବା ବେଳେ ସାମାଜିକ ଦୂରତା ଏବଂ କୋଭିଡ-୧୯ ଗାଇଡଲାଇନକୁ ଖୋଲା ଉଲ୍ଲଂଘନ କରୁଛନ୍ତି। ଫଳରେ…
ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କୁ ମନା
ଖୋର୍ଦ୍ଧା ଅଫିସ,୬ା୭: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କୁ ଆସିବାକୁ ମନା ହୋଇଛି। ଏ ନେଇ କାର୍ଯ୍ୟାଳୟ ଆଗରେ ନୋଟିସ ଲାଗିଛି। କୋଭିଡ-୧୯ ସଂକ୍ରମଣକୁ ଏଡାଇବା ଲାଗି କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା ଜାରି କରିଛି ଜିଲା ପ୍ରଶାସନ।…
ଜୁଲାଇ ୩୧ ପର୍ଯ୍ୟନ୍ତ ଖୋଲିବନି ଖୋର୍ଦ୍ଧା ଜିଲାର ଏହି ୯ ଐତିହ୍ୟସ୍ଥଳୀ
ଭୁବନେଶ୍ୱର,୫ା୭(ବ୍ୟୁରୋ)/ ଖୋର୍ଦ୍ଧା ଅଫିସ – ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲାରେ ଥିବା ୯ଟି ଐତିହ୍ୟ କୀର୍ତ୍ତିରାଜିକୁ ସର୍ବସାଧାରଣଙ୍କ ପାଇଁ ନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଜିଲାରେ କୋଭିଡ୍-୧୯ ସଂକ୍ରମଣ ଦିନକୁ ଦିନ ଉଗ୍ର ରୂପ ନେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଜୁଲାଇ…
ରକ୍ତ ହେଲା ପର: ପ୍ରତିଶୋଧରୁ ଗୁଳିମାଡ
ଖୋର୍ଦ୍ଧା ଅଫିସ, ୨ା୭:ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ଝିଣ୍ଟିକାପଲ୍ଲୀ ଗ୍ରାମରେ ଗୁରୁବାର ଗୁଳି ଫୁଟିଛି। ସାନଭାଇ ଗୁଳିମାଡ଼ରେ ବଡଭାଇ ଗୁରତର ଆହତ ହୋଇଛନ୍ତି। ଗୁରୁତର ଜଣକ ହେଲେ କାହ୍ନୁ ପରିିଡ଼ା (୩୭)। ଗୁଳି ନାକ ପାଖରେ ବାଜି ଭିିତରେ ରହିଥିବା…
ଖୋର୍ଦ୍ଧା ପୌର କାର୍ଯ୍ୟାଳୟ ବନ୍ଦ: କର୍ମଚାରୀଙ୍କୁ ଅଫିସ ମନା
ଖୋର୍ଦ୍ଧା ଅଫିସ,୨।୭: ଖୋର୍ଦ୍ଧା ପୌର ପରିଷଦ କାର୍ଯ୍ୟଳୟର ଜଣେ କର୍ମଚାରୀ ଏବଂ ତାଙ୍କ ପୁଅ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗୁରୁବାର ପ୍ରଶାସନ ପକ୍ଷରୁ ପୌର କାର୍ଯ୍ୟାଳୟକୁ ବନ୍ଦ କରାଯିବା ସହ ସାନିଟାଇଜ଼୍ କରାଯାଇଛି। ସମସ୍ତ କର୍ମଚାରୀଙ୍କୁ ଅଫିସ ଆସିବାକୁ ବାରଣ…
ସାନ ଭାଇ ଠେଙ୍ଗା ମାଡ଼ରେ ମଝିଆ ଭାଇର ଜୀବନଗଲା
ନିରାକାରପୁର,୩୦।୬(ଡି.ଏନ୍.ଏ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସରପାରୀ ମଝିଆ ସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାମାନ୍ୟ ବଚସାରୁ ସାନ ଭାଇର ଠେଙ୍ଗା ମାଡ଼ରେ ମଝିଆ ଭାଇର ମୃତ୍ୟୁ ଘଟିଛି। ମୁତକ ହେଲେ ବିଜୟ ଅଧିକାରୀ (୩୦)।…
ଖୋର୍ଦ୍ଧାରେ ଯାଞ୍ଚ ହେଲା ନର୍ସିଂ ହୋମ
ଖୋର୍ଦ୍ଧା ଅଫିସ, ୨୬।୬: ରାଜଧାନୀ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରୁ କରୋନା ପଜିଟିଭ ଚିହ୍ନଟ ହେବା ପରେ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ରାଜ୍ୟର ସମସ୍ତ ଜିଲାରେ ଥିବା ନର୍ସିଂହୋମ, ହସ୍ପିଟାଲରେ କୋଭିଡ୍-୧୯ ଯାଞ୍ଚ ଲାଗି ସରକାର ନିର୍ଦ୍ଦେଶ…
ପ୍ରେମିକ ମା’ଙ୍କ କଟୁ କଥା ସହି ନ ପାରି ଘରୁ ଚାଲିଯାଇଥିଲେ ଯୁବତୀ, କୂଅରୁ ଉଦ୍ଧାର ହେଲା ମୃତଦେହ
ଖୋର୍ଦ୍ଧା ଅଫିସ,୨୫।୬: ଖୋର୍ଦ୍ଧା ଟାଉନ ଅନ୍ତର୍ଗତ ଜରିପୁଟ ସ୍କୁଲ କ୍ୟାମ୍ପସରେ ଥିବା କୂଅରୁ ପୋଲିସ ଗୁରୁବାର ଜଣେ ଯୁବତୀ ଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ସେହି ଗ୍ରାମର ନିତୁ ମହାପାତ୍ର(୧୯)। ସେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟର ଯୁକ୍ତ ତିନି…
ଦିଆସିଲି କାଠିରେ ୩ ଇଞ୍ଚର ତିନି ରଥ
ଖୋର୍ଦ୍ଧା ଅଫିସ,୨୩।୬: ଦିଆସିଲି କାଠିରେ ୩ ଇଞ୍ଚର ତିନି ରଥ ନିର୍ମାଣ କରି ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ ଗୋପୀନାଥପୁରର ଏଲ.ଇଶ୍ୱର ରାଓ ଲୋକଙ୍କ ମନ ଜିଣିପାରିଛନ୍ତି। ୩୫୦ ଦିଆସିଲି କାଠିରେ ୩ ଇଞ୍ଚର ରଥ ନିର୍ମାଣ ହୋଇଥିବା ବେଳେ…
Archives


