ଖୋର୍ଦ୍ଧାରୁ ୭ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତମାନେ ବାଲୁଗାଁ, ବୋଲଗଡ଼, ବାଲିପାଟଣା, ଜଟଣୀ ବ୍ଲକର
ଖୋର୍ଦ୍ଧା ଅଫିସ,୨୧।୬ : ଖୋର୍ଦ୍ଧା ଉପଖଣ୍ଡରେ ରବିବାର ପୁଣି ୭କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବାଲୁଗାଁ, ବୋଲଗଡ଼, ବାଲିପାଟଣା ଓ ଜଟଣୀ ବ୍ଲକରୁ ଏହି ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବାଲୁଗାଁରୁ ୪ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ…
ସାବୁନ କାରିଗର ସତ୍ୟବ୍ରତ: ପ୍ରସ୍ତୁତ କରୁଛନ୍ତି ଦେବଦେବୀ, ପଶୁପକ୍ଷୀଙ୍କ କଳାକୃତି
ଖୋର୍ଦ୍ଧା ଅଫିସ,୨୧ା୬: ଶରୀରର ସୌନ୍ଦର୍ଯ୍ୟ ଲାଗି ଆମେ ଭଳିକି ଭଳି ସାବୁନ ବ୍ୟବହାର କରିଥାଉ। ତେବେ ସାବୁନର ବ୍ୟବହାର କରାଯାଇ ଅତି ସୁନ୍ଦର ନିଖୁଣ କାରୁକାର୍ଯ୍ୟ କରାଯାଇପାରେ, ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଖୋର୍ଦ୍ଧା…
ଖୋର୍ଦ୍ଧା ଉପଖଣ୍ଡରେ ୫ କରୋନା ପଜିଟିଭ୍ ଚିହ୍ନଟ
ଖୋର୍ଦ୍ଧା ଅଫିସ,୨୦।୬: ଖୋର୍ଦ୍ଧା ଉପଖଣ୍ଡରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଜିଲାରେ ପୁଣି ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜିଲା ପ୍ରସାଶନ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟଙ୍କ ମଧ୍ୟରେ ବାଲୁଗାଁ ନଈରୀର ଜଣେ ୩୫ ବର୍ଷୀୟା…
୨୨ ବର୍ଷ ହେବ ନିଖୋଜ ଥିବା ପୁଅକୁ ସଙ୍ଗରୋଧ କେନ୍ଦ୍ରରୁ ଫେରି ପାଇଲେ ମା’
ଖୋର୍ଦ୍ଧା ଅଫିସ,୨୦।୬: ଦିନେ କି ଦୁଇ ଦିନ ନୁହେଁ ଦୀର୍ଘ ୨୨ବର୍ଷ ଧରି ନିଖୋଜ ଥିବା ପୁଅକୁ ସଙ୍ଗରୋଧ କେନ୍ଦ୍ରରୁ ଫେରିପାଇଛନ୍ତି ମା’। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ବଡ଼କୁଳ ଗ୍ରାମରେ। ପ୍ରକାଶ ଯେ, ଗ୍ରାମର ପୂର୍ଣଚନ୍ଦ୍ର…
ନାମଫଳକକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ: ୪ଗୁରୁତର
ଖୋର୍ଦ୍ଧା ଅଫିସ,୧୮ା୭: ଖୋର୍ଦ୍ଧ ଜିଲା ବାଘମାରୀ ଥାନା ଅନ୍ତର୍ଗତ କୋଟପିଲା ଗ୍ରାମ ଛକରେ ଥିବା ନାମଫଳକକୁ କେନ୍ଦ୍ରକରି ଗୁରୁବାର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ କୋଟପିଲା ଗ୍ରାମର ୪ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଅରୁପ କୁମାର ଭୋଇ(୩୩), ଦିଲୀପ…
କରୋନା ପଜିଟିଭ୍ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ
ଖୋର୍ଦ୍ଧା ଅଫିସ,୧୮ା୬: ଖୋର୍ଦ୍ଧା ଜିଲାରେ କରୋନା ପଜିଟିଭ୍ ସଂଖ୍ୟାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ରିପୋର୍ଟ ଅନୁଯାୟୀ ଜିଲାରେ ପଜିଟିଭଙ୍କ ସଂଖ୍ୟା ୨୫। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀଙ୍କ…
ଭୁବନେଶ୍ୱର-ବନମାଳିପୁରରୁ ରାସ୍ତାରୁ ଦେଢ କୁଇଣ୍ଟାଲ ଗଞ୍ଜେଇ ଜବତ
ବାଳକାଟୀ,୧୭ା୬(ଡି.ଏନ୍.ଏ.)-ବାଳକାଟୀ ଫାଣ୍ଡି ଅନ୍ତର୍ଗତ ଭୁବନେଶ୍ୱର-ବନମାଳିପୁର ମୁଖ୍ୟରାସ୍ତାର ମା’ ଦୁଲ୍ଲାଦେବୀ ମନ୍ଦିର ନିକଟରେ ବୁଧବାର ସ୍ପେଶାଲ ସ୍କ୍ବାଡ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହାସହ ଏକ ଟ୍ରାଭେରାକୁ ଜବତ କରି ଚାଳକଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ସୂଚନାଯୋଗ୍ୟ,…
ଚିକିତ୍ସା ଆଳରେ ମହିଳାଙ୍କୁ ଅସଦାଚରଣ ଅଭିଯୋଗ: ଖୋର୍ଦ୍ଧାର ପୂର୍ବତନ ସିଡିଏମ୍ଓ ଗିରଫ
ଖୋର୍ଦ୍ଧା ଅଫିସ,୧୭।୬- ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ଖୋର୍ଦ୍ଧା ଟାଉନ ପୋଲିସ ବୁଧବାର ଏକ ଘରୋଇ କ୍ଲିନିକ ଡାକ୍ତର ବୈଦ୍ୟନାଥ ନାୟକଙ୍କୁ ଗିରଫ କରିଛି। ସେ ଖୋର୍ଦ୍ଧାର ପୂର୍ବତନ ସିଡିଏମ୍ଓ ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସାମନ୍ତରାପୁର ଜଣେ…
ପରଦା କଳାର ସହର ଧଳାପଥର
ଖୋର୍ଦ୍ଧା ଅଫିସ,୧୭ା୬: ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଧଳାପଥର ପରଦା କଳାର ସହର ଭାବେ ପରିଚିତ। ଘର ସାଜସଜ୍ଜାଠାରୁ ଅଫିସ ଆଦି ସ୍ଥାନରେ ପରଦା ଲାଗିଥାଏ। ଦୀର୍ଘ ବର୍ଷ ପୂର୍ବେ ହସ୍ତତନ୍ତରେ ଏହି କଳାକୁ ଧଳାପଥର ଅଞ୍ଚଳର ଉଦୟନାଥ ସାହୁ ଅତି…
ଅପରାହ୍ନ ୨ରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଖୋର୍ଦ୍ଧା ସବ୍ଡିଭିଜନ୍ ଶଟ୍ଡାଉନ: ଜୁନ୍ ୩୦ ଯାଏ କଟକଣା ବଳବତ୍ତର
ଖୋର୍ଦ୍ଧା ଅଫିସ,୧୬।୬ : କରୋନା ନିୟନ୍ତ୍ରଣ ପାଇଁ ଖୋର୍ଦ୍ଧା ସବ୍ଡିଭିଜନ୍ରେ ଅପରାହ୍ନ ୨ଟାରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଶର୍ଟଡାଉନ୍ ଘୋଷଣା କରାଯାଇଛି। ଜୁନ ୩୦ ଯାଏ ଏହି କଟକଣା ବଳବତ୍ତର ରହିବ। ଏହି ସମୟରେ ସମସ୍ତ ଦୋକାନ ବଜାର ବନ୍ଦ…
ନନ୍ଦନକାନନରେ କଳାବାଘ ବୁଲିବା ପ୍ରଚାର ଗୁଜବ
ବାରଙ୍ଗ,୧୬।୬(ଡି.ଏନ୍.ଏ.)- କରୋନା ଲାଗି ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବନ୍ଦ ରହିଛି। ଶୂନଶାନ ହୋଇଯାଇଛି ନନ୍ଦନକାନନ ରାସ୍ତା। ନା ଆସୁଛନ୍ତି ପର୍ଯ୍ୟଟକ ନା ଶୁଭୁଛି ସେମାନଙ୍କ ଗହଳି। ଏହି ନିସ୍ତବ୍ଧ ମଧ୍ୟରେ ସୋମବାର ନନ୍ଦନକାନନ ପୁଣି ଚର୍ଚ୍ଚାକୁ ଆସିଛି। ସକାଳେ ୯ନଂ ଫାଟକ…
ସାମାଜିକ ଦୂରତା, କୋଭିଡ -୧୯ ନିୟମ ଉଲ୍ଲଂଘନ: ଖୋର୍ଦ୍ଧାରେ ୩ ଦୋକାନ ସିଲ୍
ଖୋର୍ଦ୍ଧା ଅଫିସ,୧୫।୬ : ସାମାଜିକ ଦୂରତା ଓ କୋଭିଡ-୧୯ ନିୟମ ଉଲ୍ଲଂଘନ ନେଇ ଖୋର୍ଦ୍ଧା ପୌର ପ୍ରଶାସନ ପକ୍ଷରୁ ସୋମବାର ୩ଟି ଦୋକାନ ସିଲ୍ କରାଯାଇଛି । ଏଥି ମଧ୍ୟରେ ଗୋଟିଏ ଗ୍ରୋସରୀ, ପୂଜା ଓ ଲୁଗା ଦୋକାନ ରହିଛି ।…
Archives


