ଖୋର୍ଦ୍ଧା

ଖୋର୍ଦ୍ଧା ସାନପଦର ପଞ୍ଚାୟତର ୫ ଗାଁ ୭୨ ଘଣ୍ଟା ଶଟ୍‌ଡାଉନ

ଖୋର୍ଦ୍ଧା ଅଫିସ,୧୫।୬: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ସାନପଦର ପଞ୍ଚାୟତରୁ ସୋମବାର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଫେରନ୍ତା। ପରେ ସେ ହୋମ୍‌ କ୍ୱାରାଣ୍ଟାଇନରେ ରହିଥିଲେ ମଧ୍ୟ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଛନ୍ତି। ତେଣୁ…

ରଜରେ ମାତିଲେ ଦୁର୍ବୃତ୍ତ: ବେକରୁ ଝାମ୍ପିନେଲେ ସୁନା ଚେନ

ବାଲିଅନ୍ତା,୧୪।୬(ଡି.ଏନ.ଏ.)-: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଅଞ୍ଚଳର ପୂର୍ବତନ ନାଏବ ସରପଞ୍ଚ ମୁରଲୀଧର ପରିଡ଼ାଙ୍କ ବେକରୁ ଦୁଇଜଣ ଦୁର୍ବୃତ୍ତ ସୁନା ଚେନ ଲୁଟି ନେଇଥିବା ରବିବାର ଅଭିଯୋଗ ହୋଇଛି। ବାଲିଅନ୍ତା ଥାନା ପୋଲିସ ଅଭିଯୋଗକୁ ଭିତ୍ତିକରି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ସୂଚନା…

ରଜରେ ଫୁଟିଲା ଗୁଳି: ଖୋର୍ଦ୍ଧା ବଡ ଶବର ସାହିରେ ଯୁବକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୪।୬: ରଜରେ ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲା ସଦର ଥାନା ଅନ୍ତର୍ଗତ ଦଧିମାଛଗାଡିଆର ବଡ ଶବର ସାହି ସକାଳ ସାଢେ ୭ଟା ସମୟରେ ଘଟିଛି ଘଟଣା। ମୃତକ ହେଲେ ଲାଲା ପ୍ରଧାନ(୩୫)। ଖବର…

୬୦ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ଯଁ।ଳା,୧୩ା୬ (ଡି.ଏନ୍‌.ଏ.): ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଶୁକ୍ରବାର ଯଁ।ଳା ଫାଣ୍ଡି ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଦ୍ୱୟ ହେଲେ ଖୋର୍ଦ୍ଧା ଜିଲା ନବୀନାବାଗ ଅଞ୍ଚଳର ବ୍ରଜ ପଟ୍ଟନାୟକ(୪୮) ଏବଂ ନୟାଗଡ ଜିଲା ରଣପୁର ଥାନା ଅଧୀନ ଗଡ଼ବାଣିକିଲୋ…

ଖୋର୍ଦ୍ଧା ପୋଲିସ ହାତରେ ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ

ଖୋର୍ଦ୍ଧା ଅଫିସ,୧୨।୬-ପୋଲିସ ହାତରେ ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗ। ବାଘମାରୀ ଥାନା ଭୋଗଡା ଗ୍ରାମରେ ଗତ ୨୫ ତାରିଖରେ ପୂର୍ବତନ ସରପଞ୍ଚ ସୁକାନ୍ତ ଜୟସିଂଙ୍କ ଘରେ ଲୁଟପାଟ ଓ ବୋମାମାଡ଼ ଘଟଣାରେ ଖୋର୍ଦ୍ଧା ପୋଲିସକୁ ମିଳିଛି ବଡ଼ ସଫଳତା ଖୋର୍ଦ୍ଧା ସମେତ କଟକ…

ବେଗୁନିଆ ଏସଆଇଙ୍କ ବଦଳି ବାତିଲ ଦାବି: ଥାନା ସମ୍ମୁଖରେ ବିକ୍ଷୋଭ

ଖୋର୍ଦ୍ଧା ଅଫିସ,୧୨।୬: ଖୋର୍ଦ୍ଧା ଜିଲା ବେଗୁନିଆ ଥାନାର ସବ ଇନ୍ସପେକ୍ଟର(ଏସଆଇ) ବିଜୟ କୁମାର ମଲିକଙ୍କର ଜିଲା ପୋଲିସ ପକ୍ଷରୁ ଅନ୍ୟତ୍ର ବଦଳି କରାଯାଇଛି । ମାତ୍ର ସବ୍‌ ଇନ୍ସପେକ୍ଟର ବେଗୁନିଆ ଥାନାରେ ଯୋଗ ଦେବା ପରଠାରୁ ଗୁଣ୍ଡା ବଦମାସ ଖଣି ମାଫିଆଙ୍କ…

ଗୋଷ୍ଠୀ ସଂକ୍ରମଣ ଆଶଙ୍କା: ଖୋର୍ଦ୍ଧାରେ ପାଳନ ହେବନି ରଜ, ଶୁକ୍ରବାରଠାରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଜାରି

ଖୋର୍ଦ୍ଧା ଅଫିସ,୧୨।୬: କରୋନା ଲାଗି ଫିକା ପଡିବ ଓଡ଼ିଆଙ୍କ ଗଣ ପର୍ବ ରଜ। ବାହାରେ ହୋଇ ପାରିବ ନାହିଁ ସାମୁହିକ କାର୍ଯ୍ୟକ୍ରମ। ଶୁକ୍ରବାରଠାରୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ୧୪୪ ଧାରା ଜାରି କରିଛନ୍ତି ଖୋର୍ଦ୍ଧା ଉପକଣ୍ଠ ଉପଜିଲାପାଳ ଶାନ୍ତନୁ ମହାନ୍ତି।…

କୋଭିଡ୍‌-୧୯ ନିୟମ ଉଲ୍ଲଂଘନ: ୨ ଦୋକାନ ସିଲ

ଖୋର୍ଦ୍ଧା ଅଫିସ,୧୧ା୬ : ସାମାଜିକ ଦୂରତ୍ୱ ଏବଂ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ କରିଥିବାରୁ ଖୋର୍ଦ୍ଧା ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସହରର ଦୁଇ ଶାଢୀ ଦୋକାନକୁ ସାମୟିକ ଭାବେ ସିଲ୍‌ କରାଯାଇଛି ବୋଲି କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ କହିଛନ୍ତି।…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧଳାପଥର ଏଏସ୍‌ଆଇ

ଖୋର୍ଦ୍ଧା ଅଫିସ,୧୧ା୭ : ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଧଳାପଥର ଏଏସ୍‌ଆଇ ଅଶୋକ କୁମାର ପଣ୍ଡା ଲାଞ୍ଚ ନେବା ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ଜମିଜମା ଘଟଣାରେ ରଫାଦଫା ଲାଗି ସେ ୨୦ହଜାର ଟଙ୍କା ଲାଞ୍ଚ ନେଉଥିଲେ। ପ୍ରକାଶ…

ମାସ୍କ କିଣାବିକା ଦୁର୍ନୀତି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଖୋର୍ଦ୍ଧା ଅଫିସ,୧୧ା୬: ରାଜ୍ୟରେ କରୋନା ଭୂତାଣୁ କାୟା ବିସ୍ତାର କରିବାରେ ଲାଗିଛି। କରୋନା ମୁକାବିଲା ପରିବର୍ତ୍ତେ ରାଜ୍ୟରେ ମାସ୍କ କିଣାବିକା ଦୁର୍ନୀତି ଚାଲିଛି। ଏହାର ପ୍ରତିବାଦରେ ଗୁରୁବାର ଖୋର୍ଦ୍ଧା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

ରଜରେ ଭିଡ ଜମିବା ଆଶଙ୍କା: ଖୋର୍ଦ୍ଧା ବରୁଣେଇ, ମା’ ଉଗ୍ରତାରା ପୀଠରେ ସପ୍ତାହେ ଯାଏ ୧୪୪ ଧାରା ଜାରି

ଖୋର୍ଦ୍ଧା ଅଫିସ,୧୧।୬: ଖୋର୍ଦ୍ଧା ଜିଲାରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ନିୟନ୍ତ୍ରଣ ସହ ଗୋଷ୍ଠୀ ସଂକ୍ରମଣକୁ ଏଡାଇବା ଲାଗି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ଚଳିତ ବର୍ଷ ରଜ ଉତ୍ସବରେ ଜିଲାର ଦୁଇ ପ୍ରମୁଖ ପର୍ଯ୍ୟଟନସ୍ଥଳୀ…

ନବୀନାବାଗ ୭୨ଘଣ୍ଟା ଲାଗି ନିଷିଦ୍ଧାଞ୍ଚଳ

ଖୋର୍ଦ୍ଧା ଅଫିସ,୧୦ା୭: ଖୋର୍ଦ୍ଧା ଉପଖଣ୍ଡରେ ବୁଧବାର ୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବାଲୁଗାଁରୁ ୫, ଟାଙ୍ଗି ଓ ବାଲିପାଟଣାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ପୌରାଞ୍ଚଳ ୬ନଂ ୱାର୍ଡ ନବୀନାବାଗରୁ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri