ବାଲୁଗାଁ ଡିଏଫ୍ଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଖୋର୍ଦ୍ଧା ଅଫିସ, ୧୧।୮: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ବାଲୁଗାଁ ଚିଲିକା ବନ୍ୟପ୍ରାଣୀ ଡିଭିଜନର ବାଲୁଗଁା ଡିଏଫ୍ଓ ଆଲୋକ ରଞ୍ଜନ ହୋତାଙ୍କ କାର୍ଯ୍ୟାଳୟ ସମେତ ଭୁବନେଶ୍ୱରସ୍ଥ ବାସଭବନ, ଜଗତ୍ସିଂହପୁର ଚାଷୀଖଣ୍ଡସ୍ଥିତ ଘର ଏବଂ…
ପରିବା ବିକୁଛନ୍ତି ପାଲାଗାୟକ
ଖୋର୍ଦ୍ଧା ଅଫିସ,୧୧।୮: କରୋନା ମହାମାରୀ ଲୋକଙ୍କ ଜୀବନ ନେବା ସହ ଜୀବିକା ବଦଳାଇ ଦେଇଛି। ପରିବାର ପ୍ରତିପୋଷଣ ପାଇଁ ଶେଷରେ ପରିବା ବିକିବାକୁ ବାଧ୍ୟ ହୋଇଛନ୍ତି ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅନ୍ତର୍ଗତ ଗଁପୁର ଗ୍ରାମର ପ୍ରସିଦ୍ଧ ପାଲା ଗାୟକ ଗଗନ…
ଖୋର୍ଦ୍ଧା ଏସ୍ପିଙ୍କୁ କରୋନା
ଖୋର୍ଦ୍ଧା ଅଫିସ,୬।୮: ଖୋର୍ଦ୍ଧା ଜିଲାର ଆଗଧାଡିର କରୋନା ଯୋଦ୍ଧା ଭାବେ ପରିଚିତ ଜିଲା ଆରକ୍ଷୀ ଅଧିକ୍ଷକ ଅଜୟ ପ୍ରତାପ ସ୍ବାଇଁ ଗୁରୁବାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାପିଡ୍ ଆଣ୍ଟିଜେନ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ଏସ୍ପି ସ୍ପଷ୍ଟ କରିଛନ୍ତି। ପୂର୍ବରୁ…
ଆଶାକର୍ମୀଙ୍କ ପରିବାର କରୋନାରେ ଆକ୍ରାନ୍ତ
ବାରଙ୍ଗ,୩ା୮(ଡି.ଏନ୍.ଏ.): ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ କଲ୍ୟାଣପୁର ପଞ୍ଚାୟତର ଢାଓ୍ବା ଗ୍ରାମର ୨ନଂ ଓାର୍ଡର ଜଣେ ଆଶାକର୍ମୀଙ୍କ ପରିବାରକୁ କରୋନା ସଂକ୍ରମିତ ହୋଇଛନ୍ତି। ସୋମବାର ସେମାନଙ୍କୁ ମେଣ୍ଢାଶାଳ ସ୍ବାସ୍ଥ୍ୟବିଭାଗ ତରଫରୁ କୋଭିଡ ହସ୍ପିଟାଲ ପଠାଯାଇଥିବା ସରପଞ୍ଚ ପ୍ରଭାସିନୀ ସାସମଲ ସୂଚନା ଦେଇଛନ୍ତି। ଏହି…
ବଦଳିଲେ ଖୋର୍ଦ୍ଧା ଜିଲାପାଳ
ଭୁବନେଶ୍ୱର,୩ା୮(ବ୍ୟୁରୋ): ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତଙ୍କର ସୋମବାର ବଦଳି ହୋଇଛି। ତାଙ୍କ ବଦଳି ପରେ ସନତ କୁମାର ମହାନ୍ତି ନୂତନ ଜିଲାପାଳ ହୋଇଛନ୍ତି। ଏଥିସହିତ ଗଞ୍ଜାମ କୋଭିଡ୍ ମ୍ୟାନେଜମେଣ୍ଟର ଓଏସ୍ଡି ଭାବେ ଆଇଏଏସ୍ କୀର୍ତ୍ତି ଭାସାନଙ୍କ ବଦଳି ହୋଇଛି। ସେହିପରି…
ବାଟ ହୁଡ଼ିପାରେ ଖରିଫ ଚାଷ
ଖୋର୍ଦ୍ଧା ଅଫିସ, ୩।୮ଖୋର୍ଦ୍ଧା ଜିଲାରେ ପ୍ରାୟ ଦୁଇମାସ ହେଲା ବର୍ଷା ନାହିଁ। ଚାଷଜମି ଫାଟି ଆଁ କଲାଣି। ଏଥର ଖରିଫ ଚାଷ ବାଟ ହୁଡ଼ିପାରେ ବୋଲି ଆଶଙ୍କା ସୃଷ୍ଟି ହେଲାଣି। ତେଣୁ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ,…
ସକାଳ ୬ରୁ ଅପରାହ୍ନ ୫ ଦୋକାନ ଖୋଲା
ଖୋର୍ଦ୍ଧା ଅଫିସ,୩।୮ ଖୋର୍ଦ୍ଧା, ଜଟଣୀ ପୌର ପରିଷଦ ଏବଂ ବାଣପୁର ଓ ବାଲୁଗାଁ ଏନଏସିର ବ୍ୟବସାୟୀ ସଂଘ ସହିତ ରବିବାର ଜିଲାପାଳ ଶୀତାଂଶୁ କୁମାର ରାଉତ ଭିଡିଓ କନ୍ଫରେନ୍ସରେ ଆଲୋଚନା କରିଛନ୍ତି। କୋଭିଡ୍ ଗାଇଡ୍ଲାଇନକୁ ମାନି ବ୍ୟବସାୟ କରିବାକୁ ଜିଲାପାଳ ପରାମର୍ଶ…
ମହାପ୍ରଭୁଙ୍କ ଏକାଦଶୀ: ଗଡ଼ଖୋର୍ଦ୍ଧାରୁ ଯାଏ ତୁଳସୀ
ଖୋର୍ଦ୍ଧା ଅଫିସ,୨।୮: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତୁଳସୀକୁ ନେଇ ପ୍ରାଚୀନ କାଳରୁ ବିଶେଷ ମହତ୍ତ୍ୱ ରହି ଆସିଛି। ମହାପ୍ରଭୁଙ୍କ ମଇଲମ ନୀତି, ଭୋଗ ନୀତି, ଶ୍ରୀଅଙ୍ଗ ଭଳି ପ୍ରତିଟି କାର୍ଯ୍ୟରେ ତୁଳସୀ ବ୍ୟବହାର ହୋଇଥାଏ। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତୁଳସୀ…
୮ବର୍ଷ ହେଲା ପଲିଥିନ ତଳେ ବିପନ୍ନ ପରିବାର
ଖୋର୍ଦ୍ଧା ଅଫିସ,୧।୮:ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଗଡ଼ହଳଦିଆ ହାଟସାହି ଗ୍ରାମରେ ଅଗ୍ନିକାଣ୍ଡ ଘଟି ମନୋରଞ୍ଜନ ପୃଷ୍ଟି ଓ ପ୍ରହଲ୍ଲାଦ ବେହେରାଙ୍କ ଘର ପୋଡ଼ି ପାଉଁଶ ହୋଇଯାଇଥିଲା। ଏଥି ସହ ସମସ୍ତ ଆସବାବପତ୍ର ନଷ୍ଟ ହୋଇଯାଇଥିଲା। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏହି ବିପନ୍ନ ପରିବାରକୁ…
ଜେଲରଙ୍କ ବଦଳି ଦାବିରେ କଏଦୀଙ୍କ ଧାରଣା
ଖୋର୍ଦ୍ଧାଅଫିସ,୩୦ା୭: ଖୋର୍ଦ୍ଧା ସବଜେଲ ମଧ୍ୟରେ ନିମ୍ନମାନର ଖାଦ୍ୟ ଓ ମାନସିକ ଯନ୍ତ୍ରଣା ଦିଆଯାଉଥିବା ଅଭିଯୋଗ ଆଣି ଜେଲରଙ୍କ ବଦଳି ଦାବିରେ ବୁଧବାର ସବଜେଲ ପରିସରରେ କେତେଜଣ ଅନ୍ତେବାସୀ ଧାରଣା ଦେଇଥିଲେ। ଖବରପାଇ ଉପଜିଲାପାଳ ଅଶୋକ ବେହୁରିଆ ଯାଇ ବୁଝାଇବା ପରେ ମଧ୍ୟ…
ନନ୍ଦନକାନନ ପାଳିଲା ବ୍ୟାଘ୍ର ଦିବସ
ବାରଙ୍ଗ,୩୦।୭(ଡି.ଏନ.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବୁଧବାର ଅନ୍ଲାଇନ ମାଧ୍ୟମରେ ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ପାଳନ କରିଛି। କରୋନା ଲାଗି ନନ୍ଦନକାନନ ବନ୍ଦ ଥିବାବେଳେ ବ୍ୟାଘ୍ର ସଂରକ୍ଷଣର ବାର୍ତ୍ତା ଅନଲାଇନରେ ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଏହାସହ ବ୍ୟାଘ୍ର ସଂରକ୍ଷଣକୁ ନେଇ ଅନ୍ଲାଇନରେ ଏକ…
ବାହାରିଲା ପରୀକ୍ଷାଫଳ: ଖୋର୍ଦ୍ଧା ଜିଲାରେ ପାସ ହାର ୮୭.୨୮
ଖୋର୍ଦ୍ଧା ଅଫିସ,୨୯।୭: ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ଖୋର୍ଦ୍ଧା ଜିଲାର ପାସ୍ ହାର ୮୭.୨୮% ରହିଛି। ଛାତ୍ରଙ୍କ ତୁଳନାରେ ଛାତ୍ରୀ ବାଜିମାତ କରିଥିବା ବେଳେ ଜିଲା ପାସ୍ହାରରେ ଦ୍ୱିତୀୟ…
Archives


