ଖୋର୍ଦ୍ଧା

ଦେଶୀ ଭାଲୁ ଖଣ୍ଡି ଆଇସିୟୁରେ ଭର୍ତ୍ତି

ବାରଙ୍ଗ,୨୫।୮(ଡି.ଏନ୍‌.ଏ.): ପ୍ରାଣୀଉଦ୍ୟାନ ନନ୍ଦନକାନନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦେଶୀ ମାଈ ଭାଲୁ ଖଣ୍ଡିକୁ ସୋମବାର ଆଇସିୟୁରେ ଭର୍ତ୍ତି କରାଯାଇଛି। ସେ ଅସୁସ୍ଥତା ଅନୁଭବ କରିବାରୁ ବହୁଦିନ ହେବ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲା। ସ୍ବାସ୍ଥ୍ୟରେ ସୁଧାର ନ ଆସିବାରୁ ତାକୁ ଆଇସିୟୁ ଓ୍ବାର୍ଡରେ…

ଖୋର୍ଦ୍ଧା: ୭୪% ଗ୍ରାମାଞ୍ଚଳ କୋଭିଡ୍‌ ମୁକ୍ତ

ଖୋର୍ଦ୍ଧା ଅଫିସ,୨୪।୮: ଖୋର୍ଦ୍ଧା ଜିଲାରେ କୋଭିଡ୍‌ ନିୟନ୍ତ୍ରଣ ଲାଗି ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ରବିବାର ସୁଦ୍ଧା ଖୋର୍ଦ୍ଧା ଗ୍ରାମାଞ୍ଚଳରେ ୪୦,୯୭୫ଜଣଙ୍କ ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୩,୪୩୬ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୪୨୩ ଆକ୍ଟିଭ କେଶ ରହିଛି।…

କାରିଗରଙ୍କୁ ଘାରିଛି ମୂର୍ତ୍ତି ବିକ୍ରି ଚିନ୍ତା

ଖୋର୍ଦ୍ଧା ଅଫିସ,୨୧।୮: ଖୋର୍ଦ୍ଧା ଜିଲାର ଜଟଣୀରେ ପ୍ରତିବର୍ଷ ଗଣେଶ ପୂଜା ଧୁମ୍‌ଧାମ୍‌ରେ ପାଳନ କରାଯାଇଥାଏ। ୧୨ଦିନ ଧରି ଏଠାରେ ୨ଶହରୁ ଊର୍ଦ୍ଧ୍ୱ ଛୋଟ ବଡ ମଣ୍ଡପରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ବଜାର କମିଟି ଏବଂ ସଙ୍ଗଠନ ପକ୍ଷରୁ ଗଣେଶ ପୂଜା ପାଳନ…

ଖୋର୍ଦ୍ଧାରେ ହେବ ନାହିଁ ଗଣେଶ ପୂଜା

ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର କୋଭିଡ୍‌ ପରିଚାଳନା ନେଇ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ସନତ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କରୋନା…

ଜଣଙ୍କ ଘର ଉପରକୁ ଦୁଇଦୁଇ ଥର ବୋମା ମାଡ଼

ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲା ସଦର ଥାନା ଦଳେଇପୁଟସ୍ଥିତ ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ସୋମବାର ରାତିରେ ପୁଣି ବୋମାମାଡ ହୋଇଛି। ରାତିରେ କେତେଜଣ ଦୁର୍ବୃତ୍ତ ପାଚେରି ବାହର ପଟୁ ବୋମାମାଡ କରିଥିବା ଜଣାପଡ଼ିଛି। ମାତ୍ର ଏଥିରେ କେହି ମୃତାହତ ହୋଇ…

ବିସ୍ଫୋରଣ ପରେ ଚେତିଲା ପୋଲିସ

ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅନ୍ତର୍ଗତ କଣ୍ଟାବାଡ଼ ଗ୍ରାମରେ ବାଣ ବିସ୍ଫୋରଣ ଘଟଣା ପରେ ପୋଲିସର ଚେତା ପଶିଛି। ସୋମବାର ବାଘମାରି ଥାନା ପୋଲିସ ଲେଖନପୁର ଗ୍ରାମରେ ଚଢ଼ାଉ କରି ବାଣ ସାମଗ୍ରୀ ଓ ବାରୁଦ ଜବତ କରିବା…

ଖୋର୍ଦ୍ଧା ଜିଲାର ଏହି ଗାଁକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ଜାଣନ୍ତୁ କାହିଁକି

ଖୋର୍ଦ୍ଧା ଅଫିସ,୧୭।୮: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ବଡ଼ବେରଣା ଗ୍ରାମରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଉପଜିଲାପାଳ ଅଶୋକ ବେହୁରିଆ ସୋମବାର ସକାଳ ୭ଟାରୁ ୨୦ ତାରିଖ ସକାଳ ୭ଟା ପର୍ଯ୍ୟନ୍ତ ବଡ଼ବେରଣା ଗ୍ରାମକୁ ୭୨ଘଣ୍ଟା କଣ୍ଟେନମେଣ୍ଟ…

ବାଣ ବିସ୍ଫୋରଣରେ ଭୁଶୁଡ଼ି ପଡିଲା ଘର

ବେଗୁନିଆ,୧୬ା୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା କଣ୍ଟାବାଡ଼ ଗ୍ରାମରେ ଶନିବାର ରାତିରେ ବାଣ ବିସ୍ଫୋରଣ ଘଟି କାଶୀନାଥ ମହାପାତ୍ରଙ୍କ ଘର ସହ ପଡୋଶୀଙ୍କ ୪ ବଖରା କ୍ଷତିଗ୍ରସ୍ତ ହୋଇଛି। ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡ଼ିଛି। ପୋଲିସ ଓ…

ଗଞ୍ଜାମକୁ ବଳିଯିବ ଖୋର୍ଦ୍ଧା ସ୍ଥିତି: ଆଜି ଚିହ୍ନଟ ହେଲେ ସର୍ବାଧିକ ୪୮୮ ଆକ୍ରାନ୍ତ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ଗୋଟିଏ ପଟେ ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ଦେଖାଯାଉଥିବା ବେଳେ ଚିନ୍ତା ବଢ଼ାଇଲାଣି ଖୋର୍ଦ୍ଧା। ରବିବାର ରାଜ୍ୟରେ ୨୯୨୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସେଥିରୁ ସର୍ବାଧିକ ୪୮୮ଜଣ ଖୋର୍ଦ୍ଧାର ରହିଛନ୍ତି। ହେଲେ ଗଞ୍ଜାମରୁ ୩୧୮ କରୋନା…

ନନ୍ଦନକାନନ ପାଳିଲା ବିଶ୍ୱ ହସ୍ତୀ ଦିବସ

ବାରଙ୍ଗ,୧୩।୮(ଡି.ଏନ୍‌.ଏ.): ନନ୍ଦନକାନନରେ ବୁଧବାର ବିଶ୍ୱ ହସ୍ତୀ ଦିବସ ନିରାଡ଼ମ୍ବରରେ ପାଳିତ ହୋଇଯାଇଛି। ମହାମାରୀ କରୋନା ପାଇଁ ସବୁ କିଛି ଫିକା ପଡ଼ିଯାଇଥିଲା। ଏଥର ହାତୀମାନଙ୍କୁ ସାଜସଜ୍ଜା କରାଯାଇ ନ ଥିଲା। କେବଳ ସେମାନଙ୍କୁ ସୁସ୍ବାଦ ଖାଦ୍ୟ ଖାଇବାକୁ ଦିଆଯାଇଥିଲା। ଏହାକୁ ହାତୀଶାଳରେ…

ଦଳେଇପୁଟରେ ବୋମା ମାଡ଼

ଖୋର୍ଦ୍ଧା ଅଫିସ, ୧୩।୮: ଖୋର୍ଦ୍ଧା ସଦର ଥାନା ଅଧୀନ ଦଳେଇପୁଟ ଗ୍ରାମର ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଏଥିରେ ୨ଜଣ ଆହତ ହୋଇଛନ୍ତି। ଖବର ପାଇ ପୋଲିସ ପହଞ୍ଚି ଅଫୁଟା ବୋମା ଓ ହୃଦାନନ୍ଦଙ୍କ ଘରର କ୍ଷତିଗ୍ରସ୍ତ ଝରକାର…

ବାଲୁଗାଁ ଡିଏଫ୍‌ଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଖୋର୍ଦ୍ଧା ଅଫିସ, ୧୧।୮: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭୁବନେଶ୍ୱର ଭିଜିଲାନ୍ସ ବିଭାଗ ପକ୍ଷରୁ ବାଲୁଗାଁ ଚିଲିକା ବନ୍ୟପ୍ରାଣୀ ଡିଭିଜନର ବାଲୁଗଁା ଡିଏଫ୍‌ଓ ଆଲୋକ ରଞ୍ଜନ ହୋତାଙ୍କ କାର୍ଯ୍ୟାଳୟ ସମେତ ଭୁବନେଶ୍ୱରସ୍ଥ ବାସଭବନ, ଜଗତ୍‌ସିଂହପୁର ଚାଷୀଖଣ୍ଡସ୍ଥିତ ଘର ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?