ଖୋର୍ଦ୍ଧା

ଆଇଆରବିଏନ୍‌ ଷଷ୍ଠ ବାଟାଲିୟନରୁ ଜଣେ କରୋନା ପଜିଟିଭ୍‌: ୨ ଗ୍ରାମ ୭୨ଘଣ୍ଟା ଶଟଡାଉନ

ଖୋର୍ଦ୍ଧା,୨୬।୭: ଖୋର୍ଦ୍ଧା ବ୍ଳକ ଅନ୍ତର୍ଗତ ନାଲିପଡା ଅର୍ଜୁନପୁର ପଞ୍ଚାୟତ ଅନ୍ତର୍ଗତ ଆଇଆରବିଏନ୍‌ ଷଷ୍ଠ ବାଟାଲିୟନରୁ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପରେ ସରପଞ୍ଚ ଜିଲାପାଳ କ୍ଷମତା ପ୍ରୟୋଗ କରି ଶନିବାର ରାତିରୁ ୨୮ତାରିଖ ରାତି ୮ଟା ପର୍ଯ୍ୟନ୍ତ ୨ଟି ଗ୍ରାମକୁ…

ଖୋର୍ଦ୍ଧାରେ ୭୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଖୋର୍ଦ୍ଧା ଅଫିସ,୨୫ା୭: ଖୋର୍ଦ୍ଧା ଜିଲାରେ ବିଏମ୍‌ସିକୁ ବାଦ୍‌ ଦେଇ ରବିବାର ୨୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ହୋମ୍‌ କ୍ବାରାଣ୍ଟାଇନ୍‌ରୁ ୧୦, ଡାଇରେକ୍ଟ କଣ୍ଟାକ୍ଟ ୧୦ ଏବଂ ଟିଏମ୍‌ସିରୁ ୬ଜଣ ରହିଛନ୍ତି। ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୨୦ରେ ପହଞ୍ଚିଛି।…

ଖୋର୍ଦ୍ଧାରେ ଆଜି ୭୯ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ବ୍ଲକରୁ କେତେ

ଖୋର୍ଦ୍ଧା ଅଫିସ,୨୪ା୭: ଖୋର୍ଦ୍ଧା ଜିଲାରେ ଉଦ୍‌ବେଗଜନକ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗଞ୍ଜାମ ଜିଲା ପରେ ଅଧିକ ସଂକ୍ରମିତ ଜିଲା ହେଉଛି ଖୋର୍ଦ୍ଧା। ଶୁକ୍ରବାର ଏହି ଜିଲାରେ ବିଏମ୍‌ସିକୁ ବାଦ୍‌ ଦେଇ ୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପୌରାଞ୍ଚଳରୁ…

ଖୋର୍ଦ୍ଧାର ୨ ଏସ୍‌ପି, ଜଣେ ମହିଳା ପୋଲିସ କର୍ମଚାରୀଙ୍କୁ କରୋନା: ଅଫିସ ସାନିଟାଇଜ୍‌

ଖୋର୍ଦ୍ଧା ଅଫିସ,୨୨।୭: ଖୋର୍ଦ୍ଧା ଜିଲାରେ ବିଏମ୍‌ସିକୁ ବାଦ୍‌ ଦେଇ ୩୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଖୋର୍ଦ୍ଧାରୁ ୭ ପଜିଟିଭ୍‌ ରହିଛନ୍ତି । ତନ୍ମଧ୍ୟରୁ ତେଲେଙ୍ଗା ସାହିର ୩୪ ବର୍ଷୀୟ ପୁରୁଷ, ବରୁଣେଇ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର(ଟିଏମ୍‌ସି) ରହିଥିଲେ। ନରଣଗଡ଼ର…

କାନ୍ଥ ଦେଉଛି କରୋନା ସଚେତନତା ବାର୍ତ୍ତା

ଖୋର୍ଦ୍ଧା ଅଫିସ,୧୯।୭ : ଖୋର୍ଦ୍ଧା ଜିଲାରେ ବଢି ଚାଲିଛି କରୋନା ଆକ୍ରାନ୍ତ ସଂଖ୍ୟା। ଏଥିରୁ ବାଦ୍‌ ପଡିନି ଖୋର୍ଦ୍ଧା ପୌରାଞ୍ଚଳ। ଜନ ସଚେତନତା ଉଦ୍ଦେଶ୍ୟରେ ପୌରାଞ୍ଚଳ ପକ୍ଷରୁ ଆରମ୍ଭ ହୋଇଛି ଅଭିନବ ପ୍ରୟାସ । ସହରର ବିଭିନ୍ନ ସ୍ଥାନରେ କରୋନା ସଚେତନତା…

ଖୋର୍ଦ୍ଧାରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ୫୨ ଆକ୍ରାନ୍ତ

ଖୋର୍ଦ୍ଧା ଅଫିସ,୧୯।୭ : ଖୋର୍ଦ୍ଧା ଜିଲାରେ ବିଏମ୍‌ସିକୁ ବାଦ୍‌ ଦେଇ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରବିବାର ଜିଲାରେ ୪୩ ଏବଂ ଖୋର୍ଦ୍ଧା ପୌରାଞ୍ଚଳରେ ୯କୁ ମିଶାଇ ମୋଟ ୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେଥିରୁ ଟାଙ୍ଗି…

ଭିକ୍ଷା ମାଗି ଲକ୍ଷେ ଦାନ

ଖୋର୍ଦ୍ଧା ଅଫିସ,୧୯। ୭: ଖୋର୍ଦ୍ଧା ଜିଲା ବାଘମାରିସ୍ଥିତ ହଟକେଶ୍ୱର ମହାଦେବଙ୍କ ପ୍ରାଙ୍ଗଣରେ ରୁହନ୍ତି ଗଞ୍ଜାମ ଜିଲାର ରଘୁ ରାଉତ। ବୟସ ୭୦ ଟପିଲାଣି। ଦୃଷ୍ଟିବାଧିତ ହୋଇଥିଲେ ମଧ୍ୟ ସେ ଆଶା ହରାଇ ନାହାନ୍ତି। ଜୀବନ ଯୁଦ୍ଧରେ ଯୋଦ୍ଧାଟିଏ ସାଜି ଜାରି ରଖିଛନ୍ତି…

ଗଞ୍ଜାମ ପରେ ଖୋର୍ଦ୍ଧା ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୧୯। ୭(ବ୍ୟୁରୋ): ରାଜ୍ୟର ୫ କରୋନା ହଟ୍‌ସ୍ପଟ୍‌ ଜିଲା ମଧ୍ୟରେ ରହିଛି ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ ଓ ଯାଜପୁର। ତେବେ ଗଞ୍ଜାମ ଜିଲାରେ ମହାମାରୀ ଭୟଙ୍କର ରୂପ ନେଇଥିବାବେଳେ ପ୍ରତିଦିନ ଏଠାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ଏକାଧିକ…

ବାଲୁଗାଁ ମାଛ ମାର୍କେଟ ୭ଦିନ ଶଟ୍‌ଡାଉନ: ୨ ମାଛ ଗୋଦାମ, ୩ ବରଫ କଳ ସିଲ୍‌

ଖୋର୍ଦ୍ଧା ଅଫିସ/ବାଲୁଗାଁ ,୧୮ା୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁର ଜଣେ ମତ୍ସ୍ୟ ବ୍ୟବସାୟୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଶନିବାର ଜିଲାପାଳ ଶୀତାଂଶୁ କୁମାର ରାଉତ ବାଲୁଗାଁ ମାଛ ମାର୍କେଟକୁ ୭ଦିନ ଲାଗି ଶଟ୍‌ଡାଉନ ଘୋଷଣା କରିଛନ୍ତି। ଶନିବାର ଠାରୁ ଆସନ୍ତା…

ଖୋର୍ଦ୍ଧାରେ ଘରୋଇ ନର୍ସିଂହୋମ ମାନୁ ନାହାନ୍ତି କୋଭିଡ ଗାଇଡଲାଇନ୍‌: ଚାଲିଛି ଚଢ଼ାଉ

ଖୋର୍ଦ୍ଧା ଅଫିସ,୧୪।୭ : ଖୋର୍ଦ୍ଧା ଜିଲାରେ ବଡ଼ିଚାଲିଛି କରୋନା ଆକ୍ରାନ୍ତ ସଂଖ୍ୟା। ଘରୋଇ ନର୍ସିଂହୋମଗୁଡ଼ିକ କୋଭିଡ ଗାଇଡ ଲାଇନକୁ ପାଳନ କରୁ ନ ଥିବା ଅଭିଯୋଗ ହୋଇ ଆସୁଥିଲା। ଏ ନେଇ ମଙ୍ଗଳବାର ଜିଲା ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଖୋର୍ଦ୍ଧା…

ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର କରୋନା ଯୋଦ୍ଧାଙ୍କୁ କରୋନା: ରୋଗୀଙ୍କ ଉପରେ କଟକଣା

ଖୋର୍ଦ୍ଧା ଅଫିସ,୧୪।୭: ଖୋର୍ଦ୍ଧା ଜିଲାରେ କାୟା ବିସ୍ତାର କରିବାରେ ଲାଗିଛି କରୋନା। ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର ଜଣେ କରୋନା ଯୋଦ୍ଧା, ଡାକ୍ତର କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଡାକ୍ତରଙ୍କଠାରେ କରୋନା…

ଖୋର୍ଦ୍ଧାରେ ଖୋଲିବ କୋଭିଡ୍‌ କେୟାର ସେଣ୍ଟର: ଉପଲବ୍ଧ ହେବ ୮ଶହ ବେଡ୍‌

ଖୋର୍ଦ୍ଧା ଅଫିସ,୧୩।୭: ଖୋର୍ଦ୍ଧା ଜିଲାରେ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ କରୋନା ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଲାଗି ଜିଲାରେ କୋଭିଡ୍‌ କେୟାର ସେଣ୍ଟର ଖୋଲିବ। ଏନେଇ ସୋମବାର ଖୋର୍ଦ୍ଧା ଜିଲା ପ୍ରଶାସନ ଏବଂ ଭୁବନେଶ୍ବରସ୍ଥିତ ଆଇଏଏସ୍‌ ଓ ସମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?