ଖୋର୍ଦ୍ଧାରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ: ନବିନାବାଗ ଅଞ୍ଚଳକୁ ନିଷିଦ୍ଧାଞ୍ଚଳ ଘୋଷଣା କଲେ ଜିଲାପାଳ
ଖୋର୍ଦ୍ଧା ଅଫିସ,୧୬।୫: ରାଜ୍ୟରେ ପୁଣି ୬୫ କରୋନା ଆକ୍ରାନ୍ତ ଶନିବାର ସକାଳେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଖୋର୍ଦ୍ଧା ଜିଲାର ରହିଛନ୍ତି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଖୋର୍ଦ୍ଧା ପୌରାଞ୍ଚଳର…
ସହଯୋଗ କଲାନି ପ୍ରଶାସନ: ଚାଲିଚାଲି ଗଲେ ଛତିଶଗଡ଼ ପ୍ରବାସୀ
ଖୋର୍ଦ୍ଧା ଅଫିସ,୧୬ା୫: ଖୋର୍ଦ୍ଧା ଜିଲା ଜଟଣୀ ନିକଟ ତରାବୋଇର ଏକ ଘରୋଇ ସଂସ୍ଥାରେ କାର୍ଯ୍ୟରତ ୧୦ଜଣ ଶ୍ରମିକ ଗୁରୁବାର ବିଳମ୍ବିତ ରାତିରେ ପରିବାର ସହ ଛତିଶଗଡ ଚାଲିଚାଲି ଯାଇଛନ୍ତି। ସେମାନେ କାନ୍ଧରେ ଶିଶୁ ଓ ମୁଣ୍ଡରେ ଆସବାବପତ୍ର ଧରି ଯାଉଥିବା ଦୃଶ୍ୟ…
ତାମିଲନାଡୁରୁ ଫେରିଲେ ୬୮୧ ପ୍ରବାସୀ
ଖୋର୍ଦ୍ଧା ଅଫିସ,୧୬ା୫: ତାମିଲନାଡୁ କୋଏମ୍ବାଟୁରରୁ ଭଦ୍ରକକୁ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍ ଶୁକ୍ରବାର ମଧ୍ୟାହ୍ନରେ ଖୋର୍ଦ୍ଧାରୋଡ୍ ଷ୍ଟେଶନରେ ପହଞ୍ଚିଥିଲା। ୨୦ ଜିଲାର ୬୮୧ ପ୍ରବାସୀ ଏହି ଷ୍ଟେଶନରେ ଓହ୍ଲାଇଥିଲେ। ଆସିଥିବା ସମସ୍ତ ପ୍ରବାସୀଙ୍କ ମଧ୍ୟରେ ଅନୁଗୋଳ ୮, ବଲାଙ୍ଗୀର ୪୯, ବୌଦ୍ଧ…
ଖୋର୍ଦ୍ଧା ନୂଆ ଆକ୍ରାନ୍ତଙ୍କ ତଥ୍ୟ: ଅଛନ୍ତି ଟାଙ୍ଗିର ୨, ବାଣପୁରର ଜଣେ; ଚିହ୍ନଟ ପରେ କ୍ୱାରାଣ୍ଟାଇନ୍ ସେଣ୍ଟର ବିଶୋଧନ
ଖୋର୍ଦ୍ଧା ଅଫିସ,୧୪।୫: ରାଜ୍ୟରେ ଗୁରୁବାର ୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଉପଖଣ୍ଡ ଅନ୍ତର୍ଗତ ଟାଙ୍ଗି ବ୍ଲକର ୨ଏବଂ ବାଣପୁର ବ୍ଲକର ଜଣେ ରହିଛନ୍ତି। ସମସ୍ତ ଆକ୍ରାନ୍ତ ସୁରତ ଫେରନ୍ତା ଏବଂ କ୍ବାରେଣ୍ଟାଇନ ସେଣ୍ଟର ରହୁଥିଲେ…
ଚିତୋର ସ୍ବତନ୍ତ୍ର ଟ୍ରେନ୍ରେ ଓଡ଼ିଶା ଫେରିଲେ ୧୨ ଶହ ପ୍ରବାସୀ
ଖୋର୍ଦ୍ଧା ଅଫିସ,୧୪ା୫: ଚିତୋରରୁ ଭଦ୍ରକ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍ ଖୋର୍ଦ୍ଧା ରୋଡ୍ ରେଳ ଷ୍ଟେଶନରେ ଗୁରୁବାର ପହଞ୍ଚିଛି। ୩୦ ଜିଲାରୁ ୧୨ଶହ ପ୍ରବାସୀ ଓଡ଼ିଶା ଫେରିଛନ୍ତି। ଜଗନ୍ନାଥପୁର ଷ୍ଟେଶନରେ ୨୧ଟି ଜିଲାରୁ ୧ ହଜାର ଓହ୍ଲାଇଥିବା ବେଳେ ଖୋର୍ଦ୍ଧା ରୋଡ୍…
କୁଶଭଦ୍ରାରେ ଚାପ ଖେଳିଲେ ରାଧାମାଧବ
ବାଲିଅନ୍ତା,୧୪ା୫(ଡି.ଏନ୍.ଏ.): ଲକଡାଉନ ସତ୍ତ୍ୱେ ସାମାଜିକ ଦୂରତ୍ୱକୁ ମାନି ବାଲିଅନ୍ତାରେ ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି। ବୁଧବାର ଦ୍ୱିତୀୟ ଦିବସ ଥିବାବେଳେ କରୋନା କଟକଣା ପାଇଁ ହଂସପାଳ ଗ୍ରାମର ଆରାଧ୍ୟ ଠାକୁର ରାଧାମାଧବଙ୍କ ଚଳନ୍ତି ପ୍ରତିମାକୁ ସ୍ଥାନୀୟ କୁଶଭଦ୍ରା ନଦୀଜଳରେ ଚାପ କ୍ରୀଡ଼ା…
ଥାଣେ, କୋଏମ୍ବାଟୁରରୁ ଫେରିଲେ ୭୬୩ ପ୍ରବାସୀ
ଖୋର୍ଦ୍ଧା ଅଫିସ,୧୪ା୫: ମହାରାଷ୍ଟ୍ରର ଥାଣେ ଏବଂ ତାମିଲନାଡୁର କୋଏମ୍ବାଟୁରରୁ ୨ଟି ଟ୍ରେନରେ ବୁଧବାର ୭୬୩ଜଣ ପ୍ରବାସୀ ଓଡ଼ିଆ ଫେରିଛନ୍ତି। ଷ୍ଟେଶନ ପରିସରରେ ସେମାନଙ୍କ ସ୍କ୍ରିନିଂ ସହ ସ୍ବାସ୍ଥ୍ୟ ପରୀକ୍ଷା ଏବଂ ପଞ୍ଜୀକରଣ କରାଯିବା ପରେ ସ୍ବତନ୍ତ୍ର ବସ୍ ଯୋଗେ ନିଜ ଜିଲାକୁ…
ସୁରଟରୁ ୧୬୦୦ କିମି ସାଇକେଲ ଯାତ୍ରା କରି ଫେରିଲେ ପ୍ରବାସୀ
ଖୋର୍ଦ୍ଧା ଅଫିସ,୧୩।୫: କରୋନା ଭୁତାଣୁ ସଂକ୍ରମଣ ମୁକାବିଲା ଲାଗି ଦେଶରେ ଲକ୍ଡାଉନ୍ ଜାରି ରହିଛି । ରାଜ୍ୟ ସରକାରଙ୍କ ଘୋଷଣା ପରେ ବାହାର ରାଜ୍ୟରୁ ପ୍ରବାସୀ ଗା ମୁହଁା ହେବାରେ ଲାଗିଛନ୍ତି। ବୁଧବାର ସାଇକେଲରେ ୧୬୦୦ କିଲୋମିଟର ଯାତ୍ରା କରିଛନ୍ତି ୫…
ବମ୍ବେରୁ ଫେରିଲେ ୨୬୧ ପ୍ରବାସୀ, ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲା ସ୍ବତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ୍
ଖୋର୍ଦ୍ଧା ଅଫିସ,୧୩।୫: ସ୍ବତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ୍ ବମ୍ବେର ଥାନେ ଅଞ୍ଚଳରୁ ପ୍ରବାସୀ ଶ୍ରମିକଙ୍କୁ ଆଣି ଓଡିଶାର ଖୋର୍ଦ୍ଧା ରୋଡ଼ ଷ୍ଟେଶନରେ ପହଞ୍ଚିଛି । ବୁଧବାର ସକାଳ ୯ଟାରେ ଖୋର୍ଦ୍ଧା ରୋଡ ଷ୍ଟେଶନରେ ଏହି ଟ୍ରେନ ପହଞ୍ଚିବା ପରେ ଜିଲା ପ୍ରଶାସନ…
ମୁମ୍ବାଇରେ ଫସିଛନ୍ତି ୬୮ସଂସ୍କୃତ ଛାତ୍ରୀଛାତ୍ର
ଖୋର୍ଦ୍ଧା ଅଫିସ,୧୩ା୫: କରୋନା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଜାରି ରହିଛି। ଫଳରେ ମୁମ୍ବାଇ ସ୍ଥିତ ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ(ଆରଏସଏସ) ବିଦ୍ୟା ବିହାରରେ ଫସି ରହିଥିବା ଓଡ଼ିଶାର ୬୮ଜଣ ସଂସ୍କୃତ ଛାତ୍ରୀଛାତ୍ର ଫେରିବା ଲାଗି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ଏକ…
ହରିଲୁଟ୍ ଚାଲିଛି ମାଙ୍କଡ଼ା ପଥର: ଖବରଦାତାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇଲେ ପଥର ମାଫିଆ
ଖୋର୍ଦ୍ଧା ଅଫିସ,୧୦।୫: ଖୋର୍ଦ୍ଧା ତହସିଲ ଟାଉନ(ଆଦର୍ଶ) ଥାନା ଅନ୍ତର୍ଗତ ହଳଦିପଦା ଗ୍ରାମ ନିକଟରେ ଥିବା ସରକାରୀ ଜମିରୁ ମାଙ୍କଡ଼ା ପଥର ଚୋରା ଚାଲାଣ ହେଉଛି। ପ୍ରଶାସନ ଚୁପ୍ ବସିଥିବାବେଳେ କେତେଜଣ ଅସାଧୁ କର୍ମଚାରୀ ଏବଂ ମାଫିଆଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ଦୈନିକ…
ଛତ୍ରଛାୟା ତଳେ ଚୋରା ମଦ ବେପାର
ଖୋର୍ଦ୍ଧା ଅଫିସ,୭ା୫: ମହାମାରୀ କରୋନା (କୋଭିଡ-୧୯)କୁ ପ୍ରତିହତ କରିବା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ ଜାରି ରହିଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହୁଥିବା ବେଳେ ମଦ ଦୋକାନ ବନ୍ଦ ଲାଗି ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ରହିଛି। ଅନ୍ୟପକ୍ଷରେ ଖୋର୍ଦ୍ଧାରେ…
Archives


