ଖୋର୍ଦ୍ଧା

ଖୋର୍ଦ୍ଧା ପୌର କାର୍ଯ୍ୟାଳୟ ବନ୍ଦ: କର୍ମଚାରୀଙ୍କୁ ଅଫିସ ମନା

ଖୋର୍ଦ୍ଧା ଅଫିସ,୨।୭: ଖୋର୍ଦ୍ଧା ପୌର ପରିଷଦ କାର୍ଯ୍ୟଳୟର ଜଣେ କର୍ମଚାରୀ ଏବଂ ତାଙ୍କ ପୁଅ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ପ୍ରଶାସନ ପକ୍ଷରୁ ପୌର କାର୍ଯ୍ୟାଳୟକୁ ବନ୍ଦ କରାଯିବା ସହ ସାନିଟାଇଜ୍‌଼ କରାଯାଇଛି। ସମସ୍ତ କର୍ମଚାରୀଙ୍କୁ ଅଫିସ ଆସିବାକୁ ବାରଣ…

ସାନ ଭାଇ ଠେଙ୍ଗା ମାଡ଼ରେ ମଝିଆ ଭାଇର ଜୀବନଗଲା

ନିରାକାରପୁର,୩୦।୬(ଡି.ଏନ୍‌.ଏ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସରପାରୀ ମଝିଆ ସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାମାନ୍ୟ ବଚସାରୁ ସାନ ଭାଇର ଠେଙ୍ଗା ମାଡ଼ରେ ମଝିଆ ଭାଇର ମୃତ୍ୟୁ ଘଟିଛି। ମୁତକ ହେଲେ ବିଜୟ ଅଧିକାରୀ (୩୦)।…

ଖୋର୍ଦ୍ଧାରେ ଯାଞ୍ଚ ହେଲା ନର୍ସିଂ ହୋମ

ଖୋର୍ଦ୍ଧା ଅଫିସ, ୨୬।୬: ରାଜଧାନୀ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରୁ କରୋନା ପଜିଟିଭ ଚିହ୍ନଟ ହେବା ପରେ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ରାଜ୍ୟର ସମସ୍ତ ଜିଲାରେ ଥିବା ନର୍ସିଂହୋମ, ହସ୍ପିଟାଲରେ କୋଭିଡ୍‌-୧୯ ଯାଞ୍ଚ ଲାଗି ସରକାର ନିର୍ଦ୍ଦେଶ…

ପ୍ରେମିକ ମା’ଙ୍କ କଟୁ କଥା ସହି ନ ପାରି ଘରୁ ଚାଲିଯାଇଥିଲେ ଯୁବତୀ, କୂଅରୁ ଉଦ୍ଧାର ହେଲା ମୃତଦେହ

ଖୋର୍ଦ୍ଧା ଅଫିସ,୨୫।୬: ଖୋର୍ଦ୍ଧା ଟାଉନ ଅନ୍ତର୍ଗତ ଜରିପୁଟ ସ୍କୁଲ କ୍ୟାମ୍ପସରେ ଥିବା କୂଅରୁ ପୋଲିସ ଗୁରୁବାର ଜଣେ ଯୁବତୀ ଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ସେହି ଗ୍ରାମର ନିତୁ ମହାପାତ୍ର(୧୯)। ସେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟର ଯୁକ୍ତ ତିନି…

ଦିଆସିଲି କାଠିରେ ୩ ଇଞ୍ଚର ତିନି ରଥ

ଖୋର୍ଦ୍ଧା ଅଫିସ,୨୩।୬: ଦିଆସିଲି କାଠିରେ ୩ ଇଞ୍ଚର ତିନି ରଥ ନିର୍ମାଣ କରି ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ ଗୋପୀନାଥପୁରର ଏଲ.ଇଶ୍ୱର ରାଓ ଲୋକଙ୍କ ମନ ଜିଣିପାରିଛନ୍ତି। ୩୫୦ ଦିଆସିଲି କାଠିରେ ୩ ଇଞ୍ଚର ରଥ ନିର୍ମାଣ ହୋଇଥିବା ବେଳେ…

ଖୋର୍ଦ୍ଧାରୁ ୭ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତମାନେ ବାଲୁଗାଁ, ବୋଲଗଡ଼, ବାଲିପାଟଣା, ଜଟଣୀ ବ୍ଲକର

ଖୋର୍ଦ୍ଧା ଅଫିସ,୨୧।୬ : ଖୋର୍ଦ୍ଧା ଉପଖଣ୍ଡରେ ରବିବାର ପୁଣି ୭କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ବାଲୁଗାଁ, ବୋଲଗଡ଼, ବାଲିପାଟଣା ଓ ଜଟଣୀ ବ୍ଲକରୁ ଏହି ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବାଲୁଗାଁରୁ ୪ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ…

ସାବୁନ କାରିଗର ସତ୍ୟବ୍ରତ: ପ୍ରସ୍ତୁତ କରୁଛନ୍ତି ଦେବଦେବୀ, ପଶୁପକ୍ଷୀଙ୍କ କଳାକୃତି

ଖୋର୍ଦ୍ଧା ଅଫିସ,୨୧ା୬: ଶରୀରର ସୌନ୍ଦର୍ଯ୍ୟ ଲାଗି ଆମେ ଭଳିକି ଭଳି ସାବୁନ ବ୍ୟବହାର କରିଥାଉ। ତେବେ ସାବୁନର ବ୍ୟବହାର କରାଯାଇ ଅତି ସୁନ୍ଦର ନିଖୁଣ କାରୁକାର୍ଯ୍ୟ କରାଯାଇପାରେ, ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଖୋର୍ଦ୍ଧା…

ଖୋର୍ଦ୍ଧା ଉପଖଣ୍ଡରେ ୫ କରୋନା ପଜିଟିଭ୍‌ ଚିହ୍ନଟ

ଖୋର୍ଦ୍ଧା ଅଫିସ,୨୦।୬: ଖୋର୍ଦ୍ଧା ଉପଖଣ୍ଡରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଜିଲାରେ ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲା ପ୍ରସାଶନ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟଙ୍କ ମଧ୍ୟରେ ବାଲୁଗାଁ ନଈରୀର ଜଣେ ୩୫ ବର୍ଷୀୟା…

୨୨ ବର୍ଷ ହେବ ନିଖୋଜ ଥିବା ପୁଅକୁ ସଙ୍ଗରୋଧ କେନ୍ଦ୍ରରୁ ଫେରି ପାଇଲେ ମା’

ଖୋର୍ଦ୍ଧା ଅଫିସ,୨୦।୬: ଦିନେ କି ଦୁଇ ଦିନ ନୁହେଁ ଦୀର୍ଘ ୨୨ବର୍ଷ ଧରି ନିଖୋଜ ଥିବା ପୁଅକୁ ସଙ୍ଗରୋଧ କେନ୍ଦ୍ରରୁ ଫେରିପାଇଛନ୍ତି ମା’। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ବଡ଼କୁଳ ଗ୍ରାମରେ। ପ୍ରକାଶ ଯେ, ଗ୍ରାମର ପୂର୍ଣଚନ୍ଦ୍ର…

ନାମଫଳକକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ: ୪ଗୁରୁତର

ଖୋର୍ଦ୍ଧା ଅଫିସ,୧୮ା୭: ଖୋର୍ଦ୍ଧ ଜିଲା ବାଘମାରୀ ଥାନା ଅନ୍ତର୍ଗତ କୋଟପିଲା ଗ୍ରାମ ଛକରେ ଥିବା ନାମଫଳକକୁ କେନ୍ଦ୍ରକରି ଗୁରୁବାର ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ କୋଟପିଲା ଗ୍ରାମର ୪ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଅରୁପ କୁମାର ଭୋଇ(୩୩), ଦିଲୀପ…

କରୋନା ପଜିଟିଭ୍‌ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ

ଖୋର୍ଦ୍ଧା ଅଫିସ,୧୮ା୬: ଖୋର୍ଦ୍ଧା ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ରିପୋର୍ଟ ଅନୁଯାୟୀ ଜିଲାରେ ପଜିଟିଭଙ୍କ ସଂଖ୍ୟା ୨୫। ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀଙ୍କ…

ଭୁବନେଶ୍ୱର-ବନମାଳିପୁରରୁ ରାସ୍ତାରୁ ଦେଢ କୁଇଣ୍ଟାଲ ଗଞ୍ଜେଇ ଜବତ

ବାଳକାଟୀ,୧୭ା୬(ଡି.ଏନ୍‌.ଏ.)-ବାଳକାଟୀ ଫାଣ୍ଡି ଅନ୍ତର୍ଗତ ଭୁବନେଶ୍ୱର-ବନମାଳିପୁର ମୁଖ୍ୟରାସ୍ତାର ମା’ ଦୁଲ୍ଲାଦେବୀ ମନ୍ଦିର ନିକଟରେ ବୁଧବାର ସ୍ପେଶାଲ ସ୍କ୍ବାଡ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ କରିଛି। ଏହାସହ ଏକ ଟ୍ରାଭେରାକୁ ଜବତ କରି ଚାଳକଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ସୂଚନାଯୋଗ୍ୟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?