ମଦ କାରଖାନା ଉପରେ ଚଢ଼ାଉ: ମହିଳା କିଙ୍ଗପିନ୍ ଗିରଫ; ୧୭ଲକ୍ଷ ଟଙ୍କା, ୧୫୦ ଲିଟର ମଦ ଜବତ
ଖୋର୍ଦ୍ଧା ଅଫିସ,୨୪।୪: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାସଲ ଗ୍ରାମରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ କାରଖାନା ଚାଲିଆସୁଥିଲା। ଜେନେରେଟର, ପେକିଂ ମେଶିନ ସାହାଯ୍ୟରେ ଡେଲି ମଦ ଆଣାଯାଇ ବେପାର ହେଉଥିଲା। କୌଣସି ସୂତ୍ରରୁ ଖବରପାଇ ଶୁକ୍ରବାର ସକାଳେ…
ସଫେଇ କର୍ମଚାରୀଙ୍କୁ ପାଣି, ଫୁଲ ପକାଇ ସମ୍ମାନିତ
ଜଟଣୀ ୨୧ା୪(ଡି.ଏନ.ଏ.): କରୋନା ସଂକ୍ରମଣ ରୋକିବାରେ ଅଗ୍ରଦୂତ ସାଜିଥିବା ଡାକ୍ତର, ନର୍ସ, ପୋଲିସ ଓ ସଫେଇ କର୍ମଚାରୀ ଜୀବନକୁ ବାଜି ଲଗାଇଛନ୍ତି। ଲକ୍ଡାଉନ୍ ସମୟରେ ଲୋକଙ୍କ ସେବାରେ ଲାଗି ପଡିଥିବା ଜଟଣୀ ମ୍ୟୁନିସିପାଲିଟି ଅଞ୍ଚଳରେ କାର୍ଯ୍ୟରତ ୧୦୦ରୁ ଊର୍ଦ୍ଧ୍ୱ ସଫେଇ କର୍ମଚାରୀଙ୍କୁ…
ଚାଷୀଙ୍କ ଦୁଃଖ ସରୁନି
ଖୋର୍ଦ୍ଧା ଅଫିସ,୨୦ା୪ : ବର୍ତ୍ତମାନ ଲକଡାଉନ ଯୋଗୁ ଚାଷୀକୂଳ ବିଶେଷ ପ୍ରଭାବିତ ହୋଇଛନ୍ତି। କ୍ଷେତରେ ପନିପରିବା ଶୁଖି ଓ ପଚିଶଢି ନଷ୍ଟ ହେଉଥିବାବେଳେ ଯାହା କିଛି ଅମଳ ହେଉଛି ତାହାକୁ ଉପଯୁକ୍ତ ମୂଲ୍ୟରେ ବିକ୍ରି କରିପାରୁନାହିଁ ଚାଷୀ। ଫଳରେ ଚାଷୀ ମନରେ…
ନାଭାଲ ଛକରେ ସିରିଜ୍ ଦୁର୍ଘଟଣା: କାରକୁ ସାଇଡ୍ ଦେବାକୁ ଯାଇ ୬ ଅଟୋକୁ ଧକ୍କା ଦେଲା ଅଏଲ ଟ୍ୟାଙ୍କର
ଖୋର୍ଦ୍ଧା ଅଫିସ, ୨୦।୪: ଖୋର୍ଦ୍ଧା ଜିଲା ନାଭାଲ ଛକ ୧୬ ନଂ. ଜାତୀୟ ରାଜପଥଠାରେ ସୋମବାର ସିରିଜ୍ ଦୁର୍ଘଟଣା ଘଟିଛି। ଏକ ଅଏଲ ଟ୍ୟାଙ୍କର ସମ୍ମୁଖରୁ ଆସୁଥିବା କାରକୁ ସାଇଡ୍ ଦେବାକୁ ଯାଇ ରାସ୍ତା କଡ଼ରେ ଥିବା ଅନ୍ୟ ୬ଟି ଅଟୋକୁ…
ଅନ୍ଲାଇନରେ ଆରମ୍ଭ ହେଲା ପାଠପଢ଼ା: ୭୨୧୩ ଗ୍ରୁପ୍ରେ ଯୋଡ଼ିହେଲେ ୫୫ ହଜାର ଛାତ୍ରୀଛାତ୍ର
ଖୋର୍ଦ୍ଧା ଅଫିସ,୨୦ା୪: କରୋନା ଲାଗି ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ ମେ ୩ ପର୍ଯ୍ୟନ୍ତ ଜାରି ରହିଛି। ରାଜ୍ୟ ସରକାର ଜୁନ ୧୭ ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜ ପାଠପଢା ବନ୍ଦ ରଖିଛନ୍ତି। ଛୁଟି ସମୟରେ ପିଲାଙ୍କୁ ପାଠପଢା ଲାଗି ରବିବାର…
ଆସୁଛି ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା: ଧାର୍ଯ୍ୟ ସମୟରେ ବସ୍ତ୍ର ଯୋଗାଣକୁ ନେଇ ଚିନ୍ତା
ଖୋର୍ଦ୍ଧା ଅଫିସ,୨୦ା୪: ଲୀଳାମୟ ଠାକୁର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବାରମାସରେ ତେର ଯାତ୍ରା ଅନୁଷ୍ଠିତ ହୋଇଥାଏ। ସେଥିମଧ୍ୟରୁ ଶ୍ରେଷ୍ଠ ହେଉଛି ରଥଯାତ୍ରା। କାଳିଆ ସାଆନ୍ତ, ବଡଠାକୁରଙ୍କ ସହ ଭଉଣୀ ଦେବୀ ସୁଭଦ୍ରା ରତ୍ନ ସିଂହାସନରୁ ଓହ୍ଲାଇ ଆସି ନବଦିନାତ୍ମକ ଘୋଷଯାତ୍ରାରେ ବାହାରିଥାନ୍ତି। ମହାପ୍ରଭୁଙ୍କ…
ବାଲୁଗାଁ ବାଇପାସ୍ରୁ କଲରାପତରିଆ ବାଘର ମୃତଦେହ ଉଦ୍ଧାର
ଖୋର୍ଦ୍ଧା ଅଫିସ/ବାଲୁଗାଁ,୧୯ା୪(ଡି.ଏନ୍.ଏ.) : ଚିଲିକା ଅଲାଇଡିହ ନିକଟସ୍ଥ ବାଇପାସ୍ ଉପରେ ରବିବାର ଏକ କଲରାପତରିଆ ବାଘର ମୃତଦେହ ବନ ବିଭାଗ ଉଦ୍ଧାର କରିଛି । କୌଣସି ଅଜଣା ଗାଡ଼ ି ଧକ୍କାରେ ବାଘ ର ମୃତ୍ୟୁ ଘଟିଥିବା ବନ ବିଭାଗ ର…
ମଟନ ପାଇଁ ଆସି ଔଷଧ ନେବା ଆଳ
ଖୋର୍ଦ୍ଧା ଅଫିସ,୧୮ା୪: ଲକଡାଉନ ବେଳେ ମାସ୍କ ନ ପିନ୍ଧିଲେ ଓ ବିନା କାରଣରେ ବାଇକରେ ବୁଲିଲେ କଡ଼ା କାର୍ଯ୍ୟନୁଷ୍ଠାନ ହେବ ବୋଲି ସରକାରଙ୍କ ନିର୍ଦ୍ଦେଶ ରହିଛି। ତେବେ କେତେଜଣ ଅମାନିଆ ବିଭିନ୍ନ ଆଳ ଦେଖାଇ ବଜାରରେ ବୁଲୁଥିବା ନଜରକୁ ଆସିଛି। ଅନେକ…
ପୁବୁ ସାହି ନିକଟ ଶଙ୍ଖ ତଳୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ସାନପୁଅ ଆଣିଲେ ହତ୍ୟା ଅଭିଯୋଗ, ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଆଦର୍ଶ ଥାନା ପୋଲିସ
ଖୋର୍ଦ୍ଧା ଅଫିସ,୧୬।୪: ଖୋର୍ଦ୍ଧା ଆର୍ଦଶ ଥାନା ଜାତୀୟ ରାଜପଥ ପୁବୁ ସାହି ନିକଟ ଶଙ୍ଖ ତଳୁ ପୋଲିସ ଗୁରୁବାର ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ଗଗନ ବିହାରୀ ବେହେରା(୬୦)। ତେବେ ତାଙ୍କୁ କେହି ହତ୍ୟା କରି ଶଙ୍ଖ…
କରୋନା କଟକଣାକୁ ନିରାକାରପୁର ଅଞ୍ଚଳବାସୀଙ୍କ ବେଖାତିର: ଦୋକାନ ଦିନରେ ତାଲା, ରାତିରେ ଖୋଲା; ଚା’ ଖଟିରେ ଜମୁଛି ଆସର
ନିରାକାରପୁର,୧୬।୪(ଡି.ଏନ୍.ଏ.): କରୋନା ଭୁତାଣୁ ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍ ଡାଉନ୍ ସ୍ଥିତି ଜାରି ରହିଛି। ଏହି ସମୟରେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ହେଲେ ଖୋର୍ଦ୍ଧା ଜିଲା…
ଭୂତ, ଚକୁଳିିଆ ପଣ୍ଡା ବେଶରେ ସଚେତନତା
ଖୋର୍ଦ୍ଧା ଅଫିସ,୧୬ା୪: ବଜାରରେ ବୁଲୁଥିବା ଅମାନିଆ ବାଇକ ଚାଳକଙ୍କୁ ସଚେତନ କରିବା ଲାଗି ଆଗେଇ ଆସିଛନ୍ତି ସାମାଜିକ କର୍ମୀ ତଥା ଖବରଦାତା ଧନେଶ୍ୱର ବିଧାର। ସମ୍ପୂର୍ଣ୍ଣ ଶରୀରରେ କଳା କପଡ଼ା ପିନ୍ଧି ନିଜକୁ କରୋନା ଭୂତ ବେଶରେ ସଜାଇ ସେ ବାଇକରେ…
ସଫଳତାର ସହ ମହିଳାଙ୍କ କହୁଣି ପ୍ରତିରୋପଣ
ଜଟଣୀ,୧୬ା୪(ଡି.ଏନ.ଏ.): ଜଟଣୀସ୍ଥିତ ରେଲୱେ ମେଡିକାଲରେ ଜଣେ ୬୦ ବର୍ଷୀୟା ବୃଦ୍ଧାଙ୍କ ଭାଙ୍ଗି ଯାଇଥିବା ବାମ ହାତ କହୁଣି ସଫଳତାର ସହ ଅସ୍ତ୍ରୋପଚାର ଦ୍ୱାରା ପୟତିରୋପଣ କରାଯାଇଛି। ବୃଦ୍ଧାଙ୍କ ନାମ କନକଲତା ସାହୁ। ରେଲୱେରେ କାର୍ଯ୍ୟ କରୁଥିବା ଅବସରପ୍ରାପ୍ତ ସେକ୍ସନ ଅଫିସର କୁବେର…
Archives


