ଖୋର୍ଦ୍ଧା

କୋଭିଡ୍‌-୧୯ ନିୟମ ଉଲ୍ଲଂଘନ: ୨ ଦୋକାନ ସିଲ

ଖୋର୍ଦ୍ଧା ଅଫିସ,୧୧ା୬ : ସାମାଜିକ ଦୂରତ୍ୱ ଏବଂ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ କରିଥିବାରୁ ଖୋର୍ଦ୍ଧା ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସହରର ଦୁଇ ଶାଢୀ ଦୋକାନକୁ ସାମୟିକ ଭାବେ ସିଲ୍‌ କରାଯାଇଛି ବୋଲି କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ କହିଛନ୍ତି।…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧଳାପଥର ଏଏସ୍‌ଆଇ

ଖୋର୍ଦ୍ଧା ଅଫିସ,୧୧ା୭ : ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଧଳାପଥର ଏଏସ୍‌ଆଇ ଅଶୋକ କୁମାର ପଣ୍ଡା ଲାଞ୍ଚ ନେବା ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ଜମିଜମା ଘଟଣାରେ ରଫାଦଫା ଲାଗି ସେ ୨୦ହଜାର ଟଙ୍କା ଲାଞ୍ଚ ନେଉଥିଲେ। ପ୍ରକାଶ…

ମାସ୍କ କିଣାବିକା ଦୁର୍ନୀତି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଖୋର୍ଦ୍ଧା ଅଫିସ,୧୧ା୬: ରାଜ୍ୟରେ କରୋନା ଭୂତାଣୁ କାୟା ବିସ୍ତାର କରିବାରେ ଲାଗିଛି। କରୋନା ମୁକାବିଲା ପରିବର୍ତ୍ତେ ରାଜ୍ୟରେ ମାସ୍କ କିଣାବିକା ଦୁର୍ନୀତି ଚାଲିଛି। ଏହାର ପ୍ରତିବାଦରେ ଗୁରୁବାର ଖୋର୍ଦ୍ଧା ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

ରଜରେ ଭିଡ ଜମିବା ଆଶଙ୍କା: ଖୋର୍ଦ୍ଧା ବରୁଣେଇ, ମା’ ଉଗ୍ରତାରା ପୀଠରେ ସପ୍ତାହେ ଯାଏ ୧୪୪ ଧାରା ଜାରି

ଖୋର୍ଦ୍ଧା ଅଫିସ,୧୧।୬: ଖୋର୍ଦ୍ଧା ଜିଲାରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ନିୟନ୍ତ୍ରଣ ସହ ଗୋଷ୍ଠୀ ସଂକ୍ରମଣକୁ ଏଡାଇବା ଲାଗି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ଚଳିତ ବର୍ଷ ରଜ ଉତ୍ସବରେ ଜିଲାର ଦୁଇ ପ୍ରମୁଖ ପର୍ଯ୍ୟଟନସ୍ଥଳୀ…

ନବୀନାବାଗ ୭୨ଘଣ୍ଟା ଲାଗି ନିଷିଦ୍ଧାଞ୍ଚଳ

ଖୋର୍ଦ୍ଧା ଅଫିସ,୧୦ା୭: ଖୋର୍ଦ୍ଧା ଉପଖଣ୍ଡରେ ବୁଧବାର ୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବାଲୁଗାଁରୁ ୫, ଟାଙ୍ଗି ଓ ବାଲିପାଟଣାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ପୌରାଞ୍ଚଳ ୬ନଂ ୱାର୍ଡ ନବୀନାବାଗରୁ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ…

ଖୋର୍ଦ୍ଧାରେ ୮କରୋନା ପଜିଟିଭ ଚିହ୍ନଟ

ଖୋର୍ଦ୍ଧା ଅଫିସ,୧୦।୬: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କୁ ନେଇ ଏହି ସଂଖ୍ୟା ବଢ଼ୁଥିବା ବେଳେ ବୁଧବାର ଖୋର୍ଦ୍ଧା ଉପଖଣ୍ଡରେ ୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ବାଲୁଗାଁରୁ ୫, ଟାଙ୍ଗି…

୪୮ ଘଣ୍ଟା ଲାଗି ୩ ଗ୍ରାମ ଶଟ୍‌ଡାଉନ

ଜଟଣୀ,୧୦ା୬(ଡି.ଏନ୍‌.ଏ.): ଜଟଣୀ ବ୍ଲକ ଅଞ୍ଚଳରେ ଜଣେ ଦୋକାନୀ କରୋନା ସଂକ୍ରମିତ ହେବା ପରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଅଞ୍ଚଳକୁ ଶଟ୍‌ଡାଉନ୍‌ ଓ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଚିହ୍ନଟ ବ୍ୟକ୍ତିଙ୍କ ଘର ଏହି ବ୍ଲକ ପଦନପୁର ପଞ୍ଚାୟତର ବଡ଼ତୋଟା ଗ୍ରାମରେ ହୋଇଥିବାବେଳେ…

ବାଇକ୍‌ରେ ବ୍ରହ୍ମପୁର ଯାଉଥିବା ବେଳେ ବଜ୍ରପାତ, ଆଖି ବୁଜିଲେ ଆରୋହୀ

ଖୋର୍ଦ୍ଧା ଅଫିସ, ୯।୬: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ବଜ୍ରପାତ ଘଟି ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମକୃଷ୍ଣ ଦାସ। ତାଙ୍କ ଘର ଗଞ୍ଜାମ ଜିଲାର ବ୍ରହ୍ମପୁର ଅଞ୍ଚଳରେ ବୋଲି ଜଣାପଡିଛି। ସେ ବାଇକରେ ଭୁବନେଶ୍ୱରରୁ…

ଖୋର୍ଦ୍ଧା ସବ୍‌ଡିଭିଜନରେ ପୁଣି ୧୪ପଜିଟିଭ ଚିହ୍ନଟ

ଖୋର୍ଦ୍ଧା ଅଫିସ,୯।୬ : ଖୋର୍ଦ୍ଧା ସବ୍‌ଡିଭିଜନରେ ମଙ୍ଗଳବାର ପୁଣି ୧୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ବୋଲଗଡ ବ୍ଲକରୁ ୭, ବେଗୁନିଆ ବ୍ଲକରୁ ୪ ଏବଂ ବାଲୁଗାଁରୁ ୩ ଜଣ ଚିହ୍ନଟ ଅଛନ୍ତି । ସମସ୍ତ…

କୋଟାୟମରୁ ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲେ ୧୯୧ପ୍ରବାସୀ

ଖୋର୍ଦ୍ଧା ଅଫିସ,୮।୬: କୋଟାୟମରୁ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ସୋମବାର ଖୋର୍ଦ୍ଧା ରୋଡ ଷ୍ଟେଶନରେ ପହଞ୍ଚିଛି। ଏଥିରେ ୫ଟି ଜିଲାରୁ ୧୯୧ଜଣ ପ୍ରବାସୀ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ବଲାଙ୍ଗୀର ୧୪, ବୌଦ୍ଧ ୩, ଖୋର୍ଦ୍ଧା ୪୨, ନୟାଗଡ଼ ୧୦୭ ଏବଂ ପୁରୀର…

ଯାଜପୁର ଗ୍ରାମକୁ ୭୨ ଘଣ୍ଟା ଶଟ୍‌ଡାଉନ ଘୋଷଣା: ସମ୍ପୂର୍ଣ୍ଣ ଗ୍ରାମକୁ କରାଗଲା ବିଶୋଧନ

ନିରାକରପୁର,୭ା୬(ଡି.ଏନ.ଏ.): ଖୋର୍ଦ୍ଧା ଉପଖଣ୍ଡ ଲେଣ୍ଡୋ ପଞ୍ଚାୟତ ଅଧୀନ ଯାଜପୁର ଗ୍ରାମରେ ଏବେସୁଦ୍ଧା ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲା ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମକୁ ରବିବାର ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଟାଙ୍ଗୀ ଦମକଳ ବାହିନୀ…

ଖୋର୍ଦ୍ଧା ଉପଖଣ୍ଡରେ ୧୬ କରୋନା ପଜିଟିଭ୍‌ : ଟାଙ୍ଗୀର ସର୍ବାଧିକ ୧୧ ଚିହ୍ନଟ

ଖୋର୍ଦ୍ଧା ଅଫିସ,୭ା୬ : ଖୋର୍ଦ୍ଧା ଉପଖଣ୍ଡରେ ରବିବାର ପୁଣି ୧୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଟାଙ୍ଗୀର ସର୍ବାଧିକ ୧୧ଜଣ ଚିହ୍ନଟ ହୋଇଥିବା ବେଳେ ବାଲୁଗଁାର ୨, ବେଗୁନିଆର ୩ଜଣ ଚିହ୍ନଟ ହୋଇଛନ୍ତି। ସମସ୍ତେ ସଙ୍ଗରୋଧ କେନ୍ଦ୍ରରେ ରହୁଥିଲେ। ସମସ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?