ଖୋର୍ଦ୍ଧା

ଖୋର୍ଦ୍ଧା ଜିଲାରେ ସଂଘରୋଧ ଅବଧି ବୃଦ୍ଧି: ଏଣିକି ୧୪ ଦିନ ରହିବେ ପ୍ରବାସୀ

ଖୋର୍ଦ୍ଧା ଅଫିସ,୭।୬ :ଖୋର୍ଦ୍ଧା ଜିଲାରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ସଂଘରୋଧ ଅବଧି ୭ଦିନ ବୃଦ୍ଧି ଘଟିଛି। ଏନେଇ ଜିଲାପାଳ ଶିତାଂଶୁ ରାଉତ ଚିଠି ଲେଖି ସମସ୍ତ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଏହାର ଅବଧି ସାତ ଦିନ ଥିଲା। ଏହି ଅବଧି…

ଦାଦାଙ୍କ ପରେ ପୁତୁରା କରୋନା ଆକ୍ରାନ୍ତ ଚିହ୍ନଟ, ଗ୍ରାମବାସୀ ଭୟଭୀତ

ନିରାକାରପୁର,୬ା୬(ଡି.ଏନ୍‌.ଏ.): କିଛିଦିନ ତଳେ ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ ଯାଜପୁର ଗ୍ରାମରେ ଜଣେ ଯୁବକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ତା’ର ୮ଦିନ ପରେ ତାଙ୍କ ପୁତୁରାଙ୍କ ପଜିଟିଭ୍‌ ବାହାରିବା ପରେ ଗାଁରେ କୋକୁଆ ଭୟ…

ଖୋର୍ଦ୍ଧା ଜେଲ୍‌ରେ ବେଧଡ଼କ ଚାଲିଛି ଧଳା ଜହର କାରବାର: ଭିଡିଓ ଭାଇରାଲ

ଖୋର୍ଦ୍ଧା ଅଫିସ,୬।୬ : ଖୋର୍ଦ୍ଧା ଜେଲ ପାଲଟିଛି ଧଳା ଜହର କାରବାରର ପେଣ୍ଠସ୍ଥଳୀ। ଜେଲ କର୍ତ୍ତୃପକ୍ଷଙ୍କ ଜାଣତରେ ଚାଲିଛି ଏହି କାରବାର। ଏନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଖୋର୍ଦ୍ଧା ଜେଲ କର୍ତ୍ତୃପକ୍ଷଙ୍କ ସଂପୃୃୃକ୍ତି ନେଇ ଉଠିିିଛି…

୭ ଦିନ ଲାଗି ୨ ଓ୍ବାର୍ଡ କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ

ବାଲିଅନ୍ତା, ୫ା୬(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ବାଲିଅନ୍ତା ବ୍ଳକର ଜୟଦେବ ପଞ୍ଚାୟତ ଅଧୀନ ୨ଟି ଓ୍ବାର୍ଡକୁ ପ୍ରଶାସନ ପକ୍ଷରୁ ୭ଦିନ ପାଇଁ କଣ୍ଟେନମେଣ୍ଟ ଜୋନ ରୂପେ ଘୋଷଣା କରାଯାଇଛି। ସରପଞ୍ଚ ପ୍ରଜ୍ଞା ପାରମିତା ଜେନାମଣି ଓ ବ୍ଲକ ପ୍ରଶାସନ ପକ୍ଷରୁ…

ଖୋର୍ଦ୍ଧାରୁ ପୁଣି ୯ କରୋନା ପଜିଟିଭ୍‌ ଚିହ୍ନଟ

ଖୋର୍ଦ୍ଧା ଅଫିସ,୫।୬: ଖୋର୍ଦ୍ଧା ଜିଲାରେ ଶୁକ୍ରବାର ପୁଣି ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଟାଙ୍ଗିରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲୁଙ୍ଗା ୧, ବାଣପୁର ୨, ବାଳକାଟୀ ୩ ଜଣ ଆକ୍ରାନ୍ତ ଥିବା ସୂଚନା ମିଳିଛି।…

ପିଆଜ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଜିଲା ୫୭ ନଂ ଜାତୀୟ ରାଜପଥ ସଦର ଥାନା ଅଞ୍ଚଳରୁ ଗୁରୁବାର ଅପରାହ୍ନରେ ଏକ ପିଆଜ ଟ୍ରକ୍‌ରୁ ୭ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ…

ଖୋର୍ଦ୍ଧାରୁ ୧୯ କରୋନା ପଜିଟିଭ୍‌ ଚିହ୍ନଟ

ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଉପଖଣ୍ଡରେ ଗୁରୁବାର ପୁଣି ୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲୁଙ୍ଗାରୁ ୫, ଟାଙ୍ଗରିୁ ୮, ବେଗୁନିଆ ୨ ଓ ଖୋର୍ଦ୍ଧା ବ୍ଳକ ୪ ଜଣ ଆକ୍ରାନ୍ତ ଥିବା ସୂଚନା ମିଳିଛି। ସମସ୍ତେ ସଂଘରୋଧ…

ରାଉତପଡ଼ାରୁ ଗଲା ମହାପ୍ରଭୁଙ୍କ ପାଟବସ୍ତ୍ର, ସୂତାଲୁଗା

ଖୋର୍ଦ୍ଧା ଅଫିସ,୩ା୬: ଜୁନ ୨୩ରେ ଘୋଷଯାତ୍ରା। ଏଥିଲାଗି ମହାପ୍ରଭୁଙ୍କ ପାଟବସ୍ତ୍ର ଓ ସୂତାଲୁଗା ମଙ୍ଗଳବାର ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ାରୁ ପଠାଯାଇଛି। ଗତ ଫେବୃୟାରୀ ୨୫ରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ତାଲିକା ପାଇବା ପରେ ମହାପ୍ରଭୁଙ୍କ ପାଟବସ୍ତ୍ର ଓ ସୂତା…

ଏଣିକି ଓ୍ବେବ୍‌ ପୋର୍ଟାଲରେ କରାଯିବ ଅଭିଯୋଗ: ଖୋର୍ଦ୍ଧା ଜିଲାର ୨୦୯ଟି ସଂସ୍ଥା, ବିଭାଗ ସହ ହୋଇଛି ସଂଯୋଗ

ଖୋର୍ଦ୍ଧା ଅଫିସ,୧।୬: ଏଣିକି ଅଭିଯୋଗ ଲାଗି ଆଉ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଦୌଡିବାକୁ ପଡ଼ିବ ନାହିଁ। କାରଣ ଜିଲା ପ୍ରଶାସନ ପକ୍ଷରୁ ସୋମବାର ଏକ ୱେବ ପୋର୍ଟାଲ ଉଦ୍‌ଘାଟନ କରାଯାଇଛି। ଏଣିକି ଅଭିଯୋଗକାରୀ ଏହି ପୋର୍ଟାଲରେ ନିଜ ଅଭିଯୋଗ କରିପାରିବେ। ଏହି…

ଖୋର୍ଦ୍ଧାରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ: ସାମିଲ ହେଲେ ବିଧାୟକ, ଜିଲାପାଳ..

ଖୋର୍ଦ୍ଧା ଅଫିସ,୩୦।୫ : କରୋନା ଯୋଦ୍ଧାଙ୍କ ତ୍ୟାଗ, ନିଷ୍ଠାକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ପରିସରରେ ଶନିବାର ଜିଲାସ୍ତରୀୟ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଛି । ଜିଲାପାଳ ଶିତାଂଶୁ ରାଉତ, ଜିଲା…

ଖୋର୍ଦ୍ଧାରୁ ନୂଆ ୧୬ ଆକ୍ରାନ୍ତ ଚିହ୍ନଟ: ଜିଲାର ମୋଟ ପଜିଟିଭ ସଂଖ୍ୟା ୧୩୮ ଛୁଇଁଲା

ଖୋର୍ଦ୍ଧା ଅଫିସ,୩୦।୫: ଖୋର୍ଦ୍ଧା ଜିଲାରୁ ଶନିବାର ଆଉ ୧୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାର ମୋଟ ପଜିଟିଭଙ୍କ ସଂଖ୍ୟା ୧୩୮କୁ ବୃଦ୍ଧି ପାଇଛି। ତେବେ ସମସ୍ତ ନୂଆ ୧୬ ଆକ୍ରାନ୍ତ ଖୋର୍ଦ୍ଧା ସବ୍‌ଡିଭିଜନର ହୋଇଥିବା ବେଳେ…

ଜଙ୍ଗଲରୁ କାଜୁ ସଂଗ୍ରହ ବେଳେ ଯୁବକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ

ଖୋର୍ଦ୍ଧା ଅଫିସ,୨୯ା୫: ହାତୀ ଆକ୍ରମଣରେ ଶୁକ୍ରବାର ପୁଣି ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କାଇପଦର ଗ୍ରାମର ରବିନ୍ଦ୍ର କୁମାର ଜେନା କାଜୁ ଜଙ୍ଗଲରେ କାଜୁ ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?