ଖୋର୍ଦ୍ଧା

ଥାଣେ, କୋଏମ୍ବାଟୁରରୁ ଫେରିଲେ ୭୬୩ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୪ା୫: ମହାରାଷ୍ଟ୍ରର ଥାଣେ ଏବଂ ତାମିଲନାଡୁର କୋଏମ୍ବାଟୁରରୁ ୨ଟି ଟ୍ରେନରେ ବୁଧବାର ୭୬୩ଜଣ ପ୍ରବାସୀ ଓଡ଼ିଆ ଫେରିଛନ୍ତି। ଷ୍ଟେଶନ ପରିସରରେ ସେମାନଙ୍କ ସ୍କ୍ରିନିଂ ସହ ସ୍ବାସ୍ଥ୍ୟ ପରୀକ୍ଷା ଏବଂ ପଞ୍ଜୀକରଣ କରାଯିବା ପରେ ସ୍ବତନ୍ତ୍ର ବସ୍‌ ଯୋଗେ ନିଜ ଜିଲାକୁ…

ସୁରଟରୁ ୧୬୦୦ କିମି ସାଇକେଲ ଯାତ୍ରା କରି ଫେରିଲେ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୩।୫: କରୋନା ଭୁତାଣୁ ସଂକ୍ରମଣ ମୁକାବିଲା ଲାଗି ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି । ରାଜ୍ୟ ସରକାରଙ୍କ ଘୋଷଣା ପରେ ବାହାର ରାଜ୍ୟରୁ ପ୍ରବାସୀ ଗା ମୁହଁା ହେବାରେ ଲାଗିଛନ୍ତି। ବୁଧବାର ସାଇକେଲରେ ୧୬୦୦ କିଲୋମିଟର ଯାତ୍ରା କରିଛନ୍ତି ୫…

ବମ୍ବେରୁ ଫେରିଲେ ୨୬୧ ପ୍ରବାସୀ, ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲା ସ୍ବତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ୍‌

ଖୋର୍ଦ୍ଧା ଅଫିସ,୧୩।୫: ସ୍ବତନ୍ତ୍ର ଶ୍ରମିକ ସ୍ପେଶାଲ ଟ୍ରେନ୍‌ ବମ୍ବେର ଥାନେ ଅଞ୍ଚଳରୁ ପ୍ରବାସୀ ଶ୍ରମିକଙ୍କୁ ଆଣି ଓଡିଶାର ଖୋର୍ଦ୍ଧା ରୋଡ଼ ଷ୍ଟେଶନରେ ପହଞ୍ଚିଛି । ବୁଧବାର ସକାଳ ୯ଟାରେ ଖୋର୍ଦ୍ଧା ରୋଡ ଷ୍ଟେଶନରେ ଏହି ଟ୍ରେନ ପହଞ୍ଚିବା ପରେ ଜିଲା ପ୍ରଶାସନ…

ମୁମ୍ବାଇରେ ଫସିଛନ୍ତି ୬୮ସଂସ୍କୃତ ଛାତ୍ରୀଛାତ୍ର

ଖୋର୍ଦ୍ଧା ଅଫିସ,୧୩ା୫: କରୋନା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ମୁମ୍ବାଇ ସ୍ଥିତ ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ(ଆରଏସଏସ) ବିଦ୍ୟା ବିହାରରେ ଫସି ରହିଥିବା ଓଡ଼ିଶାର ୬୮ଜଣ ସଂସ୍କୃତ ଛାତ୍ରୀଛାତ୍ର ଫେରିବା ଲାଗି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ଏକ…

ହରିଲୁଟ୍‌ ଚାଲିଛି ମାଙ୍କଡ଼ା ପଥର: ଖବରଦାତାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇଲେ ପଥର ମାଫିଆ

ଖୋର୍ଦ୍ଧା ଅଫିସ,୧୦।୫: ଖୋର୍ଦ୍ଧା ତହସିଲ ଟାଉନ(ଆଦର୍ଶ) ଥାନା ଅନ୍ତର୍ଗତ ହଳଦିପଦା ଗ୍ରାମ ନିକଟରେ ଥିବା ସରକାରୀ ଜମିରୁ ମାଙ୍କଡ଼ା ପଥର ଚୋରା ଚାଲାଣ ହେଉଛି। ପ୍ରଶାସନ ଚୁପ୍‌ ବସିଥିବାବେଳେ କେତେଜଣ ଅସାଧୁ କର୍ମଚାରୀ ଏବଂ ମାଫିଆଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ଦୈନିକ…

ଛତ୍ରଛାୟା ତଳେ ଚୋରା ମଦ ବେପାର

ଖୋର୍ଦ୍ଧା ଅଫିସ,୭ା୫: ମହାମାରୀ କରୋନା (କୋଭିଡ-୧୯)କୁ ପ୍ରତିହତ କରିବା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହୁଥିବା ବେଳେ ମଦ ଦୋକାନ ବନ୍ଦ ଲାଗି ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ରହିଛି। ଅନ୍ୟପକ୍ଷରେ ଖୋର୍ଦ୍ଧାରେ…

ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ

ଖୋର୍ଦ୍ଧା ଅଫିସ/ ନିରାକାରପୁର,୬ା୫(ଡି.ଏନ୍‌.ଏ.): ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍‌ ପୁଣି ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ପ୍ରତ୍ୟୁଷରେ ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ କୁହୁଡି ଛକରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ବସ୍‌ ଡ୍ରାଇଭରଙ୍କ…

ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ବସ୍‌ ଚାଳକ ମୃତ

ନିରାକାରପୁର,୫।୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥରେ କୁହୁଡ଼ି ଛକରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ପ୍ରବାସୀ ଓଡ଼ିଆଙ୍କୁ ନେଇ ହାଇଦ୍ରାବାଦରୁ କେନ୍ଦ୍ରାପଡ଼ା ଆସୁଥିବା ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବସ୍‌ ଚାଳକଙ୍କ…

ହାଇଦ୍ରାବାଦରୁ ପ୍ରବାସୀ ଓଡିଆଙ୍କୁ ନେଇ ଆସୁଥିବା ବସ ଦୁର୍ଘଟଣା : ଡ୍ରାଇଭର ମୃତ, ୨ଆହତ

ଖୋର୍ଦ୍ଧା ଅଫିସ,୫।୫ : ଖୋର୍ଦ୍ଧା ଟାଙ୍ଗି ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ କୁହୁଡ଼ି ଛକରେ ହାଇଦ୍ରାବାଦ ରୁ ପ୍ରବାସୀ ଓଡିଆଙ୍କୁ ଧରି ଫେରୁଥିବା ବସ ମଙ୍ଗଳବାର ସକାଳେ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏଥିରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି ଏବଂ…

କେରଳରୁ ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲେ ୫୯୩ ପ୍ରବାସୀ ଓଡ଼ିଆ: କରାଗଲା ସ୍କ୍ରିନିଂ, ଷ୍ଟାମ୍ପିଂ, ପଞ୍ଜୀକରଣ

ଜଟଣୀ,୩।୫(ଡି.ଏନ୍‌.ଏ.): କେରଳରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ୍‌ ରବିବାର ପୂର୍ବାହ୍ନ ୮ଟା ୫୦ମିନିଟରେ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ପହଞ୍ଚିଥିଲା। ଏହି ଷ୍ଟେଶନରେ ବିଭିନ୍ନ ଜିଲାର ୫୯୩ଜଣ ଓହ୍ଲାଇ ବସ୍‌ ଯୋଗେ ନିଜ ଗ୍ରାମକୁ ଫେରିଥିଲେ। ୧ନମ୍ବର୍‌ ପ୍ଲାଟଫର୍ମରେ ଲାଗିଥିବା ଟ୍ରେନ୍‌ରୁ…

ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିବେ କେରଳରୁ ଫେରୁଥିବା ପ୍ରବାସୀ ଓଡ଼ିଆ, ଅଧିକାରୀ କଲେ ସମୀକ୍ଷା

ଜଟଣୀ,୨।୫(ଡି.ଏନ୍‌.ଏ.): କେରଳରୁ ଆସୁଥିବା ପ୍ରବାସୀ ଓଡ଼ିଆ ସ୍ବତନ୍ତ୍ର ଟ୍ରେନରେ ଶନିବାର ରାତିରେ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ପହଞ୍ଚିବେ। ଗଞ୍ଜାମ ଓ କୋରାପୁଟ ଜିଲାକୁ ଛାଡ଼ି ଅନ୍ୟ ଜିଲାର ୫ ଶହ ପ୍ରବାସୀ ଓଡ଼ିଆ ଏହି ଷ୍ଟେଶନରେ ଓହ୍ଲାଇ ବସ୍‌ ଯୋଗେ ବିଭିନ୍ନ…

ଖୋର୍ଦ୍ଧା ଜିଲାରେ କରୋନା ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର

ଖୋର୍ଦ୍ଧା ଅଫିସ,୨୯।୪: କୋରୋନା ପ୍ରସ୍ତୁତି ନେଇ ଖୋର୍ଦ୍ଧା ଜିଲାରେ ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ କୁମାର ସାମଲ । ବୁଧବାର ଆର୍‌ଡିସି ସାମଲ ଖୋର୍ଦ୍ଧା ଜିଲାପାଳଙ୍କ ସଦଭାବନା କକ୍ଷରେ ଜିଲାପାଳ ସିତାଂଶୁ ରାଉତଙ୍କ ସମେତ ଜିଲାର ବରିଷ୍ଠ ଅଧିକାରୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri