କଟକଣା ସତ୍ୱେ ହାଟରେ ଲୋକଙ୍କ ଭିଡ଼
ନିରାକାରପୁର, ୪ ।୪ (ଡ଼ି ଏ ନ ଏ ), ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ପୁରାତନ ସାପ୍ତାହିକ ହାଟରେ କଟକଣା ସତ୍ବେ ଶନିବାର ପ୍ରବଳ ଭିଡ ଦେଖିବାକୁ ମିଳିଥିଲା. ଦୁଇହଜାରରୁ ଉର୍ଧ୍ୱ ଗ୍ରାହକ ଓ ବ୍ୟବସାୟୀ ରୁଣ୍ଡ ହୋଇ…
ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ସମୟ ପରିବର୍ତନ
ଜଟଣୀ,୪/୪(ଡି.ଏନ୍.ଏ): ଜଟଣୀ ପୌରାଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟରେ ପରିବର୍ତ୍ତନ ହୋଇଛି। ଫଳ,ପନିପରିବା,ମାଛ,ମାଂସ,ଅଣ୍ଡା ଓ ଗ୍ରସେରୀ ଆଦି ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନ ସକାଳ ୭ ଟା ରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଖୋଲିବ । ସେହିପରି…
ଘରୁ ଗୋଡ କାଢିଲେ, କାର୍ଯ୍ୟାନୁଷ୍ଠାନ
ଖୋର୍ଦ୍ଧା ଅଫିସ,୪ ।୪ : ରାଜ୍ୟରେ କୋଭିଡ19 ଆକ୍ରାନ୍ତଙ୍କ ସଂଖ୍ଯା 20ରେ ପହଞ୍ଚିଛି। ସରକାର ଟୁଇନ ସିଟି ସମେତ ଭଦ୍ରକକୁ 48ଘଣ୍ଟା ଲାଗି ସମ୍ପଣ୍ଣ ସଟଡାଉନ କରିଛନ୍ତି। ଏନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଜିଲାପାଳ…
ସଚେତନତା ବାର୍ତ୍ତା ବାଣ୍ଟିଲେ ଛାତ୍ର, ମହିଳା
ଜଟଣୀ,୩ା୪(ଡି.ଏନ୍.ଏ.): କରୋନା ଭୂତାଣୁ ମୁକାବିଲା ନେଇ ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି ଅଷ୍ଟମଶ୍ରେଣୀ ଛାତ୍ର ମହେଶ ମହେନ୍ଦ୍ର ଏବଂ ସାମାଜିକ କର୍ମୀ ଗୌରୀ ସାହୁ। ଦୁହେଁ ଶୁକ୍ରବାର ଜଟଣୀ ନୂଆ ବସ୍ଷ୍ଟାଣ୍ଡ ଏବଂ ଗୋରୁହାଟ ଆଦି ଅଞ୍ଚଳର ଅସ୍ଥାୟୀ ପରିବା ଓ ମାଛ…
ଲକଡାଉନକୁ ଫୁ, ଗଁାରେ ଏକାଠି ଚାଲିଛି ତାସ୍ ଖେଳ
ନିରାକରାପୁର,୩।୪(ଡି.ଏନ.ଏ.)- କରୋନା ମୁକାବିଲା ଲାଗି ସାରା ଦେଶରେ ଲକ୍ଡାଉନ୍ ଚାଲିଥିବାବେଳେ ନିରାକାରପୁର ଅଞ୍ଚଳରେ କେତେଜଣ ଲୋକ ଏହାକୁ ବେଖାତିର କରୁଥିବାର ଦେଖିବାକୁ ମିଳିଛି। ଲକଡାଉନର ଅର୍ଥ ନ ବୁଝି ଏହି ଅଞ୍ଚଳର ଅନେକ ଗାଁରେ ଗୋଟିଏ ଜାଗାରେ ୧୦/୨୦ଜଣ ଲେଖାଏଁ ବସି…
ଏଣିକି ଗୋଟିଏ ସମୟ ଖୋଲିବ ହାଟ
ଖୋର୍ଦ୍ଧା ଅଫିସ,୩।୪: ମହାମାରୀ କରୋନା ମୁକାବିଲା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତିନି ସପ୍ତାହ ଲାଗି ଦେଶରେ ଲକ୍ଡାଉନ ଘୋଷଣା ହୋଇଛି। କିନ୍ତୁ ଖୋର୍ଦ୍ଧାରେ କେତେକ ଲୋକ ଏହାକୁ ବେଖାତିର କରି ବାହାରେ ବୁଲିବା ସହ ଅଯଥାରେ ହାଟଗୁଡ଼ିକରେ…
ଖୋର୍ଦ୍ଧାରେ ଗୋଟିଏ ସମୟ ଖୋଲିବ ହାଟ, ବାଇକ୍ରେ ବୁଲିଲେ କାର୍ଯ୍ୟାନୁଷ୍ଠାନ
ଖୋର୍ଦ୍ଧା ଅଫିସ,୨ା୪ : ମହାମାରୀର ରୂପ ନେଇଥିବା କୋଭିଡ-୧୯ (କରୋନା ଭାଇରସ)ର ମୁକାବିଲା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତିନି ସପ୍ତାହ ଲାଗି ଦେଶରେ ଲକ୍ଡାଉନ ଘୋଷଣା ହୋଇଛି। କିନ୍ତୁ ଖୋର୍ଦ୍ଧାରେ କେତେକ ଅସାମାଜିକ ଲୋକ ଏହାକୁ ବେଖାତିର…
କୋଭିଡ୍-୧୯ ଆଇନ ଉଲ୍ଲଂଘନ, ୮ ଗିରଫ
ଖୋର୍ଦ୍ଧା ଅଫିସ,୨ା୪ : କୋଭିଡ-୧୯ ଉଲ୍ଲଂଘନ ନେଇ ସଦର ଥାନା ପୋଲିସ ୮ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କାଇପଦର ଅଞ୍ଚଳର ସତ୍ୟରଞ୍ଜନ ସାହୁ(୨୧), ଟୁକୁନା ରାଉତରାୟ(୪୫), ଆଲାଉଦ୍ଦିନ(୪୮) ଓ ବାବୁ ପାତ୍ର, ଦେଇଳପୁଟର ସତ୍ୟବାନ ପାଲଟାସିଂ(୩୦) ଏବଂ ସିଆଲିଆର ସଞ୍ଜୟ…
୩୪ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଗଲା ଏମ୍ସ
ଖୋର୍ଦ୍ଧା ଅଫିସ,୨ା୪ : କୋଭିଡ-୧୯(କରୋନା ଭାଇରସ) ସଂକ୍ରମଣ ମୁକାବିଲା ଲାଗି ଦେଶରେ ଲକଡାଉନ ଜାରି ରହିଛି। ଏହି ଭୂତାଣୁକୁ ରୋକିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବହୁବିଧ ପଦକ୍ଷେପ ନିଆଯାଇଛି। ବୁଧବାର ସୁଦ୍ଧା ଖୋର୍ଦ୍ଧା ଜିଲାରୁ…
ଛାତ୍ର ଓମ୍ପ୍ରକାଶଙ୍କ ବଦାନ୍ୟତା
ଜଟଣୀ,୨।୪(ଡି.ଏନ.ଏ): ବର୍ତ୍ତମାନ କରୋନା କଟକଣା ଯୋଗୁ ସମସ୍ତେ ଘରର ଚାରିକାନ୍ଥ ମଧ୍ୟରେ ଆବଦ୍ଧ ହୋଇ ରହୁଛନ୍ତି। ମାତ୍ର ଏହି ସମୟରେ ସମାଜସେବା ଲାଗି ସାଇକେଲ ଧରି ବାହାରିପଡୁଛନ୍ତି ବାଛରାପାଟଣା ଅଞ୍ଚଳର ୮ମ ଶ୍ରେଣୀ ଛାତ୍ର ଓମ୍ପ୍ରକାଶ ନାୟକ। ଘରଲୋକେ ମନାକଲେ ବି…
ବିଧାୟକଙ୍କ କୃଷ୍ଣପ୍ରସାଦ ଲକଡାଉନ ଅଞ୍ଚଳ ପରିଦର୍ଶନ
କୃଷ୍ଣପ୍ରସାଦ,୧ା୪(ଡି.ଏନ୍.ଏ)- ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଲକଡାଉନ ଅଞ୍ଚଳକୁ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ବୁଧବାର ପରିଦର୍ଶନ କରିଛନ୍ତି। କରୋନା ସଂକ୍ରମଣରୁ ରକ୍ଷା ପାଇଁ ହୋଇଥିବା ଲକଡାଉନରେ ବିଭିନ୍ନ ସମସ୍ୟା ଉପରେ ବିଡିଓ ଅଭିମନ୍ୟୁ ମାଝି, ତହସିଲଦାର…
ସୁରଟ୍ରେ କୃଷ୍ଣପ୍ରସାଦ ବ୍ଲକର ୭ଜଣ ଶ୍ରମିକ ଅଟକ
କୃଷ୍ଣପ୍ରସାଦ,୧ା୪(ଡି.ଏନ୍.ଏ)-କରୋନା ମୁକାବିଲା ପାଇଁ ସରକାର ସାରା ଦେଶକୁ ୨୧ଦିନିଆ ଲକଡାଉନ କରିଛନ୍ତି। ଏହା ଯୋଗୁ ବିଭିନ୍ନ ଦେଶ, ରାଜ୍ୟ ବାହାରେ କାର୍ଯ୍ୟ କରୁତ୍ଥିବା ଅନେକ ଲୋକ ଘରୁ ନ ଆସିପାରି ଫସିଯାଇଛନ୍ତି। ସେହିଭଳି ଶ୍ରମିକ ଭାବେ କାର୍ଯ୍ୟ ପାଇଁ ଯାଇଥିବା କୃଷ୍ଣପ୍ରସାଦ…
Archives


