ଅସୁସ୍ଥ ମାଈ ହାତୀର ଚିକିତ୍ସା ଆରମ୍ଭ
ଭୁବନେଶ୍ୱର/ଖୋର୍ଦ୍ଧା ଅଫିସ/: ୧୮।୩(ବ୍ୟୁରୋ): ଟାଙ୍ଗୀ ବନଖଣ୍ଡ ସରପାରି ପଞ୍ଚାୟତ ବାଁବରଡ଼ା ମୌଜାସ୍ଥିତ ଚାରିବାଟିଆ ଗହିର ଜମିର ମଲାଗୁଣୀ ନଦୀ ପଠାରେ ଏକ ମାଈ ହାତୀ ଅସୁସ୍ଥ ହୋଇ ପଡ଼ି ରହିଛି। ଦନ୍ତାଟି କାହାକୁ ପାଖ ମଡ଼ାଇ ଦେଉ ନ ଥିଲା। କିଛି…
ଅସୁସ୍ଥ ମାଈ ହାତୀକୁ ଜଗି ବସିଛି ଦନ୍ତା: ପାଖ ମଡ଼ାଇ ଦେଉନି
ନିରାକାରପୁର, ୧୮।୩(ଡି.ଏନ୍.ଏ.): ଟାଙ୍ଗୀ ବନଖଣ୍ଡ ସରପାରି ପଞ୍ଚାୟତ ବାଁବରଡ଼ା ମୌଜାସ୍ଥିତ ଚାରିବାଟିଆ ଗହିର ଜମିର ମଲାଗୁଣୀ ନଦୀ ପଠାରେ ଏକ ମାଈ ହାତୀ ଅସୁସ୍ଥ ହୋଇ ପଡ଼ି ରହିଛି। ନିକଟରେ ଏକ ଦନ୍ତା ତାକୁ ଜଗି ବସିଥିବା ଦେଖିବାକୁ ମିଳୁଛି। ଦନ୍ତା…
ହରିରାଜପୁର ମେଳଣରେ ଲାଗିଲା ୧୪୪ ଧାରା
ଡେଲାଙ୍ଗ/ ଜଟଣୀ, ୧୭।୩(ଡି.ଏନ୍.ଏ): ମହାମାରୀ କରୋନା ବିଶ୍ୱରେ କାୟା ବିସ୍ତାର ଚଳାଇଥିବାବେଳେ ପ୍ରତିଷେଧକ ପାଇଁ ସରକାରଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶ ରହିଛି। ତେବେ ଓଡ଼ିଶା ପ୍ରସିଦ୍ଧ ଶ୍ରୀ ଶ୍ରୀ ପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ହରିରାଜପୁର ମେଳଣ ମଙ୍ଗଳବାର ଉଦ୍ଯାପନୀ ହୋଇଥାନ୍ତା। ଏହି…
ଅଗ୍ନିକାଣ୍ଡ: ୪ ବଖରା ସମେତ ଜଳିଗଲା ଧାନଚାଉଳ
ନିରାକାରପୁର,୧୪।୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଓଳସିଂହ ବଜାର ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ରବି ନାରାୟଣ ପୃଷ୍ଟି, ଦୁଃଖୀଶ୍ୟାମ ତ୍ରିପାଠୀଙ୍କର ୪ ବଖରା ସମତେ ୫ କ୍ୱିଣ୍ଟାଲ ଚାଉଳ, ୧୦ ବସ୍ତା ଧାନ ଏବଂ ଅନ୍ୟାନ୍ୟ ସାମଗ୍ରୀ ଜଳିପୋଡ଼ି ପାଉଁଶ…
ମଙ୍ଗୁଳି ଜେନା ହତ୍ୟା ଘଟଣା ଫାଇଲରେ ଡୋରି
ଖୋର୍ଦ୍ଧା ଅଫିସ, ୧୪।୩: ଖୋର୍ଦ୍ଧା ଜିଲା ସଦର ମହକୁମାରେ ଗତ ୨୦୧୯ ଏପ୍ରିଲ ୧୪ରେ ଭାଜପା ନେତା ମଙ୍ଗୁଳି ଜେନାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ତେବେ ଏହି ଘଟଣା ଆଜକୁ ୧୧ ମାସ ବିତି ଯାଇଥିଲେ ମଧ୍ୟ ପୋଲିସ…
ଅହରହ ଗର୍ଜୁଛି ବେଆଇନ ବ୍ଲାଷ୍ଟିଂ
ଖୋର୍ଦ୍ଧା ଅଫିସ,୧୪।୩: ଖୋର୍ଦ୍ଧା ଜିଲାରେ ବଢି ଚାଲିଛି ବେଆଇନ ଖଣି ମାଫିଆଙ୍କ ଉତ୍ପାତ। ପାହାଡରେ ଅହରହ ଗର୍ଜୁଛି ବେଆଇନ ବ୍ଲାଷ୍ଟିଂ। ଧ୍ୱଂସ ପାଉଛି ପାହାଡ। ଏଥିଯୋଗୁ ବାୟୁମଣ୍ଡଳ ପ୍ରଦୂଷିତ ହେବାରେ ଲାଗିଛି। ପାହାଡରେ ଥିବା ଔଷଧୀୟ ବୃକ୍ଷ ଲୋପ ପାଇବାକୁ ବସିଛି।…
୭ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଘଟଣା: ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
ଜଟଣୀ,୧୪।୩(ଡି.ଏନ.ଏ): ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ୫୮ ବର୍ଷୀୟ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଜଟଣୀ ବ୍ଲକ ଅନ୍ତର୍ଗତ ଏକ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହା ଘଟିଛି। ଏ ନେଇ ଛାତ୍ରୀଙ୍କ ପିତା ବିଭାଗୀୟ କର୍ତ୍ତୃପକ୍ଷଙ୍କ…
ନନ୍ଦନକାନନକୁ ଆସିବେ ୪ ଅଣ୍ଡିରା ସିଂହ, ୨ କୋକିଶିଆଳି
ବାରଙ୍ଗ,୧୩।୩(ଡି.ଏନ୍.ଏ.): ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟାରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଏଥର ଆସିବେ ୪ ଅଣ୍ଡିରା ସିଂହ। ଏଥିପାଇଁ ୫ଜଣିଆ ଟିମ ଆସନ୍ତା ୧୬ ତାରିଖରେ ଏହି ନୂଆ ଅତିଥିଙ୍କୁ ଆଣିବାକୁ ଛତିଶଗଡ଼ର କାନନପେଣ୍ଡାରୀ ଜୁଲୋଜିକାଲ ଗାର୍ଡେନ ବିଳାସପୁର ଚିଡିଆଖାନାକୁ ଯିବେ। ସିଂହ…
ମୂଳ ସ୍କୁଲକୁ ଫେରିଲେ ବଦଳି ଶିକ୍ଷକ
ବାଳକାଟୀ,୧୨ା୩(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଲିଅନ୍ତା ବ୍ଲକରେ ଗୋଟିଏ ସାଦା କାଗଜରେ ହୋଇଥିବା ୨୦ ଶିକ୍ଷକଙ୍କ ବଦଳି ମୌଖିକ ଭାବେ ପ୍ରତ୍ୟାହାର ହୋଇଛି। ଦୋଳପୂର୍ଣ୍ଣିମା ତଥା ଛୁଟି ପୂର୍ବଦିନ ଫୋନ ଯୋଗେ ସମ୍ପୃକ୍ତ ଶିକ୍ଷକମାନଙ୍କୁ ମୂଳ ସ୍କୁଲକୁ ଫେରିଯିବାକୁ ନିର୍ଦ୍ଦେଶ ଆସିବା ପରେ…
ବରଙ୍କୁ ବେଦିରୁ ଉଠାଇନେଲା ପୋଲିସ
ଖୋର୍ଦ୍ଧା ଅଫିସ, ୧୨ା୩: ପ୍ରଥମ ସ୍ତ୍ରୀ ଥାଇ ୨ୟ ବିବାହ କରୁଥିବା ଅଭିଯୋଗରେ ସ୍ବାମୀକୁ ବାହାବେଦିରୁ ଉଠାଇ ନେଇଛି ପୋଲିସ। ଏ ନେଇ ସ୍ବାମୀ ହଟହଟା ହେବା ସହ ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ପୋଲିସ୍…
ବ୍ରାଉନ୍ସୁଗାର ବିକି ୨ଜଣ ବନ୍ଧା ହେଲେ
ଖୋର୍ଦ୍ଧା ଅଫିସ,୧୦।୩: ବ୍ରାଉନ୍ସୁଗାର ବିକ୍ରି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ମଙ୍ଗଳବାର ୨ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ଉକ୍ତ ଥାନା ଅଧୀନ କେରଙ୍ଗ ମସିନଗର ଗ୍ରାମର ଏସ୍.କେ. ଅମନ(୪୨) ଏବଂ ଏସ୍.କେ. ହବିବ୍(୫୦)। ପୋଲିସଠାରୁ ମିଳିଥିବା…
ଜାଲ ନୋଟ କାରବାର: ୨ଜଣଙ୍କୁ ଗିରଫ କଲା ଆଦର୍ଶ ଥାନା ପୋଲିସ
ଖୋର୍ଦ୍ଧା ଅଫିସ,୧୦।୩: ଜାଲ ନୋଟ କାରବାର ଅଭିଯୋଗରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ମଙ୍ଗଳବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସଠାରୁ ମିଳିଥିବା ସୂଚନାନୁଯାୟୀ, ଗତ କିଛିଦିନ ଧରି ଖୋର୍ଦ୍ଧା ସହରରେ ଜାଲ ନୋଟ କାରବାର ହେଉଥିବା ନେଇ ଅଭିଯୋଗ ହୋଇ…
Archives


