ହରିରାଜପୁର ମେଳଣ ୧୪ରୁ: ଆତସବାଜି ପ୍ରଦର୍ଶନ ପାଇଁ ହେବ ୪୦ ବାଣ ପାଲି
ଜଟଣୀ, ୯।୩(ଡି.ଏନ.ଏ.): ଓଡ଼ିଶା ପ୍ରସିଦ୍ଧ ହରିରାଜପୁର ପଞ୍ଚୁଦୋଳ ମେଳଣ ପାଇଁ ଏହାର ପରିଚାଳନା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଜଟଣୀ ନିକଟବର୍ତ୍ତୀ ହରିରାଜପୁରସ୍ଥିତ ଶ୍ରୀପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ଏହି ମେଳଣର ଜମାଣ ଉତ୍ସବ ଆସନ୍ତା ୧୪ରୁ ୧୭ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ…
ମୋବାଇଲ ନିଶା: ବାପା ଦେବାକୁ ମନା କରିବାରୁ ନାବାଳକଙ୍କ ଆତ୍ମହତ୍ୟା ଉଦ୍ୟମ
ଖୋର୍ଦ୍ଧା ଅଫିସ,୮।୩: ଆଜିକାଲି ପିଲାଠାରୁ ବୟସ୍କ ଯାଏ ସମସ୍ତଙ୍କୁ ମୋବାଇଲ ନିଶା ଘାରିଛି। ଏପରିକି ମୋବାଇଲ ପାଇଁ ଜୀବନ ମଧ୍ୟ ହାରିବାକୁ ପଛାଉନାହାନ୍ତି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲା ଦଶପଲା ବ୍ଲକ ସାତପାଟନା ଗାଁରେ। ଏହି ଗାଁର…
ଖୋର୍ଦ୍ଧାରୋଡ଼ ଡିଭିଜନର ମହିଳା ଦିବସ ଅଭିଯାନ: ମହିଳା କର୍ମଚାରୀଙ୍କ ଦ୍ୱାରା ଚାଲିଲା ଟ୍ରେନ୍
ଜଟଣୀ,୮।୩(ଡି.ଏନ.ଏ.): ମାର୍ଚ୍ଚ ୮ରେ ବିଶ୍ୱ ମହିଳା ଦିବସ। ଏହି ପରିପ୍ରେକ୍ଷୀରେ ମହିଳାଙ୍କୁ ସମ୍ମାନ ଜଣାଇ ଖୋର୍ଦ୍ଧାରୋଡ଼ ରେଳ ଡିଭିଜନ ମାର୍ଚ୍ଚ ୧ରୁ ୧୦ ତାରିଖ ପର୍ଯ୍ୟନ୍ତ ଏହି ଦିବସ ପାଳନ କରୁଛି। ଏଥିପାଇଁ ବିଶ୍ୱ ମହିଳା ଦିବସ ଅଭିଯାନ ନାମରେ ବିଭିନ୍ନ…
ବେଗୁନିଆରୁ ୧୦ ଗ୍ରାମ୍ ବ୍ରାଉନ୍ସୁଗାର ଜବତ, ଜଣେ ଗିରଫ
ଖୋର୍ଦ୍ଧା ଅଫିସ୍/ବେଗୁନିଆ, ୫ା୩(ଡି.ଏନ୍.ଏ.): ବ୍ରାଉନ୍ସୁଗାର ବିକ୍ରି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ପୋଲିସ ମଙ୍ଗଳବାର ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବାଘମାରୀ ଥାନା ଅନ୍ତର୍ଗତ ପୋଡାଡିହ ଗ୍ରାମର ନବକିଶୋର ସାହୁ (୩୮)। ନବକିଶୋର ଦୀର୍ଘଦିନ ହେଲା…
ପଟିଆ ଜଙ୍ଗଲରୁ ହାତୀର ମୃତଦେହ ଉଦ୍ଧାର
ନିରାକାରପୁର, ୨୭।୨(ଡି.ଏନ୍.ଏ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନବିଭାଗ ଅଧୀନରେ ଥିବା ପଟିଆ ଜଙ୍ଗଲରୁ ଗୁରୁବାର ଏକ ମାଈ ହାତୀର ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ ଓୟୁଏଟି, ଭୁବନେଶ୍ୱର ବିଶେଷଜ୍ଞ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ହାତୀର ବୟସ ପାଖାପାଖି ୪୦ ହେବ।…
‘ସରକାରଙ୍କ ତ୍ରୁଟି ଯୋଗୁ ୨୩ ଗାଁର ଜମି ଜଗନ୍ନାଥଙ୍କ ନାମରେ’
ଭୁବନେଶ୍ୱର,୧୩ା୨(ବ୍ୟୁରୋ): ସେଟଲ୍ମେଣ୍ଟ ଅଫିସରଙ୍କ ତ୍ରୁଟି ଯୋଗୁ ଜଟଣୀ ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୨୩ଟି ଗଁ।ର ସାଧାରଣ ଲୋକଙ୍କ ସ୍ଥିତିବାନ ସମ୍ପତ୍ତି ଏବେ ଜଗନ୍ନାଥଙ୍କ ଜମିରେ ପରିଣତ ହୋଇଯାଇଛି। ଫଳରେ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଥିବା ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ…
ଟ୍ରାଫିକ ନିୟମର ବାର୍ତ୍ତା ବାଣ୍ଟିଲେ ପିଲା
ବେଗୁନିଆ, ୧୩ା୨ (ଡି.ଏନ୍.ଏ): ବେଗୁନିଆ ସଦର ମହକୁମାରେ ବୁଧବାର ଟ୍ରାଫିକ ନିୟମର ବାର୍ତ୍ତା ଛୋଟ ପିଲାମାନେ ବାଣ୍ଟୁଥିବାର ଦେଖିବାକୁ ମିଳିଥିଲା। ତେବେ ପିଲାମାନେ ବିଭିନ୍ନ ପ୍ରକାର କୋତୁକିଆ ପୋଷାକରେ ପିନ୍ଧି ରାସ୍ତା ଘାଟରେ ଯାତାୟାତ କରୁଥିବା ଲୋକମାନଙ୍କୁ ଅନେକ ଶିକ୍ଷଣୀୟ ବିଷୟରେ…
ଏପ୍ରିଲ ୧ରେ ଲକ୍ଷେ ପ୍ରେରଣା ଗ୍ରୀନ୍ ଆର୍ମିଙ୍କ ସମାବେଶ
ବେଗୁନିଆ, ୧୩ା୨(ଡି.ଏନ୍.ଏ): ବିପ୍ଲବର ମାଟି ଖୋର୍ଦ୍ଧା। ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ଆରମ୍ଭ ହୋଇଥିଲା ଖୋର୍ଦ୍ଧାରୁ। ଏବେ ସମଗ୍ର ବିଶ୍ୱର ମହାସଙ୍କଟ ହେଉଛି, କ୍ଲାଇମେଟ ଚେଞ୍ଜ, ଗ୍ଲୋବାଲ ୱାରମିଂ, ପରିବେଶ ପ୍ରଦୂଷଣ ଆଦି ସମସ୍ୟା। ଏହାର ପ୍ରଭାବରେ ପୃଥିବୀର ବହୁ ଜୀବଜନ୍ତୁ…
ନବନିର୍ମାଣ କୃଷକ ସଙ୍ଗଠନର ନ୍ୟାୟ ଯାତ୍ରା
ବୋଲଗଡ,୧୩ା୨(ଡି.ଏନ.ଏ.): ଚାଷୀମାନଙ୍କ ନ୍ୟାଯ୍ୟ ଦାବି ହାସଲ ପାଇଁ ସଂଗ୍ରାମ ଚଳାଇଥିବା ନବନିର୍ମାଣ କୃଷକ ସଙ୍ଗଠନର ନ୍ୟାୟ ଯାତ୍ରା ବୁଧବାର ବୋଲଗଡ଼ ବ୍ଲକ ସାଗରଗଁା ପଞ୍ଚାୟତରେ ପହଞ୍ଚତ୍ଥିଲା। ସଙ୍ଗଠନର ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦଙ୍କ ନେତୃତ୍ୱରେ ଆସିଥିବା କର୍ମକର୍ତ୍ତାଙ୍କୁ ପାଇକ ସମରକଳା ପ୍ରଦର୍ଶନ…
ତାଲିକା ପ୍ରକାଶ ପରେ କୁହୁଳୁଛି ଅସନ୍ତୋଷ
ବେଗୁନିଆ, ୧୩ା୨(ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଯୋଗ୍ୟ ହିତାଧିକାରୀମାନେ ବଞ୍ଚିତ ରହିଥିଲେ। ଏମାନଙ୍କ ପାଇଁ ନୂତନ ଗୃହ ପ୍ରଦାନ ନିମନ୍ତେ ନାମ ତାଲିକା ପ୍ରକାଶ ପାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଓଡ଼ିଶାଙ୍କ ପତ୍ର ସଂଖ୍ୟା ୩୨୬୮ରେ ଜାନୁୟାରୀ ୭…
ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ବ୍ଲକ ଯୋଗାଣ ନିରୀକ୍ଷକ
ଜଟଣୀ,୭।୨(ଡି.ଏନ.ଏ.): ଖୋର୍ଦ୍ଧା ବ୍ଲକର ମହିଳା ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିଆରୀ ୨୦ ହଜାର ଟଙ୍କା ଲାଞ୍ଚ ଡିଲରମାନଙ୍କଠାରୁ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଗୁରୁବାର ଧରା ପଡ଼ିଛନ୍ତି। ପ୍ରତିମାସରେ କିରୋସିନ ଉଠାଣ ଅନୁମତି ଦେବା ପାଇଁ ଡିଲରମାନଙ୍କଠାରୁ ଲିଟର ପିଛା ୮୦…
ଚିଲିକାରେ ୧୪୨ ମାଛଧରା ଡଙ୍ଗା ଯାଞ୍ଚ
ବାଲୁଗାଁ, ୫-୨(ଡି.ଏନ.ଏ.):ଚିଲିକାରେ ଡଙ୍ଗାବୁଡ଼ି ଘଟଣା ପରେ ପ୍ରଶାସନର ଚେତା ପଶିଛି। ଅସୁରକ୍ଷିତ ଭାବେ ଯାତ୍ରୀ ପରିବହନ କରୁଥିବା ମାଛଧରା ଓ ଯାତ୍ରୀବାହୀ ଡଙ୍ଗା ଯାଞ୍ଚ ପାଇଁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଏକ ଟାସ୍କଫୋର୍ସ ଟିମ୍ ଗଠନ କରାଯାଇଛି। ଏହି ଟିମ୍…
Archives


