ଖୋର୍ଦ୍ଧା

ଚିଲିକା ଡଙ୍ଗାବୁଡ଼ି ଘଟଣାରେ ୪ ଗିରଫ

ବାଲୁଗାଁ,୩।୨(ଡି.ଏନ୍‌.ଏ.): ରବିବାର ସନ୍ଧ୍ୟାରେ ଚିଲିକା ଡଙ୍ଗା ବୁଡ଼ି ଘଟଣାରେ ସମ୍ପୃକ୍ତ ଡଙ୍ଗା ମାଲିକଙ୍କ ସମେତ ୪ ଜଣଙ୍କୁ ବାଲୁଗାଁ ଥାନା ପୋଲିସ ଗିରଫ କରିଛି। ଅନ୍ୟପକ୍ଷେ ଚିଲିକାରେ ବିନା ଲାଇସେନ୍ସରେ ଚଳାଚଳ କରୁଥିବା ଯାତ୍ରୀବାହୀ ଓ ମାଛଧରା ଡଙ୍ଗା ମାଲିକଙ୍କ ବିରୋଧରେ…

ପୁଣି ଚିଲିକାରେ ବୁଡିଗଲା ଡଙ୍ଗା: ୫ ଗୁରୁତର

ବାଲୁଗାଁ,୨।୨(ଡି.ଏନ.ଏ.): ପୁଣି ଚିଲିକାରେ ଡଙ୍ଗା ବୁଡିଛି। ରବିବାର ୨୫ ଜଣ ଯାତ୍ରୀ କାଳିଜାଇ ଦର୍ଶନ ସାରି ଡଙ୍ଗାରେ ଫେରୁଥିବାବେଳେ ଚିଲିକା ମଝିରେ ଡଙ୍ଗାଟି ବୁଡିଯାଇଥିଲା। ଫଳରେ ସେଥିରେ ଥିବା ଯାତ୍ରୀଙ୍କୁ ଅନ୍ୟ ମତ୍ସ୍ୟଜୀବୀ ଡ଼ଙ୍ଗାରେ ଉଦ୍ଧାର କରିଥିଲେ। ସେମାନଙ୍କ ମଧ୍ୟରୁ ୫…

ଖଣିରେ ଚଢ଼ାଉ ବେଳେ ଚଢ଼ିଗଲା ଟ୍ରକ୍‌: ଶ୍ରମିକ ମୃତ, ୧୫ ପାୱାରଟିଲର, ୧ ଜେସିବି ଜବତ

ଖୋର୍ଦ୍ଧା ଅଫିସ,୧।୨: ଖୋର୍ଦ୍ଧା ପୋଲିସ ଜିଲା ଜଙ୍କିଆ ଥାନାର ଅଁଳାଯୋଡି ମାଙ୍କଡାପଥର ଖଣି ଉପରେ ଶୁକ୍ରବାର ଚଢ଼ାଉ ସମୟରେ ଟ୍ରକ ଚଢ଼ି ଯିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମଳିପଡା ସୁରେଶ ସାମନ୍ତରାୟ(୪୮)। ଜଙ୍କିଆ ଥାନା ପୋଲିସ ନଂ. ୨୮/୨୦ରେ…

ପୋଷା କୁକୁର ଯୋଗୁ ପରିବାର ଲୋକଙ୍କ ଜୀବନ ରକ୍ଷା ହେଲା

ଜଟଣୀ,୧।୨(ଡି.ଏନ.ଏ.): ପୋଷା କୁକୁର ନାଗ ସାପକୁ ଅଟକାଇବା ଦ୍ୱାରା ପରିବାର ଲୋକଙ୍କ ଜୀବନ ରକ୍ଷା ହୋଇଛି। ଏଭଳି ଦେଖିବାକୁ ମଳିଛି ଜଟଣୀ କୁଦିଆରୀ ଗ୍ରାମରେ ସରୋଜ ସ୍ବାଇଁ ଓ ମନୋଜ ସ୍ବାଇଁଙ୍କ ଘରେ। ଶୁକ୍ରବାର ଅପରାହ୍ନରେ ହଠାତ୍‌ ପୋଷା କୁକୁର ଦୁଇଟି…

ନିର୍ଯାତନା ଅଭିଯୋଗ: ଉଦ୍ଧାର ହେଲେ ୭ ଫେରାର ଯୁବତୀ

ଖୋର୍ଦ୍ଧା ଅଫିସ,୩୧।୧: ଖୋର୍ଦ୍ଧା ପୌର ପରିଷଦର ସାମନ୍ତରାପୁରସ୍ଥିତ ସ୍ବେଚ୍ଛାସେବୀ ଅନୁଷ୍ଠାନର ଉଜାଲା ଗୃହରେ ରହୁଥିବା ୭ ଜଣ ଅସହାୟ ଯୁବତୀ ଗୁରୁବାର ସନ୍ଧ୍ୟାରେ ଫେରାର ହୋଇଯାଇଥିଲେ। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଖୋର୍ଦ୍ଧାର ବିଭିନ୍ନ ସ୍ଥାନରେ ଚଢାଉ କରି ଉଦ୍ଧାର…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି

ଖୋର୍ଦ୍ଧା ଅଫିସ,୩୦ା୧:  ଖୋର୍ଦ୍ଧା ମ୍ୟୁନିସିପାଲିଟିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବାର ମୁଖ୍ୟମନ୍ତ୍ରୀ ଓ ଖୋର୍ଦ୍ଧା ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ୪ ପର୍ଯ୍ୟାୟର ଫଟୋ ଉତ୍ତୋଳନ ଓ ୪ ପର୍ଯ୍ୟାୟର ବିଲ୍‌…

ନିଶାବେପାରୀଙ୍କ ଘରୁ ବୋମା, ମାରାଣାସ୍ତ୍ର, ମଦ ଜବତ

ଜଟଣୀ,୩୦ା୧(ଡି.ଏନ.ଏ.): ଜଟଣୀ ଥାନା ବାଲିଛକ ମୁଣ୍ଡିଆସାହିରେ ଜଣେ ନିଶା ମାଫିଆଙ୍କ ଘର ଉପରେ ଜଟଣୀ ପୋଲିସ ମଙ୍ଗଳବାର ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ନିଶାବେପାରୀ ଖସି ଯାଇଥିଲେ। ହେଲେ ଘର ମଧ୍ୟରୁ ଖଣ୍ଡା ଆଦି ବିଭିନ୍ନ ମାରଣାସ୍ତ୍ର, ୧୧ଟି ବୋମା, ୨୫…

ପୋଲିସର ମନମୁଖୀ କାର୍ଯ୍ୟକଳାପ ବିରୋଧରେ ଗ୍ରାମବାସୀଙ୍କ ଧାରଣା

ଖୋର୍ଦ୍ଧା ଅଫିସ,୨୮।୧: ଖୋର୍ଦ୍ଧା ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡି ପୋଲିସର ମନମୁଖୀ କାର୍ଯ୍ୟକଳାପକୁ ବିରୋଧ କରି ମଙ୍ଗଳବାର ହାଟବସ୍ତ ଗ୍ରାମବାସୀ ଫାଣ୍ଡି ସମ୍ମୁଖରେ ଧାରଣା ଦେଇଛନ୍ତି। ପୋଲିସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ…

ବାର୍ଡ ଫ୍ଲୁ ସନ୍ଦେହ: ବିଦେଶାଗତ ପକ୍ଷୀଙ୍କ ନମୁନା ସଂଗ୍ରହ

ବାଲୁଗାଁ, ୨୮।୧(ଡି.ଏନ.ଏ ): ଭୁବନେଶ୍ୱରରେ ବାର୍ଡ଼ ଫ୍ଲୁ ଭୁତାଣୁ ଚିହ୍ନଟ ହେବାପରେ ଚିଲିକାରେ ବିଦେଶୀ ପକ୍ଷୀଙ୍କୁ ବ୍ୟାପିବା ଆଶଙ୍କା ନେଇ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସକାଳୁ ବାଲୁଗାଁ ପଶୁ ଚିକତ୍ସା ବିଭାଗ ଓ…

ପରିବା ବ୍ୟବସାୟୀଙ୍କୁ ଗୁଳିମାଡ଼

ବାରଙ୍ଗ,୨୭।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ନନ୍ଦନକାନନ ଥାନା ଅଧିନସ୍ଥ ପଦାସାହି ଗ୍ରାମମୁଣ୍ଡରେ ସୋମବାର ସକାଳେ ଗୁଳିମାଡ଼ ହୋଇଛି। ଗୁଳିମାଡ଼ରେ ଢାଓ୍ବା ଗ୍ରାମର ସମୀର କାଣ୍ଡି ନାମକ ପରିବା ବ୍ୟବସାୟୀ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସମୀର ଓ ତାଙ୍କର ଜଣେ ସହଯୋଗୀ ଏକ…

ଖୋର୍ଦ୍ଧା ହେଉଛି ବୀର ପାଇକମାନଙ୍କ ମାଟି : ଜିଲାପାଳ

ଖୋର୍ଦ୍ଧା ଅଫିସ,୨୬।୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ବିଜେବି ହାଇସ୍କୁଲ ଖେଳପଡ଼ିଆରେ ରବିବାର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି…

ବନ୍ଧୁକ ମୁନରେ ଲୁଟିନେଲେ ୨୩ ଲକ୍ଷ

ଖୋର୍ଦ୍ଧା ଅଫିସ,୨୪।୧: ଖୋର୍ଦ୍ଧା ଆଦର୍ଶ ଥାନା ସତ୍ୟସାଇ ମନ୍ଦିର ରାସ୍ତାରେ ଶୁକ୍ରବାର ଲୁଟ ହୋଇଛି। ୨୩ ଲକ୍ଷ ଏଲ୍‌ଆଇସି ବୀମା ଟଙ୍କା ବ୍ୟାଙ୍କରେ ଜମା କରିବା ଲାଗି ଜଣେ କର୍ମଚାରୀ ଯାଉଥିବା ବେଳେ ତାଙ୍କଠାରୁ ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଛନ୍ତି। ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri