ଖୋର୍ଦ୍ଧା

ତୋଟାପଡ଼ାରେ ଗୋଷ୍ଠୀ ସଂଘର୍ଷ: ଟେକାପଥର ମାଡ଼କୁ ନେଇ ୯ ଅଟକ; ୧୪୪ ଧାରା ଜାରି

ଖୋର୍ଦ୍ଧା ଅଫିସ,୭ା୪ : ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ତୋଟପଡାରେ ମଙ୍ଗଳବାର ଅପରାହ୍ନରେ ଗୋଷ୍ଠି ସଂଘର୍ଷ ଘଟିଛି। କୌଣସି କାରଣକୁ ନେଇ ଦୁଇ ଗୋଷ୍ଠି ମୁହାଁମୁହିଁ ହୋଇଥିଲେ। ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଟେକାପଥର…

ରାଜ୍ୟରେ ପ୍ରଥମ କରୋନା ମୃତ୍ୟୁ

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେ ଭୁବନେଶ୍ୱର ଝାରପଡା ଅଞ୍ଚଳର ୭୨ବର୍ଷୀୟ ବୃଦ୍ଧ ଅଟନ୍ତି। ଗତ ୪ତାରିଖରୁ ଅସୁସ୍ଥତା ଯୋଗୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ତାଙ୍କର ସୋମବାର ମୃତ୍ୟୁ ହୋଇଥିଲା। ନମୂନା ପରୀକ୍ଷଣ ପରେ…

ସଂକ୍ରମଣ ଭୟ ନାହିଁ, କାମରେ ବ୍ୟସ୍ତ ପୌର କର୍ମଚାରୀ

ଖୋର୍ଦ୍ଧା ଅଫିସ,୬ା୪: ସାରା ବିଶ୍ୱ ଏବେ କରୋନା ଆତଙ୍କରେ କବଳିତ। କୋଭିଡ-୧୯ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକଡାଉନ ବଳବତ୍ତର ରହିଛି। ରାଜ୍ୟରେ ସଂକ୍ରମିତ ସଂଖ୍ୟା ବଢ଼ୁଥିବା ଦେଖି ସରକାରଙ୍କ ପକ୍ଷରୁ ସତର୍କତମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଅତ୍ୟାବଶ୍ୟକ ସାମଗ୍ରୀକୁ…

ଖୋର୍ଦ୍ଧା ଜିଲାରେ ୧୬୪ଜଣଙ୍କ ନମୁନା ନେଗେଟିଭ

ଖୋର୍ଦ୍ଧା ଅଫିସ,୬ା୪: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ କୋଭିଡ-୧୯ ଭୂତାଣୁ ସଂକ୍ରମଣ ନିୟନ୍ତ୍ରଣ ଲାଗି ପ୍ରଚେଷ୍ଟା ଜାରି ରହିଛି। ଶନିବାର ସୁଦ୍ଧା ଖୋର୍ଦ୍ଧା, ଟାଙ୍ଗୀ, ବୋଲଗଡ଼ ଏବଂ ବାଳକାଟୀ ସ୍ବାସ୍ଥ୍ୟ ପରୀକ୍ଷା କେନ୍ଦ୍ରରୁ ୧୬୪ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଯାଇଥିଲା। ସମସ୍ତଙ୍କ…

ଖୋର୍ଦ୍ଧାରୋଡ୍‌ ରେଲୱେ ପକ୍ଷରୁ ହାଓଡ଼ାକୁ ଅଣ୍ଡା ପରିବହନ

ଜଟଣୀ,୬ା୪(ଡି.ଏନ୍‌.ଏ.): ଦେଶସାରା ଲକ୍‌ଡାଉନ୍‌ ଘୋଷଣା ଯୋଗୁ ରେଲୱେର ଯାତ୍ରୀବାହୀ ଟ୍ରେନ ଚଳାଚଳ ବନ୍ଦ ରହିଛି। ହେଲେ ରେଲୱେ ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ପରିବାହନ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଯଶବନ୍ତପୁର-ହାୱଡ଼ା ସମୟ ସାରଣୀ ସ୍ବତନ୍ତ୍ର ପାର୍ସଲ କାରଗୋ ଟ୍ରେନ୍‌ରେ ଅତ୍ୟାବଶ୍ୟକ ସାମଗ୍ରୀ…

ଭୁବନେଶ୍ୱରରେ ଏବେ ୩୦ କରୋନା ଆକ୍ରାନ୍ତ ଚିକିତ୍ସିତ: ବମିଖାଲର ସବୁ ଆକ୍ରାନ୍ତ ଗୋଟିଏ ପରିବାରର

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ୩୯ରେ ପହଞ୍ଚିଛି। ଏଥିରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୭ଜଣ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱରର ୩୦ଜଣ ରହିଛନ୍ତି। ଗତ ୩ଦିନ ମଧ୍ୟରେ…

ପୋଲିସ ଦେଖି ଦ୍ରୁତ ବାଇକ୍‌ ଚାଳନା, ସଚେତନ କଲେ ପ୍ରଶାସନ

ଜଟଣୀ,୫ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ଲାଗି ଲକଡାଉନ ଘୋଷଣା ହୋଇଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲାରହିଛି। ଏଥିରେ ମଧ୍ୟ ଭିଡ ଜମିବାରୁ ସହରର ପ୍ରାୟ ହାଟ, ବଜାରକୁ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଖୋଲିବାକୁ ନିର୍ଦ୍ଦେଶ ରହିଛି। ଏଥିପାଇଁ ଲୋକଙ୍କୁ ପରିବା…

ସଂକ୍ରମଣ ଭୟ ନ କରି କାମରେ ବ୍ୟସ୍ତ ପୌର କର୍ମଚାରୀ

ଖୋର୍ଦ୍ଧା ଅଫିସ,୫ା୪ : ସାରା ବିଶ୍ୱ ଏବେ କରୋନା ଆତଙ୍କରେ କବଳିତ। କୋଭିଡ-୧୯ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକଡାଉନ ବଳବତ୍ତର ରହିଛି। ରାଜ୍ୟରେ ସଂକ୍ରମିତ ସଂଖ୍ୟା ବଢ଼ୁଥିବା ଦେଖି ସରକାରଙ୍କ ପକ୍ଷରୁ ସତର୍କତମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଅତ୍ୟାବଶ୍ୟକ…

ଗରିବ, ବୁଲା ଗୋରୁଙ୍କୁ ଖାଦ୍ୟ ଯୋଗଉଛନ୍ତି ସ୍ବେଚ୍ଛାସେବୀ

ଖୋର୍ଦ୍ଧା ଅଫିସ,୪ା୪ : ବିଶ୍ୱରେ କରୋନା ଭୂତାଣୁ ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ସାରା ଦେଶରେ ଲକଡାଉନ ଚାଲିଥିବାବେଳେ ଅନେକ ଗରିବ, ନିରାଶ୍ରୟ, ଦିନମଜୁରିଆମାନେ ଖାଦ୍ୟ ନ ପାଇ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସମୟରେ ଅସହାୟ, ବୃଦ୍ଧାବୃଦ୍ଧ…

୨ ହଜାରରୁ ଊର୍ଦ୍ଧ୍ୱ ନିରାଶ୍ରୟଙ୍କୁ ରନ୍ଧା ଖାଦ୍ୟ ଦେଲା ବିଏମ୍‌ସି

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱରରେ ଥିବା ୨ ହଜାରରୁ ଊର୍ଦ୍ଧ୍ୱ ଭୂମିହୀନ, ନିରାଶ୍ରୟ ଓ ଭିକାରୀଙ୍କୁ ରନ୍ଧ୍ୟା ଖାଦ୍ୟ ବଂଟାଯାଇଛି । ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର ଦଳ ରବିବାର ମଧ୍ୟାହ୍ନରେ ବିଭିନ୍ନ ସ୍ଥାନରେ ରନ୍ଧ୍ୟା ଖାଦ୍ୟ…

୧୯ ଘଣ୍ଟିଆ ସଟ ଡାଉନ ଘୋଷଣା ପରେ ଗଞ୍ଜାମ ଖୋର୍ଦ୍ଧା ସୀମା ସିଲ

ବେଗୁନିଆପଡା, ୫ା୪- ଦିନକୁ ଦିନ କରୋନା ପଜିଟିଭ୍ ସଂଖ୍ୟା ଓଡିଶା ରେ ବଢିବା ରେ ଲାଗିଛି ଏହାର ଭୟାଭୟ କୁ ଆଖି ଆଗରେ ରଖି ଗତକାଲି ରାତି ରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ୧୯ ଘଣ୍ଟିଆ ସଟ ଡାଉନ ଘୋଷଣା…

ଶଟଡାଉନରେ ଭୋକିଲା ଷଣ୍ଢ ଓ କୁକୁରଙ୍କ ବିକଳ ଦୃଶ୍ୟ: ଖାଇବାକୁ ଦେଇ ହୃଦୟ ଜିଣିଲେ ପୋଲିସ ଆଉ ସ୍ଥାନୀୟ ବାସିନ୍ଦା

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ରାଜଧାନୀରେ ଲାଗୁ ହୋଇଥିବା ୪୮ ଘଣ୍ଟିଆ ଶଟଡାଉନରେ ପ୍ରଭାବିତ ସାଧାରଣ ମଣିଷଠାରୁ ଆରମ୍ଭ କରି ପଶୁ ଓ ପକ୍ଷୀକୂଳ। ରାସ୍ତା ଘାଟରେ ପୋଲିସର କଡା ତାଗିଦି ଯୋଗୁ ସବୁଠାରେ ଅଭୂତ ନିରାବତା । ପୋଲିସର ମାଡ ଭୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?