ନିଆଁଲାଗି ଜଳିପୋଡ଼ି ସବୁଛାରଖାର, ଚାହୁଁଚାହୁଁ ହୁହୁ ହୋଇଜଳିଲା
ନିରାକାରପୁର,୨।୩(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀଥାନା ଅନ୍ତର୍ଗତ ବିନ୍ଧାଣିଆ ଗ୍ରାମରେ ନିଆଁ ଲାଗି ୭ ବଖରା ଘର ଜଳିଯାଇଛି। ଗ୍ରାମର ଚକର ବେହେରା, ପରୀକ୍ଷିତ ବେହେରା, ନାଲୁ ବେହେରା, ଖଲେଶ୍ୱର ବେହେରାଙ୍କର ପ୍ରାୟ ପ୍ରାୟ ୭ ବଖରା ଜଳିପୋଡି…
ଚକ୍ଖଡ଼ି, କାଗଜରେ ଶିବ ମନ୍ଦିର:ମହାଶିବରାତ୍ରିର ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ଏଲ୍.ଈଶ୍ୱର ରାଓ
ଖୋର୍ଦ୍ଧା,୨୬ା୨(ପ୍ରଭାତ ପାଣିଗ୍ରାହୀ):ଚକ୍ଖଡ଼ିରେ ଶିବଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରି ମହାଶିବରାତ୍ରିର ଶୁଭେଚ୍ଛା ଜଣାଇଛନ୍ତି ସୂକ୍ଷ୍ମ କାରୁକାର୍ଯ୍ୟ ଶିଳ୍ପୀ ଏଲ୍.ଈଶ୍ୱର ରାଓ। ଜଟଣୀ ହାଟବଜାର ଗୋପୀନାଥପୁରର ଈଶ୍ୱର ଚକ୍ଖଡ଼ି ଓ କାଗଜକୁ ନେଇ ୭ଇଞ୍ଚର ଶିବ ମନ୍ଦିର ପ୍ରସ୍ତୁତ କରିଛନ୍ତି। ଏହି ମନ୍ଦିର ଉଚ୍ଚତା…
ଦୋକାନୀଙ୍କଠୁ ସୁନାଚେନ୍ ଝାମ୍ପିନେଇ ମାରିଥିଲେ ଚମ୍ପଟ, ଆଜି ପଡ଼ିଲେ ଧରା
ନିରାକାରପୁର, ୨୪।୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ପୋଲିସ ସୋମବାର ୨ ଚେନ ଲୁଟେରାଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ମଧ୍ୟ ଚେନକୁ ଜବତ କରିଛି। ଲୁଟେରା ଦ୍ୱୟହେଲେ ଜଙ୍କିଆଥାନା ଅନ୍ତର୍ଗତ ଓଲସିଂହ ପଞ୍ଚାୟତ ଓଳସିଂ ପରିଡାସାହିର ଶୁକଦେବ…
ସ୍କୁଲରେ ପାଠପଢା ପରିବର୍ତ୍ତେ ସଫେଇ କାର୍ଯ୍ୟରେ ନିୟୋଜିତ ହେଉଛନ୍ତି ଛାତ୍ରୀଛାତ୍ର, ଅଭିଭାବକ ମହଲରେ ଅସନ୍ତୋଷ
ନିରାକାରପୁର, ୨୪।୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଶିକ୍ଷାର ବିକାଶ ପାଇଁ କେନ୍ଦ୍ରଠାରୁ ରାଜ୍ୟ ସରକାର ପର୍ଯ୍ୟନ୍ତ ସମସ୍ତେ ଯୋଜନା ପରେ ଯୋଜନା ପ୍ରସ୍ତୁତ କରିଛନ୍ତି। ହେଲେ ତଳସ୍ତରରେ କିଛି ଅସାଧୁ ଅଧିକାରୀ ଓ କର୍ମଚାରୀଙ୍କ ଯୋଗୁ ସରକାର ଅନେକ ସମୟରେ ବଦନାମ…
ଟ୍ରକ୍ରୁ ମିଳିଲା ୧୪୪୮ କଇଁଛ: ବିଶାଖାପାଟଣାରୁ ପଶ୍ଚିମବଙ୍ଗ ହେଉଥିଲା ଚାଲାଣ
ଟାଙ୍ଗୀ/ନିରାକାରପୁର,୨୩ା୨(ରଘୁନାଥ ସାହୁ/ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ୧୬ନମ୍ବର ଜାତୀୟ ରାଜପଥର ଗୋଡ଼ିପଡ଼ା ଟୋଲଗେଟ୍ ନିକଟରେ ରବିବାର ଡାଇରେକ୍ଟର ଅଫ୍ ଇଣ୍ଟେଲିଜେନ୍ସ ବିଭାଗ ଚଢ଼ାଉ କରି କଇଁଛ ବୋଝେଇ ଏକ ମିନିଟ୍ରକ୍ ଜବତ କରିଛି। ଏଥିରୁ ୭୧ଟି…
ଲୁଟ୍ ପରେ ଘରେ ନିଅଁା ଲଗାଇଦେଲେ
ବାଲୁଗଁା,୨୩।୧(ସଂଗ୍ରାମ ପାଇକରାୟ): ଖୋର୍ଦ୍ଧା ଜିଲା ବାଲୁଗଁା ଥାନା ଅଧୀନ ନାଭାଲ ଫାଣ୍ଡି ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ବେଲପଡ଼ା ଗ୍ରାମ ରାସ୍ତାରେ ରହୁଥିବା ମାନସୀ ସେଠୀଙ୍କ ଘରେ ପଶି ଦୁର୍ବୃତ୍ତମାନେ ଟଙ୍କା ଏବଂ ସୁନାଅଳଙ୍କାର ଲୁଟିନେବା ସହ…
ବିୟୁଟି ପାର୍ଲରରେ ବଡ଼ ଧରଣର ଅଗ୍ନିକାଣ୍ଡ
ଭୁବନେଶ୍ୱର,୨୧।୨: ଭୁବନେଶ୍ୱର ଖଣ୍ଡଗିରି ଥାନା ଅଧୀନ ଜାଗମରା ଅଞ୍ଚଳରେ ଥିବା ଏକ ବିୟୁଟି ପାର୍ଲରରେ ଶୁକ୍ରବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ…
ଖୋର୍ଦ୍ଧା ଜିଲା ମହୋତ୍ସବରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସ୍ବତନ୍ତ୍ର ବିଶେଷାଙ୍କ ଷ୍ଟଲ ଉଦ୍ଘାଟିତ
ଖୋର୍ଦ୍ଧା,୨୧।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଏବଂ ଓର୍ମାସ ଆନୁକୂଲ୍ୟରେ ଗୁରୁବାରଠାରୁ ଜିଲା ମହୋତ୍ସବ, ପୁସ୍ତକ ମେଳା ଓ ପଲ୍ଲିଶ୍ରୀ ମେଳା ଆରମ୍ଭ ହୋଇଛି। ଏହି ମେଳାରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସ୍ବତନ୍ତ୍ର ବିଶେଷାଙ୍କ ଷ୍ଟଲ ଉଦ୍ଘାଟିତ ହୋଇଯାଇଛି। ଖୋର୍ଦ୍ଧା ଅତିରିକ୍ତ…
ସହରାଞ୍ଚଳ ଡିଜିଟାଲ ସର୍ଭେ ‘ନକ୍ସା’ର ଶୁଭାରମ୍ଭ କଲେ ମନ୍ତ୍ରୀ
ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଭାରତ ସରକାରଙ୍କ ସର୍ବେକ୍ଷଣ ସଂସ୍ଥା ସର୍ଭେ ଅଫ ଇଣ୍ଡିଆ ଆନୁକୂଲ୍ୟରେ ମଙ୍ଗଳବାର ସହରାଞ୍ଚଳ ଜାତୀୟ ଭୂସ୍ଥାନିକ ସର୍ବେକ୍ଷଣ ‘ନକ୍ସା’ର ଶୁଭାରମ୍ଭ ହୋଇଯାଇଛି। ଦେଶର ୧୫୨ଟି ସହର ଏଥିରେ ସ୍ଥାନ ପାଇଥିବା ବେଳେ ଓଡ଼ିଶାରୁ ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ…
ଛାତ୍ରୀଙ୍କୁ ଶିକ୍ଷକଙ୍କ ଅଶ୍ଳୀଳ ଇଙ୍ଗିତ ,ପରେ…
ନିରାକାରପୁର,୧୭ା୨(ମାନାସ ଚନ୍ଦ୍ର ପଟ୍ଟନାୟକ): ଟାଙ୍ଗୀ ବ୍ଲକ ଅଧୀନ ଡିଆ ପଞ୍ଚାୟତର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ଜଣେ ବରିଷ୍ଠ ଶିକ୍ଷକ ଛାତ୍ରୀମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରୁଥିବା ନେଇ ବ୍ଲକ୍ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି। ସୂଚନା ମୁତାବକ, ସମ୍ପୃକ୍ତ ଶିକ୍ଷକ ଜଣଙ୍କ…
ବେଆଇନ ଇଟାଭାଟି: ପରିବେଶ ପ୍ରଦୂଷଣ ସହ ତାପମାତ୍ରା ବୃଦ୍ଧି
ବାଣପୁର,୧୩।୨(ଦିଲ୍ଲୀପ କୁମାର ସ୍ବାଇଁ ): ବାଣପୁର ତହସିଲ ଅଞ୍ଚଳର ବିଭିନ୍ନ ରାଜସ୍ବ ଗ୍ରାମରେ ମାତିଛନ୍ତି ଇଟା ମାଫିଆ। ଲୁଟୁଛନ୍ତି ଶତାଧିକ ଏକର ଗୋଚର, ଅନାବାଦୀ ଜମି, ନଦୀପଠା ଓ ରାଜସ୍ବ ଜମି। କୁମାରାଙ୍ଗ, ବିଷ୍ଟୁଗାଲୁଆ, ନରେନ୍ଦ୍ରପୁର, ନନ୍ଦପୁର ପଞ୍ଚାୟତ ସମେତ ଗମ୍ଭାରୀମୁଣ୍ଡା ପଞ୍ଚାୟତର…
ପରୀକ୍ଷା ଦେବା ପୂର୍ବରୁ କଲେଜ ଛାତ୍ରୀଙ୍କ ଅସ୍ବାଭାବିକ ମୃତ୍ୟୁ
ବାଲୁଗାଁ, ୧୨ା୨(ସଂଗ୍ରାମ ପାଇକରାୟ): ଖୋର୍ଦ୍ଧା ଜିଲା ବାଲୁଗାଁ କଲେଜର ଜଣେ ଛାତ୍ରୀ ବୁଧବାର ପରୀକ୍ଷା ଦେବା ପାଇଁ ଆସିଥିବା ବେଳେ ହଠାତ ଅସୁସ୍ଥତା ଅନୁଭବ କରିବା ପରେ ତାଙ୍କର ଅସ୍ବାଭାବିକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ ସସ୍ମିତା ସାମନ୍ତରାୟ (୧୯)…
Archives


