ଖୋର୍ଦ୍ଧା

ଚିଲିକା ଉପକୂଳ ବେଆଇନ ମାଛଘେରି ଭଙ୍ଗା କାର୍ଯ୍ୟ ଆରମ୍ଭ

ଖୋର୍ଦ୍ଧା ଅଫିସ,୨୩।୧: ଖୋର୍ଦ୍ଧା କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ଚିଲିକା ଉପକୂଳରେ ଥିବା ବେଆଇନ ମାଛ ଘେରି ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି। ଖୋର୍ଦ୍ଧା ଉପଜିଲାପାଳଙ୍କ ନେତୃତ୍ୱରେ ଘେରି ଭଙ୍ଗାଯାଉଛି। ଏଥିପାଇଁ ଘଟଣାସ୍ଥଳରେ ଟାଙ୍ଗୀ, ଚିଲିକା, ଖୋର୍ଦ୍ଧା ତହସିଲଦାରଙ୍କ ସମେତ ଦୁଇ…

ଟ୍ରେନ୍‌ରେ କଟି ମହିଳା ମୃତ

ଖୋର୍ଦ୍ଧା ଅଫିସ,୨୩।୧: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ବାଘମାରୀ ଓଭରବ୍ରିଜ୍‌ଠାରେ ଗୁରୁବାର ଟ୍ରେନ୍‌ରେ କଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାଘମାରୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଖବର ଲେଖାଯିବା ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ମିଳିପାରି ନାହିଁ।

ଟ୍ରେନ୍‌ରେ କଟି ମହିଳାଙ୍କ ଜୀବନଗଲା

ଖୋର୍ଦ୍ଧା ଅଫିସ,୨୩।୧: ଖୋର୍ଦ୍ଧା ପୋଲିସ ଜିଲାର ବାଘମାରୀ ଥାନା ବାଘମାରୀ ଓଭର ବ୍ରିଜ୍‌ଠାରେ ଗୁରୁବାର ସକାଳେ ଟ୍ରେନରେ କଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏ ପର୍ଯ୍ୟନ୍ତ ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ବାଘମାରୀ ପୋଲିସ ପହଞ୍ଚି ତଦନ୍ତ…

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା ଅଫିସ,୨୨।୧: ଖୋର୍ଦ୍ଧା ଜିଲା ବାଲୁଗାଁ ଚିଲିକା କୂଳ ଜେଟି ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ବାଣପୁର ଥାନା ବିଷ୍ଣୁଡିହ ଗାଁର ନକୁଳ ସାହୁଙ୍କ ପୁଅ ସୁକେଶ। ସୁକେଶ ଦୁଇଦିନ ହେବ ନିଖୋଜ ଥିଲେ। ଏନେଇ…

ହାତୀ ଆକ୍ରମଣରେ ୨ମୃତ

ଖୋର୍ଦ୍ଧା ଅଫିସ,୧୮।୧: ବେଗୁନିଆ ବ୍ଲକ ହଜ ପଞ୍ଚାୟତରେ ଶନିବାର ହାତୀ ଆତଙ୍କ ଦେଖାଦେଇଛି। ଶୁକ୍ରବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଦୁଇ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ହଜ ଗାଁର ବଂଶୀଧର ଛୁଆଳସିଂହ(୮0)…

ଛାତ୍ରଙ୍କ ଆଙ୍ଗୁଠିକୁ କାମୁଡ଼ି ରକ୍ତାକ୍ତ କଲେ ଅଧ୍ୟାପକ, ହେପାଜତକୁ ନେଲା ବେଗୁନିଆ ପୋଲିସ

ଖୋର୍ଦ୍ଧା ଅଫିସ,୧୬।୧: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ କଣ୍ଟାବାଡ଼ ରମାମଣି ମହାବିଦ୍ୟାଳୟରେ ଅଧ୍ୟାପକଙ୍କ କାରନାମା ପଦାରେ ପଡ଼ିଛି। ସେ ଛାତ୍ରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରୁଥିବା ଅଭିଯୋଗ ହେଉଥିବାବେଳେ ଗୁରୁବାର ଜଣେ ଛାତ୍ରଙ୍କ ଆଙ୍ଗୁଳିକୁ କାମୁଡ଼ି ରକ୍ତାକ୍ତ କରିଥିବା ଜଣାପଡିଛି। କଲେଜ…

ଖୋର୍ଦ୍ଧାରେ ବିଦ୍ୟୁତ୍‌ କାଟ୍‌କୁ ନେଇ ଉତ୍ତେଜନା, କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାହକ

ଖୋର୍ଦ୍ଧା ଅଫିସ,୧୬।୧: ପୂର୍ବ ନିର୍ଦ୍ଧାରିତ ତାରିଖାନୁଯାୟୀ ସେସୁ ପକ୍ଷରୁ ଗୁରୁବାର ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ ହୋଇଛି। ୩୯ଟି ଟିମ୍‌ ବିଦ୍ୟୁତ୍‌ ବକେୟା ଥିବା ଗ୍ରାହକମାନଙ୍କ ବିଦ୍ୟୁତ୍‌ ବିଚ୍ଛିନ୍ନ କରୁଛନ୍ତି। ଏହି କ୍ରମରେ ଖୋର୍ଦ୍ଧା ସହର ଗୁରୁଜଙ୍ଗ ଭୋଇସାହିରେ ବିଦ୍ୟୁତ୍‌ କଟାକୁ…

ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ କଲା ସେସୁ

ଖୋର୍ଦ୍ଧା ଅଫିସ,୧୬।୧: ପ୍ରଥମେ ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ କରିଛି ସେସୁ। ବକେୟା ଥିବା ବିଦ୍ୟୁତ୍‌ ଗ୍ରାହକମାନଙ୍କ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିବା ପାଇଁ ଖୋର୍ଦ୍ଧା ଡିଭିଜନ ପକ୍ଷରୁ ୩୯ଟି ଟିମ୍‌ ଗଠନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ…

୨୯. ୭୭ ଗ୍ରାମ ବ୍ରାଉନସୁଗାର, ୪ ବାଇକ୍‌ ଜବତ: ୨ ଗିରଫ

ଖୋର୍ଦ୍ଧା ଅଫିସ,୧୬ା୧: ଖୋର୍ଦ୍ଧା ଜିଲାର ଜଙ୍କିଆ ଥାନା ପୋଲିସ ଛଣଗିରିର ଦେଉଳି, ସିକୋ ବାଉତି ମନ୍ଦିର ସାହି ଉପରେ ବୁଧବାର ଚଢ଼ାଉ କରି ୨୯. ୭୭ ଗ୍ରାମ ବ୍ରାଉନସୁଗାର ଓ ୪ ବାଇକ୍‌ ଜବତ କରିଛନ୍ତି। ଏହି ଘଟଣାରେ ଗିରଫ ହୋଇଥିବା…

ଲାଞ୍ଚ ମାଗି ନିଲମ୍ବିତ ହେଲେ ବେଗୁନିଆ ଥାନା ଏସ୍‌ଆଇ

ଖୋର୍ଦ୍ଧା ଅଫିସ,୧୫।୧: ଜଣେ ଅଭିଯୁକ୍ତଙ୍କ ମା’ଙ୍କୁ ଲାଞ୍ଚ ମାଗି ଫସିଛନ୍ତି ବେଗୁନିଆ ଥାନା ଏସ୍‌ଆଇ ସୁଜାତା ପଲେଇ। ଏହାର ଏକ ଅଡିଓ ଭାଇରାଲ ହେବା ପରେ ଖୋର୍ଦ୍ଧା ଏସ୍‌ପି ବୁଧବାର ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସୂଚନାନୁଯାୟୀ, ଉକ୍ତ ଥାନା ଅନ୍ତର୍ଗତ…

ଜିଲାପାଳଙ୍କ କାର୍ଯ୍ୟାଳୟ ଭିତରକୁ ଧସେଇ ପଶିଲେ ଆନ୍ଦୋଳନକାରୀ

ଖୋର୍ଦ୍ଧା ଅଫିସ, ୧୩।୧: ରିପବ୍ଲିକାନ୍‌ ପାର୍ଟି ଅଫ୍‌ ଇଣ୍ଡିଆ ପକ୍ଷରୁ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସିଏଏ ପ୍ରତ୍ୟାହାର, ଦଳିତ ଏବଂ ଆଦିବାସୀମାନଙ୍କୁ ପାଞ୍ଚ ଡେସିମିଲି ଜାଗା ଯୋଗାଇଦେବା ଦାବିରେ ଏହି ଆନ୍ଦୋଳନ ଚାଲିଥିଲା। ଆନ୍ଦୋଳନର…

ଜିଲାସ୍ତରୀୟ ପ୍ରଦର୍ଶନୀରେ ୬୭ ପ୍ରକଳ୍ପ

ଖୋର୍ଦ୍ଧା ଅଫିସ,୧୧ା୧: ଖୋର୍ଦ୍ଧା ବିଜେବି ହାଇସ୍କୁଲରେ ଇନ୍‌ସ୍ପାୟାରମାନଙ୍କ ଦ୍ୱାରା ଜିଲାସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା-୨୦୨୦ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୭ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବାବେଳେ କମ୍‌ ଦାମରେ ପାନୀୟ ଜଳ ମେଶିନ୍‌ ପ୍ରକଳ୍ପରେ ସ୍ଥାନ ପାଇଥିଲା। ଏହି ମେଶିନ୍‌ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri