ଖୋର୍ଦ୍ଧା

କୋଭିଡ୍‌-୧୯ ଆଇନ ଉଲ୍ଲଂଘନ, ୮ ଗିରଫ

ଖୋର୍ଦ୍ଧା ଅଫିସ,୨ା୪ : କୋଭିଡ-୧୯ ଉଲ୍ଲଂଘନ ନେଇ ସଦର ଥାନା ପୋଲିସ ୮ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କାଇପଦର ଅଞ୍ଚଳର ସତ୍ୟରଞ୍ଜନ ସାହୁ(୨୧), ଟୁକୁନା ରାଉତରାୟ(୪୫), ଆଲାଉଦ୍ଦିନ(୪୮) ଓ ବାବୁ ପାତ୍ର, ଦେଇଳପୁଟର ସତ୍ୟବାନ ପାଲଟାସିଂ(୩୦) ଏବଂ ସିଆଲିଆର ସଞ୍ଜୟ…

୩୪ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଗଲା ଏମ୍ସ

ଖୋର୍ଦ୍ଧା ଅଫିସ,୨ା୪ : କୋଭିଡ-୧୯(କରୋନା ଭାଇରସ) ସଂକ୍ରମଣ ମୁକାବିଲା ଲାଗି ଦେଶରେ ଲକଡାଉନ ଜାରି ରହିଛି। ଏହି ଭୂତାଣୁକୁ ରୋକିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବହୁବିଧ ପଦକ୍ଷେପ ନିଆଯାଇଛି। ବୁଧବାର ସୁଦ୍ଧା ଖୋର୍ଦ୍ଧା ଜିଲାରୁ…

ଛାତ୍ର ଓମ୍‌ପ୍ରକାଶଙ୍କ ବଦାନ୍ୟତା

ଜଟଣୀ,୨।୪(ଡି.ଏନ.ଏ): ବର୍ତ୍ତମାନ କରୋନା କଟକଣା ଯୋଗୁ ସମସ୍ତେ ଘରର ଚାରିକାନ୍ଥ ମଧ୍ୟରେ ଆବଦ୍ଧ ହୋଇ ରହୁଛନ୍ତି। ମାତ୍ର ଏହି ସମୟରେ ସମାଜସେବା ଲାଗି ସାଇକେଲ ଧରି ବାହାରିପଡୁଛନ୍ତି ବାଛରାପାଟଣା ଅଞ୍ଚଳର ୮ମ ଶ୍ରେଣୀ ଛାତ୍ର ଓମ୍‌ପ୍ରକାଶ ନାୟକ। ଘରଲୋକେ ମନାକଲେ ବି…

ବିଧାୟକଙ୍କ କୃଷ୍ଣପ୍ରସାଦ ଲକଡାଉନ ଅଞ୍ଚଳ ପରିଦର୍ଶନ

କୃଷ୍ଣପ୍ରସାଦ,୧ା୪(ଡି.ଏନ୍‌.ଏ)- ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଲକଡାଉନ ଅଞ୍ଚଳକୁ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ବୁଧବାର ପରିଦର୍ଶନ କରିଛନ୍ତି। କରୋନା ସଂକ୍ରମଣରୁ ରକ୍ଷା ପାଇଁ ହୋଇଥିବା ଲକଡାଉନରେ ବିଭିନ୍ନ ସମସ୍ୟା ଉପରେ ବିଡିଓ ଅଭିମନ୍ୟୁ ମାଝି, ତହସିଲଦାର…

ସୁରଟ୍‌ରେ କୃଷ୍ଣପ୍ରସାଦ ବ୍ଲକର ୭ଜଣ ଶ୍ରମିକ ଅଟକ

କୃଷ୍ଣପ୍ରସାଦ,୧ା୪(ଡି.ଏନ୍‌.ଏ)-କରୋନା ମୁକାବିଲା ପାଇଁ ସରକାର ସାରା ଦେଶକୁ ୨୧ଦିନିଆ ଲକଡାଉନ କରିଛନ୍ତି। ଏହା ଯୋଗୁ ବିଭିନ୍ନ ଦେଶ, ରାଜ୍ୟ ବାହାରେ କାର୍ଯ୍ୟ କରୁତ୍ଥିବା ଅନେକ ଲୋକ ଘରୁ ନ ଆସିପାରି ଫସିଯାଇଛନ୍ତି। ସେହିଭଳି ଶ୍ରମିକ ଭାବେ କାର୍ଯ୍ୟ ପାଇଁ ଯାଇଥିବା କୃଷ୍ଣପ୍ରସାଦ…

ଖୋର୍ଦ୍ଧା ଜିଲାର ୩ ପ୍ରବେଶ ପଥ ସିଲ୍‌

ଖୋର୍ଦ୍ଧା ଅଫିସ,୧ା୪: ଲକଡାଉନକୁ ଅଧିକ କଡ଼ାକଡି କରିବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ମଙ୍ଗଳବାର ଠାରୁ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଜିଲା ସୀମାକୁ ସିଲ କରାଯାଇଛି। ବିନା କାରଣରେ କୌଣସି ବ୍ୟକ୍ତିଙ୍କୁ ଜିଲା ମଧ୍ୟକୁ ପ୍ରବେଶ ଅନୁମତି ଦିଆଯିବ ନାହିଁ…

୨୧୦ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯିବ

ଖୋର୍ଦ୍ଧା ଅଫିସ,୩୦।୩: କରୋନା ସନ୍ଦିଗ୍ଧଙ୍କ ଚିକିତ୍ସା ଲାଗି ଖୋର୍ଦ୍ଧା ଜିଲାର ୧୯୦ ପଞ୍ଚାୟତ, ଖୋର୍ଦ୍ଧା, ଜଟଣୀ ପୌରାଞ୍ଚଳ, ବାଣପୁର ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୨୧୦ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯିବ। ଏଥିଲାଗି ପ୍ରତି ପଞ୍ଚାୟତକୁ ୫ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି। ଏହି…

ଶ୍ମଶାନ ପାଖରୁ ମିଳିଲା ନିଖୋଜ ଯୁବକଙ୍କ କଙ୍କାଳ

ଜଟଣୀ,୩୦।୩(ଡି.ଏନ.ଏ): ମାସକ ତଳେ ନିଖୋଜ ଥିବା ଯୁବକଙ୍କ କଙ୍କାଳ ରବିବାର ନିଜ ଗ୍ରାମ ଶ୍ମଶାନ ନିକଟ ଏକ ନିକାଞ୍ଚନ ସ୍ଥାନରୁ ମିଳିଛି। ମୃତକ ହେଲେ ଜଟଣୀ ଥାନା ଅଧୀନ ପଦନପୁର ଗ୍ରାମର ଅଟୋଚାଳକ ଚନ୍ଦନ ଛୋଟରାୟ (ଦୀପୁନା)। ଚନ୍ଦନ ଆତ୍ମହତ୍ୟା କରିଥିବା…

୨ଶହ ଗରିବଙ୍କୁ ରନ୍ଧାଖାଦ୍ୟ ଦେଲେ ସ୍ବେଚ୍ଛାସେବୀ

ଖୋର୍ଦ୍ଧା ଅଫିସ,୨୯ା୩ : କରୋନା ଭୂତାଣୁ ସଂକ୍ରମଣ ଲାଗି ସାରା ଲକ୍‌ଡାଉନ ହୋଇଛିି। ଏହାର ପ୍ରଭାବରେ ଅସହାୟ, ଗରିବ, ଖଟିଖିଆ, ବୃଦ୍ଧାବୃଦ୍ଧା ବିଶେଷ ପ୍ରଭାବିତ ହୋଇଛନ୍ତି। ଭୋକ ଉପାସରେ ଦିନ କାଟୁଥିବାରୁ ଏମାନଙ୍କ ଲାଗି ଆଗେଇ ଆସିଛନ୍ତି ଖୋର୍ଦ୍ଧା ବିକାଶ ପରିଷଦ,…

ପେଟ ପୋଷିବା ଚିନ୍ତାରେ ଫୁଟ୍‌ପାଥ୍‌ ବେପାରୀ

ଖୋର୍ଦ୍ଧା ଅଫିସ,୨୯ା୩: ସମ୍ପ୍ରତି ଲକ୍‌ଡାଉନ ଯୋଗୁ ଗାଡ଼ି ଚଳାଚଳ, ଦୋକାନବଜାର ସବୁ ବନ୍ଦ ରହିଛି। କଟକଣା ଯୋଗୁ କେହି ଘରୁ ପଦାକୁ ବାହାରୁନାହାନ୍ତି। ଏଭଳିସ୍ଥିତିରେ ଦିନମଜୁରିଆ, ଫୁଟଫାଥ ବେପାରୀଙ୍କ ଜୀବିକା ପ୍ରଭାବିତ ହୋଇଛି। ଖୋର୍ଦ୍ଧା ସହରର ହାବେଳି ପଡ଼ିିଆ ରାସ୍ତା କଡ଼ରେ…

ଲୋକଙ୍କୁ ହାତ ଯୋଡ଼ିିଲେ ଖୋର୍ଦ୍ଧା ଏସ୍‌ପି

ଖୋର୍ଦ୍ଧା ଅଫିସ,୨୯।୩: କରୋନା ସଂକ୍ରମଣ ମୁକାବିଲା ଲାଗି ଜିଲା ପ୍ରଶାସନ ପକ୍ଷରୁ ବାରମ୍ବାର ଅନୁରୋଧ ସତ୍ତ୍ୱେ ଲୋକଙ୍କ ମଧ୍ୟରେ କୌଣସି ଫରକ ପଡୁନାହିଁ। ଶନିବାର ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ ନୂଆ ବସଷ୍ଟାଣ୍ଡରେ ବିନା କାରଣରେ ବାଇକରେ ବୁଲୁଥିବା ବ୍ୟକ୍ତିମାନଙ୍କୁ ହାତ…

ଖୋର୍ଦ୍ଧା ସହରର ସବୁ ରାସ୍ତା ସିଲ୍‌: ସମସ୍ତ ଥାନାଧିକାରୀଙ୍କ ଫୋନ୍‌ ନମ୍ବର ଜାରି

ଖୋର୍ଦ୍ଧା ଅଫିସ, ୨୯ା୩: ରାଜ୍ୟରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୋଲିସ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଖୋର୍ଦ୍ଧା ସହରର ୩ ପ୍ରମୁଖ ପ୍ରବେଶପଥ ଯଥା ନୂଆ ବସ୍‌ଷ୍ଟାଣ୍ଡ, ଚଣ୍ଡିଚୁଆ ଛକ ଏବଂ ମୁକୁନ୍ଦପ୍ରସାଦ ଛକକୁ ସିଲ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?