୪୦ ଗ୍ରାମ ବ୍ରାଉନସୁଗାର, ୧.୧୦ ଲକ୍ଷ ଟଙ୍କା ଜବତ
ଖୋର୍ଦ୍ଧା ଅଫିସ, ୨୫ ।୧୨: ଖୋର୍ଦ୍ଧା ଜିଲା ଜଟଣୀ ଥାନା ପୋଲିସ ଓ କୁଇକ୍ ଆକ୍ସନ ଟିମ୍ ପକ୍ଷରୁ ଚଢ଼ାଉ କରାଯାଇ ବୁଧବାର କୁଦୁପୁର ଛକରୁ ୪୦ ଗ୍ରାମ ବ୍ରାଉନସୁଗାର ସହ ୧ ଲକ୍ଷ ୧୦ ହଜାର ଟଙ୍କା ଜବତ କରାଯାଇଛି।…
ଖୋର୍ଦ୍ଧାରେ ଟ୍ରାଫିକ୍ ପୋଲିସ, ଏଏସ୍ଆଇଙ୍କ ଦାଦାଗିରି: ଲାଞ୍ଚ ନ ଦେବାରୁ ପିଟିଲେ, ଚାଲାଣ ନ କାଟି ଛଡ଼ାଇନେଲେ ୫ଶହ ଟଙ୍କା
ଖୋର୍ଦ୍ଧା ଅଫିସ, ୨୫ ।୧୨: ଖୋର୍ଦ୍ଧା ଆଦର୍ଶ ଥାନା ବ୍ୟାଙ୍କ ଛକରେ ଜଣେ ଟ୍ରାଫିକ ପୋଲିସ ଓ ଆଦର୍ଶ ଥାନା ଏଏସ୍ଆଇଙ୍କର ଦାଦାଗିରି ଯୋଗୁ ବୁଧବାର ଖୋର୍ଦ୍ଧା ସହରରେ ଉତ୍ତେଜନା ଦେଖା ଦେଇଛି। ଏପରିକି ଏହାକୁ କେନ୍ଦ୍ରକରି ବ୍ୟାଙ୍କ ଛକ ନିକଟରେ…
ମା’ ଉଗ୍ରତାରା ପିକ୍ନିକ୍ ସ୍ଥଳରେ ପର୍ଯ୍ୟଟକଙ୍କୁ ମିଳୁନି ସୁବିଧା: ଖୁସିରେ ଆସି ନିରାଶରେ ଫେରୁ୍ଛନ୍ତି
ନିରାକାରପୁର,୨୩।୧୨(ଡି.ଏନ୍.ଏ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ସାନ ରାଉତପଡା ପଞ୍ଚାୟତ ହାତୀଆଶୁଣି ପାଦଦେଶର ମୂଳିଝରଠାରେ ଅବସ୍ଥିତ ମା’ ଉଗ୍ରତାରାଙ୍କ ପୀଠ ହେଉଛି ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ ସ୍ଥଳ। ପୀଠ ନିକଟରେ ଥିବା ପିକ୍ନିକ୍ ସ୍ଥଳରେ ଭୋଜିଭାତ କରିବାକୁ ପର୍ଯ୍ୟଟକମାନେ ପସନ୍ଦ…
କାଇପଦର ଗାଁ ଦାଣ୍ଡରେ ଯୁବକଙ୍କୁ ନିସ୍ତୁକ ପିଟିବା ଭିଡିଓ ଭାଇରାଲ: ଜଣେ ଅଭିଯୁକ୍ତ ଗିରଫ
ଖୋର୍ଦ୍ଧା ଅଫିସ,୨୧।୧୨: ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ କାଇପଦର ଗ୍ରାମରେ ଜଣେ ଯୁବକଙ୍କୁ ନୃଶଂସ ଭାବେ ମାଡ଼ ମାରୁଥିବା ଭିଡିଓ ଭାଇରାଲ ହୋଇଛି। ବଙ୍ଗିଦାର ଉକ୍ତ ଯୁବକଙ୍କୁ କାଇପଦରର ଦୁଇଜଣ ଯୁବକ ଅପହରଣ କରି ଆଣିବା ପରେ ଗାଁ ଦାଣ୍ଡରେ ଥିବା…
ଗାଧୋଇବା ପାଇଁ ପାଣି ଗରମ କରୁଥିବା ବେଳେ ବିଦ୍ୟୁତ୍ ଆଘାତ, ଯୁବକ ମୃତ
ଖୋର୍ଦ୍ଧା ଅଫିସ,୨୧।୧୨: ଗାଧୋଇବା ପାଇଁ ପାଣି ଗରମ କରୁଥିବା ସମୟରେ ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅନ୍ତର୍ଗତ ଅର୍ଜୁନପୁର ଗ୍ରାମର ପ୍ରିୟଦର୍ଶନ ବେହେରା(୧୭)। ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟରେ…
ଗଛ ଲଗାଇଥିଲେ ଏବେ କାଟିଦେଲେ: ୫୭ ନଂ. ଜାତୀୟ ରାଜପଥ କଡ଼ ବୃକ୍ଷଶୂନ୍ୟ
ଖୋର୍ଦ୍ଧା ଅଫିସ/ବୋଲଗଡ, ୨୧ା୧୨ (ଡି.ଏନ.ଏ.): ରାସ୍ତା ପ୍ରଶସ୍ତୀକରଣର ଆଳ ଦେଖାଇ ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ(ଏନଏଚ୍) କଡରୁ କଟା ଚାଲିଛି ଗଛ। ତେବେ ରାସ୍ତା ପ୍ରଶସ୍ତୀକରଣକୁ ପରିବେଶବିତ ବିରୋଧ କରୁନାହାନ୍ତି। ବିରୋଧ କରୁଛନ୍ତି ବୃକ୍ଷରୋପଣ କରାଯାଉଥିଲା କାହିଁକି। ପୁଣି ମାତ୍ର…
ଖୋର୍ଦ୍ଧା ଅବକାରୀ ବିଭାଗର ଚଢ଼ାଉ: ୧୮ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ
ଖୋର୍ଦ୍ଧା ଅଫିସ,୨୦।୧୨: ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ବାଘମାରୀ ଥାନାର କୋଟପଲ୍ଲା ଛକରେ ଶୁକ୍ରବାର ଚଢ଼ାଉ କରାଯାଇ ୧୮ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାର ବିକ୍ରି ଘଟଣାରେ ବାଘମାରୀ ଥାନା ଓସ୍ତପୁର ଗାଁର ମହେଶ୍ୱର ବେହେରା ଓରଫ ମହିଆ(୪୦)ଙ୍କୁ ଗିରଫ…
ଖୋର୍ଦ୍ଧା ଗୁଳିକାଣ୍ଡ ପଛରେ ସୁପାରି କିଲର: ପୋଲିସ ହାତରେ ଲାଗିଲା ଠୋସ୍ ପ୍ରମାଣ
ଖୋର୍ଦ୍ଧା ଅଫିସ୍, ୧୭।୧୨: ଖୋର୍ଦ୍ଧା ଜିଲାର ଏକ କ୍ଲିନିକରେ ପଶି ଡାକ୍ତର ଏବଂ ଔଷଧ ଦୋକାନୀଙ୍କୁ ଗୁଳିମାଡ ଘଟଣାରେ ପୋଲିସ ହାତରେ ଠୋସ୍ ପ୍ରମାଣ ଲାଗିଛି। ପ୍ରାଥମିକ ତଦନ୍ତ ପରେ ଏହି ଘଟଣାରେ ସୁପାରି କିଲର ହାତ ଥିବା ଖୋର୍ଦ୍ଧା ଏସପି…
ଖୋର୍ଦ୍ଧା ଗୁଳିକାଣ୍ଡ ଘଟଣାର ଫିଟିଲା ଗୁମର
ଖୋର୍ଦ୍ଧା ଅଫିସ୍,୧୬।୧୨: ଖୋର୍ଦ୍ଧା ଡାକ୍ତର ଓ ଔଷଧ ଦୋକାନୀଙ୍କୁ ଗୁଳିମାଡ ମାମଲାର ଗୁମର ଫିଟିଛି। ଜମିଜମା ବିବାଦକୁ ନେଇ ଗୁଳିକାଣ୍ଡ ଘଟିଥିବା ଖୋର୍ଦ୍ଧା ଏସଡିପିଓ ସୁଶୀଲ ମିଶ୍ର ସୂଚନା ଦେଇଛନ୍ତି। ବିଭିନ୍ନ ଦିଗରୁ ପୋଲିସ ଟିମ ତଦନ୍ତ ଚଳାଇଛି। ଅଭିଯୁକ୍ତକୁ ଧରିବା…
ଗୁଳିକାଣ୍ଡରେ ଓଷଧ ଦୋକାନୀଙ୍କ ମୃତ୍ୟୁ ଘଟଣା: ଅଭିଯୁକ୍ତଙ୍କ ଗିରଫ ଦାବିରେ ଖୋର୍ଦ୍ଧାରେ ସବୁ ମେଡିସିନ୍ ଷ୍ଟୋର ବନ୍ଦ
ଖୋର୍ଦ୍ଧା ଅଫିସ୍,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ବିରୋଧ କରି ସୋମବାର ଖୋର୍ଦ୍ଧା ଜିଲାରେ ସବୁ ଓଷଧ ଦୋକାନ ବନ୍ଦ ରହିଛି। ୨୪ ଘଣ୍ଟା ମଧ୍ୟରେ…
ଖୋର୍ଦ୍ଧା ଗୁଳିକାଣ୍ଡ: ଔଷଧ ଦୋକାନୀଙ୍କ ମୃତ୍ୟୁ
ଖୋର୍ଦ୍ଧା ଅଫିସ୍,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏହି ଗୁଳିମାଡ ଗୁରୁତର ହୋଇଥିବା ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା…
ଡାକ୍ତରଙ୍କ ଉପରକୁ ଗୁଳିମାଡ
ଖୋର୍ଦ୍ଧା ଅଫିସ୍, ୧୫।୧୨: ରବିବାର ଏକ ଘରୋଇ କ୍ଲିନିକର ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କ ଉପରକୁ ଗୁଳିମାଡ ହୋଇଥିବା ସୂଚନା ମିଳିଛି। ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ନିକଟସ୍ଥ ବଲାଙ୍ଗୀର-ଖୋର୍ଦ୍ଧା ୫୭ ଜାତୀୟ ରାଜପଥର ପାର୍ଶ୍ୱରେ ଥିବା ଏକ ଘରୋଇ…
Archives


