ଖୋର୍ଦ୍ଧା

ଜଟଣୀ: ୧୯ ବିଦେଶ ଫେରନ୍ତା ହୋମ୍‌ ଆଇସୋଲେଶନ୍‌ରେ

ଜଟଣୀ/ଯାଁଳା,୨୨।୩(ଡି.ଏନ.ଏ.): ଜଟଣୀ ଥାନା ଅଞ୍ଚଳକୁ ଆଉ ୩ ଜଣ ବିଦେଶରୁ ଫେରିଥିବା ଶନିବାର ଜଣାପଡ଼ିଥିଲା। ସେମାନଙ୍କୁ ହୋମ୍‌ ଆଇସୋଲେଶନ୍‌ରେ ରଖାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଜିତେନ୍ଦ୍ର କୁମାର ପଣ୍ଡା କହିଛନ୍ତି। ଏହି ୩ ଜଣଙ୍କୁ ମିଶାଇ ଜଟଣୀରେ ୧୯ ଜଣ…

ସୁଧାର ଗୃହରେ ଫସିଛନ୍ତି ୧୩ ମହିଳା

ଖୋର୍ଦ୍ଧା ଅଫିସ,୨୧ା୩ : ସାରା ବିଶ୍ୱରେ ଲାଗି ରହିଛି କରୋନା ଆତଙ୍କ। ଏ ନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। କରୋନା ସଂକ୍ରମଣ ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି। ବିଦେଶ ଫେରନ୍ତାଙ୍କ…

ନନ୍ଦନକାନନ: ୩ ଦିନରେ ୧୨ ଜନ୍ତୁ ମୃତ

ବାରଙ୍ଗ,୨୧ା୩ (ଡି.ଏନ୍‌.ଏ.): ରାଜ୍ୟରେ କରୋନାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଥିବାବେଳେ ନନ୍ଦନକାନନରେ ଜୀବଜନ୍ତୁମାନଙ୍କ ମୃତ୍ୟୁହାର କମିବାର ନଁ। ଧରୁ ନାହିଁ। ଗତ ବୁଧବାରଠାରୁ ଶୁକ୍ରବାର ୩ଦିନ ମଧ୍ୟରେ ୧୨ଟି ଜନ୍ତୁଙ୍କ ମୃତ୍ୟୁ ଘଟିଥିବାବେଳେ ୯ଟି ଜନ୍ମ ଗ୍ରହଣ କରିଛନ୍ତି। ମୃତ୍ୟୁ…

୪୮ ଘଣ୍ଟାର ସଂଘର୍ଷ ପରେ ଜୀବନ ହାରିଲା ହାତୀ: ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ

ଖୋର୍ଦ୍ଧା ଅଫିସ,୨୦।୩: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଟାଙ୍ଗୀ ବନ ବିଭାଗ ରମ୍ଭାବିଲି ନିକଟ ବଘେଇପୁଟ ମୌଜାରୁ ବୁଧବାର ଅସୁସ୍ଥ ଅବସ୍ଥାରେ ଏକ ମାଈହାତୀକୁ ଉଦ୍ଧାର କରାଯାଇଥିଲା। ପ୍ରାୟ ୪୮ ଘଣ୍ଟାର ସଂଘର୍ଷ ପରେ ଗୁରୁବାର ବିଳମ୍ବିତ ରାତିରେ ତା’ର ମୃତ୍ୟୁ…

ନନ୍ଦନକାନନରେ କଲରାପତରିଆ ବାଘ ‘ସୂରଜ’ର ମୃତ୍ୟୁ, ଆସିଲେ ୬ ନୂଆ ଅତିଥି

ବାରଙ୍ଗ,୧୮।୩(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷକ କଲରାପତରିଆ ବାଘ ସୂରଜର ଗତକାଲି ରାତିରେ ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାକୁ ୧୬ବର୍ଷ ହୋଇଥିଲା । ଦେଢମାସ ହେବ ସେ ଅସୁସ୍ଥ ଥିଲା। ରକ୍ତଜନିତ ରୋଗ ସହ ଯକୃତ ଖରାପ ହେବା ଯୋଗୁ ତା’ର ଚିକିତ୍ସା…

ଅସୁସ୍ଥ ମାଈ ହାତୀର ଚିକିତ୍ସା ଆରମ୍ଭ

ଭୁବନେଶ୍ୱର/ଖୋର୍ଦ୍ଧା ଅଫିସ/: ୧୮।୩(ବ୍ୟୁରୋ): ଟାଙ୍ଗୀ ବନଖଣ୍ଡ ସରପାରି ପଞ୍ଚାୟତ ବାଁବରଡ଼ା ମୌଜାସ୍ଥିତ ଚାରିବାଟିଆ ଗହିର ଜମିର ମଲାଗୁଣୀ ନଦୀ ପଠାରେ ଏକ ମାଈ ହାତୀ ଅସୁସ୍ଥ ହୋଇ ପଡ଼ି ରହିଛି। ଦନ୍ତାଟି କାହାକୁ ପାଖ ମଡ଼ାଇ ଦେଉ ନ ଥିଲା। କିଛି…

ଅସୁସ୍ଥ ମାଈ ହାତୀକୁ ଜଗି ବସିଛି ଦନ୍ତା: ପାଖ ମଡ଼ାଇ ଦେଉନି

ନିରାକାରପୁର, ୧୮।୩(ଡି.ଏନ୍‌.ଏ.): ଟାଙ୍ଗୀ ବନଖଣ୍ଡ ସରପାରି ପଞ୍ଚାୟତ ବାଁବରଡ଼ା ମୌଜାସ୍ଥିତ ଚାରିବାଟିଆ ଗହିର ଜମିର ମଲାଗୁଣୀ ନଦୀ ପଠାରେ ଏକ ମାଈ ହାତୀ ଅସୁସ୍ଥ ହୋଇ ପଡ଼ି ରହିଛି। ନିକଟରେ ଏକ ଦନ୍ତା ତାକୁ ଜଗି ବସିଥିବା ଦେଖିବାକୁ ମିଳୁଛି। ଦନ୍ତା…

ହରିରାଜପୁର ମେଳଣରେ ଲାଗିଲା ୧୪୪ ଧାରା

ଡେଲାଙ୍ଗ/ ଜଟଣୀ, ୧୭।୩(ଡି.ଏନ୍‌.ଏ): ମହାମାରୀ କରୋନା ବିଶ୍ୱରେ କାୟା ବିସ୍ତାର ଚଳାଇଥିବାବେଳେ ପ୍ରତିଷେଧକ ପାଇଁ ସରକାରଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶ ରହିଛି। ତେବେ ଓଡ଼ିଶା ପ୍ରସିଦ୍ଧ ଶ୍ରୀ ଶ୍ରୀ ପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ହରିରାଜପୁର ମେଳଣ ମଙ୍ଗଳବାର ଉଦ୍‌ଯାପନୀ ହୋଇଥାନ୍ତା। ଏହି…

ଅଗ୍ନିକାଣ୍ଡ: ୪ ବଖରା ସମେତ ଜଳିଗଲା ଧାନଚାଉଳ

ନିରାକାରପୁର,୧୪।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଓଳସିଂହ ବଜାର ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ରବି ନାରାୟଣ ପୃଷ୍ଟି, ଦୁଃଖୀଶ୍ୟାମ ତ୍ରିପାଠୀଙ୍କର ୪ ବଖରା ସମତେ ୫ କ୍ୱିଣ୍ଟାଲ ଚାଉଳ, ୧୦ ବସ୍ତା ଧାନ ଏବଂ ଅନ୍ୟାନ୍ୟ ସାମଗ୍ରୀ ଜଳିପୋଡ଼ି ପାଉଁଶ…

ମଙ୍ଗୁଳି ଜେନା ହତ୍ୟା ଘଟଣା ଫାଇଲରେ ଡୋରି

ଖୋର୍ଦ୍ଧା ଅଫିସ, ୧୪।୩: ଖୋର୍ଦ୍ଧା ଜିଲା ସଦର ମହକୁମାରେ ଗତ ୨୦୧୯ ଏପ୍ରିଲ ୧୪ରେ ଭାଜପା ନେତା ମଙ୍ଗୁଳି ଜେନାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ତେବେ ଏହି ଘଟଣା ଆଜକୁ ୧୧ ମାସ ବିତି ଯାଇଥିଲେ ମଧ୍ୟ ପୋଲିସ…

ଅହରହ ଗର୍ଜୁଛି ବେଆଇନ ବ୍ଲାଷ୍ଟିଂ

ଖୋର୍ଦ୍ଧା ଅଫିସ,୧୪।୩: ଖୋର୍ଦ୍ଧା ଜିଲାରେ ବଢି ଚାଲିଛି ବେଆଇନ ଖଣି ମାଫିଆଙ୍କ ଉତ୍ପାତ। ପାହାଡରେ ଅହରହ ଗର୍ଜୁଛି ବେଆଇନ ବ୍ଲାଷ୍ଟିଂ। ଧ୍ୱଂସ ପାଉଛି ପାହାଡ। ଏଥିଯୋଗୁ ବାୟୁମଣ୍ଡଳ ପ୍ରଦୂଷିତ ହେବାରେ ଲାଗିଛି। ପାହାଡରେ ଥିବା ଔଷଧୀୟ ବୃକ୍ଷ ଲୋପ ପାଇବାକୁ ବସିଛି।…

୭ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଘଟଣା: ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଜଟଣୀ,୧୪।୩(ଡି.ଏନ.ଏ): ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ୫୮ ବର୍ଷୀୟ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଜଟଣୀ ବ୍ଲକ ଅନ୍ତର୍ଗତ ଏକ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହା ଘଟିଛି। ଏ ନେଇ ଛାତ୍ରୀଙ୍କ ପିତା ବିଭାଗୀୟ କର୍ତ୍ତୃପକ୍ଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?