ସେଞ୍ଚୁରିୟନ୍ ବିଶ୍ୱବିଦ୍ୟାଳୟର ସପ୍ତମ ସମାବର୍ତ୍ତନ ଉତ୍ସବ: ପ୍ରକୃତ ଶିକ୍ଷାର ଉଦ୍ଦେଶ୍ୟ ମନୁଷ୍ୟର ପୁନରୁତ୍ଥାନ
ଜଟଣୀ,୭।୧୨(ଡି.ଏନ୍.ଏ.): ଜୀବନର ମାନ ନାଟକୀୟ ଢଙ୍ଗରେ ପରିବର୍ତ୍ତନ ହେଉଛି। ଆଧ୍ୟାତ୍ମିକ ଚେତନା ହିଁ ଆମକୁ ଏକ ସମ୍ପୂର୍ଣ୍ଣ ଓ ସଫଳ ଜୀବନ ଗଠନ କରିବାରେ ସହାୟକ ହୋଇଥାଏ। ବସ୍ତୁଗତ ଲାଳସାର ଊର୍ଦ୍ଧ୍ୱରେ ରହିଲେ ହିଁ ସତ୍ୟର ଆଲୋକପ୍ରାପ୍ତି ହୋଇଥାଏ। ବିଦ୍ୟାର୍ଥୀମାନେ ଏହାକୁ…
ଦିଲ୍ଲୀରୁ ୧.୨ କୋଟି ଟଙ୍କାର ସିଗାରେଟ୍ ଜବତ: ଚୋରି ଉପକରଣ ରଖି ୨ ଜଣ ଜେଲ ଗଲେ
ଖୋର୍ଦ୍ଧା ଅଫିସ/ଟାଙ୍ଗୀ,୫ା୧୨(ଡି.ଏନ୍.ଏ.): ଖୋର୍ଦ୍ଧା ପୋଲିସ ଜିଲା ଟାଙ୍ଗୀ ଥାନା ଉଗ୍ରତାର ଛକଠାରୁ ଲୁଟ୍ ହୋଇଥିବା ୧.୨ କୋଟି ଟଙ୍କାର ସିଗାରେଟ୍ ଦିଲ୍ଲୀରୁ ଜବତ ହୋଇଛି। ତେବେ ଦୁର୍ବୃତ୍ତମାନେ ଧରା ପଡି ନ ଥିବାବେଳେ ଚୋରି ଉପକରଣ ରଖି ଦିଲ୍ଲୀର ୨ଜଣ ବ୍ୟବସାୟୀ…
ଉଗ୍ରତାରା ଛକରୁ ଲୁଟ୍ ହୋଇଥିବା କୋଟିଏରୁ ଊର୍ଦ୍ଧ୍ୱ ମୂଲ୍ୟର ସିଗାରେଟ୍ ଦିଲ୍ଲୀରୁ ଜବତ: ୨ ଗିରଫ
ଖୋର୍ଦ୍ଧା ଅଫିସ, ୪।୧୨: ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଉଗ୍ରତାରା ଛକରୁ ଚୋରି ହୋଇଥିବା ୧ କୋଟି ୨ ଲକ୍ଷ ଟଙ୍କାର ୨୩୮ କାର୍ଟୁନ ସିଗାରେଟ୍ ଦିଲ୍ଲୀରୁ ଜବତ ହୋଇଛି। ଏହି ଘଟଣାରେ ଦୁଇଜଣଙ୍କୁ ଗିରଫ କରାଯିବା ସହ ସେମାନଙ୍କଠାରୁ ୧୦ଲକ୍ଷ…
ମିନି ଜାମ୍ବୋରୀ ଉଦ୍ଘାଟିତ ‘ସେବା ମାଧ୍ୟମରେ ବିଶ୍ୱକୁ ଏକାଠି କରିହେବ’
ଖୋର୍ଦ୍ଧା ଅଫିସ,୩ା୧୨: ପୂରା ବିଶ୍ୱ ଓ ବ୍ରହ୍ମାଣ୍ଡ ଏକ। ସେବା ମାଧ୍ୟମରେ ବିଶ୍ୱକୁ ଏକାଠି କରିବାକୁ ପଡିବ। ଆସନ୍ତୁ ଏକାଠି ହୋଇ ଆଗକୁ ବଢ଼ିବା। ଏଥିରେ ଭେଦଭାବ ନ ଥିବ। ସେବା ମାଧ୍ୟମରେ ବିଶ୍ୱକୁ ଏକାଠି କରିବାର ଯେଉଁ ଉପକ୍ରମ ତାହା…
୧୬ କେଜି ଗଞ୍ଜେଇ ଜବତ, ୪ ଗିରଫ
ଖୋର୍ଦ୍ଧା ଅଫିସ,୩ା୧୨: ଖୋର୍ଦ୍ଧା ଅବକାରୀ ସ୍କ୍ବାଡ୍ ଓ ଜିଲା ମୋବାଇଲ ସ୍କ୍ବାଡ୍ ମିଳିତଭାବେ ସୋମବାର ଖୋର୍ଦ୍ଧାର ୪ ସ୍ଥାନରେ ଚଢ଼ାଉ କରି ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପଶ୍ଚିମବଙ୍ଗ ମାଲଦା ଜିଲା କାଳିଆ ଚୌକ…
ଗ୍ୟାସ୍ ଟାଙ୍କି ଫାଟି ସ୍ତ୍ରୀ-ସ୍ବାମୀ ଗୁରୁତର
ଖୋର୍ଦ୍ଧା ଅଫିସ,୨।୧୨: ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ନୂଆଗଡ଼ ପଞ୍ଚାୟତ କୃଷ୍ଣପୁର ଗ୍ରାମରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ଗ୍ୟାସ ଟାଙ୍କି ଫାଟି ସ୍ତ୍ରୀ – ସ୍ବାମୀ ଗୁରୁତର ହୋଇଛନ୍ତି। ସ୍ବାମୀଙ୍କ ନାମ ତପନ ପ୍ରଧାନ ଏବଂ ସ୍ତ୍ରୀ ଗୀତାଞ୍ଜଳି।…
ଭାଇବୋହୂଙ୍କୁ ମାଡ଼ମାରି ଦେଡ଼ଶୁର ଗିରଫ
ପାତ୍ରପଡା,୨।୧୨(ଡି.ଏନ.ଏ.): ନିଜ ଭାଇବୋହୂଙ୍କୁ ମାଡ ମାରିବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଦେଡ଼ଶୁରଙ୍କୁ ଗିରଫ କରିଛି। ସେ ହେଲେ ଭରତପୁର ଅଞ୍ଚଳର ପ୍ରଫୁଲ ନାଏକ(୪୦)। ପୋଲିସ ସୂଚନା ମୁତାବକ ପ୍ରଫୁଲ ନିଜ ଭାଇବୋହୂ ରଶ୍ମିତାଙ୍କୁ ନିଶାସକ୍ତ ଅବସ୍ଥାରେ ଶନିବାର ରାତିରେ…
ବିଭିନ୍ନ ଯୋଜନାର ସମୀକ୍ଷା କଲେ ଏମ୍ପି
ଜଟଣୀ, ୧ା୧୨(ଡି.ଏନ୍.ଏ.) ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଜଟଣୀ ବ୍ଲକ ସଭାଗୃହରେ ଶନିବାର ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଓ ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ ପ୍ରକୃତ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା, ବାତ୍ୟା ଫନୀରେ ଘର…
ସମାଜ ଗଠନରେ ଗଣମାଧ୍ୟମ ଭୂମିକା ଗୁରୁତ୍ୱପୂର୍ଣ୍ଣ
ବାଲୁଗଁ।, ୧ା୧୨(ଡି.ଏନ୍.ଏ.) ଏକ ଆଦର୍ଶ ଓ ପରିବର୍ତ୍ତନଶୀଳ ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସାମ୍ବାଦିକଙ୍କ ସତ୍ୟ, ନିରପେକ୍ଷ ଏବଂ ନିର୍ଭୀକ ଲେଖନୀ ଚାଳନା ଦ୍ୱାରା ଏକ ଅନ୍ଧାରୀ ମୂଲକ ନିଶ୍ଚିତ ରୂପେ ଆଲୋକିତ ହୋଇପାରିବ। ବାଲୁଗଁାରେ ଶନିବାର ଆୟୋଜିତ ରାଷ୍ଟ୍ରୀୟ…
ଗିନିଜ୍ ବୁକ୍ରେ ସ୍ଥାନ ପାଇବା ଲକ୍ଷ୍ୟ ୧୦୬ ଦେଶର ୪୪୧୪ ଖବରକାଗଜ ପ୍ରଦର୍ଶିତ
ଭୁବନେଶ୍ୱର,୧ା୧୨ (ବ୍ୟୁରୋ) ଖବରକାଗଜ ସଂଗ୍ରହ କରିବା ତାଙ୍କର ଏକ ସଉକ। ଏପରିକି ଭିନ୍ନ ଭିନ୍ନ ଦେଶର ସବୁ ଖବରକାଗଜ ସଂଗ୍ରହ ତାଙ୍କର ଏବେ ନିଶା ପାଲଟିଯାଇଛି। ସେ ହେଉଛନ୍ତି ୪ଥର ଲିମ୍କା ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଥିବା ପେରମ୍ୟାନ ଶଶାଙ୍କ…
ଦରବୃଦ୍ଧି ରୋକିବା ଦାବି କଲା ସିପିଆଇଏମ୍
ଭୁବନେଶ୍ୱର, ୧ା୧୨ (ବ୍ୟୁରୋ) ସିପିଆଇଏମ୍ ଭୁବନେଶ୍ୱର ଜିଲ୍ଲା କମିଟି ପକ୍ଷରୁ ଆକାଶଛୁଆଁ ଦରବୃଦ୍ଧି ରୋକିବା ଦାବିରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ଆର୍ଥିକ ନୀତି ଯୋଗୁ ଦେଶ ଘୋର ଆର୍ଥିକ ସଙ୍କଟର…
ଉଦୟଗିରି ପାଦଦେଶରେ ୯୪ତମ ଐତିହ୍ୟ ପଦଯାତ୍ରା ବିଦେଶୀ ପର୍ଯ୍ୟଟକଙ୍କ ମନଜିଣିଲା ଗୁମ୍ଫା କାହାଣୀ
ଭୁବନେଶ୍ୱର, ୧ା୧୨ (ବ୍ୟୁରୋ) ଐତିହ୍ୟ କ୍ଷେତ୍ରରେ ପଦଯାତ୍ରା ସହ କାହାଣୀର ଫ୍ୟୁଜନ୍। ଐତିହ୍ୟ କିର୍ତ୍ତିରାଜିର ସଂରକ୍ଷଣ ସହ ତାର ପୁରୁଣା ଇତିହାସକୁ ଲୋକଲୋଚନକୁ ଆଣିବାର ଏହି ପ୍ରୟାସ ବହୁତ ଭଲ ବୋଲି ଖଣ୍ଡଗିରି ଉଦୟଗିରି ପାଦଦେଶରେ ୯୪ତମ ଐତିହ୍ୟ ପଦଯାତ୍ରାରେ ଯୋଗ…
Archives


