ଖୋର୍ଦ୍ଧା

ଟ୍ରେନ୍‌ରୁ ଖସି ପଡ଼ି ସିନେ କଳାକାର ପ୍ରେମାନନ୍ଦ ବାରିକଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ,୧୬।୧୧: ଖୋର୍ଦ୍ଧା ବ୍ଲକ ତାପଙ୍ଗ ଷ୍ଟେଶନର କିଛିଦୂରରେ ଚଳନ୍ତା ଟ୍ରେନରୁ ଖସି ପଡି ସିନେ କଳାକାର ପ୍ରେମାନନ୍ଦ ବାରିକ(୫୭)ଙ୍କ ଶନିବାର ମୃତ୍ୟୁ ଘଟିଛି। ମୃତଦେହକୁ ଜଟଣୀ ରେଲଓ୍ବେ ପୋଲିସ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପ୍ରେମାନନ୍ଦଙ୍କ ଘର…

ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୧୭-୧୧ (ବ୍ୟୁରୋ):କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ ବିଧବା ମହିଳାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରିବା ଅଭିଯୋଗରେ ବଡ଼ଗଡ଼ ଥାନା ଅଧୀନ ଝରଣା ସାହିର ବିନୋଦ କୁମାର ବେହେରାଙ୍କୁ ଶନିବାର ପୋଲିସ ଗିରଫ କରିଛି। ତାଙ୍କୁ ପଚରାଉଚରା ପରେ କୋର୍ଟ…

ଦାରିଦ୍ର୍ୟରୁ ମୁକ୍ତି ପାଇଁ ବିଦ୍ୟା ଅଧ୍ୟୟନ ଦରକାର: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୭-୧୧(ବ୍ୟୁରୋ): ନିଜ ନିଷ୍ପତ୍ତିର ମାଲିକ ନିିଜେ ହେବା ଉଚିତ। ନିଜର ଇଚ୍ଛା ଅନୁଯାୟୀ କ୍ୟାରିୟର କରିବା ଦରକାର। କେବଳ ସାର୍ଟିଫିକେଟ୍‌ ପାଇଁ ପାଠ ନ ପଢି ରୁଚି ଓ ଇଚ୍ଛା ଅନୁଯାୟୀ ବିଦ୍ୟା ଅଧ୍ୟୟନ କରିବା ଦରକାର। ଦାରିଦ୍ର୍ୟରୁ ମୁକ୍ତି ପାଇଁ…

ଲକ୍ଷ୍ମୀସାଗର ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ‘ଶିକ୍ଷା ହିଁ ଓଡ଼ିଶାର ମୂଳ ପୁଞ୍ଜି’

ଭୁବନେଶ୍ୱର, ୧୭-୧୧(ବ୍ୟୁରୋ) ଶିକ୍ଷା ହିଁ ଓଡ଼ିଶାର ମୂଳ ପୁଞ୍ଜି। ଯେତେବେଳେ ସମାଜ ନିଜ ଅଧିକାର ସହ ଦାୟିତ୍ୱ ପ୍ରତି ସଚେତନ ହୁଏ ସେତେବେଳେ ସମାଜ ଆଗକୁ ବଢ଼େ। ଆଜିର ସମାଜରେ ଆମେ ନିଜର ଅଧିକାର ପ୍ରତି ଯେତେ ସଚେତନ, ଦାୟିତ୍ୱ ପ୍ରତି…

ସିପେଟ୍‌ ପକ୍ଷରୁ ଦକ୍ଷତା ବିକାଶ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ) ସିପେଟ୍‌ ସିଏସ୍‌ଟିଏସ୍‌ ଭୁବନେଶ୍ୱର ଏବଂ ରାଉରକେଲାସ୍ଥିତ ଏନ୍‌ଏସ୍‌ପିସିଏଲ୍‌ର ମିଳିତ ସହଯୋଗରେ ଚତୁର୍ଥ ବର୍ଷ ଲାଗି ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଉରକେଲା ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳଗୁଡିକରେ ବେକାର ଯୁବତୀଯୁବକଙ୍କୁ ଦକ୍ଷତା ତାଲିମ ଦ୍ୱାରା ନିଯୁକ୍ତି ସୃଷ୍ଟି ଲାଗି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼, ଜଣେ ଗୁରୁତର

ଖୋର୍ଦ୍ଧା ଅଫିସ,୧୫।୧୧ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୁରୀ ଜିଲା କଣାସ ଥାନା ଅନ୍ତର୍ଗତ ଛୋଟିଯୋଡ଼ି ଗ୍ରାମରେ ବୋମାମାଡ଼ ଓ ଫାଙ୍କା ଗୁଳିଚାଳନା ହୋଇଛି। ଏଥିରେ ଜଣେ ଗୁରୁତର ହୋଇ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ୱର…

ସିରିଜ ଲୁଟ୍‌ : ଦୁର୍ବୃତ୍ତ ନେଇଗଲେ ନଗଦ ଟଙ୍କା ସହ ସୁନାଗହଣା

ଖୋର୍ଦ୍ଧା ଅଫିସ,୧୪।୧୧: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅଟ୍ରି ଗ୍ରାମରୁ ସିରିଜ ଲୁଟ୍‌ ହୋଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଅଟ୍ରି ଗ୍ରାମରେ ପଶି ହେମନ୍ତ ଛୋଟରାୟଙ୍କ ଘରୁ ନଗଦ ୨୦ ହଜାର ଟଙ୍କା ଓ ଦେଢ଼ ଲକ୍ଷ ଟଙ୍କାର…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଲଗାଇଲେ ନିଆଁ: ମାଛପଡ଼ା ଗ୍ରାମରେ ୨୧ ବଖରା ଭସ୍ମ; ୨ ଅଟକ, ପୋଲିସ ଆହତ

ଡେଲାଙ୍ଗ,୧୨ା୧୧(ଡି.ଏନ.ଏ.)- ଡେଲାଙ୍ଗ ଥାନା ଅଧୀନସ୍ଥ ଗୁଆଳିପଡା ପଞ୍ଚାୟତର ମାଛପଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୦ ପରିବାର ବାସହରା ହେବା ସହ ୨୧ବଖରା ପୋଡି ପାଉଁଶ ହୋଇଯାଇଛି। ଖବରପାଇ ଡେଲାଙ୍ଗ ଅଗ୍ନିଶମ…

୧୦୦ ଅଭିଯୋଗ ଶୁଣିଲେ ଜିଲାପାଳ

ବାଲିଅନ୍ତା,୧୧ା୧୧(ଡି.ଏନ୍‌.ଏ.): ବାଲିଅନ୍ତା ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସୀତାଂଶୁ କୁମାର ରାଉତ ଯୋଗଦେଇ ୧୦୦ଟି ଅଭିଯୋଗ ଉପରେ ଶୁଣାଣି କରିଥିଲେ । ଏଥିରେ ୯୭ଟି ବ୍ୟକ୍ତିଗତ ଓ…

କହ୍ନେଇପୁର ଗାଁ ରାସ୍ତା ଶୋଚନୀୟ

ଚିଲିକା,୧୦।୧୧(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକର କହ୍ନେଇପୁର ଗାଁ । ଏହି ଗାଁ ର ପୂର୍ବପଟରେ ରହିଛି ଜଗତି ପାହାଡ଼, ପଶ୍ଚିମରେ ୧୬ ନଂ ଜାତୀୟ ରାଜପଥ। ରାଜପଥଠାରୁ ମାତ୍ର ୫ ଶହ ମିଟର ଦୂରରେ ରହିଛି ଉକ୍ତ ଗାଁ ।…

ସରକାରୀ ନିୟମକୁ ଫୁ: ରାସ୍ତା କଡ଼, ଡ୍ରେନରେ ପକାଯାଉଛି ବ୍ୟବହୃତ ସିରିଞ୍ଜ, ଛୁଞ୍ଚି

ଖୋର୍ଦ୍ଧା ଅଫିସ,୧୦।୧୧: ବାୟୋ ମେଡିକାଲ ୱେଷ୍ଟ ମ୍ୟାନେଜମେଣ୍ଟ ଆଇନକୁ ଘରୋଇ ମେଡିକାଲ, ପାଥୋଲାବ ସେଣ୍ଟର ଓ ଔଷଧ ଦୋକାନୀ ମାନୁନାହାନ୍ତି। ଖୋର୍ଦ୍ଧା ମ୍ୟୁନିସିପାଲିଟିର ଅସ୍ଥାୟୀ ଡମ୍ପିଂୟାର୍ଡ କୁହାଯାଉଥିବା ଜିଲା ସଦର ମହକୁମା ବାଜପୁର ରାସ୍ତାର ଏସ୍‌ପିଙ୍କ କାର୍ଯ୍ୟାଳୟ ପାଖରେ ବ୍ୟବହୃତ ଛୁଞ୍ଚି…

ଫାର୍ମ ହାଉସରୁ ଚୋରି: ୧୨ ଗିରଫ; ଗ୍ୟାସ ସିଲିଣ୍ଡର, ଲାପ୍‌ଟପ, ପାଣିପମ୍ପ ଜବତ

ବାରଙ୍ଗ,୧୦।୧୧(ଡି.ଏନ୍‌.ଏ.): ଚନ୍ଦକା ଥାନା ଅନ୍ତର୍ଗତ ଏସ୍‌ଓଜି ନିକଟ ଏକ ଫାର୍ମ ହାଉସରୁ ଚୋରି ଅଭିଯୋଗରେ ପୋଲିସ ୧୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ପୋଲିସ ସେମାନଙ୍କଠାରୁ ମୋବାଇଲ ଫୋନ, ଘଣ୍ଟା, ଲାପ୍‌ଟପ, ୯ ଗ୍ୟାସ ସିଲିଣ୍ଡର ଓ ପାଣିପମ୍ପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri