ଚଳନ୍ତା କାର୍ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେବା ଘଟଣା: ଗିରଫ ହେଲେ ଅଭିଯୁକ୍ତ, କାର୍ ଜବତ
ଖୋର୍ଦ୍ଧା ଅଫିସ,୭।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପିଏନ୍ କଲେଜ ନିକଟ ଶ୍ମଶାନ ନିକଟରେ ଜଣେ ଯୁବତୀଙ୍କୁ ଚଳନ୍ତା କାର୍ରେ ବଳାତ୍କାର କରିବା ପରେ ଦୁର୍ବୃତ୍ତ ଫିଙ୍ଗି ଦେଇ ଚାଲିଯାଇଥିଲେ। ଏହି ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କ ସହ ଉକ୍ତ କାର୍କୁ ଜବତ…
ଚଳନ୍ତା କାର୍ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେଲେ ଦୁର୍ବୃତ୍ତ
ଖୋର୍ଦ୍ଧା ଅଫିସ, ୭।୧୧: ଚଳନ୍ତା କାରରେ ବଳାତ୍କାର କରି ଜଣେ ଯୁବତୀଙ୍କୁ ରାସ୍ତା କଡ଼ରେ ଫିଙ୍ଗି ଦେଇ ଚାଲିଗଲେ ଦୁର୍ବୃତ୍ତ। ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପିଏନ୍ କଲେଜ ନିକଟ ଶ୍ମଶାନ ପାଖରୁ ଉକ୍ତ ଯୁବତୀଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇ…
ମଙ୍ଗଳାଯୋଡ଼ିରେ ଜୈବ ବିବିଧତା ଆଲୋଚନାଚକ୍ର; ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ
ଟାଙ୍ଗୀ (ଖୋର୍ଦ୍ଧା),୭ା୧୧ (ଡି.ଏନ.ଏ.): ଟାଙ୍ଗୀ ବ୍ଲକ ମଙ୍ଗଳାଯୋଡି ପଞ୍ଚାୟତରେ ବୁଧବାର ଜୈବ ବିବିଧତା ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ବିଶ୍ୱପ୍ରସିଦ୍ଧ ଚିଲକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ଯୋଗୁ ସରକାରଙ୍କ ତରଫରୁ ନଳବଣକୁ ପକ୍ଷୀ ଅଭୟାରଣ୍ୟ ମାନ୍ୟତା ଦିଆଯାଇଛି। ଚିଲିକା ଉପକୂଳରେ ଅବସ୍ଥିତ ମଙ୍ଗଳାଯୋଡିରେ…
ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ବିପର୍ଯ୍ୟୟ ରାଜସ୍ବ ସଚିବ: ପଚାରି ବୁଝିଲେ ରୋଗୀଙ୍କ ସମସ୍ୟା
ଖୋର୍ଦ୍ଧା ଅଫିସ,୬।୧୧: ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ବିପର୍ଯ୍ୟୟ ରାଜସ୍ବ ସଚିବ ନିକୁଞ୍ଜ ବିହାରୀ ଧଳ ବୁଧବାର ପୂର୍ବାହ୍ନରେ ପହଞ୍ଚି ରୋଗୀ ସେବା ବିଷୟରେ ପଚାରି ବୁଝିଛନ୍ତି । ଏହା ସହ ରୋଗୀଙ୍କ ସ୍ବାସ୍ଥ୍ୟ ସେବା ନେଇ ଆଲୋଚନା କରିଛନ୍ତି।…
୧କୋଟି ଟଙ୍କାର ସିଗାରେଟ ଭର୍ତ୍ତି କଣ୍ଟେନର ଲୁଟ୍: ଚାଳକଙ୍କୁ ବାନ୍ଧି ଜଙ୍ଗଲରେ ଫିଙ୍ଗିଲେ ଲୁଟେରା, ପୋଲିସର ତଦନ୍ତ ଆରମ୍ଭ
ଖୋର୍ଦ୍ଧା ଅଫିସ, ୫।୧୧: ଖୋର୍ଦ୍ଧା ଜିଲା କୋଲକାତା- ମାଡ୍ରାସ ୧୬ ନଂ. ଜାତୀୟ ରାଜପଥ ଟାଙ୍ଗୀ ଥାନା ଅନ୍ତର୍ଗତ ଟାଙ୍ଗୀ ବାଇପାସ୍ରୁ ସୋମବାର ରାତିରେ ୧କୋଟି ଟଙ୍କାର ସିଗାରେଟ ଭର୍ତ୍ତି ଏକ କଣ୍ଟେନର ଗାଡି ଲୁଟ୍ ହୋଇଛି। ଆଇଟିସି କମ୍ପାନୀର ଦାମୀ…
୧୪ ଦଫା ଦାବିରେ ଅଙ୍ଗନୱାଡି କର୍ମୀଙ୍କ ଧାରଣା
ଖୋର୍ଦ୍ଧା ଅଫିସ,୪।୧୧: ଅଲ୍ ଓଡ଼ିଶା ଅଙ୍ଗନୱାଡି ମହିଳା କର୍ମୀଙ୍କ ପକ୍ଷରୁ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦିଆଯାଇଛି। ଏ ନେଇ ଅଙ୍ଗନୱାଡି କର୍ମୀମାନେ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ୧୪ ଦଫା ଦାବି ସମ୍ବଳିତ ଏକ…
ଘାରିଛି ରେକର୍ଡ ନିଶା: ୩୦୦ ମିଟର ହାତରେ ଚାଲିଲେ ଯୁବକ
ଖୋର୍ଦ୍ଧା ଅଫିସ,୩।୧୧:ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଅସରଳା ପଞ୍ଚାୟତ ମାଗୁରା ଗଁାର ସୌଭାଗ୍ୟ ବରାଡ ରେକର୍ଡ କରିବା ପାଇଁ ୩୦୦ ମିଟର ହାତରେ ଚାଲିଛନ୍ତି। ଆଗକୁ ଅଧିକ ଚାଲିବାର ଲକ୍ଷ୍ୟ ରଖିଛନ୍ତି। ଲିମକା, ଗ୍ରିନିଜ ରେକର୍ଡରେ ତାଙ୍କ ନଁା ସ୍ଥାନ ପାଉ।…
ପେସା ହେଲା କାଳ: ଗଛରୁ ପଡ଼ି ନଡ଼ିଆ ତୋଳାଳିଙ୍କ ମୃତ୍ୟୁ
ଖୋର୍ଦ୍ଧା ଅଫିସ,୩।୧୧: ଖୋର୍ଦ୍ଧା ଜିଲା ବାଣପୁର ମଙ୍ଗରାଜପୁର ଗାଁର ଜଣେ ନଡ଼ିଆ ତୋଳାଳିଙ୍କର ରବିବାର ମୃତ୍ୟୁ ଘଟିଛି। ସେ ହେଲେ ମାନିଆ ପରିଡା(୫୨)। ମାନିଆ ନଡ଼ିଆ ଗଛରୁ ନଡ଼ିଆ ତୋଳୁଥିବାବେଳେ ପ୍ରାୟ ୩୦ ଫୁଟ ତଳକୁ ଖସି ପଡିଥିଲେ। ଗୁରୁତର ଅବସ୍ଥାରେ…
ବାର୍ହା ଆକ୍ରମଣରେ ଚାଷୀ ଗୁରୁତର
ଖୋର୍ଦ୍ଧା ଅଫିସ,୨।୧୧ : ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଅରାଙ୍ଗ ଗାଁରେ ବସନ୍ତ ଶବର(୪୦) ବିଲକୁ ଯାଇଥିବାବେଳେ ଶନିବାର ପୂର୍ବାହ୍ନରେ ବାର୍ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ବାଣପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟାବସ୍ଥା…
ଟ୍ରେନ୍ ଇଞ୍ଜିନରୁ ଖସିଲା ବଗି, ଦୁଇ ଭାଗ ହେଲା ବିଶାଖା ଏକ୍ସପ୍ରେସ୍
ଖୋର୍ଦ୍ଧା ଅଫିସ,୨।୧୧: ଖାର୍ଦ୍ଧା ଜିଲା ବାଲୁଗାଁ ବଡ଼କୂଳ ରେଳକ୍ରସିଙ୍ଗ ପୂର୍ବରୁ ଭୁବନେଶ୍ୱରରୁ ସିକନ୍ଦରାବାଦ ଯାଉଥିବା ବିଶାଖା ଏକ୍ସପ୍ରେସ୍ ଶନିବାର ଦୁଇ ଭାଗ ହୋଇଯାଇଥିଲା। ଏହା ପୂର୍ବତନ ରେଳ କର୍ତ୍ତୃପକ୍ଷ ସ୍ବୀକାର କରିଛନ୍ତି। ତେବେ ଲକିଂ ସିଷ୍ଟମରେ ତ୍ରୁଟି ଯୋଗୁ ଏଭଳି ପରିସ୍ଥିିତି…
ଜାତୀୟ ରାଜପଥରୁ ଲୁଟ୍ ଅଭିଯୋଗରେ ୨ ଗିରଫ: ୧୧ ମୋବାଇଲ, ୨ ବାଇକ୍ ଜବତ
ଯଁ।ଳା/ଜଟଣୀ,୧।୧୧(ଡି.ଏନ.ଏ.) : ୧୬ ନଂ. ଜାତୀୟ ରାଜପଥରେ ପଥଚାରୀଙ୍କଠାରୁ ଲୁଟ୍ପାଟ୍ କରୁଥିବା ଗୋଟିଏ ଗ୍ୟାଙ୍ଗର ଦୁଇ ଅଭିଯୁକ୍ତଙ୍କୁ ଜଟଣୀ ଥାନା ପୋଲିସ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଗିରଫ ଦୁଇଜଣ ହେଲେ ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡା ଅଞ୍ଚଳର ଜିତୁ…
୨୨ ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ବ୍ୟବସାୟୀ ଗିରଫ
ଖୋର୍ଦ୍ଧା ଅଫିସ, ୧।୧୧: ଖୋର୍ଦ୍ଧା ଅବକାରୀ ସ୍କ୍ବାର୍ଡ ଖୋର୍ଦ୍ଧା ସହରର ସ୍ବପ୍ବେଶ୍ୱର ସାହି ଉପରେ ଶୁକ୍ରବାର ଚଢ଼ାଉ କରି ୨୨ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିରେ ସମ୍ପୃକ୍ତ ମହିଳା ବ୍ରାଉନସୁଗାର ବ୍ୟବସାୟୀ ଲକ୍ଷ୍ମୀପ୍ରିୟା ପରିଡା ଓରଫ ବବିତା(୪୨)ଙ୍କୁ ଗିରଫ କରି…
Archives


