ଖୋର୍ଦ୍ଧା

ହାତୀ ଆକ୍ରମଣରେ ୨ମୃତ

ଖୋର୍ଦ୍ଧା ଅଫିସ,୧୮।୧: ବେଗୁନିଆ ବ୍ଲକ ହଜ ପଞ୍ଚାୟତରେ ଶନିବାର ହାତୀ ଆତଙ୍କ ଦେଖାଦେଇଛି। ଶୁକ୍ରବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଦୁଇ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ହଜ ଗାଁର ବଂଶୀଧର ଛୁଆଳସିଂହ(୮0)…

ଛାତ୍ରଙ୍କ ଆଙ୍ଗୁଠିକୁ କାମୁଡ଼ି ରକ୍ତାକ୍ତ କଲେ ଅଧ୍ୟାପକ, ହେପାଜତକୁ ନେଲା ବେଗୁନିଆ ପୋଲିସ

ଖୋର୍ଦ୍ଧା ଅଫିସ,୧୬।୧: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ କଣ୍ଟାବାଡ଼ ରମାମଣି ମହାବିଦ୍ୟାଳୟରେ ଅଧ୍ୟାପକଙ୍କ କାରନାମା ପଦାରେ ପଡ଼ିଛି। ସେ ଛାତ୍ରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରୁଥିବା ଅଭିଯୋଗ ହେଉଥିବାବେଳେ ଗୁରୁବାର ଜଣେ ଛାତ୍ରଙ୍କ ଆଙ୍ଗୁଳିକୁ କାମୁଡ଼ି ରକ୍ତାକ୍ତ କରିଥିବା ଜଣାପଡିଛି। କଲେଜ…

ଖୋର୍ଦ୍ଧାରେ ବିଦ୍ୟୁତ୍‌ କାଟ୍‌କୁ ନେଇ ଉତ୍ତେଜନା, କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାହକ

ଖୋର୍ଦ୍ଧା ଅଫିସ,୧୬।୧: ପୂର୍ବ ନିର୍ଦ୍ଧାରିତ ତାରିଖାନୁଯାୟୀ ସେସୁ ପକ୍ଷରୁ ଗୁରୁବାର ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ ହୋଇଛି। ୩୯ଟି ଟିମ୍‌ ବିଦ୍ୟୁତ୍‌ ବକେୟା ଥିବା ଗ୍ରାହକମାନଙ୍କ ବିଦ୍ୟୁତ୍‌ ବିଚ୍ଛିନ୍ନ କରୁଛନ୍ତି। ଏହି କ୍ରମରେ ଖୋର୍ଦ୍ଧା ସହର ଗୁରୁଜଙ୍ଗ ଭୋଇସାହିରେ ବିଦ୍ୟୁତ୍‌ କଟାକୁ…

ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ କଲା ସେସୁ

ଖୋର୍ଦ୍ଧା ଅଫିସ,୧୬।୧: ପ୍ରଥମେ ଖୋର୍ଦ୍ଧାରୁ ବିଦ୍ୟୁତ୍‌ କାଟ୍‌ ଆରମ୍ଭ କରିଛି ସେସୁ। ବକେୟା ଥିବା ବିଦ୍ୟୁତ୍‌ ଗ୍ରାହକମାନଙ୍କ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରିବା ପାଇଁ ଖୋର୍ଦ୍ଧା ଡିଭିଜନ ପକ୍ଷରୁ ୩୯ଟି ଟିମ୍‌ ଗଠନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ…

୨୯. ୭୭ ଗ୍ରାମ ବ୍ରାଉନସୁଗାର, ୪ ବାଇକ୍‌ ଜବତ: ୨ ଗିରଫ

ଖୋର୍ଦ୍ଧା ଅଫିସ,୧୬ା୧: ଖୋର୍ଦ୍ଧା ଜିଲାର ଜଙ୍କିଆ ଥାନା ପୋଲିସ ଛଣଗିରିର ଦେଉଳି, ସିକୋ ବାଉତି ମନ୍ଦିର ସାହି ଉପରେ ବୁଧବାର ଚଢ଼ାଉ କରି ୨୯. ୭୭ ଗ୍ରାମ ବ୍ରାଉନସୁଗାର ଓ ୪ ବାଇକ୍‌ ଜବତ କରିଛନ୍ତି। ଏହି ଘଟଣାରେ ଗିରଫ ହୋଇଥିବା…

ଲାଞ୍ଚ ମାଗି ନିଲମ୍ବିତ ହେଲେ ବେଗୁନିଆ ଥାନା ଏସ୍‌ଆଇ

ଖୋର୍ଦ୍ଧା ଅଫିସ,୧୫।୧: ଜଣେ ଅଭିଯୁକ୍ତଙ୍କ ମା’ଙ୍କୁ ଲାଞ୍ଚ ମାଗି ଫସିଛନ୍ତି ବେଗୁନିଆ ଥାନା ଏସ୍‌ଆଇ ସୁଜାତା ପଲେଇ। ଏହାର ଏକ ଅଡିଓ ଭାଇରାଲ ହେବା ପରେ ଖୋର୍ଦ୍ଧା ଏସ୍‌ପି ବୁଧବାର ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସୂଚନାନୁଯାୟୀ, ଉକ୍ତ ଥାନା ଅନ୍ତର୍ଗତ…

ଜିଲାପାଳଙ୍କ କାର୍ଯ୍ୟାଳୟ ଭିତରକୁ ଧସେଇ ପଶିଲେ ଆନ୍ଦୋଳନକାରୀ

ଖୋର୍ଦ୍ଧା ଅଫିସ, ୧୩।୧: ରିପବ୍ଲିକାନ୍‌ ପାର୍ଟି ଅଫ୍‌ ଇଣ୍ଡିଆ ପକ୍ଷରୁ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସିଏଏ ପ୍ରତ୍ୟାହାର, ଦଳିତ ଏବଂ ଆଦିବାସୀମାନଙ୍କୁ ପାଞ୍ଚ ଡେସିମିଲି ଜାଗା ଯୋଗାଇଦେବା ଦାବିରେ ଏହି ଆନ୍ଦୋଳନ ଚାଲିଥିଲା। ଆନ୍ଦୋଳନର…

ଜିଲାସ୍ତରୀୟ ପ୍ରଦର୍ଶନୀରେ ୬୭ ପ୍ରକଳ୍ପ

ଖୋର୍ଦ୍ଧା ଅଫିସ,୧୧ା୧: ଖୋର୍ଦ୍ଧା ବିଜେବି ହାଇସ୍କୁଲରେ ଇନ୍‌ସ୍ପାୟାରମାନଙ୍କ ଦ୍ୱାରା ଜିଲାସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା-୨୦୨୦ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୭ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବାବେଳେ କମ୍‌ ଦାମରେ ପାନୀୟ ଜଳ ମେଶିନ୍‌ ପ୍ରକଳ୍ପରେ ସ୍ଥାନ ପାଇଥିଲା। ଏହି ମେଶିନ୍‌ର…

ପୁନରୁଦ୍ଧାର ହେଉନି, କୂଅରେ ଆବର୍ଜନା ଭର୍ତ୍ତି

ଜଟଣୀ,୧୧ା୧(ଡି.ଏନ.ଏ): ଜଟଣୀ ମ୍ୟୁନିସିପାଲିଟି ଅନ୍ତର୍ଗତ ୪ନଂ. ଓ୍ବାର୍ଡ ବିବେକାନନ୍ଦ ସାହିରେ ଥିବା କୂଅ ଏବେ ଆବର୍ଜନାରେ ଭର୍ତ୍ତି ରହିଛି। କୂଅକୁ ପୁନରୁଦ୍ଧାର କରାଯାଉନାହିଁ। ଫଳରେ ପ୍ରାୟ ୪୦ବର୍ଷ ପୁରୁଣା ଏହି କୂଅ ଅଞ୍ଚଳବାସୀଙ୍କ ବ୍ୟବହାରରେ ଲାଗି ପାରୁନାହିଁ। ଏହି କୂଅ ଉପରେ…

ସ୍ବପ୍ନେଶ୍ୱର ସାହିରୁ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୧୦।୧: ଖୋର୍ଦ୍ଧା ଆଦର୍ଶ ଥାନା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରୁ ଶୁକ୍ରବାର ଅପରାହ୍ନରେ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୯ ଲକ୍ଷ ୨୧ ହଜାର ୮ଶହ ଟଙ୍କା ହେବ ବୋଲି ଜଣାପଡ଼ିଛି। ଘଟଣାରେ ବ୍ରାଉନସୁଗାର ବ୍ୟବସାୟୀ…

ବିପର୍ଯ୍ୟସ୍ତ ଅବସ୍ଥାରେ ଜଟଣୀ କୃଷକ ବଜାର: ଲକ୍ଷାଧିକ ଟଙ୍କା ବ୍ୟୟ, କାମରେ ଲାଗୁନି

ଜଟଣୀ,୧୦।୧(ଡି.ଏନ.ଏ): ଜଟଣୀ ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି) ପକ୍ଷରୁ ୨୦୦୧ରେ ଏଠାରେ କୃଷକ ବଜାର ଆରମ୍ଭ କରାଯାଇଥିଲା। ଏହା ଏବେ ବିପର୍ଯ୍ୟସ୍ତ ଅବସ୍ଥାରେ ପଡିରହିଛି। ଚାଷୀଙ୍କ ଉତ୍ପାଦିତ ଦ୍ରବ୍ୟର ଉଚିତ୍‌ ମୂଲ୍ୟ ପ୍ରଦାନ ସହ ଖାଉଟିଙ୍କୁ ସଦ୍ୟ ଫଳ ପନିପରିବା ସୁଲଭ ମୂଲ୍ୟରେ…

ନିରାକାରପୁର-ଭୂଷଣ୍ଡପୁର ମଝି ରେଳଧାରଣାରେ ଅଘଟଣ: ଟ୍ରେନ୍‌ରେ ଲାଗିଲା ନିଆଁ

ନିରାକାରପୁର,୯।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ନିରାକାରପୁର-ଭୂଷଣ୍ଡପୁର ମଝିରାସ୍ତା ରେଳଧାରଣାରେ ଗୁରୁବାର ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଛି। ତେବେ ହରିପୁର ଗେଟ୍‌ ଜଗୁଆଳି ନିଆଁ ଲାଗିଥିବା ଦେଖିବା ପରେ ନାଲି ପତାକା ଦେଖାଇ ଅଟକାଇବାକୁ ଚେଷ୍ଟା କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?