ଖୋର୍ଦ୍ଧା

କାମ ସାରି ଘରକୁ ଫେରୁଥିଲେ: ବାଟରେ ଘଟିଲା ଏମିତି…

ନିରାକାରପୁର,୧୦।୨(ମାନସ ଚନ୍ଦ୍ର ପଟ୍ଟନାୟକ): କାମ ସାରି ଫେରୁଥିବା ବେଳେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ପଞ୍ଚାୟତ ଖଜୁରୀପଡା ମୁସଲମାନ ସାହିର ସେକ୍‌ ଅତାଉଲ୍ଲା ଓରଫ…

ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ : ୫ ଗୁରୁତର

ଖୋର୍ଦ୍ଧା,୨।୧୦(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବୋଲଗଡ଼ ଗୋପବନ୍ଧୁ ଛକରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଗଛରେ ପିଟି ହୋଇ ୫ ଗୁରୁତର ହୋଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଘରୋଇ ବସ୍‌ (ନାରାୟଣୀ) ଏକ ଗାଡିକୁ…

କଟନି-ଛଟନିକୁ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ନବନିର୍ମାଣ କୃଷକ ସଙ୍ଗଠନ

ଖୋର୍ଦ୍ଧା,୬।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାାପକ ଅବ୍ୟବସ୍ଥା ଲାଗି ରହିଛି। ଧାନର ଏଫଏକ୍ୟୁ ମାନ ନ ଥିବା ଦର୍ଶାଇ ମନଇଚ୍ଛା କଟନିଛଟନି କରାଯାଉଛି। ଏହାର ପ୍ରତିବାଦରେ ନବ ନିର୍ମାଣ କୃଷକ ସଙ୍ଗଠନ ରାଜ୍ୟ ସଭାପତି ଅକ୍ଷୟ କୁମାରଙ୍କ ନେତୃତ୍ୱରେ ଖୋର୍ଦ୍ଧା,…

‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା,୫।୨(ପ୍ରଭାତ ପାଣିଗ୍ରାହୀ): ଓଡ଼ିଶାର ନୂଆ ସରକାରଙ୍କ ଅଭିନବ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କର କମଳରେ ଖୋର୍ଦ୍ଧା ଜିଲାର ଜଙ୍କିଆ ମିନି ଷ୍ଟାଡିୟମ ଠାରେ ଶୁଭାରମ୍ଭ ହୋଇଯାଇଛି। ଏହି ଯୋଜନାରେ ଗ୍ରାମୀଣ ଭିତ୍ତିଭୂମି ଏବଂ…

ମୋ ବସ୍‌ ଧକ୍କାରେ ଚାଲିଗଲା ନାବଳିକାଙ୍କ ଜୀବନ, ବସ୍‌କୁ ଅଟକ ରଖିଲେ ସ୍ଥାନୀୟ ଲୋକେ

ବାରଙ୍ଗ,୪।୨(ଲିଙ୍ଗରାଜ ରାଉତ): ମୋ ବସ୍‌ ଧକ୍କାରେ ନାବଳିକାଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ନନ୍ଦନକାନନ ଥାନା ରଘୁନାଥପୁରରେ ମଙ୍ଗଳବାର ଏହି ଦୁର୍ଘଟଣା ଘଟିଛି। ମୃତ ନାବାଳିକାଙ୍କ ବୟସ ୧୩ ବର୍ଷ ବୋଲି ଜଣାପଡିଛି। ରଘୁନାଥପୁର ଗ୍ରାମବାସୀ ରାସ୍ତାରେ ଟାୟାର ଜାଳି ଓ…

ସୋସାଇଟି ଘରେ ସମ୍ପାଦକଙ୍କ ମଦର ଅସାର

ନିରାକାରପୁର,୨୮।୧(ମାନସ ଚନ୍ଦ ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ସମବାୟ ସମିତି କାଶୀପୁର -୨ ସୋସାଇଟିର ସମ୍ପାଦକ ଗୌର ଗୋବିନ୍ଦ ପଟ୍ଟନାୟକ ଏବଂ ଆଉ ଜଣେ ବ୍ୟକ୍ତି ସୋସାଇଟି ଗୃହ ମଧ୍ୟରେ ଖୁଲମଖୁଲା ମଦପିଉଥିବା ଭିଡିଓ ସୋସିଆଲ ମିଡିଆରେ ଏବେ…

ପାଣିପାଗ ବିଶେଷଜ୍ଞ ଡ.ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ପ୍ରାଣନାଥ ସମ୍ମାନ

ଖୋର୍ଦ୍ଧା,୨୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୬ତମ ସାମ୍ବତ୍ସରିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷା ଡ.ବିନୋଦିନୀ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ ପ୍ରାକ୍ତନ ରାଜ୍ୟମୁଖ୍ୟ ପ୍ରଶାସକ ଗୋକୁଳ ଚନ୍ଦ୍ର ପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।…

ପାଠପଢ଼ି ଭଲ ମଣିଷ ହେବାକୁ ପରାମର୍ଶ

ନିରାକାରପୁର,୨୭ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ପଞ୍ଚାୟତରେ ଥିବା କ୍ଷେତ୍ରବାସୀ ସରକାରୀ ହାଇସ୍କୁଲର ୭୭ତମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ ପ୍ରଧାନ ଶିକ୍ଷୟିତ୍ରୀ ସ୍ନିଗ୍ଧାରାଣୀ ଛୋଟରାୟଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଅତିଥିଭାବେ ଆଲୁମ୍‌ନି ଆସୋସିଏଶନର ସଭାପତି ରବୀନ୍ଦ୍ର କୁମାର ରାଉତରାୟ,…

ନିରାକାରପୁରରେ ୭୬ତମ ସାଧାରଣତନ୍ତ୍ର ଦିବସ

ନିରାକାରପୁର,୨୬ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ତଥା ଏହାର ଆଖ ପାଖ ଅଞ୍ଚଳରେ ୭୬ତମ ଜିଲାସ୍ତରୀୟ ଗଣତନ୍ତ୍ର ଦିବସ ରବିବାର ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସ୍ଥାନୀୟ ଅଞ୍ଚଳରେ ଥିବା ବିଭିନ୍ନ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ,…

ଖୋର୍ଦ୍ଧାରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା,୨୬ା୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୬ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ଖେଳପଡ଼ିଆରେ ଆୟୋଜିତ ହୋଇଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସମ୍ମିଳିତ ପରେଡ୍‌ରେ ଅଭିଭାଦନ ଗ୍ରହଣ…

ପୋଖରୀରେ ବୁଡ଼ିଗଲେ ଯୁବକ

ନିରାକାରପୁର,୨୪ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ପୋଖରୀରେ ବୁଡ଼ିଯିବାରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ବ୍ରହ୍ମପଡ଼ାପାଟଣା ଗ୍ରାମର ରମାକାନ୍ତ ପଲେଇ(୨୮)। ସୂଚନା ମୁତାବକ, ସବୁଦିନ ଭଳି ରମାକାନ୍ତ ସ୍ଥାନୀୟ ଗୋଡ଼ି ପୋଖରୀକୁ ଗାଧୋଇବାକୁ…

ମଦ୍ୟପାନ କରି ଗାଡ଼ି ଚଳାଇଲେ…

ନିରାକାରପୁର,୨୪।୧:(ମାନସ ଚନ୍ଦ୍ର ପଟ୍ଟନାୟକ ),ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ଖବରଦାତା ସଙ୍ଘ, ଆଞ୍ଚଳିକ ପରିବହନ ବିଭାଗ ଭୁବନେଶ୍ୱର, ନିରାକାରପୁର କଲେଜର ଏନଏନଏସର ମିଳିତ ଆନୁକୂଲ୍ୟରେ ନିରାକାରପୁର କଲେଜଠାରେ ଏକ ସଡ଼କ ସୁରକ୍ଷା ସପ୍ତାହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ନିରାକାରପୁର କଲେଜ ଅଧ୍ୟକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri