ଜଳିଗଲା ଡିଜେଲ ଟ୍ୟାଙ୍କର: ଡ୍ରାଇଭର, ହେଲ୍ପର ଗୁରୁତର
ଖୋର୍ଦ୍ଧା ଅଫିସ,୩୦।୮: ଖୋର୍ଦ୍ଧା ଜିଲା ୧୬ ନଂ ଜାତୀୟ ରାଜପଥର ଟାଙ୍ଗୀ ବାଇପାସ ପଥରବନ୍ଧ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ଏକ ଡିଜେଲ ଟ୍ୟାଙ୍କର ଜଳିଯାଇଛି। ଏଥିରେ ଟ୍ୟାଙ୍କର ଚାଳକ ଓ ହେଲ୍ପର ଗୁରୁତର ହୋଇଛନ୍ତି। ସେମାନଙ୍କୁ...
ଜାତୀୟ ରାଜପଥରେ ଲୁଟେରା ସକ୍ରିୟ : ୫ ବର୍ଷରେ ୯ ଜଣଙ୍କ ମୃତ୍ୟୁ
ଖୋର୍ଦ୍ଧା ଅଫିସ,୩୦।୮ : ଖୋର୍ଦ୍ଧା ଜିଲା ଦେଇ ଅତିକ୍ରମ କରିଥିବା କୋଲକାତା-ମାଡ୍ରାସ ୧୬ ନଂ. ଓ ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥରେ ଲୁଟେରା ସକ୍ରିୟ ହୋଇ ପଡିଛନ୍ତି। ଦିନବେଳା କାଁ ଭାଁ ଲୁଟ୍ ହେଉଥିବାବେଳେ ସନ୍ଧ୍ୟାରେ ରାଜପଥ ନିରାପଦ...
୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
ଟାଙ୍ଗୀ(ଖୋର୍ଦ୍ଧା),୨୯ା୮(ଡି.ଏନ.ଏ.): ଟାଙ୍ଗୀ ଅବକାରୀ ବିଭାଗ ଅଧିକାରୀ ଓ କର୍ମକର୍ତ୍ତା ବୁଧବାର କୁହୁଡ଼ିରେ ଚଢ଼ାଉ କରି ୪କେଜି ୭ ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଉଛନ୍ତି ରବୀନ୍ଦ୍ର ଭୁଜବଳ(୪୮)। ଅବକାରୀ ଇନ୍ସପେକ୍ଟର ନିନା...
ବିଦ୍ୟାଳୟରେ ଶିକ୍ଷକଙ୍କୁ ମୋବାଇଲ ମନା
ଭୁବନେଶ୍ୱର, ୨୮-୮(ବ୍ୟୁରୋ):ଶିକ୍ଷାନୁଷ୍ଠାନଗୁଡ଼ିକରେ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଶିକ୍ଷକଙ୍କ ଉପରେ କେତେକ କଟକଣା ଜାରି କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଶିକ୍ଷକମାନେ ଠିକ୍ ସମୟରେ ବିଦ୍ୟାଳୟରେ ପହଞ୍ଚତ୍ବା, ନିୟମିତ ଶିକ୍ଷାଦାନ କରିବା ସହ ମୋବାଇଲ ଫୋନ୍...
ବାଇକ୍କୁ ଧକ୍କା ଦେଲା ଟ୍ରକ :ଦୁଇ ପୁଅ ସହ ବାପାଙ୍କ ଜୀବନ ଗଲା
ଖୋର୍ଦ୍ଧା ଅଫିସ,୨୮ା୮:କୋଲକାତା-ଚେନ୍ନାଇ୧୬ନଂ. ଜାତୀୟ ରାଜପଥର ଗଡ଼ଖୋର୍ଦ୍ଧା ଛକ ନିକଟରେ ମଙ୍ଗଳବାର ରାତି ପ୍ରାୟ ସାଢ଼େ ୧୦ଟାରେ ଏକ ଅଣ୍ଡା ବୋଝେଇ ଟ୍ରକ୍ ଧକ୍କାରେ ୩ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଙ୍କିଆ ଥାନା ମଳିପଡ଼ା ଗ୍ରାମର କୃଷ୍ଣଚନ୍ଦ୍ର...
ମନ୍ଦିର ହୁଣ୍ଡି, ଆଲମାରି ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି
ନିରାକାରପୁର, ୨୬।୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ରାମ ମନ୍ଦିର ଓ ସାଇ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ମନ୍ଦିରର ତାଲା କାଟି ହୁଣ୍ଡି, ଆଲମାରି ଏବଂ ସାଇ ବାବା ଲଗାଇଥିବା ରୁପାର...
ଯାଁଳାରେ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ
ଯାଁଳା,୨୫ା୮(ଡି.ଏନ.ଏ): ଜଟଣୀ ବ୍ଲକ ଯାଁଳା ପଞ୍ଚାୟତ ଅନ୍ତର୍ଗତ ଓଗାଳପଡ଼ା ଶିଳ୍ପାଞ୍ଚଳରେ ଥିବା ସାଇକୃପା ଚନ୍ଦନ ପ୍ଲାଷ୍ଟିକ ଇଣ୍ଡଷ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ମେଶିନ୍ ଏବଂ ବିଭିନ୍ନ ପ୍ଲାଷ୍ଟିକ ସାମଗ୍ରୀ ପୋଡି ଯାଇଛି। ରବିବାର ସକାଳେ ଏହି ଅଗ୍ନିକାଣ୍ଡ...
ଛିନ୍ତାଇ ବେଳେ ବାଇକ୍ରୁ ପଡି ଯୁବତୀ ମୃତ
ଖୋର୍ଦ୍ଧା ଅଫିସ/ ବାଲୁଗାଁ, ୨୪।୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା କୋଲକତା-ମାଡ୍ରାସ ୧୬ ନଂ. ଜାତୀୟ ରାଜପଥର ବାଲୁଗାଁ ଥାନା ନାଭାଲ ଫାଣ୍ଡି ନିକଟ ନୂଆଗଡ ଓଭର ବ୍ରିଜ ପାଖରେ ଶନିବାର ସନ୍ଧ୍ୟାରେ ଛିନ୍ତାଇ ବେଳେ ବାଇକରୁ ପଡି ଜଣେ ଯୁବତୀଙ୍କ ମୃତ୍ୟୁ...
ପାଇପରେ ୫୦ ଫୁଟର ବର ଚେର କଢାଗଲା : ୬ ମାସ ବନ୍ଦ ପରେ ଜଳଯୋଗାଣ ହେଲା ସ୍ବାଭାବିକ
ଖୋର୍ଦ୍ଧା ଅଫିସ, ୨୪।୮: ଜଟଣୀ ବ୍ଲକ ପଳାସପୁରର ପାନୀୟଜଳ ପ୍ରକଳ୍ପର ପ୍ଲାଷ୍ଟିକ ପାଇପକୁ ବରଚେର ଫଟାଇ ବଢୁଥିବାରୁ ପ୍ରାୟ ୬ ମାସ ହେଲା ସ୍ଥାନୀୟ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ବନ୍ଦ ରହିଥିଲା। ତେବେ କୁମ୍ଭାରସାହି ନିକଟରେ ପାଣି ଲିକ୍...
ଜଳ ନିଷ୍କାସନ ବ୍ୟବସ୍ଥାକୁ ଅଣଦେଖା: ରାସ୍ତାରେ ଯାଉଛି ନର୍ଦ୍ଦମା ଜଳ
ଖୋର୍ଦ୍ଧା ଅଫିସ, ୨୪।୮: ଜଳ ନିଷ୍କାସନ ବ୍ୟବସ୍ଥାକୁ ଅଣଦେଖା କରି ନିର୍ମାଣ କରାଗଲା ଡ୍ରେନ। ଏଣୁ ବର୍ଷା ହେଲେ ବର୍ଷାଜଳ ସହ ନର୍ଦ୍ଦମା ଜଳ ରାସ୍ତା ଉପରେ ଯାଉଛି। ଠିକାଦାର ଡ୍ରେନ ନିର୍ମାଣ କରି ସରକାରୀ ଅନୁଦାନକୁ ହାତେଇ ନେଲେ।...
ମଦ ନିଗମ ସମ୍ମୁଖରେ ଶ୍ରମିକଙ୍କ ଧାରଣା
ଖୋର୍ଦ୍ଧା ଅଫିସ, ୨୩।୮: ଛଟେଇ ବନ୍ଦ କରିବା, ଲୋଡିଂ ଅନଲୋଡିଂ ଗୋଟିଏ ପେଟି ପ୍ରତି ୧ ଟଙ୍କା କରାଇବା ଓ ଦାୟିତ୍ୱ ନ ପାଇ ସବୁ କାମରେ ହସ୍ତକ୍ଷେପ କରୁଥିବା ଜଣେ ବ୍ୟକ୍ତିଙ୍କୁ ହଟାଇବା ଦାବି ନେଇ ଶୁକ୍ରବାର ପୂର୍ବାହ୍ନ...
ବେଆଇନ ମାଙ୍କଡ଼ା ପଥର ବୋଝେଇ ଗାଡ଼ି ଓଲଟିଲା
ବେଗୁନିଆ, ୨୩। ୮ (ଡି.ଏନ.ଏ.)- ବେଆଇନ ଭାବେ ପଥର ଖଣିରୁ ଗୁରୁବାର ବିଳମ୍ବିତ ରାତିରେ ମାଙ୍କଡା ପଥର ବୋଝେଇ କରି ପଳାଇ ଯାଉଥିବା ଏକ ମିନି ଟ୍ରକ୍ ଭାରସାମ୍ୟ ହରାଇ ଓଲଟି ପଡିଥିବା ଜଣାପଡିଛି। ତେବେ ଚାଳକ ଜଣକ ଅଳ୍ପକେ...
Archives


